ଭୁବନେଶ୍ୱର: ସେପ୍ଟେମ୍ବର (September) ମାସର କରୋନା ଗାଇଡଲାଇନ୍ (Corona Guideline) ଜାରି କଲେ ରାଜ୍ୟ ସରକାର। ଗାଇଡ୍ ଲାଇନ୍ରେ କେଉଁଥିରେ କଟକଣା ରହିଲା ଓ କେଉଁଥିରେ ନାହିଁ ଜାଣନ୍ତୁ- ଅନ୍ଲକ୍-୪ ଗାଇଡ୍ଲାଇନ୍ (Unlock 4.0 Guideline) କଣ୍ଟେନମେଣ୍ଟ ଜୋନ୍ରେ ସେପ୍ଟେମ୍ବର ୩୦ ଯାଏ ଲକ୍ଡାଉନ୍ ଲାଗିବ। ସ୍ଥାନୀୟ ଅଧିକାରୀ...
ଭୁବନେଶ୍ୱର: ଆଜି ରାଜ୍ୟରେ ରେକର୍ଡ ୪୦୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇନ୍ତି। ସେଥିମଧ୍ୟରୁ ରାୟଗଡ଼ାରୁ ସର୍ବାଧିକ ୬୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକ- ୪୬୮, ଖୋର୍ଦ୍ଧା- ୩୭୦, ଯାଜପୁରରୁ ୩୩୯ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।...
ପୁରୀ: ପୁରୀ ଜିଲ୍ଲା କଣାସରେ ବନ୍ୟାର କରାଳ କାୟା। ଏଠାରେ ଦୟା ନଦୀ ନିର୍ଦ୍ଦୟ ହେବା ପରଠୁ କେମିତି ବଞ୍ଚିଛି ଜୀବନ ତାହା ନଦେଖିଲେ ବିଶ୍ୱା କରପାରିବେ ନାହିଁ। ବହୁ କଷ୍ଟରେ ଲୋକଙ୍କ ଦୁର୍ଦ୍ଦଶା ପରଖିବାକୁ ଆମେ ଦୟା ଓ ରାଜୁଆରେ ଘାଇ ଦ୍ୱାରା ସବୁଠୁ ଅଧିକ ପ୍ରଭାବିତ...
ଭୁବନେଶ୍ୱର: ରାଜ୍ୟରେ କରୋନାର ସାଙ୍ଘାତିକ ସ୍ଥିତି। ଡେଞ୍ଜର୍ ଅଗଷ୍ଟରେ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଟପିବା ସହ ୫୦୦ ମୁହାଁ ହୋଇଛି ମୃତ୍ୟୁ ସଂଖ୍ୟା। ତେବେ ସେପ୍ଟେମ୍ବରରେ କ’ଣ ହେବ ସ୍ଥିତି? ଅଗଷ୍ଟ ଭଳି କଲବଲ କରିବ ନା ସ୍ଥିତି କିଛିମାତ୍ରାରେ ନିୟନ୍ତ୍ରଣକୁ ଆସିବ? ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ସେପ୍ଟେମ୍ବର...
ଭୁବନେଶ୍ୱର: ରାଜ୍ୟରେ ଉଚ୍ଚଶିକ୍ଷା ଲାଗି ନାମଲେଖା ପାଇଁ ଅନ୍ଲାଇନ୍ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ସେପ୍ଟେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ ନାମଲେଖା ପାଇଁ ଅନ୍ଲାଇନ୍ ଆବେଦନ ସମୟ ସୀମାକୁ ବଢ଼ାଯାଇଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତିକୁ ନଜରରେ ରଖି ଏପରି ପଦକ୍ଷେପ ନିଆଯାଇଥିବା କହିଛନ୍ତି...
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଅନଲକ୍ ୪ ଗାଇଡଲାଇନ୍ ଅନୁସାରେ ବନ୍ଦ ରହିବ ସ୍କୁଲ, କଲେଜ୍ ଓ ଅନ୍ୟ ଶିକ୍ଷାନୁଷ୍ଠାନ। ଅକ୍ଟୋବରରେ ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ, କଲେଜ୍, ବିଶ୍ୱବିଦ୍ୟାଳୟ, ଅନ୍ୟ ଶିକ୍ଷାନୁଷ୍ଠାନ, ଟ୍ରେନିଂ ଓ କୋଚି ଅନୁଷ୍ଠାନ ଓ ଅଙ୍ଗନବାଡ଼ି ଇତ୍ୟାଦିରେ ଶିକ୍ଷା ଦାନ କାର୍ଯ୍ୟ ବନ୍ଦ ରହିବ।...
ଭୁବନେଶ୍ୱର: ରାଜ୍ୟ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି “ମୁଁ କରୋନା ପଜିଟିଭି ଚିହ୍ନଟ ହୋଇଛି। ବର୍ତ୍ତମାନ ଘରେ ଆଇସୋଲେସନ୍ରେ ରହିଛି। ମୋ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଯେଉଁମାନେ...
ନୂଆଦିଲ୍ଲୀ: ପଶ୍ଚିମ ଲଦାଖ ପେଙ୍ଗଙ୍ଗ୍ ହ୍ରଦ ସୀମାରେ ଅନୁପ୍ରବେଶ ନେଇ ଭାରତର ଦୋଷ ଦେଲା ଚାଇନା। ଡ୍ରାଗନ ସୀମାରେ ଉତ୍ତେଜକ ସାମରିକ ଗତିବିଧି ଦେଖାଉଥିବା ଭାରତ ଅଭିଯୋଗ ଆଣିବା ପରେ ଏହାକୁ ଖଣ୍ଡନ କରିଛି ଚାଇନା। ଦୁଇ ଦେଶ ମଧ୍ୟରେ ଏଭଳି କୌଣସି ଉତ୍ତଜକ ସ୍ଥିତି ନାହିଁ ବୋଲି...
ପୁରୀ: ବଗଲା ଧର୍ମଶାଳା ଜମି ବିକ୍ରି ଘଟଣାରେ ରାଜ୍ୟ ସରକାରଙ୍କ ଭୂମିକାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର। କେନ୍ଦ୍ର ପର୍ଯ୍ୟଟନ ବିକାଶ ନିଗମ ଧର୍ମଶାଳାର ଉନ୍ନତିକରଣ କାମରେ ବିଳମ୍ବ କରିଥିବା ଅଭିଯୋଗ ମିଥ୍ୟା। ସୌନ୍ଦର୍ଯ୍ୟକରଣ କାମ ଚାଲିଥିଲା, ଏହାକୁ ଅଧାରୁ ବନ୍ଦ କରିବା...
ଭୁବନେଶ୍ୱର: ଘରୋଇ ସ୍କୁଲରେ ଫି ବୃଦ୍ଧିକୁ ନେଇ ଦେଖାଦେଇଥିବା ବିବାଦର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଫି ବୃଦ୍ଧିକୁ ନେଇ ଅଭିଭାବକ ମହାସଂଘ ହାଇକୋର୍ଟ ଯାଇଥିଲା। ଏହାର ଶୁଣାଣି କରି ଆପୋସ ସମାଧାନ ପାଇଁ କୋର୍ଟ ପରାମର୍ଶ ଦେଇଛନ୍ତି। ଗଣ ଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ପାଇଁ...
ଯାଜପୁର: ସାମାନ୍ୟ ଘଟଣାରୁ ଯୁକ୍ତିତର୍କ। ଆଉ ଯୁକ୍ତତର୍କରୁ ଦୁଇ ଭାଇଙ୍କ ଡବଲ ମର୍ଡର ଭଳି ଜଘନ୍ୟ ଘଟଣା ଘଟିଛି ଯାଜପୁର ଜିଲ୍ଲା କାଳିଆପାଣି ଥାନା ମହ୍ଲାର ସାହିର। ମୃତକ ହେଲେ ବଡ଼ ଭାଇ ନଣ୍ଡା ମାଙ୍କେଡ଼ାଇ ଓ ସାନ ଭାଇ ରସିକ ମାଙ୍କେଡ଼ାଇ। ମଜୁରି ଦିଆନିଆକୁ ନେଇ ଦୁଇ...
କେନ୍ଦ୍ରାପଡ଼ା: ବନ୍ୟାରେ ପ୍ରବାଭିତ କେନ୍ଦ୍ରାପଡ଼ା ଜିଲା ଆଳିର ଧୋୟା ବନ୍ୟାଞ୍ଚଳ ଗସ୍ତ କରିଛନ୍ତି ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ଧୋୟା ଅଞ୍ଚଳର ମାନପୁର, ସଂସିଧା, ଠାକୁରପାଟଣା,ମଙ୍ଗରାଜପୁର ,ପେତପଡା ଆଦି ଗାଁଗୁଡ଼ିକୁ ଭୁଟୁଭୂଟି ସାହାଯ୍ୟରେ ବୁଲି ସ୍ଥିତି ସମୀକ୍ଷା କରିବା ସହ ଲୋକଙ୍କ ଭଲ ମନ୍ଦ ପଚାରି ବୁଝିଛନ୍ତି।...
ପୁରୀ: ସ୍ୱର୍ଗଦ୍ୱାର କଟକଣା ମାସେ ବଢ଼ିଲା। ସେପ୍ଟେମ୍ବର ୩୦ ଯାଏ କଟକଣା ବଢ଼ାଇଲେ ପୁରୀ ଜିଲ୍ଲାପାଳ। ପୂର୍ବରୁ ପୁରୀ ଜିଲ୍ଲା ବାହାର ଲୋକଙ୍କୁ ସ୍ୱର୍ଗଦ୍ୱାରରେ ଶବ ସଂସ୍କାର କରିବା ମନା କରାଯାଇଥଲା। ଏଥିପାଇଁ ପୁରୀ ସ୍ୱର୍ଗଦ୍ୱାରରେ ଜିଲ୍ଲା ବାହାରୁ ଆସୁଥିବା ମୃତବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର ସମ୍ପୂର୍ଣ୍ଣ ବନ୍ଦ ରହିଥିଲା।...
ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଉ ୩୦୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ୩୦୭ରୁ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୩୫ ଏବଂ ୧୭୨ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଓୟୁଏଟି କଲୋନିରୁ ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛି ବିଏମ୍ସି। ସେହିଭଳି କେନ୍ଦ୍ର...
କେନ୍ଦ୍ରାପଡ଼ା; ବନ୍ୟାଞ୍ଚଳ ପରିଦର୍ଶନ ବେଳେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ଲୋକେ। ସାଂସଦଙ୍କୁ ଦେଖିବା ପରେ ତାଙ୍କୁ ଘେରି ଯାଇଥିଲେ ବନ୍ୟା ପୀଡ଼ିତ। ବନ୍ୟାର ଏତେ ଦିନ ପରେ ଗତକାଲି ରାତି ପ୍ରାୟ ସାଢ଼େ ଆଠଟାରେ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅଳପୁଆ...
କଟକ: ଆଜି କଟକ ମହାନଗରରୁ ୧୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଗତପୁର ଅଞ୍ଚଳରୁ ୬, ସିଡିଏ ସେକ୍ଟର- ୬ ଅଞ୍ଚଳରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବାରୁ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଚାନ୍ଦିନୀଚୌକ...