ଭଦ୍ରକ: ଲଗାଣ ବର୍ଷା ଯୋଗୁଁ ବୈତରଣୀ ନଦୀରେ ବନ୍ୟା ସ୍ଥିତି ଉପୁଜିଛି। ଭଣ୍ଡାରିପୋଖରୀର ୮ ଓ ଧାମନଗରର ୭ରୁ ଊର୍ଦ୍ଧ୍ୱ ପଞ୍ଚାୟତ ପାଣି ଘେରରେ ରହିଛି। ମାଳଦା ନିକଟ ଶରତା ପୋଲ ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ଦୋବଲ ନିକଟ ରାସ୍ତା ଉପରେ ବନ୍ୟା ଜଳ ପ୍ରବାହିତ...
ଭୁବନେଶ୍ୱର; ୧୮ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ନେଇ ସତର୍କ କଲା ପାଣିପାଗ ବିଭାଗ। ଆଜି ଦିନ ୧୧ଟା ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ନବରଙ୍ଗପୁର, ରାୟଗଡ଼ା, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ନୂଆପଡ଼ା ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଥିବା...
ବାଲେଶ୍ୱର: ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇଛି। ବୁଢ଼ାବଳଙ୍ଗ, ସୋନ ଓ ଜଳକା ନଦୀରେ ସ୍ଥିତି ଉଦ୍ବେଗଜନକ ରହିଛି। ଉପରମୁଣ୍ଡରେ ସୋନ ଓ କାଳ ଡ୍ୟାମର ଗୋଟିଏ ଲେଖାଏଁ ଗେଟ୍ ଖୋଲା ହୋଇଛି। ଡ୍ୟାମ୍ ଖୋଲିବାରୁ ସଦର ଓ ରେମୁଣାର ତଳିଆ...
ଭୁବନେଶ୍ୱର: ରାଜ୍ୟରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ନେଇ ୪ ଜିଲ୍ଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହେବା ସମ୍ଭାବନା ଥିବାରୁ ସ୍ଥିତି ମୁକାବିଲା ପାଇଁ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଅତ୍ୟଧିକ ସତର୍କତା ଅବଲମ୍ବନ ଲଗି ବାଲେଶ୍ୱର, କେନ୍ଦୁଝର,...
ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନ। ଏସ୍ଆର୍ସିଙ୍କ ସୂଚନା ଅନୁସାରେ, ସୁବର୍ଣ୍ଣରେଖା ନଦୀରେ ମଧ୍ୟମ ଧରଣର ବନ୍ୟାର ସମ୍ଭାବନା ଥିବା ବେଳେ ବୈତରଣୀରେ ମଧ୍ୟ ମଧ୍ୟମ ଧରଣର ବନ୍ୟା ହୋଇପାରେ। ବୁଢ଼ାବଳଙ୍ଗ ଅବବାହିକାରେ ବନ୍ୟା ହୋଇଛି ବୋଲି ସୂଚନା ଦେଇଛନ୍ତି ଏସ୍ଆର୍ସି...
ଝାରସୁଗୁଡ଼ା: ପ୍ରବଳ ବର୍ଷାରେ ଝାରସୁଗୁଡ଼ା ଓ କୁଚିଣ୍ଡା ଉପଖଣ୍ଡରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଝାରସୁଗୁଡ଼ା ଜିଲ୍ଲା ସଦର ବ୍ଲକର କାତିକେଲା ପଞ୍ଜାୟତକୁ ଯାଇଥିବା ଗାଟିଏ ରାସ୍ତାରେ ବନ୍ୟା ଜଳ ପ୍ରବାହିତ ହୋଇ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବୃନ୍ଦାମାଳ-ଭାଗିପାଳି ରାସ୍ତା ଉପରେ ପାଣି ଯାଉଥିବାରୁ ଗମନାଗମନ ବାଧାପ୍ରାପ୍ତ ହୋଇଛି। ସେହିପରି...
ନୂଆଦିଲ୍ଲୀ: ସୋଶାଲ ମିଡିଆରେ କରଣ ଆଚାର୍ଯ୍ୟ ଜଣେ ଚିତ୍ରକର ଭାବେ ବେଶ ଜଣାଶୁଣା। ତାଙ୍କର କିଛି ପେଣ୍ଟିଂ ସୋଶାଲ ମିଡିଆରେ ଲୋକପ୍ରିୟ ହୋଇଛି। ତେଣୁ ତାଙ୍କ ପ୍ରଶଂସକମାନେ ସେମାନଙ୍କ ଚିତ୍ର ଆଙ୍କିବା ସହ ତାକୁ ସୋଶାଲ ମିଡିଆରେ ଛାଡ଼ିବା ପାଇଁ ଅନୁରୋଧ କରନ୍ତି। Done.. pic.twitter.com/A0QHC1YRCt — karan...
ଭୁବନେଶ୍ୱର: NEET ଓ JEE ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଆଜି ସକାଳେ ଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଦୁଇ ପରୀକ୍ଷା ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ। କରୋନା ଓ ରାଜ୍ୟରେ ବନ୍ୟା ସ୍ଥିତି ଉପୁଜିଥିବାରୁ ବର୍ତ୍ତମାନ ପାଇଁ ପରୀକ୍ଷା...