ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର,...
ଭୁବନେଶ୍ୱର: ଋଣ ଆଦାୟ କରିବାରେ କୋହଳ ଉଦ୍ଦେଶ୍ୟରେ ରିଜର୍ଭ ବ୍ୟାଙ୍କ୍ ଗଭର୍ଣ୍ଣରଙ୍କୁ ଚିଠି ଲେଖିଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ବସ୍ ମାଲିକଙ୍କ ଋଣ ଏବଂ ସୁଧ ଟଙ୍କା ବର୍ଷେ ଯାଏଁ ଆଦାୟ ନ କରିବାକୁ ଚିଠିରେ ଅନୁରୋଧ କରିଛି ବସ୍ ମାଲିକ ସଂଘ। ଏ ନେଇ...
ଭୁବନେଶ୍ୱର: ଦୁବାଇରେ ଚମକିଲେ ଓଡ଼ିଆ ଝିଅ। ସମ୍ବଲପୁରରେ ଜନ୍ମିତ ଦୁବାଇର ତିଶ୍ୟା ପାଣିଗ୍ରାହୀ ମାଟି ପାଇଁ ଆଣିଛନ୍ତି ଗୌରବ। ସବୁଠୁ କନିଷ୍ଠ ଓଡ଼ିଆ ସ୍କୁବା ଡାଇଭର ହେବାର ଗୌରବ ଅର୍ଜନ କରିଛନ୍ତି ତିଶ୍ୟା। ଦୁବାଇରେ ସେ ଜୁନିଅର ସ୍କୁବା ଡାଇଭିଂ କୋର୍ସ ଶେଷ କରିଛନ୍ତି। ତିଶ୍ୟାଙ୍କ ବୟସ ମାତ୍ର...
ଗଜପତି: ଗଜପତି ଜିଲ୍ଲାରେ ଖର୍ଚ୍ଚ ହୋଇପାରିନାହିଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ବା ଏସଡିସିର ଫଣ୍ଡ। ଏସ୍ଡିସି ଅଧ୍ୟକ୍ଷ ପଦ ଖାଲି ପଡ଼ିଥିବାରୁ ଆସିଥିବା ଟଙ୍କା ଖର୍ଚ୍ଚ ନହୋଇ ପଡ଼ିରହିଛି। ସରକାର ଟଙ୍କା ଦେଉଥିଲେ ମଧ୍ୟ ଏହା ଖର୍ଚ୍ଚ ହୋଇପାରିନାହିଁ। ଆଦିବାସୀଙ୍କ ଉନ୍ନୟନ ତଥା ସେମାନଙ୍କ ସଂସ୍କୃତି ଓ ପରମ୍ପରାର...
ମୟୂରଭଞ୍ଜ: କିଏ ଡାକ ଟିକଟ ତ କିଏ ଖବର କାଗଜ, ପୁଣି କିଏ କାଗଜ ନୋଟ ସଂଗ୍ରହ କରୁଥିବା କଥା ଆପଣମାନଙ୍କ ନଜରକୁ ଆସିଥିବl ତେବେ ଭିନ୍ନ ଭିନ୍ନ ଦେଶର ଚକୋଲେଟ ଜରି ସଂଗ୍ରହ କରି ରେକର୍ଡ କରିବା ନିଶା ଶୁଣିଛନ୍ତି କି ? ଭାରତ ତଥା ବିଭିନ୍ନ...
ନୂଆଦିଲ୍ଲୀ: ଦିନକରେ ଦେଶରେ ୬୦ ହଜାର ୯୭୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ୮୪୮ ଜଣଙ୍କ ମୃତ୍ୟୁ ହୋଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ଦେଶରେ କରୋନାଜନିତ ମୋଟ ମୃତ୍ୟୁସଂଖ୍ୟା ୫୮,୩୯୦ରେ ପହଞ୍ଚିଥିବା ବେଳେ...