ଭୁବେନଶ୍ୱର: କରୋନା ଅନୁଭୂତିକୁ ନେଇ ଭାଇରାଲ ଅଡିଓ ସଂପର୍କିତ ମାମଲାରେ ଆଜି ପୁଣି କ୍ୟାପିଟାଲ ଥାନାରେ ହାଜର ହୋଇଛନ୍ତି ଓଟିଭି ଡିଜିଟାଲ ଏଡିଟର ଅମରେଶ ବିଶ୍ୱାଳ। ଅମରେଶଙ୍କୁ ଆଜି ୩ ଘଣ୍ଟାରୁ ଅଧିକ ସମୟ ଜେରା କରିଛି ପୋଲିସ। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଅମରେଶ ଥାନାରେ ହାଜର ହୋଇଥିଲେ।...
ନୂଆଦିଲ୍ଲୀ: ଅକ୍ସଫୋର୍ଡ ଦ୍ୱାରା ବିକଶିତ କରୋନା ଟିକା କୋଭିସିଲ୍ଡର ଦ୍ୱିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଆରମ୍ଭ ହୋଇଛି। ପୁଣେର ସେରମ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ଦ୍ୱାରା ପ୍ରସ୍ତୁତ ଅକ୍ସଫୋର୍ଡ କୋଭିଡ-୧୯ ଭ୍ୟାକସିନ କୋଭିସିଲ୍ଡର ମାନବ ପରୀକ୍ଷଣ ସହରର ଏକ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ଆରମ୍ଭ ହୋଇଛି। ପୁଣେର...
ଗଞ୍ଜାମ: ଗଞ୍ଜାମ ହିଞ୍ଜିଳିରେ ବେଆଇନ ବାଲି ଚାଲାଣକୁ ନେଇ ତୁମୁଳକାଣ୍ଡ ପରେ ଘଟଣାସ୍ଥଳକୁ ଯାଇଛି ବିଜେପି ଟିମ୍। ୧୧ ଜଣିଆ ଏକ ତଥ୍ୟ ଅନୁସନ୍ଧାନକାରୀ ଟିମ୍ ଗାଁରେ ପହଞ୍ଚି ଲୋକଙ୍କ ସହ ଆଲୋଚନା କରିଛନ୍ତି। ଘଟଣା କିପରି ଘଟିଲା, ଏଥିପାଇଁ କିଏ ଦାୟୀ ସେ ସବୁ ଦିଗକୁ ବିଜେପି...
ଭୁବନେଶ୍ୱର; ଆଜି ଭୁବନେଶ୍ୱରରେ ଆଉ ୩୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୩୯ ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୯୧ ଜଣ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏନେଇ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। ଏକ ଘରୋଇ ହସ୍ପିଟାଲର ୮ କର୍ମଚାରୀ କରୋନା ଆକ୍ରାନ୍ତ...
ଭୁବନେଶ୍ୱର; ଆସନ୍ତା ପୂଜା ଛୁଟି ଯାଏ ରାଜ୍ୟରେ ସ୍କୁଲ ଓ କଲେଜ ବନ୍ଦ ରହିବ। କରୋନା ସମୀକ୍ଷା ଅବସରରେ ଏଭଳି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢୁଥିବା ଏବଂ ଏପଟେ କୋଭିଡକୁ ନେଇ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଉଦ୍ବେଗକୁ ଦୃଷ୍ଟିରେ...
ଭୁବନେଶ୍ୱର; ବିତ୍ପାତ ଆଣିଲା ବର୍ଷା। ୨୪ ଘଣ୍ଟାର ଲଗାଣ ବର୍ଷାରେ ସାରା ରାଜ୍ୟ ପାଣି… ପାଣି। ପୋଲ ଭାସିଛି, ରାସ୍ତା ବୁଡିଛି, କାନ୍ଥ ପଡ଼ି ଜୀବନ ବି ଯାଇଛି। କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବନ୍ୟାଜଳ ଭର୍ତ୍ତି ହୋଇଯାଇଛି। ରାସ୍ତା ଅତିକ୍ରମ ବେଳେ ପୃଥକ ପୃଥକ ଘଟଣାରେ ୨ଟି...
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆହୁରି ନର୍ଦ୍ଧୁମ ବର୍ଷା ହେବ। ରାଜ୍ୟର ପ୍ରାୟ ୨୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସମ୍ଭାବ୍ୟ ବର୍ଷାର ପରିମାଣକୁ ଦେଖି ୧୩ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି...
ନୂଆଦିଲ୍ଲୀ: ବୁଧବାର ପାର୍ଲାମେଣ୍ଟ ନିକଟରେ ଜଣେ ସୁନ୍ଦିଗ୍ଧ ଯୁବକଙ୍କୁ ଗିରଫ କରାଯାଇଛି। ତାଙ୍କ ନିକଟରୁ କୋର୍ଡୱାର୍ଡ ଲେଖାଥିବା ଏକ କାଗଜ ଜବତ ହୋଇଛି। ବ୍ୟକ୍ତି ଜଣକ ବିଜୟ ଚୌକ ପାଖରେ ବୁଲୁଥିବା ବେଳେ ସିଆର୍ପିଏଫ୍ ଯବାନମାନେ ସନ୍ଦେହ କରି ତାକୁ ଧରିଥିଲେ। ଦିଲ୍ଲୀର ସଂସଦ ମାର୍ଗ ଥାନାରେ ସନ୍ଦିଗ୍ଧକୁ...
ଭୁବନେଶ୍ୱର: ସୁଶାନ୍ତ ସିଂ ରାଜପୁତଙ୍କ ଗାର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତିଙ୍କ ଭୁବନେଶ୍ୱର ଲିଙ୍କ୍ ଥିବା ଚର୍ଚ୍ଚା ହେଉଛି। ଡିଲିଟ୍ ହୋଇଥିବା Whatsapp ଚାଟ୍ରେ ଏପରି କିଛି ସନ୍ଦେହଜନକ ଚାଟ୍କୁ ନେଇ ଏବେ ଜାତୀୟ ଗଣମାଧ୍ୟମରେ ଜୋରଦାର ଚର୍ଚ୍ଚା ହେଉଛି। ଏକ ଇଂରାଜୀ ନ୍ୟୁଜ୍ ଚ୍ୟାନେଲ୍ରେ ଏନେଇ ଖବର ପ୍ରସାରଣ ହୋଇଛି।...
ଭୁବନେଶ୍ୱର: ରାଜ୍ୟର ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ୮ଟି ଜିଲ୍ଲାର ଜିଲ୍ଲାପାଳ ଓ ୩ ଆରଡିସିଙ୍କୁ ନେଇ ଏହି ସମୀକ୍ଷା ବୈଠକ ହୋଇଥିଲା। ସମୀକ୍ଷା ପରେ ରାଜ୍ୟରେ ବନ୍ୟା ପରିସ୍ଥିତି ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ।...
ଭୁବନେଶ୍ୱର: ଦେଶର ସର୍ବଶ୍ରେଷ୍ଠ ୧୫ ଟେଲିଭିଜନ ନେଟୱର୍କ ମଧ୍ୟରେ ସ୍ଥାନ ପାଇଲା ଓଡ଼ିଶା ଟେଲିଭିଜନ ନେଟୱର୍କ। ପ୍ରଥମ ଓଡ଼ିଆ ଚ୍ୟାନେଲ୍ ଭାବେ ଓଟିଭିକୁ ଏହି ସଫଳତା ମିଳିଛି। ଜୁଲାଇ ମାସର BARC’s ନେଟ୍ୱାର୍କ ଲେଭଲ ପରଫର୍ମାନ୍ସରେ ଲିଷ୍ଟର ୧୫ ଶ୍ରେଷ୍ଠ ନେଟ୍ୱର୍କ ମଧ୍ୟରେ ସ୍ଥାନ ପାଇଛି ଓଟିଭି। ଓଡ଼ିଶା...
ଭୁବନେଶ୍ୱର: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ନାଲକୋ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ୨ ଟି କାର୍ ମୁହାଁମୁହିଁ ଧକ୍କା ହେବାରୁ ଗୋଟିଏ ପରିବାରର ୪ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।...
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ବଡ଼ ଧରଣର ଲୁଟ୍ ହୋଇଛି। ଛତ୍ରପୁରରେ ଜଣେ ସୁନା ଦୋକାନୀଙ୍କ ଠାରୁ ୭୦୦ ଗ୍ରାମ ସୁନା, ପ୍ରାୟ ୨୦ କେଜି ରୁପା ଓ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। କୋର୍ଟ ଷ୍ଟେସନ ନିକଟରେ ଥିବା ସୁନା ଦୋକାନୀଙ୍କୁ ଆକ୍ରମଣ କରି...