ବକ୍ସର: ଉତ୍ତରପ୍ରଦେଶ ପରେ ଏବେ ବିହାରରେ ବି ଛାତି ଥରାଇ ଦେଲା ଭଳି ଦୁଷ୍କର୍ମ ଘଟଣା ସାମ୍ନାକୁ ଆସିଛି। ରବିବାର ବିହାର ବକ୍ସର ଠାରେ ଜଣେ ଦଳିତ ମହିଳାଙ୍କୁ ଗଣଦୁଷ୍କର୍ମ କରିବା ସହିତ ତାଙ୍କ ୫ ବର୍ଷର ଝିଅକୁ ହତ୍ୟା କରି ମହିଳାଙ୍କ ଶାଢ଼ିରେ ବାନ୍ଧି ଉଭୟଙ୍କୁ ବୁଦା...
ୱାଶିଂଟନ: କରୋନା ଭାଇରସ ବିରୋଧରେ ମୁକାବିଲା କରିବା ପାଇଁ ଭାରତ ପ୍ରସ୍ତୁତ ଆରୋଗ୍ୟ ସେତୁ ଆପ୍କୁ ପ୍ରଶଂସା କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ। ଆରୋଗ୍ୟ ସେତୁ ଆପ୍ ଦେଶର କରୋନା କ୍ଲଷ୍ଟର ଚିହ୍ନଟ କରିବାରେ ସାହାଯ୍ୟ କରୁଛି ବୋଲି ‘ହୁ’ର ନିର୍ଦ୍ଦେଶକ ଟେଡ୍ରୋସ ଆଧନୋମ ଗେବ୍ରିୟେସୁସ୍ କହିଛନ୍ତି। ଆପ୍କୁ...
ଚେନ୍ନାଇ: କଂଗ୍ରେସ ଛାଡ଼ି ଗତକାଲି ବିଜେପିରେ ସାମିଲ୍ ହୋଇଥିବା ଖୁସ୍ବୁ ସୁନ୍ଦର ଆଜି କଂଗ୍ରେସକୁ ଏକ ମାନସିକ ଅବସର ନେଇ ସାରିଥିବା ଦଳ ବୋଲି କହିଛନ୍ତି। ବିଜେପିରେ ଯୋଗ ଦେଇ ଚେନ୍ନାଇ ଫେରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଏପରି କହିଛନ୍ତି ଖୁସ୍ବୁ ସୁନ୍ଦର। ଖୁସ୍ବୁ ଦଳ ଛାଡ଼ିବା...
ନୂଆଦିଲ୍ଲୀ: ଦେଶର ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୯ ପ୍ରତିଶତ ୧୦ଟି ରାଜ୍ୟରେ ରହିଛନ୍ତି। ଏହି ୧୦ ରାଜ୍ୟ ମଧ୍ୟରୁ ସର୍ବାଧିକ ୨୫ ପ୍ରତିଶତ ମହାରାଷ୍ଟ୍ରରୁ ରହିଛନ୍ତି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ସୂଚନା ଦେଇଛନ୍ତି। ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କରୋନା ସମ୍ପର୍କରେ ସୂଚନା ଦେଇ...
ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ଧୀରେ ଧୀର କମୁଥିବା ବେଳେ ଆଗକୁ ଶୀତ ଋତୁ ଆସୁଥିବାରୁ କରୋନା ପାଇଁ ସତର୍କବାଣୀ ଶୁଣାଇଛନ୍ତି କେନ୍ଦ୍ର ସରକାର। ଶୀତ ଋତୁରେ କରୋନା ସଂକ୍ରମଣ ଅଧିକ ହେବାର ସମ୍ଭାବନା ରହିଛି ବୋଲି କହିଛନ୍ତି ନୀତି ଆୟୋଗର ସ୍ୱାସ୍ଥ୍ୟ ସଦସ୍ୟ...
ନୂଆଦିଲ୍ଲୀ: ସାରା ବିଶ୍ୱକୁ ଦୋହଲାଇ ଦେଇଥିବା କରୋନା ଭାଇରସ ଉପରେ ଏବେ ଗବେଷଣା ଜାରି ରହିଛି। ଗବେଷଣାରେ ଅନେକ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋଗର ନୂଆ ନୂଆ ଲକ୍ଷଣ ଜଣାପଡ଼ିବା ସହିତ ଭାଇରସର ବଞ୍ଚି ରହିବା ଉପରେ ବି ନୂଆ ତଥ୍ୟ ଦେଖିବାକୁ ମିଳୁଛି। କରୋନାକୁ...
ନୂଆଦିଲ୍ଲୀ: ଭାରତରେ ମାତ୍ର ତିନି ଜଣ ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହୋଇଛନ୍ତି। ସେଥିମଧ୍ୟରୁ ଦୁଇଜଣ ମୁମ୍ବାଇର ହୋଇଥିବା ବେଳେ ଅନ୍ୟ ଜଣେ ଅହମଦାବାଦର ବୋଲି ICMR ମୁଖ୍ୟ ବଳରାମ ଭାର୍ଗବ ସୂଚନା ଦେଇଛନ୍ତି। କରୋନା ସମ୍ପର୍କିତ ତଥ୍ୟ ପାଇଁ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା...
ନୂଆଦିଲ୍ଲୀ: ପର୍ତ୍ତୁଗାଲ ଫୁଟ୍ବଲ୍ ଟିମ୍ ଅଧିନାୟକ ତଥା ଜୁଭେନଟସ୍ ଷ୍ଟାର୍ କ୍ରିଷ୍ଟିଆନୋ ରୋନାଲ୍ଡୋ କରୋନା ପଜିଟିଭ୍ ହୋଇଛନ୍ତି। ପର୍ତୁଗିଜ୍ ଫୁଟ୍ବଲ ଫେଡେରେସନ୍ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନେସନ୍ସ ଲିଗ୍ ମ୍ୟାଚ୍ରେ ସ୍ୱିଡେନ୍ ବିରୋଧରେ ଖେଳାଯିବାକୁ ଥିବା ଫୁଟ୍ବଲ୍ ମ୍ୟାଚ୍ର ଟିମ୍ରୁ ରୋନାଲ୍ଡୋଙ୍କୁ ବାଦ୍ ଦିଆଯାଇଛି। FPF ଅନୁସାରେ,...
ଲଦାକ: ପୂର୍ବ ଲଦାଖରେ ଭାରତ ଓ ଚାଇନା ମଧ୍ୟରେ ଚାଲିଥିବା ସୀମା ବିବାଦର ସମାଧାନ ପାଇଁ ଦୁଇ ଦେଶସେନା ମଧ୍ୟରେ ବୈଠକ ବସିଥିଲା। ସୋମବାର ଚୀନ ଓ ଭାରତ ମଧ୍ୟରେ ସପ୍ତମଥର ପାଇଁ କର୍ପସ କମାଣ୍ଡର ଲେବଲ ବୈଠକ ହୋଇଥିଲା। ବୈଠକ ସରିବା ପରେ ଉଭୟ ଦେଶ ସୀମାରୁ...
ଲକ୍ଷ୍ନୌ: ହାଥରସ ଘଟଣାରେ ସୋମବାର ଇଲାହାବାଦ ହାଇକୋର୍ଟର ଲକ୍ଷ୍ମୌ ବେଞ୍ଚ୍ ମାମଲାର ଶୁଣାଣି କରିଛନ୍ତି। ଯାହାର ବିସ୍ତୃତ କପି ସାମ୍ନାକୁ ଆସିବା ପରେ ଜଣାପଡ଼ିଛି ଯେ କୋର୍ଟ ପୋଲିସ୍ର ତରବରିଆ ଅନ୍ତିମ ସଂସ୍କାର କାର୍ଯ୍ୟକୁ ନିନ୍ଦା କରିଛନ୍ତି। ଏପରି କରିବା ମାନବାଧିକାର ଉଲ୍ଲଙ୍ଘନ ବୋଲି କହିବା ସହିତ ଜିଲ୍ଲାଧିକାରୀଙ୍କ...
ନୂଆଦିଲ୍ଲୀ: ଫେଷ୍ଟିଭ୍ ସିଜନ୍ରେ ଚାଲିବ ୩୯୨ ଟି ସ୍ପେଶାଲ୍ ଟ୍ରେନ୍। ବଢ଼ୁଥିବା ଯାତ୍ରୀଙ୍କ ଡିମାଣ୍ଡକୁ ଦେଖି ମଙ୍ଗଳବାର ଭାରତୀୟ ରେଳବାଇ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ୨୦ ଅକ୍ଟୋବର ଠାରୁ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଏହିସବୁ ଟ୍ରେନ୍ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି। ମାତ୍ର ୪୦ ଦିନ...
ଜୟପୁର: ନିର୍ବାଚନରେ ହାରିଲେ ସରପଞ୍ଚ। ଗାଁ ଲୋକ ମିଶି ଚାନ୍ଦା ଆଦାୟ କରି ପରାଜିତ ପ୍ରାର୍ଥୀଙ୍କୁ ଦେଲେ ୨୧ ଲକ୍ଷ ଟଙ୍କା। କଥାଟା ଶୁଣି ଆଶ୍ଚର୍ଯ୍ୟ ହେଉଥିଲେ ବି ସତ। ଘଟଣା ଘଟିଛି ରାଜସ୍ଥାନର ଯୋଧପୁର ଜିଲ୍ଲାର ନାନନ ଗାଁରେ। ଏହି ଗାଁରେ ବ୍ୟକ୍ତି ଜଣକ ବିରୋଧୀଙ୍କଠାରୁ ମାତ୍ର...
ଚେନ୍ନାଇ: ତାମିଲ ସୁପରଷ୍ଟାର ଧନୁସ ଓ ତାମିଲନାଡୁ ରାଜନେତା ବିଜୟକାନ୍ତଙ୍କ ଘରକୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦେଲା ଦୁର୍ବୃତ୍ତ। ପୋଲିସ କଣ୍ଟ୍ରୋଲ୍ ରୁମ୍କୁ ଦୁଇଟି ଅଲଗା ଅଲଗା ଫୋନ୍ କରି ଉଭୟ ସେଲିବ୍ରିଟିଙ୍କ ଘରେ ବୋମା ଫିଟ୍ କରାଯାଇଥିବା ନେଇ ଦୁର୍ବୃତ୍ତ କହିବା ପରେ ତୁରନ୍ତ ଘଟଣା...
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ହିଟ୍ ଆଣ୍ଡ୍ ରନ୍ କେସ୍ ଘଟାଇଛି ଜଣେ ନାବାଳକ। ସୋମବାର ରାତିରେ ଏଭଳି ଘଟଣା ଘଟିଛି। ୧୭ ବର୍ଷୀୟ ଏହି ନାବାଳକର କାର୍ ଧକ୍କାରେ ଦୁଇ ନାବାଳିକାଙ୍କର ମୃତ୍ୟୁ ହୋଇଥିବା ବେଳେ ତାଙ୍କର ୬ ବର୍ଷର ଭାଇ ଗୁରୁତର ହୋଇଛନ୍ତି। ତାକୁ ଦିଲ୍ଲୀ ଏମ୍ସର...
ଲକ୍ଷ୍ନୌ: ହାଥରସ ମାମଲାରେ ପୀଡ଼ିତାଙ୍କ ପରିବାକୁ ତ୍ରୀସ୍ତରୀୟ ସୁରକ୍ଷା ଯୋଗାଇ ଦେଲେ ଉତ୍ତରପ୍ରଦେଶ ସରକାର। ଏ ନେଇ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି। ପୂର୍ବ ଶୁଣାଣିରେ ପୀଡ଼ିତାଙ୍କ ପରିବାର ଓ ସାକ୍ଷୀମାନଙ୍କ ସୁରକ୍ଷା ବିଷୟରେ ଜାଣିବାକୁ ଇଚ୍ଛା ପ୍ରକାଶ କରିଥିଲା କୋର୍ଟ। ଏହାର...
ଭୁବନେଶ୍ୱର: ଖୋଲା ବଜାରରୁ ଋଣ କରିବାକୁ ଓଡ଼ିଶାକୁ ଅନୁମତି ଦେଇଛନ୍ତି କେନ୍ଦ୍ର ସରକାର। ଓଡ଼ିଶା ସରକାର ୨ ହଜାର ୮୫୮ କୋଟି ଟଙ୍କା ଋଣ କରିପାରିବେ ବୋଲି କେନ୍ଦ୍ର ଅର୍ଥମନ୍ତ୍ରାଳୟ ଅନୁମତି ଦେଇଛି। ଜିଏସ୍ଟି କାର୍ଯ୍ୟକାରିତାରେ ସମସ୍ୟା ଯୋଗୁଁ ପୁଞ୍ଜି ଅଭାବ ପୂରଣ କରିବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ର ତରଫରୁ...
ନୂଆଦିଲ୍ଲୀ: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଚିଠି ଲେଖି ଜଣାଇଛନ୍ତି କେନ୍ଦ୍ର ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ। କେନ୍ଦ୍ର ସରକାରଙ୍କ ପାଖରେ ଏ ନିଷ୍ପତ୍ତି ଅଟକି ନାହିଁ। ଓଡ଼ିଶା ହାଇକୋର୍ଟଙ୍କ ନିଷ୍ପତ୍ତିକୁ କେନ୍ଦ୍ର ସରକାର ଅପେକ୍ଷା କରିଛନ୍ତି। ଓଡ଼ିଶା ସରକାର ପଶ୍ଚିମ...
ଶ୍ରୀନଗର: ଗୃହବନ୍ଦୀରୁ ମୁକୁଳିବାର ଦିନକ ପରେ ପିଡିପି ମୁଖ୍ୟ ମେହବୁବା ମୁଫ୍ତୀଙ୍କୁ ଭେଟିଲେ ଜାମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାସ୍ନାଲ କନଫରେନ୍ସର ସଭାପତି ଫାରୁକ ଅବଦୁଲ୍ଲା ଓ ଉମାର ଅବଦୁଲ୍ଲା। ୧୪ ମାସର ଗୃହବନ୍ଦୀ ଜୀବନ କାଟିବା ପରେ ମଙ୍ଗଳାବାର ରାତିରେ ମୁକୁଳିଛନ୍ତି ମେହବୁବା। ଆଉ ଆଜି ତାଙ୍କୁ ଭେଟିଛନ୍ତି...
ପାଟନା: ବିହାର ନିର୍ବାଚନରେ ପିଡିଏର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା ହୋଇଛି। ପପୁ ଯାଦବ ପିଡିଏ(ପ୍ରୋଗ୍ରେସିଭ୍ ଡେମୋକ୍ରାଟିକ୍ ଆଲିଆନ୍ସ)ରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଛନ୍ତି ଆଜାଦ ସମାଜ ପାର୍ଟି ମୁଖ୍ୟ ଚନ୍ଦ୍ର ଶେଖର ଆଜାଦ। ସେହିପରି ଏନ୍ଡିଏରେ ନୀତୀଶ କୁମାର, ଆର୍ଡେଜିର ତେଜସ୍ୱୀ ଯାଦବ ଓ ଉପେନ୍ଦ୍ର...
ମୁମ୍ବାଇ: କରୋନା ହଟ୍ସ୍ପଟ୍ ରାଜ୍ୟ ମହାରାଷ୍ଟ୍ରରେ ଆଜି ଅନ୍ଲକ୍ ଗାଇଡ୍ଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର। ଗାଇଡ୍ଲାଇନ୍ ଅନୁସାରେ ଅକ୍ଟୋବର ୧୫ ତାରିଖରୁ ମୁମ୍ବାଇ ମେଟ୍ରୋ ଟ୍ରେନ୍ ସେବା ଆରମ୍ଭ ହେବାକୁ ଥିବା ବେଳେ ରାଜ୍ୟରେ ସ୍କୁଲ୍, କଲେଜ ସହିତ ସମସ୍ତ ପୂଜାସ୍ଥଳ ବନ୍ଦ ରହିବ। ତେବେ ସହର...