କୋରାପୁଟ: କୋରାପୁଟ ଜିଲ୍ଲା ପଟାଙ୍ଗି ବିଧାୟକ ପିତମ ପାଢ଼ୀ କରୋନାରେ ସଂକ୍ରମିତ ହୋଇଛନ୍ତି। ନିଜେ ବିଧାୟକ ଏନେଇ ତାଙ୍କ ଫେସବୁକ୍ ଆକାଉଣ୍ଟରେ ସୂଚନା ଦେଇଛନ୍ତି। କରୋନା ପଜିଟିଭ ଚିହ୍ଟଟ ହେବା ପରେ ସେ ହୋମ କ୍ୱାରେଣ୍ଟିନରେ ରହିଛନ୍ତି ବୋଲି ସୂଚନା ଦେଇଛନ୍ତି ବିଧାୟକ। ଏଥିସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା...
ଭୁବନେଶ୍ୱର: ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶ ପାଇବ। +2 କଳା ସହିତ ଧନ୍ଦାମୂଳକ ପରୀକ୍ଷା ଫଳ ବି ପ୍ରକାଶ ପାଇବ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି। ପୂର୍ବରୁ ଅଗଷ୍ଟ ଶେଷରେ କଳା ରେଜଲ୍ଟ ବାହାରିବା ନେଇ...
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଆରମ୍ଭ ହୋଇଯାଇଛି। ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ ଜିଲ୍ଲାରେ ବର୍ଷା ଜାରି ରହିଛି। ସେହିପରି ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, କଟକ,...
ମାଲକାନଗିରି: କୋଭିଡ କଟକଣାକୁ ବେଖାତିର କରି ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ସିପିଆଇଏମ ପକ୍ଷରୁ ମେଳି ହୋଇଛି। ଗଜଳମାମୁଡ଼ିରେ ଚିତ୍ରକୋଣ୍ଡାର ଅଂଚଳରେ ବିଭିନ୍ନ ସମସ୍ୟାକୁ ନେଇ ମେଳି ଓ ଶୋଭାଯାତ୍ରା ହୋଇଛି। ବିଭିନ୍ନ ସମସ୍ୟାକୁ ନେଇ ସେମାନେ ସ୍ଲୋଗାନ ଦେଇଥିଲେ। ୯ ଟି ପଞ୍ଚାୟତର ୪୦ ପ୍ରତିଶତ ପରିବାର ରାସନ...
ଭୁବନେଶ୍ୱର: ଏପଟେ ଲଘୁଚାପ ବର୍ଷା ଜାରି ରହିଥିଲେ ବି ରାଜ୍ୟରେ ବନ୍ୟାର ଆଶଙ୍କା ନାହିଁ। ଅନେକ ନଦୀର ଜଳସ୍ତର ବିପଦ ସଙ୍କେତ ତଳେ ରହିଥିବା କହିଛନ୍ତି ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋର୍ତିମୟ ରଥ। ପାଣିପାଗ ବିଭାଗର ସୂଚନା ଅନୁସାରେ ରାଜ୍ୟରେ ଆଜି ବର୍ଷା ହେବ। କିନ୍ତୁ...
ନୂଆଦିଲ୍ଲୀ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କୁ ମନେ ପକାଇ ସୋସିଆଲ୍ ମଡିଆରେ ଭାବପ୍ରବଣଭରା ପୋଷ୍ଟ କଲେ କ୍ରିକେଟର୍ ସୁରେଶ ରାଇନା। ସୁଶାନ୍ତ ପ୍ରକୃତରେ ଆମମାନଙ୍କ ପାଇଁ ଏକ ପ୍ରରଣା ଥିଲେ। ସେ ସବୁବେଳେ ଲୋକମାନଙ୍କ ହୃଦୟରେ ରହିବେ ବୋଲି ଟ୍ୱିଟ୍ କରିଛନ୍ତି ରାଇନା। ଏଥିସହିତ ସୁଶାନ୍ତଙ୍କ ପାଇଁ...
ଭୁବନେଶ୍ୱର: NEET ଓ JEE ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷାକୁ ଘୁଞ୍ଚାଇବାକୁ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ନବୀନ। କରୋନା ଯୋଗୁ ପରୀକ୍ଷା କେନ୍ଦ୍ର ଯାଇ ପରୀକ୍ଷା ଦେବା...
ଭୁବନେଶ୍ୱର: କରୋନାରେ କ୍ଷତିଗ୍ରସ୍ତ ଗ୍ରାମୀଣ ଅର୍ଥନୀତିର ପୁନରୁଦ୍ଧାର କୋଭିଡ୍-୧୯ ସହାୟତା ପ୍ୟାକେଜ୍କୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ୟାକେଜ୍ରେ ଗ୍ରାମାଞ୍ଚଳର ଗରିବ, ଅତିଗରିବ ଓ ପ୍ରବାସୀଙ୍କ ପାଇଁ ୪ ପ୍ରକାର ବ୍ୟବସ୍ଥା ହୋଇଛି। ଅଣୁ ଓ କ୍ଷୁଦ୍ର ଉଦ୍ୟୋଗର ବିକାଶ ପାଇଁ ୫୦ ହଜାର ପର୍ଯ୍ୟନ୍ତ ଋଣ...
ଭୁବନେଶ୍ୱର; ଅନ୍ତର୍ଜାତୀୟ ସ୍ତରରେ ସ୍ଥାନ ପାଇଲା ଓଡ଼ିଶାର ସମ୍ବଲପୁରୀ ହସ୍ତତନ୍ତ କଳା। ବିଶ୍ୱସ୍ତରୀୟ ସ୍ଥାପତ୍ୟକଳା ଡିଜିନ୍ ମାଗାଜିନରେ ସ୍ଥାନ ପାଇଛି ଓଡ଼ିଶା କୃଷି ଭବନର ସ୍ଥାପତ୍ୟ କଳା। ଏହି ମାଗାଜିନରେ କୌଣସି ଭାରତୀୟ ସରକାରୀ ବିଲ୍ଡିଂ ସ୍ଥାନ ପାଇବା ପ୍ରଥମ। ଆମ ଦେଶରେ ଥିବା ସମସ୍ତ ସରକାରୀ ବିଲଡିଂ...