ଭୁବନେଶ୍ୱର: କୋଭିଡ୍ ମହାମାରୀ ସଂପର୍କରେ ଗାନ୍ଧି ଜୟନ୍ତୀରୁ ସଚେତନତା ଅଭିଯାନ ଆରମ୍ଭ କରିବ ବିଜେଡି। ଏନେଇ ଦଳୀୟ କର୍ମୀ, ବିଧାୟକ, ସାଂସଦ, କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଚିଠି ଲେଖି ଅଭିଯାନରେ ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅକ୍ଟୋବର ୨ରୁ ନଭେମ୍ବର ୨...
କଟକ: କଟକ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ ନେଇ ମାମଲାର ଶୁଣାଣି ଅକ୍ଟୋବର ୯ ତାରିଖକୁ ଘୁଞ୍ଚିଲା। ଆଜି ଏନେଇ ଶୁଣାଣି ହେବାକୁ ଥିବାବେଳେ ହାଇକୋର୍ଟ ଏହାକୁ ୯ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛନ୍ତି। ତେବେ ପରବର୍ତ୍ତୀ ଶୁଣାଣିବେଳେ ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ କହିଛନ୍ତି କୋର୍ଟ।...
ଭୁବନେଶ୍ୱର: କୋଭିଡ ପରିଚାଳନାରେ ସରକାର ଫେଲ୍ ମାରିଥିବା କହିଛି ବିରୋଧୀ। ଶାସକ ଦଳ ବିରୋଧରେ ଏଭଳି ଅଭିଯୋଗ ଉଠାଇଛନ୍ତି ବିରୋଧୀ। ଟିଏମସିରୁ ୭ ଦିନ ଭିତରେ ସଂକ୍ରମିତଙ୍କୁ ଛାଡ଼ିଦେବାରୁ ସଂକ୍ରମଣ ବ୍ୟାପିଲା। ଏପଟେ ଅଣ କୋଭିଡ ରୋଗୀ ମେଡିକାଲ୍ରେ ଚିକିତ୍ସା ପାଉ ନାହାନ୍ତି। ଏଭଳି ଅଭିଯୋଗ ଉଠାଇଛନ୍ତି ବିରୋଧୀ...
ନୂଆଦିଲ୍ଲୀ: ଦୀର୍ଘ ୨୮ ବର୍ଷ ଧରି ଚାଲିଥିବା ବାବ୍ରୀ ମସଜିଦ ଭଙ୍ଗା ଘଟଣାରେ ଆଜି ରାୟ ଶୁଣାଇ ସ୍ୱତନ୍ତ୍ର ସିବିଆଇ କୋର୍ଟ ସମସ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। କୋର୍ଟଙ୍କର ଏହି ରାୟ ପରେ ପ୍ରତିକ୍ରିୟା ରଖିଛି କଂଗ୍ରେସ। କଂଗ୍ରେସ ମୁଖାପାତ୍ର ରଣଦୀପ ସୂର୍ଯ୍ୟେୱାଲା କହିଛନ୍ତି, ବାବରୀ ମସ୍ଜିଦ୍...
ଲକ୍ଷ୍ନୌ: ଉତ୍ତରପ୍ରଦେଶ ହାଥରସ ଗଣଦୁଷ୍କର୍ମ ଘଟଣାରେ ପୀଡ଼ିତାଙ୍କ ଅନ୍ତିମ ସଂସ୍କାର ନେଇ ସଫେଇ ଦେଇଛି ଉତ୍ତର ପ୍ରଦେଶ ପୁଲିସ। ୟୁପି ଏଡିଜି ଲ ଏଣ୍ଡ ଅର୍ଡର ପ୍ରଶାନ୍ତ କୁମାର କହିଛନ୍ତି, ହାଥରସ ଗଣଦୁଷ୍କର୍ମ ପୀଡ଼ିତାଙ୍କ ଶବକୁ ପୁଲିସ ଜବରଦସ୍ତି ଅନ୍ତିମ ସଂସ୍କାର କରି ନାହିଁ। ପରିବାରର ସହମିତ ପରେ...
ଭୁବନେଶ୍ୱର: ଗୋଟିଏ ଦିନରେ ଭୁବନେଶ୍ୱର ମହାନଗରରେ ୩୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫୬ ସୁସ୍ଥ ହୋଇଛନ୍ତି। ଏନେଇ ବିଏମ୍ସି ଟ୍ୱିଟ୍ କରି ସୂଚନା ଦେଇଛି। ୩୬୯ ଆକ୍ରାନ୍ତଙ୍କ ମଧ୍ୟରୁ ୨୯୪ଟି ଲୋକାଲ ରହିଥିବା ବେଳେ କ୍ୱାରେଣ୍ଟିନରୁ ୭୫ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱରର ଶୈଳଶ୍ରୀ ବିହାରରୁ ଆଜି...
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଔପଦାରେ ଅବହେଳିତ ବାଉଁଶ କାରିଗର। ଦିନକୁ ଦିନ ବଜାରରେ ପ୍ଲାଷ୍ଟିକ୍ର ଚାହିଦା ବୃଦ୍ଧି ପାଉଥିବା ବେଳେ ଏଠାକାର ବାଉଁଶ କାରିଗରଙ୍କୁ ମିଳୁନି ଉଚିତ ପ୍ରାପ୍ୟ। ଏହା ସାଙ୍ଗକୁ କ୍ଷୁଦ୍ର ଶିଳ୍ପ ଅନୁଷ୍ଠାନରେ ପ୍ରୋତ୍ସାହନ ନ ମିଳିବାରୁ ଏବେ ନିଜ କୌଳକ ବୃର୍ତ୍ତି ଛାଡ଼ି ଦାଦନ...
ଭୁବନେଶ୍ୱର: ବିଧାନସଭା ସମ୍ମୁଖରେ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନକୁ ବିରୋଧ କରିଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ। ତୁରନ୍ତ ରାଜ୍ୟ ସରକାର ନିଷ୍ପତ୍ତିକୁ ପ୍ରତ୍ୟାହାର କରିବାକୁ ଦାବି କରିଛି ଏବିଭିପି। ଆଜି ବିଧାନସଭା ସମ୍ମୁଖରେ ବହୁ ସଂଖ୍ୟାରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ଗେଜେଟ୍ ବିଜ୍ଞପ୍ତିକୁ ପୋଡ଼ା ଯାଇଛି।...
ନୂଆଦିଲ୍ଲୀ: ଦେଶରେ ୬୨ ଲକ୍ଷ ପାର କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୮୦,୪୭୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାପରେ ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ଲକ୍ଷ ୨୫ ହଜାର ୭୬୪କୁ ବୃଦ୍ଧି ପାଇଛି। ସେହିପରି ଗୋଟିଏ ଦିନରେ ୧୧୭୯ ଜଣଙ୍କ ମୃତ୍ୟୁ...
ମୁମ୍ବାଇ: ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପଙ୍କ ଅଡୁଆ ବଢୁଛି। ଅଭିନେତ୍ରୀ ପାୟଲ ଘୋଷଙ୍କୁ ଯୌନ ଶୋଷଣ ଅଭିଯୋଗରେ ଆସନ୍ତାକାଲି ତାଙ୍କୁ ମୁମ୍ବାଇର ଭର୍ସୋଭା ପୋଲିସ ଷ୍ଟେସନରେ ହାଜର ହେବେ ଅନୁରାଗ। ଏଥିପାଇଁ ତାଙ୍କୁ ସମନ ଜାରି କରାଯାଇଛି। ଆସନ୍ତାକାଲି ଦିନ ୧୧ଟା ବେଳେ ହାଜର ହେବା ପାଇଁ ମୁମ୍ବାଇ...
ଭୁବନେଶ୍ୱର: ଅନୁଗୁଳ ଜିଲ୍ଲାରେ ଅନୁସୂଚିତ ଜାତିଙ୍କ ଜମି ହଡ଼ପ ହୋଇଥିବା ଅଭିଯୋଗ କରିଛନ୍ତି କଂଗ୍ରେସ ନେତା ପ୍ରଦୀପ ମାଝୀ। ୧୦ ବର୍ଷ ଭିତରେ ଅନୁଗୁଳ ଜିଲ୍ଲାର ୩୪୮ଟି ପ୍ଲଟ ବା ୭୦୦ ଏକର ଜମିକୁ ଗୋଟିଏ ପରିବାର ନାଁରେ ପଟ୍ଟା କରାଯାଇଥିବା ନେଇ ଅଭିଯୋଗ କରିଛନ୍ତି ପ୍ରଦୀପ ।...