• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

ନଭେମ୍ବର ୧୫ରେ ପୋଲାଭରମ ଶୁଣାଣି

ନୂଆଦିଲ୍ଲୀ: ସୁପ୍ରିମ୍‌କୋର୍ଟରେ ପୋଲାଭରମ୍ ମାମଲାର ଆଜି ପୁଣି ଥରେ ଶୁଣାଣି ହୋଇଛି। ଏଥିରେ କୋର୍ଟ ମାଗିଥିବା ବ୍ୟାକ୍‌ ୱାଟର୍‌ ଷ୍ଟଡି ରିପୋର୍ଟ ଉପରେ ନିଜ ମତ ରଖିଛନ୍ତି କେନ୍ଦ୍ର ସରକାର। ଆଉ ଥରେ ବ୍ୟାକ୍ ୱାଟର୍‌ ଷ୍ଟଡି ଆବଶ୍ୟକ ନାହିଁ ବୋଲି କେନ୍ଦ୍ର ସରକାର କୋର୍ଟଙ୍କୁ ଜଣାଇଛନ୍ତି। ତେବେ...

assembly
ପଦାର୍ଥ ବିଜ୍ଞାନରେ ଏହି ୩ ବୈଜ୍ଞାନିକଙ୍କୁ ମିଳିବ ନୋବେଲ ପୁରସ୍କାର

ନୂଆଦିଲ୍ଲୀ: ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା ହୋଇଛି। ଯୁଗ୍ମ ଭାବେ ୩ ଜଣଙ୍କ ନାଁ ଘୋଷଣା କରିଛି ନୋବେଲ କମିଟି। ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପାଇଁ ରୋଜର ପେନରୋଜ, ରେନହାଡ୍ ଗେନଜେଲ ଓ ଆଣ୍ଡ୍ରେଆ ଗେଜ୍‌ଙ୍କ ନାଁ ଘୋଷଣା ହୋଇଛି। BREAKING NEWS: The Royal...

suara
ଶ୍ରୀମନ୍ଦିର ଖୋଲିବାକୁ ଧାରଣାରେ ବସିଲେ ସେବାୟତ

ପୁରୀ: ଶ୍ରୀମନ୍ଦିର ଖୋଲିବାକୁ ଧାରଣା ବସିଲେ ସେବାୟତ। ଶ୍ରୀମନ୍ଦିର ଖୋଲିବା ନେଇ ସିଂହଦ୍ୱାର ସମ୍ମୁଖରେ ଧାରଣାରେ ବସିଲେ ସୁଆର ମହାସୁଆର ନିଯୋଗର ପୂର୍ବତନ ସଭାପତି ଦାମୋଦର ମହାସୁଆର। ବର୍ତ୍ତମାନର ସ୍ଥିତିରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରି ଶ୍ରୀମନ୍ଦିର ଖୋଲିବାକୁ ସେ କହିଛନ୍ତି। ମନ୍ଦିର ଚାରି ଦ୍ୱାରରେ ଡାକ୍ତର...

bihar-election
ବିହାର ନିର୍ବାଚନ: NDAରେ କାହାକୁ ମିଳିଲା କେତେ ସିଟ୍‌ ?

ପାଟନା: ବିହାର ନିର୍ବାଚନରେ NDA ପକ୍ଷରୁ ଆସନ ଭାଗବଣ୍ଟା ଘୋଷଣା ହୋଇଛି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଆସନ ଭାଗବଣ୍ଟା ନେଇ ଘୋଷଣା କରିଛନ୍ତି ନୀତୀଶ କୁମାର। ବିହାର ବିଧାନସଭାର ୨୪୩ ସିଟ୍‌ରୁ  JDUକୁ ୧୨୨ ଟି ଆସନ ମିଳିଛି। ଜେଡିୟୁ ଭାଗରୁ ୭ଟି ଆସନ ଜିତନ ରାମ...

corona-recovery
ରାଜ୍ୟରେ ସୁସ୍ଥ ହେଲେ ୩୮୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୩୮୧୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧତ୍କ ୯୬୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଅନ୍ୟପଟେ କଟକ-୩୬୮, ବରଗଡ଼ରୁ- ୧୫୧, ବାଲେଶ୍ୱର- ୧୪୬, ନୂଆପଡ଼ା- ୧୩୫, ଜଗତସିଂହପୁରରୁ-...

assembly w
ଦିନକ ପୂର୍ବରୁ ଶେଷ ହେଲା ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ୱର: ଦିନକ ପୂର୍ବରୁ ଶେଷ ହେଲା ବିଧାନସଭାର ମୌସୁମୀ ଅଧିବେଶନ। ବାଚସ୍ପତି ଆଜି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି। ଏହି ଅଧିବେଶନରେ ମୋଟ ୭ଟି ବିଲ୍ ପାରିତ ହୋଇଥିଲା ବେଳେ ଆଜି ଗୋଟିଏ ଦିନରେ ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ ସମେତ ମୋଟ ୫ଟି ବିଲ୍...

samching
ଚଳନ୍ତା ଗାଡ଼ିରୁ ଚେନ୍ ଝାମ୍ପିନେଲେ ଲୁଟେରା

ଭୁବନେଶ୍ୱର: ରାଜଧାନୀରେ ଲୁଟେରା ରାଜ୍। ପୁଣି ଚଳନ୍ତା ଗାଡ଼ିରୁ ଚେନ୍ ଝାମ୍ପିନେଲେ ଲୁଟେରା। ଏଥର ଘଟଣା ଘଟିଛି ଭୁବନେଶ୍ୱର ଆଚାର୍ଯ୍ୟ ବିହାର ରାସ୍ତାରେ। ଅପରାହ୍ନ ସାଢ଼େ ୪ଟାରୁ ୫ଟା ଭିତରେ ଜଣେ ଯୁବତୀ ଆପୋଲୋ ହସ୍ପିଟାଲ୍ ନିକଟରେ ସ୍କୁଟିରେ ଯାଉଥିଲା ବେଳେ ଚଳନ୍ତା ଗାଡ଼ିରୁ ହଠାତ୍ ତାଙ୍କ ବେକରୁ...

sarua
ଫସର ଫାଟିଲା ଷଡ଼ଯନ୍ତ୍ର: ପଦାରେ ପଡ଼ିଲା ଓଟିଭି ବିରୋଧରେ ମିଛ ଅଭିଯୋଗ

ଭୁବନେଶ୍ୱର: ଫସର ଫାଟିଲା ଷଡ଼ଯନ୍ତ୍ର। ପଦାରେ ପଡ଼ିଲା ଓଟିଭି ବିରୋଧରେ ମିଛ ଅଭିଯୋଗ। ଖୋର୍ଦ୍ଧା ସାରୁଅରେ ଓଡ଼ିଶା ଟେଲିଭିଜନ ନାଁରେ ଜମି ଜବରଖଲର ମିଛ ଅଭିଯୋଗ ପରେ ଆଜି ଘଟଣାସ୍ଥଳରେ ଜମି ମାପଚୁପରୁ ଜବରଦଖଲ ହୋଇ ନଥିବା ସ୍ପଷ୍ଟ ହୋଇଛି। ଭୁବନେଶ୍ୱର ଉପକଣ୍ଠ ଓଡ଼ିଶା ଟେଲିଭିଜନ ନାମରେ ଜମି...

univesity
ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ ୨୦୨୦ କ'ଣ ?

ଭୁବନେଶ୍ୱର: ବିଧାନସଭାରେ ପାରିତ ହେଲା ବହୁ ଚର୍ଚ୍ଚିତ ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ ୨୦୨୦ । ଅଧ୍ୟାଦେଶ ଆସିବା ଦିନରୁ ବିଲ୍ ପାସ ପର୍ଯ୍ୟନ୍ତ ବିଧାନସଭା ବାହାରେ ଓ ଭିତରେ ପ୍ରବଳ ବିରୋଧ ସତ୍ତ୍ୱେ ଆଜି ଏହି ବିବାଦୀୟ ବିଲ୍‌କୁ ମଂଜୁରୀ ମିଳିଛି। ବିରୋଧୀ ବିଜେପି ଓ କଂଗ୍ରେସ...

fire
ପେଟ୍ରୋଲ ଟାଙ୍କିରେ ବିସ୍ଫୋରଣ: ଗାଡ଼ି, ଘର ଛିନଛତ୍ର, ୮ ଗୁରୁତର   

ଭୁବନେଶ୍ୱର: ଅପରାହ୍ନରେ ଭୁବନେଶ୍ୱର ରାଜଭବନ ପାଖ ପେଟ୍ରୋଲ ପମ୍ପ ସିଏନ୍‌ଜି ଷ୍ଟେସନରେ ଭୟଙ୍କର ବ୍ଲାଷ୍ଟ ହୋଇ ନିଆଁ ଲାଗିବା ପରେ ହୁତୁ ହୁତୁ ହୋଇ ଜଳିଯାଇଥିଲା ପେଟ୍ରୋଲ ପମ୍ପ। ପେଟ୍ରୋଲ ପମ୍ପରୁ ନିଆଁ ଆକାଶ ଉଚ୍ଚା ଜଳିଥିବା ଦେଖାଯାଇଥିଲା। ୫ରୁ ଅଧିକ ଅଗ୍ନିଶମ ଗାଡ଼ି ଆସି ନିଆଁକୁ ଆୟତ...

footbll
କରୋନା କଟକଣା ଭୁଲି ଫୁଟ୍‌ବଲ ମ୍ୟାଚ୍‌ ଦେଖିବାକୁ ଜମିଲା ଭିଡ଼

ଭୁବନେଶ୍ୱର: ଭୁଲି ଗଲେ ସବୁ କଟକଣା। ମାନିଲେନି କୌଣସି ନିୟମ। ଜଣେ କି ଦୁଇ ଜଣ ନୁହେଁ ଶହ ଶହ ଲୋକ ଏକଜୁଟ୍ ହୋଇ ଦେଖିଲେ ଫୁଟବଲ ମ୍ୟାଚ୍। ଏଭଳି ଘଟଣା ଘଟିଛି ସମ୍ବଲପୁର କୁଚିଣ୍ଡା ଓ ଢେଙ୍କାନାଳ କଙ୍କଡ଼ାହାଡ଼ର। ଏଠାରେ ବିନା ମାସ୍କ ବିନା ସଚେତନତାରେ ଚାଲିଥିବା...

cm-naveen
ପେଟ୍ରୋଲ ଟାଙ୍କି ବିସ୍ଫୋରଣ ଘଟଣା: ଆହତଙ୍କୁ ମିଳିବ ମାଗଣା ଚିକିତ୍ସା

ଭୁବନେଶ୍ୱର: ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ଟାଙ୍କି ବିସ୍ଫୋରଣ ଘଟଣାରେ ଆହତଙ୍କ ପାଇଁ  ମଗଣା ଚିକିତ୍ସା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଘୋଷଣା ଅନୁସାରେ ଆହତ ସମସ୍ଥଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦିଆଯିବ। ଏହାର ସମସ୍ତ ଖର୍ଚ୍ଚ ସରକାର ବହନ କରିବ। ବର୍ତ୍ତମାନ ସ୍ଥିତି ଆୟତଧୀନ ରହିଥିବା...