• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

sushant-sin
ସୁଶାନ୍ତଙ୍କ ମୃତ୍ୟୁ ସହ ଦିଶାଙ୍କର କ'ଣ ଲିଙ୍କ୍ ?

ମୁମ୍ବାଇ; ଦିଶା ସାଲିଆନ୍ ମୃତ୍ୟୁ ମାମଲାର ଖୋଳତାଡ଼ କରିବ ସିବିଆଇ। ସୁଶାନ୍ତ ସିଂହ ରାଜପୁତଙ୍କ ପୂର୍ବତନ ମ୍ୟାନେଜର୍ ଦିଶାଙ୍କ ମୃତ୍ୟ କିପରି ହେଲା ? ତାକୁ ନେଇ ତଦନ୍ତକାରୀ ସଂସ୍ଥା ଖୋଳତାଡ଼ କରିବ। ସୁଶାନ୍ତଙ୍କ ମାମଲାର ତଦନ୍ତ କରୁଥିବା ସିବିଆଇ ଟିମ୍ ହିଁ ଏହାର ତଦନ୍ତ କରିବ। ସୁଶାନ୍ତଙ୍କ...

excise-department
ଭାଇରାଲ୍ ହୋଇଛି ଅବକାରୀ କର୍ମଚାରୀଙ୍କ ମଦ୍ୟପାନର ଭିଡିଓ !

ସମ୍ବଲପୁର: ସମ୍ବଲପୁରରେ ଭାଇରାଲ୍ ହୋଇଛି ଅବକାରୀ କର୍ମଚାରୀଙ୍କ ମଦ୍ୟପାନର ଭିଡିଓ। ଗାଡ଼ିରେ ବସି ୟୁନିଫର୍ମରେ ଥିବା କିଛି ଅଧିକାରୀ ମଦ ପିଉଛନ୍ତି। ତେବେ ଏହି ଘଟଣା କେଉଁ ଅଞ୍ଚଳର ଏବଂ ଏହି ଅଧିକାରୀମାନେ କିଏ ସେ ନେଇ ଜଣାପଡ଼ିନି। ତେବେ ଏହି ଭିଡିଓ ଭାଇରାଲ୍ ହେବା ପରେ ଏନେଇ...

floght
ସେପ୍ଟେମ୍ବର ୯ରୁ ଭୁବନେଶ୍ୱର-ସୁରତ ବିମାନସେବା ଆରମ୍ଭ

ଭୁବନେଶ୍ୱର: ସେପ୍ଟେମ୍ବର ୯ ତାରିଖରୁ ପୁଣି ସୁରତକୁ ବିମାନ ସେବା ହେବାକୁ ଯାଉଛି।। ସୁରତରୁ ଅପରାହ୍ନ ସାଢ଼େ ୩ଟାରେ ବାହାରି ୫ଟା ୨୦ରେ ଭୁବନେଶ୍ୱର ପହଞ୍ଚିବ। ଭୁବନେଶ୍ୱରରୁ ୪ଟା ୨୦ରୁ ବାହାରି ରାତି ୮ଟା ୧୦ରେ ସୁରତରେ ପହଞ୍ଚିବ। ସପ୍ତାହର ସୋମବାର ଓ ବୁଧବାର ଏୟାର ଇଣ୍ଡିଆ ସେବା...

jharakhand
ଗର୍ଭବତୀ ସ୍ତ୍ରୀଙ୍କୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚାଇବା ପାଇଁ ୧୧୭୦ କିମି ସ୍କୁଟି ଚଳାଇଲେ ସ୍ୱାମୀ

ଗ୍ୱାଲିଅର: କୁହାଯାଏ ଦୃଢ଼ ଇଚ୍ଛାଶକ୍ତି ଆଗରେ କୌଣସି କାମ ଅସମ୍ଭବ ନୁହେଁ। ଝାଡ଼ଖଣ୍ଡରେ ରହୁଥିବା ଧନଞ୍ଜୟ ମାଝି ଏହିପରି ଏକ କାମ କରି ଦେଖାଇଛନ୍ତି। ଘର ତାଙ୍କର ଝାଡ଼ଖଣ୍ଡରେ କିନ୍ତୁ ମଧ୍ୟପ୍ରଦେଶରେ ତାଙ୍କ ଚର୍ଚ୍ଚା ଖୁବ୍ ହେଉଛି। ଏହାର କାରଣ ସେ ନିଜ ଗର୍ଭବତୀ ପତ୍ନୀକୁ ୧୧୭୬ କିଲୋମିଟର ପରୀକ୍ଷା ସେଣ୍ଟରରେ ପହଞ୍ଚାଇନ୍ତି।...

india
ଚୀନକୁ ପାନେ ଦେବାକୁ ସୀମାରେ ପ୍ରସ୍ତୁତ ଭାରତୀୟ ସେନା

ନୂଆଦିଲ୍ଲୀ: ଚୀନ ସହ ମୁକାବିଲା କରିବାକୁ ପ୍ରସ୍ତୁତି ଆରମ୍ଭ କରିଛି ଭାରତ। ସୀମାରେ ଟ୍ୟାଙ୍କ ସହ ସୈନ୍ୟ ନିୟୋଜିତ ହେବା ପରେ ଆଜି ଗ୍ରାଉଣ୍ଡ ଜିରୋର ସ୍ଥିତି ପରିଖିବାକୁ ଘଟଣାସ୍ଥଳରେ ପହଞ୍ଚିଛନ୍ତି ସ୍ଥଳସେନା ମୁଖ୍ୟ। ସମ୍ଭାବ୍ୟ ଯୁଦ୍ଧ ଆଶଙ୍କାକୁ ନଜରରେ ରଖି ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି...

aditya-das
ସଂପୃକ୍ତ ରହସ୍ୟମୟୀ ଯୁବତୀଙ୍କ ବଡ଼ ରାଜ୍ ଖୋଲିଲେ ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ସଂପୃକ୍ତ ରହସ୍ୟମୟୀ ଯୁବତୀଙ୍କ ବଡ଼ ରାଜ୍ ଖୋଲିଲେ ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀ। OTVକୁ ବିଦ୍ୟାଶ୍ରୀ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ସାଇକୋ ସମସ୍ୟା ପାଇଁ ଆଦିତ୍ୟଙ୍କ ସହ ସଂପୃକ୍ତ ଯୁବତୀଙ୍କ ବ୍ରେକ୍ଅପ ହୋଇଥିଲା। ବାରମ୍ବାର ସେ ଆଦିତ୍ୟଙ୍କୁ...

coronavirus-1
ଆଜି ରାଜ୍ୟରେ ସୁସ୍ଥ ହେଲେ ୩ ହଜାର ୨୭୮ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ୩ ହଜାର ୨୭୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ଗଞ୍ଜାମ- ୩୬୮, କଟକ- ୨୩୦, ଯାଜପୁରରୁ ୧୯୫ ସୁସ୍ଥ...

Untitled-1
ଭୁବନେଶ୍ୱରରୁ ୫୮୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୫୮୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମସି)। ସେମାନଙ୍କ ମଧ୍ୟରୁ ୩୫୯ ଲୋକାଲ କେଶ ହୋଇଥିବାବେଳେ ୨୨୧ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଆଜି ୩୧୬ଜଣ ଆରୋଗ୍ୟ ହୋଇ ଘରକୁ...

chinmayee
ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ସାମ୍ନାକୁ ଆସିଲେ ସମ୍ପୃକ୍ତ ଯୁବତୀ, କହିଲେ ପ୍ରେମ ଏକତରଫା ନୁହେଁ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ସଂପୃକ୍ତ କୁହାଯାଉଥିବା ଯୁବତୀ ଜଣକ ବର୍ତ୍ତମାନ ସାମ୍ନାକୁ ଆସିଛନ୍ତି। ଆଦିତ୍ୟଙ୍କ ବାପା, ମା ଏବଂ ପତ୍ନୀ ମୁହଁ ଖୋଲିବା ପରେ ବାଲେଶ୍ୱର ଜିଲ୍ଳାର ଚିନ୍ମୟୀ ମହାପାତ୍ର ନାମକ ଜଣେ ଯୁବତୀ ସାମ୍ନାକୁ ଆସି ନିଜର ପ୍ରତିକ୍ରିୟା ରଖିଛନ୍ତି।...

cm-naveen
କରୋନା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ; ରାଜ୍ୟରେ ଆରୋଗ୍ୟ ହାର ୭୬. ୭୮ % ଏବଂ ମୃତ୍ୟୁହାର 0.୪୬%

ଭୁବନେଶ୍ୱର: କରୋନା ସ୍ଥିତି ସହ କୃଷି, ଶିଳ୍ପ ଓ ଭିତ୍ତିଭୂମି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମୀକ୍ଷାରେ ଅର୍ଥନୀତିର ବିଭିନ୍ନ କ୍ଷେତ୍ର ଉପରେ ସମୀକ୍ଷା କରି ଜୀବିକା ସୃଷ୍ଟି ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। କଟକ-ଖୋର୍ଦ୍ଧାରେ କୋଭିଡ୍ ରଣନୀତିକୁ ସୁଦୃଢ଼ କରାଯିବ। ବଢୁଥିବା ସଂକ୍ରମଣର ସ୍ଥିତିକୁ...

parliamnet
ସଂସଦର ମୌସୁମୀ ଅଧିବେଶନରେ ପ୍ରଶ୍ନକାଳ ବାତିଲ୍‌କୁ ନେଇ ଜୋର୍‌ଦାର୍‌ ରାଜନୀତି

ଭୁବନେଶ୍ୱର: ସଂସଦର ମୌସୁମୀ ଅଧିବେଶନରେ ପ୍ରଶ୍ନକାଳ ବାତିଲ୍‌କୁ ନେଇ ରାଜନୀତି ଜୋର୍ ଧରିଛି। ବିବାଦ ତେଜୁଥିବାରୁ ସରକାର କେବଳ ଅଣତାରକା ପ୍ରଶ୍ନର ଉତ୍ତର ଦେବାକୁ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ଅଧିବେଶନ ପୂର୍ବରୁ ସମସ୍ତ ସଦସ୍ୟଙ୍କ RT-PCR ଟେଷ୍ଟ କରାଯିବ ବୋଲି ଜଣାପଡ଼ିଛି। ଏପଟେ ରାଜ୍ୟରେ ବି ଅଧିକରୁ...

pp
ଓଡ଼ିଶାର ପୁଣି ଜଣେ ବିଧାୟକଙ୍କୁ କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଶ୍ରୀ ରାଉତରାୟ ନିଜେ ଫେସବୁକ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ତା ସହିତ ବିଗତ ଦିନରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିମାନେ...

bjp
ବିଶ୍ୱବିଦ୍ୟାଳୟ ଆଇନ ସଂଶୋଧନକୁ ବିଜେପି, କଂଗ୍ରେସର ବିରୋଧ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ବିଶ୍ୱବିଦ୍ୟାଳୟ ଆଇନ ସଂଶୋଧନକୁ ବିରୋଧ। ଏହି ପ୍ରସଙ୍ଗରେ ବିଜେପି ପ୍ରେସ୍‌ମିଟ କରି କହିଛି ଏହା ତରବରିଆ ଓ ଆବଶ୍ୟକ ବିହୀନ ନିଷ୍ପତ୍ତି ଓ ଅଗଣତାନ୍ତ୍ରିକ। ସିନେଟ ହଟାଇବା ପଛରେ ଏକ ଷଡ଼ଯନ୍ତ୍ର ରହିଛି ବୋଲି ବିଜେପି ଅଭିଯୋଗ କରିଛି। ନିଯୁକ୍ତି, କୁଳପତି ଚୟନ ଓ...

ଦମଳନକୀଜୀମଦମୂମ
ଫ୍ୟାକ୍ଟ୍ରି ଓ ବଏଲର୍ସ ବିଭାଗ ଉପନିର୍ଦ୍ଦେଶକ ରମେଶ ବେହେରା ଗିରଫ

ଭୁବନେଶ୍ୱର: ଫ୍ୟାକ୍ଟ୍ରି ଓ ବଏଲର୍ସ ବିଭାଗ ଉପନିର୍ଦ୍ଦେଶକ ରମେଶ ବେହେରା ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରମେଶଙ୍କୁ ଗିରଫ କରିଛି ଭିଜିଲାନ୍ସ। ଏନେଇ ଭିଜିଲାନ୍ସ ଡିଏସ୍‌ପି ଅକ୍ଷୟ ମିଶ୍ର ସୂଚନା ଦେଇଛନ୍ତି। ରମେଶଙ୍କ ଘରୁ ପ୍ରାୟ ଦେଢ଼ କୋଟି ଟଙ୍କାର ସଂପତ୍ତି ଠାବ ହୋଇଥିଲା।...

coronavirus
ଭୁବନେଶ୍ୱରରେ ଆହୁରି ବଢ଼ିପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ବିଏମ୍‌ସି

ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେ ନେଇ ପ୍ରତିକ୍ରିୟା ରଖିଛନ୍ତି BMC କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ। ଏନେଇ ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ପାଖାପାଖି ୧୬ଶହ କମ୍ୟୁନିଟି ସାମ୍ପଲ ଟେଷ୍ଟ କରାଯାଇଛି। ଏବେ ସୁଦ୍ଧା ସେରୋ ସର୍ଭିଲାନ୍ସରେ ହାଇରିସ୍କ ଗ୍ରୁପଙ୍କର ଟେଷ୍ଟ କରାଯାଇନାହିଁ। ଦ୍ୱିତୀୟ ପର୍ଯ୍ୟାୟ ସେରୋ...

election
ବିହାର ବିଧାନସଭା ନିର୍ବାଚନ ସହ ହେବ ବିଭିନ୍ନ ରାଜ୍ୟର ଉପନିର୍ବାଚନ

ନୂଆଦିଲ୍ଲୀ: ନଭେମ୍ବର ୨୯ ପୂର୍ବରୁ ହେବ ଦେଶରେ ଖାଲି ପଡ଼ିଥିବା ଗୋଟିଏ ଲୋକସଭା ଏବଂ ୬୪ ବିଧାନସଭାରେ ଉପନିର୍ବାଚନ। ଆଜି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଅରୋରାଙ୍କ ଅଧ୍ୟକ୍ଷତାରେ ବସିିଥିବା ସମୀକ୍ଷା ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ବିହାର ନିର୍ବାଚନ ନଭେମ୍ବର ୨୯ ପୂର୍ବରୁ ସରିବା ଜରୁରୀ। ଆଉ...

biscuit truck catch fire
ପୁଣି ଜଳିଲା ବିସ୍କୁଟ୍ ଟ୍ରକ

ଭଦ୍ରକ: ଭଦ୍ରକ ଜାତୀୟ ରାଜପଥରେ ପୁଣି ଜଳିଲା ବିସ୍କୁଟ୍ ଟ୍ରକ। ମୋଟେଲ୍ ଛକ ନିକଟରେ ଏକ ବିସ୍କୁଟ୍ ବୋଝେଇ କଣ୍ଟେନର ଜଳି ଯାଇଛି। ରାସ୍ତା କଡ଼ରେ କିଛି ଦିନ ଧରି ପରିତ୍ୟକ୍ତ ଅବସ୍ଥାରେ ଏହି ଟ୍ରକ୍‌ଟି ଥିଲା। ଗତ ୧୬ ତାରିଖରେ ଏଥିରେ ନିଆଁ ଲାଗିଥିଲା। ଯାହାକୁ ଅଗ୍ନିଶମ...