ଲକ୍ଷ୍ନୌ: ହଠାତ୍ କିଛି ଲୋକ ଆସିଲେ, ବସ୍ ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ତଳକୁ ଓହ୍ଲାଇ ଦେଇ ୩୪ ପାସେଞ୍ଜର ଥିବା ବସ୍କୁ ନିଜେ ଡ୍ରାଇଭ୍ କରି ନେଇଗଲେ। ଏଭଳି ଘଟଣା ଘଟିଛି ଉତ୍ତର ପ୍ରଦେଶର ଆଗ୍ରାରେ। ଏହାପରେ ବସ୍ ହାଇଜ୍ୟାକ୍ ହୋଇଗଲା ବୋଲି ଚାରିଆଡ଼େ ପ୍ରଚାର ହୋଇଗଲା। ସୋସିଆଲ୍...
ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ୩୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦୪ କ୍ୱାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୬୬ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। ଆଜି ଚିହ୍ନଟ ହୋଇବା ପଜିଟିଭମାନଙ୍କ ମଧ୍ୟରୁ ବାଣୀବିହାର...
କଟକ: କଟକ ସହରରୁ ଆଜି ଆଉ ୧୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୬୨ରୁ ୧୦୦ ଜଣ ଆକ୍ରାନ୍ତ କେବଳ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୨ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ସିଏମ୍ସି। ତେବେ ଆଜି ସର୍ବାଧିକ...
କଟକ: ହୋମଗାର୍ଡମାନଙ୍କ ପାଇଁ ଖୁସି ଖବର। ହୋମଗାର୍ଡଙ୍କ ଭତ୍ତା ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ଦୈନିକ ୫୩୩ ଟଙ୍କା ହିସାବରେ ପାରିଶ୍ରମିକ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ୫୩୩ଟଙ୍କାକୁ ବୃଦ୍ଧି ସହ ପିଛିଲା ଭାବେ ଜାନୁଆରୀ ୨୦୨୦ରୁ ଲାଗୁ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ହାଇକୋର୍ଟଙ୍କ...
ବାଲେଶ୍ୱର: ବିପଦ ସଂକେତ ଟପିଛି ଜଳକା ନଦୀ। ଲଘୁଚାପ ଜନିତ ଲଗାଣ ବର୍ଷାରୁ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇଛି। ବାଲେଶ୍ୱର ବସ୍ତା ଅଂଚଳ ଦେଇ ଜଳକା ନଦୀ ପ୍ରବାହିତ ହୋଇଥିବାବେଳେ ନଦୀର ଉପର ମୁଣ୍ଡ ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ଗତକାଲି ଠାରୁ ବର୍ଷା ଲାଗି...
ଭୁବନେଶ୍ୱର: ପୁଣି ଲଘୁଚାପ ବର୍ଷାରେ ବେହାଲ୍ ସାରା ରାଜ୍ୟ। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଲାଗି ରହିଛି ଲଗାଣ ବର୍ଷା। ମାଲକାନଗିରିରେ ଆଜି ସକାଳୁ ପୁଣିଥରେ ବର୍ଷା ଆରମ୍ଭ ହୋଇଛି। ପୂର୍ବ ତୁଳନାରେ ବର୍ଷା କମିଥିଲେ ମଧ୍ୟ ତଳିଆ ଅଂଚଳ ଜଳମଗ୍ନ ହୋଇରହିଛି। NH- ୩୨୬...
ଭୁବନେଶ୍ୱର: ଅଗଷ୍ଟରେ କରୋନା ଉଗ୍ର ରୂପ ଧାରଣ କରିଛି। ମାସ ଆରମ୍ଭରୁ ବଢି ଚାଲିଛି ମୃତ୍ୟୁ ସଂଖ୍ୟା।ପ୍ରତିଦିନ ୯ରୁ ୧୦ ଜଣଙ୍କ ମୁଣ୍ଡ ନେଉଛି ମହାମାରୀ। ରାଜ୍ୟରେ ଏଯାଏଁ ୩୭୨ ଜଣଙ୍କର କୋଭିଡରେ ମୃତ୍ୟୁ ହୋଇଥିବା ବେଳେ ଅଣକୋଭିଡରେ ଯାଇଛି ୫୩ ଜଣଙ୍କ ଜୀବନ। ତେବେ ରାଜ୍ୟର ମୋଟ୍...
ଭୁବନେଶ୍ୱର: କରୋନା ରୋଗୀଙ୍କ ପାଇଁ ଭୁବନେଶ୍ୱରରେ ପେଡ୍ ଆଇସୋଲେସନର ବ୍ୟବସ୍ଥା ହୋଇଛି। ବିଏମ୍ସି ପକ୍ଷରୁ ଏହି ପେଡ୍ ଆଇସୋଲେସନ ବ୍ୟବସ୍ଥା କରାଯାଇଛି। ସର୍ତ୍ତମୂଳକ ଭାବେ କରୋନା ରୋଗୀ ନିଜସ୍ୱ ଖର୍ଚ୍ଚରେ ପେଡ୍ ଆଇସୋଲେସନରେ ରହିପାରିବେ। ଏଥିପାଇଁ ପ୍ରଥମ ଦଫାରେ ୩ଟି ହୋଟେଲରେ ପେଡ୍ ଆଇସୋଲେସନ ବ୍ୟବସ୍ଥା ରହିଛି। କେବଳ...
ଭୁବନେଶ୍ୱର; କୋଭିଡ଼ ହସ୍ପିଟାଲ ବୁଲି ତଦାରଖ କରିବେ ସ୍ୱତନ୍ତ୍ର ଟେକ୍ନିକାଲ ଟିମ୍। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଟେକ୍ନିକାଲ ଟିମ୍ରେ ସାପ୍ତାହିକ ଗସ୍ତ ସୂଚୀ ମେଡିକାଲ କଲେଜ ଡିନ୍ ସ୍ଥିର କରିବେ। କୋଭିଡ଼ ହସ୍ପିଟାଲର ଚିକିତ୍ସା, ଖାଦ୍ୟ, ପରିମଳ ବ୍ୟବସ୍ଥାର ତଦାରଖ କରିବ ଟିମ୍।...
ଭୁବନେଶ୍ୱର: ଆଜି ରାଜ୍ୟରେ ୧୬୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୬୨୧ ସୁସ୍ଥଙ୍କ ମଧ୍ୟରୁ ଗଞ୍ଜାମରେ ସର୍ବାଧିକ ୩୨୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୬୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଗଜପତିରୁ...