ଭୁବନେଶ୍ୱର: ରାଜଭବନ ନିକଟ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ସହାୟତା ଘୋଷଣା କଲା ଭାରତୀୟ ତୈଳ ନିଗମ ବା ଆଇଓସିଏଲ୍। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶରେ କମ୍ପାନୀ ଏହି ସହାୟତା ରାଶି ଘୋଷଣା କରିଛି। ବିସ୍ଫୋରଣ ଘଟଣାରେ ମୃତାହତ, ଗୁରୁତର ଆହତ ଓ ଆହତଙ୍କ ପ୍ରତି ସହାୟତା...
ଭୁବନେଶ୍ୱର: ପୂଜା ଛୁଟି ପରେ ସ୍କୁଲ ଖୋଲିବା ଆଶା ଉଜ୍ଜ୍ୱଳ ହେଲା। ସ୍କୁଲ ପରିସର ସଫା କରିବା ପାଇଁ ନିର୍ଦ୍ଦେଶ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ ଏବଂ ଆସବାବପତ୍ର ସଫା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କରୋନା କଟକଣାଜନିତ କାରଣରୁ ୬ ମାସ ହେଲା ବନ୍ଦ ଥିଲା। ଏଥିଯୋଗୁ...
ନୂଆଦିଲ୍ଲୀ: ଔଷଧ, ପଦାର୍ଥ ବିଜ୍ଞାନ ଓ ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପ୍ରାଇଜ୍ ଘୋଷଣା ପରେ ଆଜି ସାହିତ୍ୟ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା ହୋଇଛି। ଆମେରିକୀୟ କବୟତ୍ରୀ ଲୁଇସ ଗ୍ଲକ୍ ଏଥର ସାହିତ୍ୟ କ୍ଷେତ୍ରରେ ନୋବେଲ ପୁରସ୍କାର ପାଇବେ। ସ୍ୱେଡିଶ ଆକାଡେମୀର ସ୍ଥାୟୀ ସଚିବ ମାଟ୍ସ ମାଲ୍ମ...
ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୦୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛି ବିଏମ୍ସି। ସେଥିମଧ୍ୟରୁ କ୍ୱାରେଣ୍ଟିନରୁ ୮୩, ଲୋକାଲ କଣ୍ଟାକ୍ଟ କେସ୍ ୨୨୬ ରହିଥିବା ବିଏମ୍ସୁ ଟ୍ୱିଟ୍ କରିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରୁ ନୟାପଲ୍ଲୀ- ୨୧, ଓଲଡ୍ ଟାଉନ ଓ...
ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୩୩୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆଜି ସୁସ୍ଥ ହୋଇଥିବା ରୋଗୀଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୬୫୮ଜଣ ସୁସ୍ଥ ହୋଇଥିବା ବେଳେ କଟକ-୨୬୨, ବାଲେଶ୍ୱରରୁ ୧୫୩...
ଭୁବନେଶ୍ୱର: ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ଅପରେସନ ଶେଷ ହୋଇଥିବା ନେଇ କମିଶନରେଟ୍ ପୋଲିସ ସୂଚନା ଦେଇଛି। ସଂଧ୍ୟା ୭ଟାରୁ ରାସ୍ତା ଖୋଲିଛି। କିନ୍ତୁ ଦୁର୍ଘଟଣାସ୍ଥଳକୁ ଯିବାକୁ ଲୋକଙ୍କୁ ଏବେ ବି ମନା ହୋଇଛି। ଅପରେସନ ସରିବା ପରେ ଏଥିରେ ସହଯୋଗ କରିଥିଇବାରୁ ଜନସାଧାରଣଙ୍କୁ ଧନ୍ୟବାଦ...
ଭୁବନେଶ୍ୱର: କୃଷି ବିଲ୍କୁ ନେଇ ଦ୍ୱନ୍ଦ୍ୱରେ ବିଜେଡି। ନିଜ ଅଧ୍ୟାଦେଶକୁ ବିଲ୍ ଭାବେ ବିଧାନସଭାରେ ଉପସ୍ଥାପନ ଲାଗି ଯୋଜନା ସତ୍ତ୍ୱେ ଶେଷ ମୁହୂର୍ତ୍ତରେ ଓହରିଗଲେ ରାଜ୍ୟ ସରକାର। କେନ୍ଦ୍ର ସରକାରଙ୍କ ଶୈଳୀରେ ପ୍ରଥମେ କୃଷି ଉତ୍ପାଦନ ବଜାର ଓ ଚୁକ୍ତିଭିତ୍ତିକ ଚାଷ ନେଇ ଦୁଇଟି ଅଧ୍ୟାଦେଶ ଆଣିଥିଲା ରାଜ୍ୟ।...
ଭୁବନେଶ୍ୱର: ଦିନକୁ ଦିନ ଅଧିକ ଗୋଳିଆ ହେଉଛି ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା। କମିଶନରେଟ୍ ପୋଲିସର ତଦନ୍ତ ଅଧାରେ ଅଛି, ହେଲେ ହଠାତ୍ କ୍ରାଇମବ୍ରାଞ୍ଚକୁ ଦିଆଗଲା ଇନକ୍ୱାରୀ ଦାୟିତ୍ୱ। ଜଣେ ଏସ୍ପି ପାହ୍ୟାର ଅଫିସରଙ୍କ ତତ୍ୱାବଧାନରେ ଚାଲିବ ତଦନ୍ତ। ଦଳେଇ ଆଇଲେ ମୂଳରୁ ଗାଆ ନ୍ୟାୟରେ ପୁଣିଥରେ ଆରମ୍ଭରୁ...
ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ରାମବିଲାସ ପାଶଓ୍ୱାନଙ୍କ ଦେହାନ୍ତ ହୋଇଛି। ୭୪ ବର୍ଷ ବୟସରେ ଆଖି ବୁଜିଛନ୍ତି ଏଲ୍ଜେପି ନେତା ତଥା ମୋଦି ସରକାରର ମନ୍ତ୍ରୀ ରାମବିଳାସ ପାଶୱାନ। ଦେହାନ୍ତ ନେଇ ସୂଚନା ଦେଇଛନ୍ତି ତାଙ୍କ ପୁଅ ଚିରାଗ ପାଶଓ୍ୱାନ। ଚିରାଗ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ସେ ଟ୍ୱିଟ୍...
ମୁମ୍ବାଇ: ଟିଭି ଚ୍ୟାନେଲ ନାଁରେ ଟିଆରପି ଜାଲିଆତି ଅଭିଯୋଗ। ନିଜ ଚ୍ୟାନେଲର ଟିଆରପି ବୃଦ୍ଧି କରିବା ପାଇଁ ବେଆଇନ ଭାବେ ଲୋକଙ୍କୁ ଟଙ୍କା ଦେବା ଓ ଏହି ଆଳରେ ବିଜ୍ଞାପନ ହାସଲ କରିବା କୌଶଳ ଆପଣାଇଥିବା ୩ଟି ଚ୍ୟାନେଲ ସମ୍ପର୍କରେ ସୂଚନା ଦେଇଛି ମୁମ୍ବାଇ ପୋଲିସ। ଏଇ ୩ଟି...
ନୂଆଦିଲ୍ଲୀ: ୨୦୨୦ ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ୱାର୍ଲଡ ଫୁଡ୍ ପ୍ରୋଗ୍ରାମ୍କୁ ଚଳିତ ବର୍ଷର ନୋବେଲ ଶାନ୍ତି ପୁରସ୍କାର ମିଳିବ ବୋଲି ଘୋଷଣା ହୋଇଛି। କ୍ଷୁଧା ବିରୋଧରେ ଲଢ଼େଇ ଓ କ୍ଷୁଧାମୁକ୍ତି ପାଇଁ WFPକୁ ଏହି ପୁରସ୍କାରରେ ସମ୍ମାନିତ କରାଯିବ। ଓସ୍ଲୋ ଠାରେ ନେବେଲ୍ କମିଟିର...
ଭୁବନେଶ୍ୱର: ଚଳିତ ଥର ୱାର୍ଲଡ ଫୁଡ୍ ପ୍ରୋଗ୍ରାମ୍କୁ(WFP) ନୋବେଲ ଶାନ୍ତି ପୁରସ୍କାର ଦିଆଯିବ ବୋଲି ଘୋଷଣା କରିଛି ନୋବେଲ୍ କମିଟି। କ୍ଷୁଧା ବିରୋଧରେ ଲଢ଼େଇ ଓ କ୍ଷୁଧାମୁକ୍ତି ପାଇଁ WFPକୁ ଏହି ପୁରସ୍କାରରେ ସମ୍ମାନିତ କରାଯିବ। ଓସ୍ଲୋ ଠାରେ ନେବେଲ୍ କମିଟିର ଅଧ୍ୟକ୍ଷ ବେରିଟ୍ ରେଇସ ନୋବେଲ୍ ଶାନ୍ତି...
ଔଷଧ, ପଦାର୍ଥ ବିଜ୍ଞାନ ଓ ରସାୟନ ବିଜ୍ଞାନ ଓ ସେବା କ୍ଷେତ୍ରରେ ନୋବେଲ୍ ପ୍ରାଇଜ୍ ଘୋଷଣା ହୋଇଛି। ଶାନ୍ତି କ୍ଷେତ୍ରରେ ଏଥର WFPକୁ ନୋବେଲ ପୁହରସ୍କାର ମିଳିଛି। ତେବେ ଏପର୍ଯ୍ୟନ୍ତ ନୋବେଲ୍ ପୁରସ୍କାର ପାଇଁ କୌଣସି ଭାରତୀୟଙ୍କ ନାଁ ଘୋଷଣା କରାଯାଇ ନାହିଁ। ଗତ ବର୍ଷ ଆମେରିକାରେ ରହୁଥିବା...