ୱାଶିଂଟନ: ଭାରତ ଓ ଚାଇନା ମଧ୍ୟରେ ଲାଗି ରହିଥିବା ସୀମା ବିବାଦ ଭିତରେ ଆମେରିକା ବିଦେଶ ମନ୍ତ୍ରୀ ମାଇକ ପମ୍ପିଓ ଭାରତ ବିରୋଧରେ ଚାଇନା ଷଡ଼ଯନ୍ତ୍ରକୁ ପଦାରେ ପକାଇଛନ୍ତି। ଚୀନ ବିବାଦୀୟ ସୀମା ରେଖାରେ ପ୍ରାୟ ୬୦ ହଜାର ଯବାନ ମୁତୟନ କରି ରଖିଛି ବୋଲି ପମ୍ପିଓ କହିଛନ୍ତି।...
ବେଙ୍ଗାଲୁରୁ: ପ୍ରଖ୍ୟାତ କାନାଡ଼ା ଫିଲ୍ମ ନିର୍ଦ୍ଦେଶକ ଭିଜୟ ରେଡ୍ଡୀଙ୍କ ପରଲୋକ ହୋଇଛି। ଚେନ୍ନାଇର ଏକ ଘରୋଇ ହସ୍ପିଟାଲ୍ରେ ୮୪ ବର୍ଷରେ ଶେଷ ନିଶ୍ୱାସ ତ୍ୟାଗ କରଛନ୍ତି ବିଜୟ। କାନାଡ଼ା ଫିଲ୍ମ ଜଗତରେ ଜଣେ ଲୋକପ୍ରିୟ ଫିଲ୍ମ ନିର୍ଦ୍ଦେଶକ ହେଲେ ବିଜୟ ରେଡ୍ଡୀ। ସେ ଦର୍ଶକଙ୍କୁ ଅନେକ ବ୍ଲକବଷ୍ଟର ଫିଲ୍ମ...
ନୂଆଦିଲ୍ଲୀ: ହାଥରସ ଘଟଣାକୁ ନେଇ ସାରା ଦେଶରେ ଚର୍ଚ୍ଚା ହେଉଥିବା ମହିଳାଙ୍କ ସୁରକ୍ଷା ନେଇ କଠୋର ହୋଇଛନ୍ତି କେନ୍ଦ୍ର ସରକାର। ମହିଳା ବିରୋଧୀ ହିଂସା ରୋକିବାକୁ କଡ଼ା ଆଭିମୁଖ୍ୟ ପୋଷଣ କରିଛନ୍ତି କେନ୍ଦ୍ର ସରକାର। ମହିଳା ବିରୋଧୀ ହିଂସା ପ୍ରତି କଡ଼ା ପଦକ୍ଷେପ ନେବାକୁ ସବୁ କେନ୍ଦ୍ର ଶାସିତ...
ଭୁବନେଶ୍ୱର: କାମ ଅପେକ୍ଷା ନାମକୁ ବେଶୀ ପ୍ରାଧାନ୍ୟ ଦେଉଛନ୍ତି କି ଓଡ଼ିଶା ସରକାର ? ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରାୟ ଅଢ଼େଇ ଲକ୍ଷ ଛୁଇଁବାକୁ ବସିଥିବା ବେଳେ, ମୃତ୍ୟୁ ସଂଖ୍ୟା ଆଜି ହଜାରେ ଟପିଛି। ସ୍ୱାସ୍ଥ୍ୟସେବା ଓ କୋଭିଡ୍ ପରିଚାଳନାର ଏକାଧିକ ନଗ୍ନଚିତ୍ର ବି ବାରମ୍ବାର ସାମ୍ନାକୁ...
ବାଲେଶ୍ୱର: ବାଲେଶ୍ୱର ଓ ତିର୍ତୋଲ ଉପନିର୍ବାଚନ ପୂର୍ବରୁ ଜୋର ଧରିଛି ନେତାଙ୍କ ଦଳ ଡିଆଁ। କେଉଁ ଦଳରୁ କେଉଁ ନେତାଙ୍କୁ ଆଣିଲେ ବିଜୟ ସମ୍ଭାବନା ବଢ଼ିବ ତାକୁ ନେଇ ସତେ ଯେମିତି ପ୍ରତିଯୋଗିତା ଚାଲିଛି। ପ୍ରଲୋଭନ ସହ ନେତାଙ୍କୁ ଧମକଚମକ ଦିଆଯାଉଥିବା ଅଭିଯୋଗ ବି ଉଠୁଛି। ଏନେଇ ପରସ୍ପର...
ଭୁବନେଶ୍ୱର: ଟୁଇଟର୍ରେ ଓଡ଼ିଶା ବିରୋଧୀ ମନ୍ତବ୍ୟ ଦେଇଥିବା ଅଭିଜିତ ଆୟାର ମିତ୍ରଙ୍କୁ ନେଇ ବିବାଦ ବଢ଼ିବାରେ ଲାଗିଛି। ୨୦୧୭ ମସିହାରେ ଅଭିଜିତ୍ ଓଡ଼ିଶା, ଓଡ଼ିଶାର ସଂସ୍କୃତି, ଭାସ୍କର୍ଯ୍ୟ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପର୍କରେ ଆପତ୍ତିଜନକ ଟ୍ୱିଟ୍ କରିଥିଲେ। ଏହାକୁ ନେଇ ବିଧାନସଭାର ଶୂନ୍ୟକାଳରେ ଶାସକ ଦଳର ସଦସ୍ୟମାନେ ହୋହଲ୍ଲା...
ଭୁବନେଶ୍ୱର: ଓଡ଼ିଶା ବିଧାନସଭାରେ ଗୃହୀତ ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍-୨୦୨୦ ଉଚ୍ଛେଦ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି। ରାଜ୍ୟର ବୃହତ୍ତର ସ୍ୱାର୍ଥ ପାଇଁ ଏହି ବିଲ୍କୁ ଉଚ୍ଛେଦ ଲାଗି ପଦକ୍ଷେପ ନେବାକୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କଙ୍କୁ ଚିଠି ଲେଖିଛନ୍ତି ଧର୍ମେନ୍ଦ୍ର। ରାଜ୍ୟ ସରକାରଙ୍କ ଏହି ବିଲ୍...
ଦୁବାଇ: ଆଇପିଏଲ୍ରେ ରୟାଲଚ୍ୟାଲେଞ୍ଜର୍ସ ବାଙ୍ଗାଲୁରୁ ପାଇଁ ୬୦୦୦ ରନ୍ ପୂରଣ କଲେ କ୍ୟାପ୍ଟେନ୍ ବିରାଟ କୋହଲି। ଆଜି ଦୁବାଇରେ ଖେଳାଯାଉଥିବା ଆଇପିଏଲ୍ର ୨୫ ତମ ମ୍ୟାଚ୍ରେ ବିରାଟ୍ ଚେନ୍ନାଇ ବିରୋଧରେ ଏହି ଲମ୍ବା ସ୍କୋର୍ ପୂରଣ କରିଛନ୍ତି। ଏପରି କରିବାରେ କୋହଲି ବାଙ୍ଗାଲୁରୁ ଦଳର ପ୍ରଥମ ବ୍ୟାଟ୍ସମ୍ୟାନ୍ ହୋଇଛନ୍ତି।...
ନୂଆଦିଲ୍ଲୀ: ତିନି ତଲାକ ବିରୋଧରେ ଦୀର୍ଘଦିନ ଧରି ଆଇନଗତ ଲଢ଼େଇ ଲଢ଼ିଥିବା ମୁସଲମାନ ମହିଳା ଶାୟରା ବାନୋ ବିଜେପିରେ ଯୋଗ ଦେଇଛନ୍ତି। ଉତ୍ତରାଖଣ୍ଡ ବିଜେପି ନେତା ତଥା ରାଜ୍ୟ ବିଜେପି ସଭାପତି ବଂଶୀଧର ଭଗତଙ୍କ ଉପସ୍ଥିତିରେ ଶାୟରା ଆଜି ଦେହରାଡୁନ ଠାରେ ବିଜେପିରେ ସାମିଲ ହୋଇଛନ୍ତି। ଦଳରେ ଶାୟରାଙ୍କ...
ପାଟନା: ବାପାଙ୍କୁ ହରାଇବା ପରେ ପୁଅ କେମିତି ବେସାହାରା ମନେ କରେ ତାହା ଶବ୍ଦରେ ପ୍ରକାଶ କରିବା କଷ୍ଟକର। କେନ୍ଦ୍ରମନ୍ତ୍ରୀ ରାମ ବିଲାସ ପାଶ୍ୱାନ ଦେହାନ୍ତ ପରେ ତାଙ୍କ ପୁଅ ଚିରାଗ ପାଶ୍ୱାନଙ୍କ ଅବସ୍ଥା ବି ଠିକ୍ ସେହିପରି। ବାପାଙ୍କ ବିୟୋଗରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି ଚିରାଗ। ଆଜି...
ନୂଆଦିଲ୍ଲୀ: ଦିଲ୍ଲୀରେ ପୁଣି ବଢ଼ିଲା ବାୟୁ ପ୍ରଦୂଷଣର ମାତ୍ରା। ରବିବାର ସକାଳେ ଦିଲ୍ଲୀର ଏୟାର କ୍ୱାଲିଟି ଇଣ୍ଡେକ୍ସ ସର୍ବନିମ୍ନ ସ୍ତରକୁ ଖସିଛି। ତେବେ ସୋମବାର ମଧ୍ୟରେ ହାୱାର ଦିଗ ପରିବର୍ତ୍ତନ ହେବାକୁ ଥିବାରୁ ପ୍ରଦୂଷଣ ମାତ୍ରା କମିପାରେ ବୋଲି ସରକାରୀ ସୂତ୍ରରୁ ଜଣାପଡ଼ିଛି। ଦିଲ୍ଲୀର ଜାହାଙ୍ଗିରପୁରା ଅଞ୍ଚଳରେ ଏୟାର...
ଦୁବାଇ: କୋଲକାତା ନାଇଟ ରାଇଡର୍ସର ବୋଲର ସୁନୀଲ ନାରିନଙ୍କ ବିରୋଧରେ ଚକିଂ ଅଭିଯୋଗ ଆସିଛି। କାଲି ପଞ୍ଜାବ ବିପକ୍ଷରେ କୋଲକାତା ପାଇଁ ବୋଲିଂ ବେଳେ ତାଙ୍କ ବିରୋଧରେ ଚକିଂ ଅଭିଯୋଗ ହୋଇଛି। ଏନେଇ ବିସିସିଆଇ ପକ୍ଷରୁ ପ୍ରେସ୍ରିଲିଜ୍ ଜାରି କରିଛି। ମ୍ୟାଚ ବେଳେ ଚକିଂ ନେଇ ୨...
ଲଦାଖ: ଚୀନ୍ ସହ ଉତ୍ତେଜନା ଭିତରେ ଅଧିକ ସଜାଗ ଭାରତୀୟ ଏୟାରଫୋର୍ସ। ଲଦ୍ଦାଖ ସୀମାରେ ପଇଁତରା ମାରୁଛି ମିଗ୍-୨୯ ଲଢୁଆ ବିମାନ। ଲେହ ଏୟାର୍ ବେସ୍ରେ ଶୀତ ପ୍ରସ୍ତୁତି ଜୋରସୋରରେ ଜାରି ରହିଛି। ରଣନୀତି ଦୃଷ୍ଟିରୁ ସମସ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ବାୟୁସେନା ପୋଜିସନ୍ ନେଇସାରିଥିବା ବେଳେ, ଏବେ ଓ୍ୱିଣ୍ଟର୍...
ଲକ୍ଷ୍ନୌ: ଉତ୍ତରପ୍ରଦେଶ ହାଥରସ୍ ଗଣଦୁଷ୍କର୍ମ ଓ ହତ୍ୟା ଅଭିଯୋଗ ମାମଲାର ଗତକାଲି ୟୁପି ପୋଲିସ୍ ଠାରୁ ତଦନ୍ତ ଭାର ହାତକୁ ନେବା ପରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ସିବିଆଇ। ଏଥିପାଇଁ ଏକ ଟିମ୍ ଗଠନ କରାଯାଇଛି। ପୂର୍ବ ଆଧାରିତ ଅଭିଯୋଗ ଅନୁସାରେ ମାମଲା ରୁଜୁ...
କଟକ: ଟ୍ରଲିରେ ପୁରୀରୁ କଟକ ଆସିଥିବା ମହିଳାଙ୍କ SCB ମେଡିକାଲ୍ରେ ମୃତ୍ୟୁ ହୋଇଛି। ଏନେଇ ସୂଚନା ଦେଇଛନ୍ତି SCB ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା। ସେ କହିଛନ୍ତି ଯେ ମହିଳା କାଲି ଆସିବା ପରେ ଆମେ ତୁରନ୍ତ ତାଙ୍କର ଚିକିତ୍ସା କରିଥିଲୁ। ଅଲ୍ଟ୍ରାସାଉଣ୍ଟ ବି କରିଥିଲୁ। ଡ. ଦଳେଇଙ୍କ...
ହାଇଦ୍ରାବାଦ: ସୁପ୍ରିମକୋର୍ଟର ଜଣେ ବରିଷ୍ଠ ବିଚାରପତିଙ୍କ ନାଁରେ ଅଭିଯୋଗ ଆଣିଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନମୋହନ ରେଡ୍ଡୀ। ଏନେଇ ସେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏସ୍ଏ ବୋବ୍ଡେଙ୍କ ପାଖକୁ ଚିଠି ଲେଖି ଅଭିଯୋଗ କରିଛନ୍ତି। ଚିଠିରେ ବରିଷ୍ଠ ବିଚାରପତିଙ୍କ ବିରୋଧରେ ଅନେକ ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ଆଣିବା ସହିତ ରାଜ୍ୟରେ...
ନୂଆଦିଲ୍ଲୀ: ସ୍ୱାମିତ୍ୱ ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ନୂଆଦିଲ୍ଲୀରେ ଭିଡିଓ କନଫରେନ୍ସିଂରେ ଜରିଆରେ ଏହି ଯୋଜନାର ଶୁଭାରମ୍ଭ କରିବା ସହିତ ଗ୍ରାମାଞ୍ଚଳ ଲୋକଙ୍କୁ ସେମାନଙ୍କ ଜମିର ଅଧିକାର ସ୍ୱରୂପ ପ୍ରାୟ ଏକ ଲକ୍ଷ ଜମି କାଗଜପତ୍ର ପ୍ରଦାନ କରିଛନ୍ତି ମୋଦି। ଆଗମୀ ୪ ବର୍ଷ...
ନୂଆଦିଲ୍ଲୀ: ଦେଶରେ କରୋନା ସୁସ୍ଥ ସଂଖ୍ୟାରେ ମାଇଲଖୁଣ୍ଟ ଅତିକ୍ରମ କରିଛି ଭାରତ। ଆଜି ସୁସ୍ଥ ସଂଖ୍ୟାକୁ ମିଶାଇ ଦେଶରେ ୬୦ ଲକ୍ଷରୁ ଅଧିକ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଦେଶରେ ୭୦...
ଶ୍ରୀନଗର: ଜାମ୍ମୁ ଓ କାଶ୍ମୀରରେ ଧାରା ୩୭୦ ଉଚ୍ଛେଦ ପାଇଁ ଲଦାଖ ସୀମାରେ ଚୀନ ଏପରି ଆକ୍ରମଣାତ୍ମକ ରୂପ ଦେଖଉଛି ବୋଲି କହିଛନ୍ତି ଜାମ୍ମୁ-କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା। ଧାରା ୩୭୦ ଉଚ୍ଛେଦକୁ ଚାଇନା ଆଦୌ ଗ୍ରହଣ କରି ନାହିଁ। ଏଥିପାଇଁ ଲଦାଖ ସୀମାରେ ଚୀନ ଏପରି...