• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

akshyata-utkarsh
ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

ମୁମ୍ବାଇ: ସୁଶାନ୍ତ ସିଂହଙ୍କ ପରେ ବିହାରରୁ ଆସି ମୁମ୍ବାଇରେ ସଂଘର୍ଷ କରୁଥିବା ଆଉ ଜଣେ ଉଦୀୟମାନ ଅଭିନେତାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ୨୬ ବର୍ଷୀୟ ଟିଭି କଳାକାର ଅକ୍ଷତ ଉତ୍କର୍ଷ। ମୁମ୍ବାଇର ଅନ୍ଧେରୀରେ ରହୁଥିବା ଫ୍ଲାଟ୍‌ରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଉତ୍କର୍ଷ ଫାସୀ ଲଗାଇ ଆତ୍ମହତ୍ୟା...

coronavrus-1
ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗରରୁ ଆଜି ଆଉ ୩୨୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ୩୨୯ରୁ କ୍ୱାରେଣ୍ଟିନରୁ ୭୩, ଲୋକାଲ କଣ୍ଟାକ୍ଟ କେସ୍ ୨୫୬ ଚିହ୍ନଟ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ନୟାପଲ୍ଲୀରୁ ୧୯, ୟୁନିଟ୯ରୁ ୧୫, ରସୁଲଗଡ଼ରୁ ୧୪, ଓଲ୍ଡ ଟାଉନରୁ ୧୧, ୟୁନିଟ୯ରୁ ୧୧, ପଟିଆରୁ...

reha
ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ମୁମ୍ବାଇ: ସୁଶାନ୍ତ ସିଂହ ମୃତ୍ୟ ମାମଲା ସହିତ ଡ୍ରଗ୍ସ କାରବାର ମାମଲାର କୌଣସି ସମ୍ପର୍କ ନାହିଁ। କେବଳ ଡ୍ରଗ୍ସକାରବାର ଅଭିଯୋଗରେ ରିୟା ଓ ତାଙ୍କ ଭାଇଙ୍କୁ ଗିରଫ କରାଯାଇଛି। ବମ୍ବେ ହାଇକୋର୍ଟଙ୍କୁ ଆଜି ଏପରି କହିଛି ଏନ୍‌ସିବି। ଏନ୍‌ସିବି ଗିରିଫଦାରୀକୁ ନେଇ ରିୟା ଚକ୍ରବର୍ତ୍ତୀ ଓ ତାଙ୍କ ଭାଇ...

school
କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଘରୋଇ ସ୍କୁଲରେ ଫି ୩୦ ପ୍ରତିଶତ ଯାଏ କମିପାରେ।  ଏନେଇ ଆଜି ହାଇକୋର୍ଟରେ ସୁପାରିଶ ହୋଇଛି। ଘରୋଇ ସ୍କୁଲ ଫି ବୃଦ୍ଧି ମାମଲାରେ ସ୍କୁଲ ଓ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଆଜି ହାଇକୋର୍ଟରେ ଦାଖଲ କରିଥିବା ରିପୋର୍ଟରେ ଏହି ସୁପାରିଶ କରିଛନ୍ତି।...

coronavirus-odisha
ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା...

ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧତ୍କ ୬୫୭, କଟକରୁ ୪୪୨, ବାଲେଶ୍ୱରରୁ ୨୨୬ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନୁଗୁଳ- ୨୧୭, ପୁରୀ- ୧୮୨, ଜଗତସିଂହପୁରରୁ...

sushant
ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ମୁମ୍ବାଇ: ବିଷକ୍ରିୟାରୁ ହୋଇନି ସୁଶାନ୍ତଙ୍କ ମୃତ୍ୟୁ। ସୁଶାନ୍ତଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଓ ଫଟୋଗ୍ରାଫ୍ ପ୍ରମାଣକୁ ବିଶ୍ଳେଷଣ କରି ବିଷକ୍ରିୟାର କୌଣସି ସୁରାକ୍ ମିଳିନଥିବା, ସିବିଆଇକୁ ରିପୋର୍ଟ ଦେଇଛି ତଦନ୍ତରେ ସହଯୋଗ କରୁଥିବା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍। ଏପଟେ ଏନ୍‌ସିବି ଜେରା ବେଳେ ‘ମାଲ୍ ହେ କ୍ୟା’...

assembly
ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ଭୁବନେଶ୍ୱର: କରୋନା ପରିସ୍ଥିତି ଭିତରେ ଆଜି ବିଧାନସଭା ଅଧିବେଶନ ବସିଥିଲା। ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭରୁ କୋଭିଡ୍ ତାତି ଦେଖିବାକୁ ମିଳିଥିଲା। ଆଜି ଗୃହରେ ମାସ୍କ ଦୁର୍ନୀତି ପ୍ରସଙ୍ଗ ଉଠାଇଥିଲେ ବିରୋଧୀ। ମାସ୍କ ଓ ପିପିଇ କିଟ୍ ପ୍ରସଙ୍ଗକୁ ଉଠାଇଥିଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ। ପ୍ରିଭିଲେଜ୍...

tara-bahini-pati
ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଭୁବନେଶ୍ୱର: ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌କୁ ନେଇ ଗୃହରେ ହଙ୍ଗାମା କରିଛନ୍ତି ବିରୋଧୀ। ବିଲ୍‌କୁ ତୀବ୍ର ବିରୋଧ କରିବା ସହ ବିଲ୍‌ର କପିକୁ ଚିରି ଦେଲେ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ବିଲ୍‌କୁ ସିଲେକ୍ଟ କମିଟିକୁ ପଠାଯାଉ ବୋଲି ଗୃହରେ ଦାବି ଉଠାଇଥିଲେ ତାରା। ସେହିପରି ବିଜେପି ମଧ୍ୟ ବିଶ୍ୱବିଦ୍ୟାଳୟ...

congress
ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ଭୁବନେଶ୍ୱର: ବିଜୁଳି ଦର ବୃଦ୍ଧିକୁ ନେଇ ରାଜ୍ୟ ସରକାରଙ୍କୁ କଂଗ୍ରେସର ଟାର୍ଗେଟ। ନିଜର ଅପାରଗତାକୁ ଘୋଡ଼ାଇବାକୁ ଯାଇ ରାଜ୍ୟ ସରକାର ବିଜୁଳି ଦର ବଢ଼ାଇଛନ୍ତି ବୋଲି ଅଭିଯୋଗ କରିଛି କଂଗ୍ରେସ। ପରିଚାଳନାଗତ କ୍ଷତି ଓ ବଡ଼ ଖିଲାପକାରୀଙ୍କଠାରୁ ଟଙ୍କା ଆଦାୟ କରି ନପାରି ସରକାର ସାଧାରଣ ଜନତାଙ୍କ ଉପରେ...