କଟକ: କୋର୍ଟ ପିଟିସନରେ ସ୍ୱାମୀ ସାଂସଦ ଅନୁଭବ ନାଁ ରେ ସଂଗୀନ ଅଭିଯୋଗ ଆଣିଛନ୍ତି ବର୍ଷା ପ୍ରିୟଦର୍ଶିନୀ। ୮ ପୃଷ୍ଠା ସମ୍ବଳିତ ପିଟିସନରେ କୋର୍ଟଙ୍କୁ ବହୁ ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି ବର୍ଷା। ପିଟିସନ୍ରେ ସେ କ’ଣ ଉଲ୍ଲେଖ କରିଚନ୍ତି ଓ କୋର୍ଟଙ୍କ ପାଖରେ କେଉଁ ସବୁ ଦାବି ରଖିଛନ୍ତି...
ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଆଉ ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪୨ କ୍ୱାରେଣ୍ଟିନରୁ, ୧୬୭ ଲୋକାଲ କେସ୍ ଚିହ୍ନଟ ହୋଇଥିବା ସୂଚନା ଦେଇଛି ବିଏମ୍ସି। ଗୋଟିଏ ଗଣମାଧ୍ୟମର ୧୨ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଚନ୍ଦ୍ରଶେଖରପୁରରୁ ୧୧, ଷ୍ଟେସନ ସ୍କୋୟାରରୁ ୭, ୟୁନିଟ-୯ରୁ...
କଟକ: ଗତ ୨୪ ଘଣ୍ଟାରେ କଟକ ମହାନଗର ଅଞ୍ଚଳରୁ ୧୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୧୮୪ ଜଣଙ୍କ ମଧ୍ୟରୁ ୭୭ ଜଣ ଲୋକାଲ କଣ୍ଟାକ୍ଟ କେସ୍ ରହିଥିବା ନେଇ ସିଏମ୍ସି ସୂଚନା ଦେଇଛି। #COVID19 update in Cuttack city (CMC area) Out of...
ଭୁବନେଶ୍ୱର: ଆଜି କରୋନରୁ ସୁସ୍ଥ ହେଲେ ୩୪୪୩ କରୋନା ଆକ୍ରାନ୍ତ। ସେଥିମଧ୍ୟରୁ ଖୋର୍ଦ୍ଧାରୁ ୯୫୧, କଟକରୁ ୨୫୧, ମୟୂରଭଞ୍ଜରୁ ୨୧୩ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଆଜି ସୁସ୍ଥ ହୋଇଥିବା ଆରୋଗ୍ୟଙ୍କ ମଧ୍ୟରୁ ଭଦ୍ରକରୁ ୧୬୪,...
ଭୁବନେଶ୍ୱର; ରାଜ୍ୟରେ ଜଣେ ପରେ ଜଣେ ନେତା କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ଏକାଥରେ ଦୁଇ ଜଣ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଜିଟିଭ୍ ଚିହ୍ନଟ ହେବା ପରେ ଭୁବନେଶ୍ୱରସ୍ଥିତ ଘରେ ହୋମ କ୍ୱାରେଣ୍ଟିନରେ ରହିଛନ୍ତି ବିଧାୟକ।...
ଭୁବନେଶ୍ୱର: ପ୍ରଳୟଙ୍କରୀ ବନ୍ୟା ଉଜାଡ଼ି ଦେଇଛି ସ୍ୱପ୍ନ। ଭସାଇ ନେଇଛି ସବୁ ଖୁସି। ଜଳ ପ୍ରଳୟର ସପ୍ତାହକ ପରେ ବି ଲିଭିନି ଦାଗ କି ଶୁଖିନି କ୍ଷତ। ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଅଞ୍ଚଳର ସମୁଦ୍ର ଭଳି ମାଡ଼ି ଆସିଥିବା ମହାନଦୀ ଓ ପାଇକା ନଦୀର ପାଣି ସିନା ଶୁଖିଯାଇଛି,...
ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ସିଟ୍ରେ ଉପନିର୍ବାଚନ ପାଇଁ ସଜବାଜ ଆରମ୍ଭ ହୋଇଯାଇଛି। ନଭେମ୍ବର ୨୯ ପୂର୍ବରୁ ନିର୍ବାଚନ ପ୍ରକ୍ରିୟା ଶେଷ କରିବାକୁ ନିର୍ବାଚନ ଆୟୋଗ କହିବା ପରେ ଆରମ୍ଭ ହୋଇଯାଇଛି କସରତ। କଂଗ୍ରେସ ଗ୍ରାଉଣ୍ଡକୁ ଯାଇ ଗୋଟି ଚାଳନା ଆରମ୍ଭ କରିଥିବା ବେଳେ ବିଜେଡି...