ଭୁବନେଶ୍ୱର: କଂଗ୍ରେସ ଓ ବିଜେପିର ବିରୋଧ ସତ୍ତ୍ୱେ ବିଧାନସଭାରେ ପାରିତ ହୋଇଛି ଓଡ଼ିଶା ସଂକ୍ରାମକ ରୋଗ ସଂଶୋଧନ ବିଲ୍। ଏହି ବିଲ୍ ଅନୁସାରେ ଜଣେ ଯଦି କୋଭିଡ୍ ଗାଇଡ ଲାଇନ୍ ଉଲ୍ଲଂଘନ କରେ, ଦୋଷ ପ୍ରମାଣିତ ହେଲେ ଅଭିଯୁକ୍ତକୁ ୧ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜୋରିମାନା କିମ୍ବା ଦୁଇ ବର୍ଷ...
ନୂଆଦିଲ୍ଲୀ: ଦେଶରେ ଅନଲକ୍-୫ ଗାଇଡ୍ ଲାଇନ୍ ଜାରି କରିଛନ୍ତି କେନ୍ଦ୍ର ସରକାର। ଅକ୍ଟୋବର ୧ ତାରିଖ ଠାରୁ ଏହି ନୂଆ ଗାଇଡ୍ଲାଇନ୍ ଲାଗୁ ହେବ। ଅନଲକ୍-୫ ଗାଇଡ୍ଲାଇନ୍ ଅନୁସାରେ କଣ ସବୁ ଖୋଲା ରହିବ, କାହା ପାଇଂ କଣ ନିୟମ ରହିବ ଆସନ୍ତୁ ଜାଣିବା। ଅକ୍ଟୋବର ୧୫ରୁ ସିନେମା...
ଭୁବନେଶ୍ୱର: ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାର ତଦନ୍ତରେ ଶିଥିଳତାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ହାଇକୋର୍ଟ। ଏହି ମାମଲାରେ ଆଜି ଅଦାଲତଙ୍କ ନିକଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କରିଥିଲା କମିଶନରେଟ୍ ପୋଲିସ୍। ତେବେ ଏହାକୁ ଅନୁଧ୍ୟାନ କଲା ପରେ ମାମଲାର ତଦନ୍ତ ପ୍ରକ୍ରିୟାକୁ ନେଇ ପୋଲିସ୍ ଉପରେ ଅସନ୍ତୋଷ...
ଭୁବନେଶ୍ୱର: ଜଗତସିଂହପୁର ତିର୍ତ୍ତୋଲ ଓ ବାଲେଶ୍ୱର ସଦର ଆସନ ଉପନିର୍ବାଚନ ପାଇଁ ବିଗୁଲ୍ ବାଜିବା ପରେ ତତ୍ପର ସରକାର। ଭୋଟରଙ୍କ ମନ କିଣିବାକୁ ଘୋଷଣା ହେଉଛି ପ୍ରକଳ୍ପ ପରେ ପ୍ରକଳ୍ପ। ଦିଆଯାଉଛି ପ୍ରତିଶ୍ରୁତି ପରେ ପ୍ରତିଶ୍ରୁତି। ହେଲେ ପୂର୍ବ ନିର୍ବାଚନ ବେଳର ପ୍ରତିଶ୍ରୁତି କିନ୍ତୁ ଏଯାଏଁ ପାଳନ ହୋଇନି।...
ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ସମସ୍ତ ସରକାରୀ ଅଫିସ ଚାଲିବ। ଏନେଇ ସ୍ୱତନ୍ତ୍ର ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱର ଏବଂ କଟକରେ ୫୦ ପ୍ରତିଶତ କର୍ମଚାରୀରେ ସରକାରୀ ଅଫିସ ଚାଲିବ ବୋଲି ଗାଇଡଲାଇନ୍ରେ ଦର୍ଶାଯାଇଛି। ତେବେ କେଉଁ କର୍ମଚାରୀ ଆସିବେ,...
ଭୁବନେଶ୍ୱର: ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କରିଛନ୍ତି ରାଜ୍ୟ ସରକାର। ଏନେଇ ବିଭିନ୍ନ ପ୍ରାଣୀ ଉଦ୍ୟାନ ଓ ଡିୟର ପାର୍କ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିଛନ୍ତି ପ୍ରିନ୍ସପାଲ ସିସିଏଫ୍ ତଥା ଚିଫ୍ ଓ୍ୱାଇଲଡ ଲାଇଫ୍ ଓ୍ୱାର୍ଡେନ। ଗାଇଡ୍ଲାଇନ୍ରେ କଣ ସବୁ ନିୟମ ରହିଛି...
ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ହାଥରସ ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ ଯାଉଥିବା କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ମୃତୟନ ଥିବା ପୁଲିସ କର୍ମୀ ଅଟକାଉଥିବା ବେଳେ ହଠାତ ତଳେ ପଡ଼ିଗଲେ ରାହୁଲ ଗାନ୍ଧି। ଗ୍ରେଟର ନୋଏଡ଼ାରେ ଉତ୍ତରପ୍ରଦେଶ ସୀମା ପରିଚାଳନାରେ ମୁତୟନ ଥିବା ପୁଲିସ କର୍ମଚାରୀମାନେ ରାହୁଲ ଗାନ୍ଧି ଓ ତାଙ୍କ...
ନୂଆଦିଲ୍ଲୀ: ଦେଶରେ ଅନଲକ୍-୫ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିନ୍ତୁ ଥମିବାର ନାଁ ନେଉନାହିଁ। ୨୪ ଘଣ୍ଟାରେ ଦେଶରେ ୮୬,୮୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ମିଶାଇ ଦେଶର ମୋଟ ସଂକ୍ରମିତ ସଂଖ୍ୟା ୬୩ ଲକ୍ଷ ପାର୍ କରିଛି। ସେହିପରି ଦିନକରେ...
ଲକ୍ଷ୍ନୌ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପ୍ରତିଶ୍ରୁତିରେ ସନ୍ତୁଷ୍ଟ ହାଥରସ ପୀଡ଼ିତାଙ୍କ ବାପା। ଏ କଥା ସେ ନିଜେ କହିଛନ୍ତି। ଅଦିତ୍ୟନାଥଙ୍କ ସହିତ ଫୋନ୍ରେ କଥା ହେବା ପରେ ସେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତିରେ ସନ୍ତୁଷ୍ଟ ଅଛନ୍ତି ବୋଲି ହାଥରସ ପୀଡ଼ିତାଙ୍କ ବାପା କହିଛନ୍ତି। ପୀଡ଼ିତାଙ୍କ ବାପା ଆହୁରି ମଧ୍ୟ...
ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କୁ କରୋନା। ସେ କୋଭିଡ-୧୯ ପଜିଟିଭ ହୋଇଥିବା ଟ୍ୱିଟ୍ କରି ଜଣାଇଛନ୍ତି। ତାଙ୍କ ସଂସ୍ପର୍ସରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ଆଇସୋଲେସନ୍ରେ ରହିବାକୁ ନିବେଦନ କରିଛନ୍ତି ପଟେଲ। ସେ କରୋନା ଟେଷ୍ଟ କରାଇବା ପରେ ତାଙ୍କ ରିପୋର୍ଟ ପଜିଟିଭ ଆସିଥିଲା। ଏହାପରେ ତୁରନ୍ତ...