ନୂଆଦିଲ୍ଲୀ: ଅନଲକ୍-୪ ଗାଇଡ୍ଲାଇନ୍ (Unlock 4.0 Guideline) ଜାରି କରିଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି ଗାଇଡ୍ ଲାଇନ୍ ଜାରି ହୋଇଛି। ଏହି ଅନୁସାରେ, ସେପ୍ଟେମ୍ବର ୭ ତାରିଖ ଠାରୁ ମେଟ୍ରୋ ଟ୍ରେନ୍ ଆରମ୍ଭ ହେବ। ମେଟ୍ରୋ ରେଳ ଚଳାଚଳ ପାଇଁ ଏସ୍ଓପି ଜାରି...
ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ଅନ୍ଲକ୍-୪ ଗାଇଡ୍ ଲାଇନ୍ (Unlock 4.0 Guideline) ଜାରି କରାଯାଇଛି। ଗାଇଡ୍ଲାଇନ୍ରେ ସ୍କୁଲ୍, କଲେଜ ଓ ଶିକ୍ଷାନୁଷ୍ଠାନ ସହିତ ଶିକ୍ଷାଦାନ ପାଇଁ ମଧ୍ୟ ଗାଇଡ୍ଲାଇନ୍ରେ ନିୟମ କରାଯାଇଛି। ଏହି ଗାଇଡ୍ଲାଇନ୍ ଅନୁସାରେ, ସ୍କୁଲ, କଲେଜ, ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ସେପ୍ଟେମ୍ବର...
ନୂଆଦିଲ୍ଲୀ: କେନ୍ଦ୍ର ସରକାର ଜାରି କରିଥିବା ଅନଲକ୍-୪ ଗାଇଡ୍ଲାଇନ୍ରେ ଅନେକ କିଛି କୋହଳ କରାଯାଇଥିବା ବେଳେ ରାଜ୍ୟ ସରକାରଙ୍କ ଠାରୁ ଲକ୍ଡାଉନ୍ କରିବାର ଅଧିକାର ଉଠାଇ ନେଇଛନ୍ତି। ଏଣିକି କେନ୍ଦ୍ରର ବିନା ଅନୁମତିରେ ଲକ୍ଡାଉନ୍ କରିପାରିବେନି ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ। ଏନେଇ କେନ୍ଦ୍ର ଗୃହମନ୍ତ୍ରାଳୟ...
ନୂଆଦିଲ୍ଲୀ: ଆଜି କେନ୍ଦ୍ର ସରକାର ଅନଲକ୍-୪ ଗାଇଡ୍ଲାଇନ୍ ଜାରି କରିଛନ୍ତି। ଏହି ନିୟମ ସେପ୍ଟେମ୍ବର ୧ ତାରିଖରୁ କାର୍ଯ୍ୟକାରୀ ହେବାକୁ ଥିବା ବେଳେ ଅନ୍ୟ କିଛି ଉପରେ ନିର୍ଦ୍ଦିଷ୍ଟ ସମୟ ପାଇଁ କଟକଣା ଜାରି କରାଯାଇଛି। ଯେପରି ସାମାଜିକ କାର୍ଯ୍ୟ ଖେଳ, ଶୈକ୍ଷିକ କାର୍ଯ୍ୟ, ମନୋରଞ୍ଜନ, ସାଂସ୍କୃତିକ, ଧାର୍ମିକ...
ଭୁବନେଶ୍ୱର: ମହାମାରୀ କରୋନା ମଣିଷକୁ ଦୁଃଖ ଦେଇଥିଲେ ବି ଦେଇଛି ଆଶ୍ୱାସନା। ହୃଦୟ ଖୋଲିଦେଲେ ଦୁନିଆର ଦୁଃଖ ରହିବନି-ଏହି ସତ୍ୟକୁ ଆଜି ମଣିଷ ଅନୁଭବ କରିଛି। ଏହି ଦୁଃସ୍ଥିତିରେ ଗରିବଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି ବହୁତ ସହୃଦୟ ଲୋକ। ଏମିତି ଜଣେ ସହୃଦୟ ବ୍ୟକ୍ତି ହେଉଛନ୍ତି...
ଶ୍ରୀନଗର: ସହିଦ ହେଲେ କିନ୍ତୁ ଆତଙ୍କବାଦୀଙ୍କୁ ଛାଡ଼ିଲେ ନାହିଁ ଏଏସ୍ଆଇ। ଜାମ୍ମୁ ଓ କାଶ୍ମୀରରେ ଆତଙ୍କବାଦୀଙ୍କ ସହିତ ଗୁଳିବିନିମୟରେ ଜଣେ ଏଏସ୍ଆଇ ସହିଦ ହୋଇଥିବା ବେଳେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଶନିବାର ବିଳମ୍ବିତ ରାତିରେ ଶ୍ରୀନଗରର ପାଟନା ଚୌକଠାର ଏହି ଏନ୍କାଉଣ୍ଟର ହୋଇଛି। ପଟନା ଚୌକଠାରେ...
ନୂଆଦିଲ୍ଲୀ: ଆଜି ଦିନ ୧୧ଟା ବେଳେ ମନ୍ କି ବାତ୍ କାର୍ଯ୍ୟକ୍ରମର ୬୮ ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ। ତେବେ ଏହା ପୂର୍ବରୁ ଏହି ମାସିକିଆ ରେଡିଓ କାର୍ଯ୍ୟକ୍ରମରେ କେଉଁ ପ୍ରସଙ୍ଗରେ ଆଲୋଚନା ହେବା...
ନୂଆଦିଲ୍ଲୀ: ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫ ଲକ୍ଷ ଟପିଛି। ଗତ ୨୪ ଘଣ୍ଟାରେ ୭୮,୭୬୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ ଦିନରେ ଏତେ ସଂଖ୍ୟକ ପଜିଟିଭ୍ ଚିହ୍ନଟ ହେବା ବିଶ୍ୱର ପ୍ରଥମ। ନୂଆ ଆକ୍ରାନ୍ତଙ୍କ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା...
ନୂଆଦିଲ୍ଲୀ: ମନ୍ କି ବାତ୍ ର ୬୮ ତମ ସଂସ୍କରଣରେ ଆଜି ପୁଣିଥରେ ଆତ୍ମନିର୍ଭର କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥର ଖେଳଣା ସାମଗ୍ରୀ ଉତ୍ପାଦନ ବୃଦ୍ଧି ଉପରେ ଜୋର୍ ଦେଇଛନ୍ତି ମୋଦି। ଏଥିପାଇଁ ଦେଶର ଯୁବ ଉଦ୍ୟୋଗୀଙ୍କୁ ଭାରତ ପାଇଁ କମ୍ପ୍ୟୁଟର ଗେମ୍ସ ଉତ୍ପାଦନ କରିବାକୁ...
ନୂଆଦିଲ୍ଲୀ: ସେପ୍ଟେମ୍ବର ମାସରେ ଉଦ୍ଘାଟନ ହେବ ବିଶ୍ୱର ସବୁଠାରୁ ଲମ୍ବା ସୁଡ଼ଙ୍ଗପଥ ଅଟଳ ଟନେଲ୍ (Atal Tunnel)। ହିମାଚଳର ରୋହତଙ୍ଗରେ (Rohtang) ହୋଇଥିବା ଏହି ସୁଡ଼ଙ୍ଗ ପଥ ୩ ହଜାର ମିଟର ଉଚ୍ଚତାରେ ରହିଛି। ସେପ୍ଟେମ୍ବର ୨୦ ତାରିଖରେ ଏହି ଟନେଲ୍ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।...
ନୂଆଦିଲ୍ଲୀ: ସେପ୍ଟେମ୍ବର ୧୫ରୁ ୧୭ ତାରିଖ ମଧ୍ୟରେ ଋଷିଆ ଆୟୋଜନ କରୁଥିବା ସୈନ୍ୟ ଅଭ୍ୟାସରେ ଯୋଗ ଦେବନି ଭାରତ। ଚାଇନା ଓ ପାକିସ୍ତାନ ଏଥିରେ ଭାଗ ନେବେ ବୋଲି କୁହାଯାଉଥିବାରୁ ଭାରତ ଏପରି ନିଷ୍ପତ୍ତି ନେଇଥିବା ଶୁଣିବାକୁ ମୁଳିଛି। ଏହି ସୈନ୍ୟ ଅଭ୍ୟାସରେ ପାଖାପାଖି ୨୦ଟି ଦେଶ ଭାଗ...
ପୁରୀ: ପୁରୀ ଶ୍ରୀନଅରରେ ପାଳିତ ହୋଇଛି ପବିତ୍ର ସୁନିଆ ଉତ୍ସବ। ଉତ୍କଳୀୟ ଗଜପତି ପରମ୍ପରାରେ ଗତକାଲିଠୁ ନୂତନ ବର୍ଷ ଆରମ୍ଭ ହୋଇଛି। ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ୬୩ ଅଙ୍କ ପ୍ରଚଳନ ହୋଇଥିବାବେଳେ ୧୪୨୮ସାଲ ପ୍ରବେଶ କରିଛି। ସୁନିଆଁ ଅବସରରେ ଶ୍ରୀନଅର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ...
ଭୁବନେଶ୍ୱର: ଭୁବନେଶ୍ୱର ଦୁର୍ଗାପୂଜାକୁ ନେଇ କମିଶନରେଟ ପୋଲିସ ଭସାଣି କମିଟି ସହିତ ବୈଠକ ହୋଇଛି। କରୋନା କଟକଣା ଭିତରେ ଏଥର କିପରି ଦୁର୍ଗାପୂଜା କରାଯାଇପାରିବ, ସେ ସଂପର୍କରେ ବୈଠକରେ ଆଲୋଚନା ହୋଇଛି। ଏଥର ନିରାଡ଼ମ୍ବର ଭାବେ ପୂଜା କରିବାକୁ ପ୍ରସ୍ତାବ ଦିଆଯାଇଥିବା କହିଛନ୍ତି ଭୁବନେଶ୍ୱର ଭସାଣ ସମିତିର ସଂପାଦକ...
କଟକ: ବାଲୁବଜାର ଦୁର୍ଗା ପୂଜାକୁ ହାଇକୋର୍ଟଙ୍କ ଅନୁମତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୋଭିଡ୍ ଗାଇଡ୍ଲାଇନ୍ ମାନି ପୂଜା କରାଯାଇପାରିବ ବୋଲି ହାଇକୋର୍ଟ କହିଛନ୍ତି। ମୂର୍ତ୍ତି ନିର୍ମାଣ, ପୂଜା ଓ ଭସାଣ ବେଳେ ଭିଡ଼ ନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୂଜା କରାଯିବା ନେଇ ହାଇକୋର୍ଟଙ୍କ ଦ୍ୱାରସ୍ତ...
ଭୁବନେଶ୍ୱର; ବନ୍ୟାଂଚଳ ପରିଦର୍ଶନ କଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଖୋର୍ଦ୍ଧା ନିର୍ବାଚନମଣ୍ଡଳୀର ଅନେକ ଅଂଚଳ ଜଳମଗ୍ନ ହୋଇଛି। କିଛି ଅଂଚଳ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡ଼ିଛି। ପ୍ରଭାବିତ ଅଂଚଳ ପରିଦର୍ଶନ କରି ଶୁଖିଲା ଓ ରନ୍ଧା ଖାଦ୍ୟ ବଣ୍ଟନ କରିଛନ୍ତି ଅପରାଜିତା। ଲୋକଙ୍କ ସମସ୍ୟା ବୁଝି ସ୍ଥାନୀୟ ଜିଲ୍ଲା...
ଭୁବନେଶ୍ୱର; ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ଉପକୂଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ମଧ୍ୟ ସମ୍ଭାବନା ଅଛି। ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର,...
ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଓଡ଼ିଶା ଆସିବ କେନ୍ଦ୍ରୀୟ ଟିମ୍। ଓଡ଼ିଶା ସହିତ ୪ଟି ରାଜ୍ୟକୁ କେନ୍ଦ୍ରୀୟ ଟିମ୍ ପଠାଇବ ସ୍ୱାସ୍ଥ୍ୟ ମନ୍ତ୍ରାଳୟ। ଓଡ଼ିଶା ସମେତ ଉତ୍ତରପ୍ରଦେଶ, ଝାଡ଼ଖଣ୍ଡ, ଛତିଶଗଡ଼କୁ କେନ୍ଦ୍ରୀୟ ଟିମ୍ ପଠାଯିବ। ସଂପୃକ୍ତ ୪ ରାଜ୍ୟରେ ହଠାତ୍ କରୋନା କେସ୍ ବଢ଼ିଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ...
ଭୁବନେଶ୍ୱର: ଧୀରେ ଧୀରେ ଅନ୍ୟ ସହରଗୁଡ଼ିକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ କମୁଥିବା ବେଳେ ଭୁବନେଶ୍ୱରରେ କିନ୍ତୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଭୁବନେଶ୍ୱର ମହାନଗରରୁ ୨୪ ଘଣ୍ଟାରେ ୪୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରି ସୂଚନା...
ଭୁବନେଶ୍ୱର: ବନ୍ୟାଞ୍ଚଳ ପରିଦର୍ଶନ ପରେ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବନ୍ୟା ଯୋଗୁଁ ସ୍ଥାନାନ୍ତରିତ ଲୋକଙ୍କୁ ଆଶ୍ରୟ ସ୍ଥଳରେ ଥିବା ଯାଏ ରନ୍ଧାଖାଦ୍ୟ ଯୋଗାଇ ଦେବା ସହିତ ଜଳମଗ୍ନ ପରିବାରକୁ ତୁରନ୍ତ ୫୦ କେଜି ଚାଉଳ, ୫ଶହ ଟଙ୍କା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସେହିଭଳି...