• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

dear skin
ହରିଣ ଶିକାରୀ ରାକେଟ୍ ଗିରଫ୍

ଭୁବନେଶ୍ୱର: ହରିଣ ଶିକାରୀ ରାକେଟ୍‌କୁ ଗିରଫ କରିଛି କମିଶନରେଟ୍ ପୋଲିସ୍। ଚନ୍ଦକା ଅଭୟାରଣ୍ୟରୁ ହରିଣ ଶିକାର କରି ଏହାର ଛାଲକୁ ଲକ୍ଷାଧିକ ଟଙ୍କାରେ ବିକ୍ରି କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି ୧୧ ଜଣ। ହରିଣ ମାସଂ ଓ ଛାଲ ବିକ୍ରି ନେଇ ୨ ଶିକାରୀ ଗିରଫ ହୋଇଥିବା ବେଳେ...

baripada engeneear
ITDA ଅଫିସର ସହକାରୀ ର୍ନିବାହୀ ଯନ୍ତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ବିଧାୟକଙ୍କ ନାଁରେ ଥାନାରେ ଏତଲା

ବାରିପଦା:  ITDA କାର୍ଯ୍ୟାଳୟର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ସ୍ଥାନୀୟ ବିଧାୟକଙ୍କ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ବାରିପଦା ବିଧାୟକ ପ୍ରକାଶ ସୋରେନ ଏବଂ ତାଙ୍କର ୩ ସମର୍ଥକ ବାରିପଦା ITDA ଅଫିସର ସହକାରୀ ର୍ନିବାହୀ ଯନ୍ତ୍ରୀ ଗଣପତି ଜେନାଙ୍କୁ ମାଡ଼ ମାରିଥିବା ଅଭିଯୋଗରେ ଥାନାରେ ଏତଲା ହୋଇଛି। ସହକାରୀ...

kendujhar murder
ଗୁଣି ଗାରେଡ଼ି ଡବଲ ମର୍ଡର ଘଟଣାରେ ଦୋଷୀକୁ ଆଜୀବନ କାରାଦଣ୍ଡାଦେଶ

କେନ୍ଦୁଝର: ଗୁଣି ଗାରେଡ଼ି ସନ୍ଦେହରେ କେନ୍ଦୁଝର ଜଜାଙ୍ଗରାଜନ ବସ୍ତି ଡବଲ ମର୍ଡର ଘଟଣାରେ ଦୋଷୀକୁ ଆଜୀବନ କାରାଦଣ୍ଡାଦେଶ। ମାମଲାର ଶୁଣାଣି କରି ଏହି ଦଣ୍ଡାଦେଶ ଶୁଣାଇଛନ୍ତି ଚମ୍ପୁଆ ଅତିରିକ୍ତ ଜିଲ୍ଲା ଦୌରାଜଜ। ଦୋଷୀକୁ ୫ ହଜାର ଟଙ୍କା ଜରିମାନା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ୧୭ ଜଣ...

bus accident
କୋଭିଡ୍ ଟେଷ୍ଟ ପାଇଁ ସାମ୍ପୁଲ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ

ବାଲେଶ୍ୱର: କୋଭିଡ୍ ଟେଷ୍ଟ ପାଇଁ ବାଲେଶ୍ୱରରୁ ସାମ୍ପୁଲ ନେଇ ଯାଉଥିବା ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟେଷ୍ଟ ସାମ୍ପୁଲ ନଷ୍ଟ ହୋଇଯାଇଥିବା ଜଣା ପଡ଼ିଛି। ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ାର ନିକଟରେ ଘଟିଛି ଏ ଦୁର୍ଘଟଣା। ବାଲେଶ୍ୱରରୁ ଭୁବନେଶ୍ୱର ଯାଉଥିବା ଏହି ବସକୁ ସାମ୍ନାରୁ ଧକ୍କା ଦେଇଥିଲା ଗୋଟିଏ ଟ୍ରକ।...

fug
ଏବେ PUBG ନୁହେଁ, ଭାରତରେ ଚାଲିବ FAU-G ଗେମ୍‌ ଆପ୍

ନୂଆଦିଲ୍ଲୀ: ଏବେ PUBG ନୁହେଁ, ଭାରତରେ ଚାଲିବ FAU-G ଗେମ୍‌ ଆପ୍। ଚୀନ ଗେମ୍ ପବି-ଜି ବ୍ୟାନ୍ ହେବା ପରେ ଲଞ୍ଚ ହେବାକୁ ଯାଉଛି Fearless and United Guards- FAU-G ଆପ୍। ଯାହାକୁ ନେଇ ଆଜି ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି ଖିଲାଡ଼ି ଷ୍ଟାର ଅକ୍ଷୟ କୁମାର।...

ragini-dwibedi
ଡ୍ରଗ୍ସ କନେକ୍ସନ ମାମଲାରେ ଅଭିନେତ୍ରୀଙ୍କ ଘରେ ରେଡ୍

ବେଙ୍ଗାଲୁରୁ: ଡ୍ରଗ୍ସ କନେକ୍ସନ ମାମଲାରେ କନ୍ନଡ ଅଭିନେତ୍ରୀଙ୍କ ଘରେ ରେଡ୍ କରିଛି ସେଣ୍ଟ୍ରାଲ କ୍ରାଇମ୍‌ବ୍ରାଚ। ଏହି ଅଭିନେତ୍ରୀ ଜଣକ ହେଲେ ରାଗିଣୀ ଦ୍ୱିବେଦୀ। ଏହି ଘଟଣାରେ ରାଗିଣୀଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। କନ୍ନଡ ସିନେମା ଶିଳ୍ପରେ କଳାକାର ଏବଂ ଗାୟକଙ୍କ ଦ୍ୱାରା ଡ୍ରଗ୍ସ ସେବନ ମାମଲାରେ ଛାନ୍‌ଭିନ୍...

prshant-muduli
ବିଧାୟକ ପ୍ରଶାନ୍ତ ମୁଦୁଲି କରୋନା ପଜିଟିଭ୍ ଚିହ୍ନଟ

ଜଗତସିଂହପୁର: ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କରୋନା ପଜିଟିଭ ନେଇ ସ୍ପଷ୍ଟ କିରିଛନ୍ତି ନିଜେ ପ୍ରଶାନ୍ତ। ପଜିଟିଭ ଚିହ୍ନଟ ପରେ ହୋମ୍ ଆଇସୋଲେସନରେ ଥିବା କହିଛନ୍ତି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରାଇନେବାକୁ ପରାମର୍ଶ ଦେଇଛନ୍ତି ବିଧାୟକ। ଏହା ପୂର୍ବରୁ...

mla
TDA କାର୍ଯ୍ୟାଳୟର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ହେଲେ ବିଧାୟକ

TDA କାର୍ଯ୍ୟାଳୟର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ସ୍ଥାନୀୟ ବିଧାୟକଙ୍କ ମାଡ଼ ମାରିଥିବା ଅଭିଯୋଗରେ ଗିରଫ ହେଲେ ବାରିପଦା ବିଧାୟକ ପ୍ରକାଶ ସୋରେନ।  ପ୍ରକାଶଙ୍କୁ ଗିରଫ କଲା ସଦର ଥାନା ପୁଲିସ।  ବିଧାୟକଙ୍କ ବିରୋଧରେ ୨୯୪, ୩୪୧, ୩୨୩, ୫୦୬ ଦଫା ଲଗାଇ ଗିରଫ କରି କୋର୍ଟ ଚାଲାଣ କରିଛି...

sanjaya
ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗରେ ଉପଜିଲ୍ଲାପାଳ ସସ୍‌ପେଣ୍ଡ

ବଲାଙ୍ଗିର: ବଲାଙ୍ଗିର ଉପଜିଲ୍ଲାପାଳ ସଂଜୟ ମିଶ୍ର ସସ୍‌ପେଣ୍ଡ। ମହିଳା କର୍ମଚାରୀଙ୍କୁ ଅସଦାଚରଣ ମାମଲାରେ ଉପଜିଲ୍ଲାପାଳଙ୍କୁ ସସ୍‌ପେଣ୍ଡ କରିଛନ୍ତି ରାଜ୍ୟ ସରକାର। ସସ୍‌ପେଣ୍ଡ ନେଇ ବଲାଙ୍ଗିର ଜିଲ୍ଲାପାଳଙ୍କ ସ୍ପଷ୍ଟ କରିଛନ୍ତି। କାର୍ଯ୍ୟାଳୟରେ ଜଣେ ମହିଳା କିରାଣୀ ଉପଜିଲ୍ଲାପାଳ ବିରୋଧରେ ଅଭିଯୋଗ କରିଥିଲେ। ଚାମ୍ବରକୁ ଡାକି ଅସଦାଚରଣ କରିଥିବା ଅଭିଯୋଗ କରିଥିଲେ...

recivery
ସୁସ୍ଥ ହେଲେ ଆଉ ୨୯୮୦ ଆକ୍ରାନ୍ତ: ଏଥର ଏହି ଜିଲ୍ଲାରେ ସର୍ବାଧିକ

ଭୁବନେଶ୍ୱର: ଦିନକରେ ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୨୯୮୦ ଆକ୍ରାନ୍ତ। ସେଥିମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୬୫୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ତ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନ ଦିଆଯାଇଛି। ଆଜି ସୁସ୍ଥ ହୋଇଥିବା ଆରୋଗ୍ୟଙ୍କ ମଧ୍ୟରେ ଖୋର୍ଦ୍ଧା-୨୬୩, ଗଞ୍ଜାମ-୨୧୨, ମୟୂରଭଞ୍ଜ-୨୦୭,...

plus-three-admission
ଯୁକ୍ତ ୩ରେ ଇ-ଆଡମିଶନ ପାଇଁ ସେପ୍ଟେମ୍ବର ୮ରୁ ଆବେଦନ ଆରମ୍ଭ

ଭୁବନେଶ୍ୱର: ଯୁକ୍ତ ୩ରେ ଇ-ଆଡମିଶନ ପାଇଁ ସେପ୍ଟେମ୍ବର ୮ରୁ ଆବେଦନ ଆରମ୍ଭ ହୋଇ ୨୨ ପର୍ଯ୍ୟନ୍ତ ଚାଲିବ। ଅର୍ଥାତ୍‌ ସେପ୍ଟେମ୍ବର ୨୨ ତାରିଖ ଆବେଦନର ଶେଷ ତାରିଖ ରହିବ। ଏନେଇ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସେପ୍ଟେମ୍ବର ୮ରେ ଛାତ୍ରଛାତ୍ରୀମାନେ ଆବେଦନ କରିବା...

bhubaneswar-coronavirus
ଭୁବନେଶ୍ୱରରୁ ୫୫୦ କୋଭିଡ୍‌-୧୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୫୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୫୫୦ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨୪୩ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୩୦୭ ରହିଛି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଏକ...

subhak
ଡ୍ରଗ୍ସ କାରବାର ଅଭିଯୋଗରେ ଗିରଫ ହେଲେ ରିଆଙ୍କ ଭାଇ ଓ ସୁଶାନ୍ତଙ୍କ ମ୍ୟାନେଜର

ମୁମ୍ବାଇ; ଡ୍ରଗ୍ସ କାରବାର ଅଭିଯୋଗରେ ଗିରଫ ହେଲେ ରିଆ ଚକ୍ରବର୍ତ୍ତୀଙ୍କ ଭାଇ ସୌଭିକ୍ ଚକ୍ରବର୍ତ୍ତୀ। ଶୁକ୍ରବାର ସୌଭିକ୍‌ଙ୍କୁ ଗିରଫ କଲା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ। ଅଭିନେତା ସୁଶାନ୍ତଙ୍କ ମ୍ୟାନେଜର ସାମୁଏଲ୍ ମିରାଣ୍ଡା ମଧ୍ୟ ଗିରଫ ହୋଇଛନ୍ତି। ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଡ୍ରଗ୍ସ କାରବାର ଘଟଣାରେ...

adity dash
ରହସ୍ୟମୟ ହେଉଛି ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ମୁଣ୍ଡ ଟେକିଛି ପୁରୁଣା ପ୍ରେମର ନୂଆ କାହାଣୀ

ଭୁବନେଶ୍ୱର: ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି, ଏହାର ରହସ୍ୟ ଭେଦ କରିପାରୁନି କ୍ରାଇମବ୍ରାଞ୍ଚ। ଏପଟେ କିନ୍ତୁ  ଫେସ୍‌ବୁକ୍‌ ଫ୍ରେଣ୍ଡରୁ ଆଦିତ୍ୟଙ୍କ ପ୍ରେମିକା ବନିଥିବା ଚିନ୍ନୟୀ ମହାପାତ୍ର ମୁହଁ ଖୋଲିବା ପରେ ଘଟଣା ଆହୁରି ରହସ୍ୟମୟ ହୋଇଉଠିଛି। ପରିବାର ଲୋକେ ସନ୍ଦେହ କରୁଛନ୍ତି...

cuttack-corona
କଟକ ସହରରୁ ୨୨୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକ ମହାନଗରରୁ ଆଉ ୨୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟିନରୁ ୬୦, ହୋମ୍ କ୍ୱାରେଣ୍ଟିନରୁ ୮୨ ଓ ଲୋକାଲ କେସ୍ ୮୫ ରହିଥିବା ନେଇ କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି କ୍ୟାଣ୍ଟନମେଣ୍ଟ ରୋଡ଼ କିଲ୍ଲାପଡ଼ିଆ ଅଞ୍ଚଳରୁ ୧୭ ଆକ୍ରାନ୍ତ ଚିହ୍ନଟ...