• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

cbse
ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ କମ୍ପାର୍ଟମେଣ୍ଟ ପରୀକ୍ଷାଫଳ; ପାସ୍ ହାର ୫୯.୪୩%

ନୂଆଦିଲ୍ଲୀ: ଚଳିତ ବର୍ଷ ସିବିଏସ୍‌ଇ କମ୍ପାର୍ଟମେଣ୍ଟ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୫୯ ପ୍ରତିଶତ ପିଲା ପାସ କରିଛନ୍ତି।  ସେପ୍ଟେମ୍ବର ୨୨ରୁ ୩୦ ପର୍ଯ୍ୟନ୍ତ ସିବିଏସ୍‌ଇ ୧୨ କମ୍ପାର୍ଟମେଣ୍ଟ ପରୀକ୍ଷା ହୋଇଥିଲା। ଏଥିରେ ୧୦୨୬୮ଟି ସ୍କୁଲର ଛାତ୍ରଛାତ୍ରୀ କମ୍ପାର୍ଟମେଣ୍ଟ ପରୀକ୍ଷା ଦେଇଥିଲେ। ଏଥିପାଇଁ ୧୨୩୯ଟି...

7c8a5398-9b9a-475b-82ad-0139dbc09bf7
ସିନେମା ନୁହେଁ ସତ, ଦିନକ ପାଇଁ ପ୍ରଧାନମନ୍ତ୍ରୀ ହେଲେ ଏହି ୧୬ ବର୍ଷୀୟା କିଶୋରୀ

2001 ମସିହାର ବଲିଉଡ୍ ଚଳଚ୍ଚିତ୍ର ‘ନାୟକ‘ ଯେଉଁମାନେ ଦେଖିଥିବେ, ସେମାନେ ନିଶ୍ଚିତ ଜାଣିଥିବେ ଅନୀଲ କପୁର ଦିନକ ପାଇଁ ମୁଖ୍ୟମନ୍ତ୍ରୀ ହୋଇ କେମିତି ହଙ୍ଗାମା କରିଥିଲେ। ଏହି ଫିଲ୍ମରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଥିବା ଅମରିଶ ପୁରୀ ଦିନକ ପାଇଁ ଅର୍ଥାତ ୨୪ ଘଣ୍ଟା ପାଇଁ ନିଜ ପଦବୀ ଛାଡ଼ି...

india copy
ଫିଲ୍ମ କାହାଣୀ ପରି ଉଡ଼ନ୍ତା ବିମାନରେ ଜନ୍ମହେଲା ପିଲା; ନବଜାତକୁ ସାରାଜୀବନ ଫ୍ରି ବିମାନ ଯାତ୍ରା ଦାବି କଲେ ଯାତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀରୁ ବେଙ୍ଗାଲୁରୁ ଆସୁଥିବାବେଳେ ଜଣେ ମହିଳା ବିମାନରେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମଦେଇଛନ୍ତି। ଉଭୟ ମାଆ ଓ ପୁଅ ସୁସ୍ଥଥିବାର ବେସାମରିକ ବିମାନ ଚଳାଚଳ ବିଭାଗ ପକ୍ଷରୁ କୁହାଯାଇଛି। ବୁଧବାର ସନ୍ଧ୍ୟାରେ ଇଣ୍ଡିଗୋ ବିମାନ 6E122ରେ ଏହି ଘଟଣା ଘଟିଛି। ହଠାତ ଉଡ଼ନ୍ତା ବିମାନରେ ଜଣେ ନବଜାତ...

prakash-javedkar
ଘରୋଇ ଟିଭି ଚ୍ୟାନେଲ ପାଇଁ ଗାଇଡ୍‌ଲାଇନ ଜାରୀ

ନୂଆଦିଲ୍ଲୀ: ଘରୋଇ ଟେଲିଭିଜନ ଚ୍ୟାନେଲଗୁଡ଼ିକ ଟିଆର୍‌ପି ଜାଲିଆତି କରୁଥିବା ନେଇ ଜାତୀୟ ସ୍ତରରେ ଜୋର୍‌ଦାର୍‌ ଚର୍ଚ୍ଚା ହେଉଥିବା ବେଳେ ସମସ୍ତ ଘରୋଇ ଟିଭି ଚ୍ୟାନେଲ ପାଇଁ ଗାଇଡ୍‌ଲାଇନ ଜାରି କରିଛି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ। କାର୍ଯ୍ୟକ୍ରମ ପ୍ରସାରଣ ବେଳେ କେବୁଲ ଟେଲିଭିଜନ ନେଟୱର୍କ(ରେଗୁଲେସନ) ଆକ୍ଟ ୧୯୯୫ ଅଧିନରେ...

black-money
ସ୍ୱିସ୍‌ ବ୍ୟାଙ୍କରେ କଳାଟଙ୍କାର ଦ୍ୱିତୀୟ ତାଲିକା ପାଇଲା ଭାରତ

ନୂଆଦିଲ୍ଲୀ: ସୁଇସ୍‌ ବ୍ୟାଙ୍କରେ କଳାଧନର ଦ୍ୱିତୀୟ ତାଲିକା ଭାରତକୁ ମିଳିଛି। ଚୁକ୍ତି ଅନୁସାରେ ସ୍ୱିଜରଲ୍ୟାଣ୍ଡ ସରକାର କଳାଟଙ୍କାର ଦ୍ୱିତୀୟ ସୂଚନା ଭାରତ ସରକାରଙ୍କୁ ଦେଇଛନ୍ତି। ଭାରତ ସମେତ ୮୬ଟି ଦେଶକୁ ୩୧ ଲକ୍ଷ ଆକାଉଣ୍ଟଧାରୀଙ୍କ ତଥ୍ୟ ଦିଆଯାଇଛି। ଏହାପୂର୍ବରୁ ୨୦୧୯ ସେପ୍ଟେମ୍ବରରେ ଭାରତ ସମେତ ୭୫ଟି ଦେଶକୁ କଳା...

ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଲେ ଅଗ୍ନିଶମ କର୍ମଚାରୀ ସଂଘ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଲେ ଅଗ୍ନିଶମ କର୍ମଚାରୀ ସଂଘ

ଭୁବନେଶ୍ୱର: ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି ଅଗ୍ନିଶମ କର୍ମଚାରୀ ସଂଘ। ଓଡ଼ିଶା ପୁଲିସ୍‌ କର୍ମଚାରୀଙ୍କ ଭଳି ସମାନ ଦରମା ଓ ଭତ୍ତା ପ୍ରଦାନ, ଚୁକ୍ତି ଭିତ୍ତିକ କର୍ମଚାରୀଙ୍କୁ ନିୟମିତ କରିବା, ଅବସର ନେଇଥିବା କର୍ମଚାରୀଙ୍କୁ ତୁରନ୍ତ ପେନ୍‌ସନ୍ ପ୍ରଦାନ ଓ ଫାୟାର୍‌ ମ୍ୟାନ୍ ହାବିଲ୍‌ଦାର ସଂଘର ପଞ୍ଜିକରଣ...

tiktok
ଚାଇନିଜ ଆପ୍ ଟିକ୍‌ଟକ୍‌ କୁ ବ୍ୟାନ୍‌ କଲା ପାକିସ୍ତାନ

ନୂଆଦିଲ୍ଲୀ: ପାକିସ୍ତାନରେ ବ୍ୟାନ୍ ହେଲା ଲୋକପ୍ରିୟ ଚାଇନିଜ୍ ଆପ୍‌ ଟିକ୍‌ଟକ୍‌। ପାକିସ୍ତାନ ସରକାର ଏହି ଆପ୍‌କୁ ବ୍ୟାନ୍ କରିଦେଇନ୍ତି। ଏହା ପୂର୍ବରୁ ଭାରତ ଓ ଆମେରିକାରେ ମଧ୍ୟ ଟିକ୍‌ଟକ୍‌ ବ୍ୟାନ୍ ହୋଇସାରିଛି। ଆପ୍‌ ବ୍ୟାନ୍‌ ନେଇ ଦେଶଗୁଡ଼ିକ ଭିନ୍ନ ଭିନ୍ନ କାରଣ ଦର୍ଶାଉଥିଲେ ମଧ୍ୟ ଏହାର ନିର୍ମାତା କମ୍ପାନୀ...

ଫେରିଲା ଚକଡ଼ା , ଧାନଗଛରେ ଚରିଗଲେଣି ପୋକ
ଫେରିଲା ଚକଡ଼ା , ଧାନଗଛରେ ଚରିଗଲେଣି ପୋକ

ବଲାଙ୍ଗିର: ଫେରିଲା ଚକଡ଼ା ପୋକ। ବଲାଙ୍ଗିର ଜିଲ୍ଲା ସଦର ବ୍ଳକ୍‌ର କେତେକ ଅଞ୍ଚଳରେ ପୁଣି ଦାଉ ସାଧୁଛି ଚକଡ଼ା ପୋକ। ଫଳରେ କ୍ଷତିଗ୍ରସ୍ତ ଧାନଗଛକୁ ଧରି ଚାଷୀମାନେ ପ୍ରତିକାର ପାଇଁ କୃଷି ଅଧିକାରୀଙ୍କୁ ଗୁହାରି କରିଛନ୍ତି। ତେବେ କେବଳ ଔଷଧ ଲେଖିଦେଇ ତୁନି ପଡ଼ିଛି ବିଭାଗ। ପଢ଼ନ୍ତୁ ବଲାଙ୍ଗିର...

DGCAକୁ ଯାଇ ତଥ୍ୟ ପ୍ରଦାନ କଲେ ବୈଜୟନ୍ତ
DGCAକୁ ଯାଇ ତଥ୍ୟ ପ୍ରଦାନ କଲେ ବୈଜୟନ୍ତ

ଭୁବନେଶ୍ୱର: ଚିଲିକାରେ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ବିରୋଧରେ ହେଲିକପ୍ଟର ଉଡ଼ାଣ ଅଭିଯୋଗ ପ୍ରସଙ୍ଗରେ ଦିଲ୍ଲୀ DGCAକୁ ଯାଇ ତଥ୍ୟ ପ୍ରଦାନ କରିଛନ୍ତି ବୈଜୟନ୍ତ। DGCAରୁ ବାହାରିବା ପରେ ବୈଜୟନ୍ତ ପ୍ରତିକ୍ରିୟା ଦେଇ କହିଛନ୍ତି, DGCA ଯାହା ତଥ୍ୟ ମାଗିଲେ ତାଙ୍କୁ ପ୍ରଦାନ କରିଛି। ମୋ ପ୍ରତି ଅାସିଥିବା...

vvz
ପାକିସ୍ତାନକୁ ତଥ୍ୟ ଦେଉଥିବା ଅଭିଯୋଗରେ ହାଲ୍‌ କର୍ମଚାରୀ ଗିରଫ

ମୁମ୍ବାଇ: ପାକିସ୍ତାନକୁ ତଥ୍ୟ ଦେଉଥିବା ଅଭିଯୋଗରେ ଗିରଫ ହେଲେ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ୍(ହାଲ୍‌)ର କର୍ମଚାରୀ। ଏହି କର୍ମଚାରୀ ଜଣକ ହାଲ୍‌ ବିଷୟରେ ସମସ୍ତ ଗୋପନ ତଥ୍ୟ ପାକିସ୍ତାନ ଗୁଇନ୍ଦା ସଂସ୍ଥା(ISI)କୁ ଦେଉଥିବା ଅଭିଯୋଗ ହୋଇଛି। ଏ ନେଇ ଡିସିପି ବିନୋଦ ରାଠୋଡ୍ ସୂଚନା ଦେଇ କହିଛନ୍ତି “ ନାସିକର...

kngana
କଙ୍ଗନାଙ୍କ ବିରୋଧରେ ମାମଲା ରୁଜୁ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ

ଥିରୁଭନନ୍ତପୁରମ: ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ପାଇଁ ବଢ଼ିଲା ଅଡ଼ୁଆ। କଙ୍ଗନାଙ୍କ ନାଁରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ କୋର୍ଟ। କୃଷି ବିଲ୍‌ ବିରୋଧରେ ଆନ୍ଦୋଳନ କରୁଥିବା କୃଷକଙ୍କ ବିରୋଧରେ କଙ୍ଗନା କରିଥିବା ବିବାଦୀୟ ଟ୍ୱିଟ୍‌ ପାଇଁ କୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। କଙ୍ଗନାଙ୍କ ବିବାଦୀୟ ଟ୍ୱିଟ୍‌କୁ ନେଇ...