• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

bhubaneswar
ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୪୩

ଭୁବନେଶ୍ୱର: ଭୁବନେଶ୍ୱରରେ କରୋନା ସଂକ୍ରମଣ କମୁଛି। ଭୁବନେଶ୍ୱର କରୋନା ସ୍ଥିତି ନେଇ ସୂଚନା ଦେଇ ଏଭଳି କହିଛନ୍ତି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ରାଜଧାନୀରେ କରୋନା କେସ୍ କମୁଥିବାରୁ ଦୁଇଟି କୋଭିଡ କେୟାର ସେଣ୍ଟର ବନ୍ଦ କରାଯାଇଥିବା ସେ ସୂଚନା ଦେଇଛନ୍ତି। ଜାମୁଝରି ଓ ଜଟଣୀରେ ଥିବା ଦୁଇଟି...

shoeb-aftab
NEET ପ୍ରବେଶିକା ପରୀକ୍ଷାରେ ରେକର୍ଡ କଲେ ଓଡ଼ିଆ ଛାତ୍ର

ଭୁବନେଶ୍ୱର: ପ୍ରକାଶ ପାଇଲା NEET ପ୍ରବେଶିକା ପରୀକ୍ଷା ରେଜଲ୍ଟ। NEET ପରୀକ୍ଷାରେ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଛାତ୍ର ସୋଏବ୍‌ ଅଫତାବ। ସେ ଏଥରର NEET ପରୀକ୍ଷାରେ ଟପ୍ପର ହୋଇଛନ୍ତି। ଖାଲି ଟପ୍ପର ନୁହେଁ, ଶତପ୍ରତିଶତ ନମ୍ବର ରଖି ଟପ୍ପର ହୋଇଛନ୍ତି ସୋଏବ। ଯାହା ରାଜ୍ୟ ପାଇଁ...

rain
୧୯ରୁ ୨୧ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ୧୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ୧୯ରୁ ୨୧ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ୨୦ରେ ଦୁଇଟି ଓ ୨୧ରେ ୪ଟି...

coronaviryus
ଆଜି ୨୮୫୦ କରୋନା ଆକ୍ରାନ୍ତ ସୁସ୍ଥ; ଏହି ଜିଲ୍ଲାରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରୁ ଆଉ ୨୮୫୦ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ୨୮୫୦ସୁସ୍ଥଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଆଜି ଆରୋଗ୍ୟ ହୋଇଥିବା ସୁସ୍ଥଙ୍କ ମଧ୍ୟରେ ଷ୍ଟେଟ୍...

lokayukta
ଏଭଳି ନିୟମ ଆଣି କାହାକୁ ବଞ୍ଚାଇବାକୁ ଚାହୁଁଛନ୍ତି ସରକାର ?

ଭୁବନେଶ୍ୱର; ଦୁର୍ନୀତି ମାମଲାରେ ସରକାରୀ ବାବୁଙ୍କୁ ସୁରକ୍ଷା ଦେବାକୁ ରାଜ୍ୟ ସରକାରଙ୍କ ନୂଆ ଫନ୍ଦି।  ଲୋକାୟୁକ୍ତ ବ୍ୟବସ୍ଥାରେ ଯୋଡ଼ିଲେ ନୂଆ ନିୟମ। ଲୋକାୟୁକ୍ତରେ ଅଭିଯୋଗ କରିବାକୁ ହେଲେ ବ୍ୟକ୍ତି ଓ ସଂଗଠନକୁ ଦେବାକୁ ହେବ ପରିଚୟପତ୍ର ଓ ପଞ୍ଜିକରଣ ସାର୍ଟିଫିକେଟ। ସେହିପରି ତଦନ୍ତ ନସରିବା ଯାଏଁ ଗୋପନ ରହିବ...

llp
ଗରିବଙ୍କୁ ଋଣ ନାଁରେ ମହା ଘୋଟାଲା; ମିଳୁନି ଅଢ଼େଇ ଶହ କୋଟିରୁ ଅଧିକ ଟଙ୍କାର ହିସାବ

ରାଉରକେଲା: ଚିଟ୍‌ଫଣ୍ଡ ଚଞ୍ଚକତାର କଳଙ୍କିତ ଅଧ୍ୟାୟ ଭିତରେ ଆଉ ଏକ ମହାଠକେଇର ଫର୍ଦ୍ଦ। ଲକ୍ଷେ କି ଦୁଇ ଲକ୍ଷ ନୁହଁ, କୋଟିଏ କି ଦୁଇ କୋଟି ବି ନୁହଁ, ଅଢ଼େଇ ଶହ କୋଟିରୁ ଅଧିକ ଟଙ୍କାର ମହାଘୋଟାଲାର ଅଭିଯୋଗ ହୋଇଛି। ରାଉରକେଲାର ସମ୍ବନ୍ଧ ଫିନ୍‌ସର୍ଭ ପ୍ରାଇଭେଟ୍ ଲିମିଟେଡ୍ ନାମକ...

cogress
୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା କଂଗ୍ରେସ

ଭୁବନେଶ୍ୱର: ଉପନିର୍ବାଚନ ପାଇଁ ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା କଂଗ୍ରେସ। ତାଲିକାରେ ରାଜ୍ୟ ପ୍ରଭାରୀ ଏ. ଚେଲ୍ଲା କୁମାର, ପିସିସି ସଭାପତି ନିରଞ୍ଜନଙ୍କ ସମେତ ଜଟଣୀ ବିଧାୟକ ସୁର ରାଉତରାୟ ବି ସାମିଲ ଅଛନ୍ତି। ଏହି ତାଲିକାରେ ଜିତେନ୍ଦ୍ର ସିଂ, ଭକ୍ତ ଦାସ, ନରସିଂହ...

sarua-mahila-sametee
ପାଚେରୀ ଭଙ୍ଗା ଘଟଣାରେ ଜିଲ୍ଲାପାଳଙ୍କ ପାଖରେ ଫେରାଦ ହେଲା ସାରୁଅ ମହିଳା ସମିତି

ଖୋର୍ଦ୍ଧା: ଖୋର୍ଦ୍ଧା ସାରୁଅ ମହିଳା ସମିତିର ଗୃହ ପାଚେରୀ ଭଙ୍ଗା ଘଟଣାର ପ୍ରତିବାଦ ସ୍ୱର। ପ୍ରଶାସନ ବିନା ନୋଟିସରେ ପାଚେରୀ ଭାଙ୍ଗି ଥିବାରୁ ଏହାର ତୀବ୍ର ବିରୋଧ ସହ ଜିଲ୍ଲାପାଳଙ୍କ ନିକଟରେ ଫେରାଦ ହୋଇଛି ମହିଳା ସମିତି। ଆଜି ସମିତି ସଭାପତି ଜୟନ୍ତୀ ସାହୁଙ୍କ ନେତୃତ୍ୱରେ ସମ୍ପାଦକ, ସହ...

missai;
ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର: ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ରାତ୍ରକାଳୀନ ପରୀକ୍ଷଣ ସଫଳ ହୋଇଛି। ବାଲେଶ୍ୱର ଚାନ୍ଦିପୁର ୩ ନମ୍ବର ଲଞ୍ଚ୍‌ପ୍ୟାଡରୁ ଏହାର ପରୀକ୍ଷଣ କରାଯାଇଛି। ଆଜି ସଂଧ୍ୟା ସାଢ଼େ ୭ଟା ସମୟରେ ଏହାର ପରୀକ୍ଷଣ କରାଯାଇଥିଲା। ପରୀକ୍ଷଣ ସଫଳ ହୋଇଥିବା ନେଇ ଡିଆର୍‌ଡିଓ ପକ୍ଷରୁ ସୂଚନା ଦିଆଯାଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା...

BJP-BJD-Odisha-Bypoll
ବିଜେଡି ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ରାଜ୍ୟ ବିଜେପି। ତିର୍ତ୍ତୋଲରେ ବିଜେଡି କୋଭିଡ୍ ନିୟମ ଓ ନିର୍ବାଚନ ଆଚରଣ ବିଧି ଉଲଂଘନ କରିଥିବା ଅଭିଯୋଗ କରିଛି ଦଳ। ତିର୍ତ୍ତୋଲ ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନ ସମୟରେ ଏବଂ ଅନ୍ୟ ଏକ କର୍ମୀ ସମ୍ମିଳନୀରେ ଶାସକ ଦଳ ନିୟମ...

aparajita
ଓଟିଭି ବିରୋଧରେ ସରକାରଙ୍କ ଆକ୍ରୋଶମୂଳକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗ: ଦୃଢ଼ ନିନ୍ଦା କଲେ ଅପରାଜିତା

ଭୁବନେଶ୍ୱର: ଓଟିଭି ବିରୋଧରେ ସରକାରଙ୍କ ଆକ୍ରୋଶମୂଳକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ସରକାରଙ୍କ ଆଚରଣକୁ ଦୃଢ଼ ନିନ୍ଦା କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଗଣମାଧ୍ୟମ ଦେଶର ଚତୁର୍ଥ ସ୍ତମ୍ଭ, ତେଣୁ ସରକାରଙ୍କର ଏଭଳି ଆଚରଣ ନିନ୍ଦନୀୟ ବୋଲି କହିଛନ୍ତି ଅପରାଜିତା। ଏଭଳି ଲୋକପ୍ରିୟ ଚ୍ୟାନେଲକୁ ହଇରାଣ କରିବା ଆଦୌ ଠିକ୍...

coronavirus
ଦେଶରେ କୋଭିଡ୍‌ ଆକ୍ଟିଭ କେସ୍ ତଳ ମୁହାଁ; ଦେଢ଼ ମାସ ପରେ ସଂଖ୍ୟା ୮ ଲକ୍ଷ ତଳେ

ନୂଆଦିଲ୍ଲୀ: ଏବେ ତଳ ମୁହାଁ ହୋଇଛି ଦେଶରେ କୋଭିଡ ଆକ୍ଟିଭ କେସ୍। ଦୀର୍ଘ ଦେଢ଼ ମାସ ପରେ କୋଭିଡ ଆକ୍ଟିଭ ସଂଖ୍ୟା ଖସି ୮ ଲକ୍ଷ ତଳେ ରହିଛି। ଏନେଇ ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ଦେଶରେ ମୋଟ୍ ଆକ୍ରାନ୍ତଙ୍କ...

bhadrak
ଜୀବନ ଭୟରେ ଥାନା ଆଗରେ ରାତ୍ରିଯାପନ କଲା ପରିବାର

ଭଦ୍ରକ: ଜୀବନ ଭୟରେ ସାରା ରାତି ଥାନା ଆଗରେ ରାତ୍ରିଯାପନ କଲେ ଗୋଟିଏ ପରିବାର। ପୋଲିସ ବି କିଛି ସହାୟତା କଲାନି, ବରଂ ସକାଳ ହେବା ପରେ ହିଁ ଆସିବାକୁ କହିଥିବା ପୀଡ଼ିତ ଅଭିଯୋଗ କରିଛନ୍ତି। ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନାରେ। ମାଳଦା ପଞ୍ଚାୟତ...

rohan-jaitly
ଡିଡିସିଏର ଅଧ୍ୟକ୍ଷ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ରୋହନ ଜେଟଲୀ

ନୂଆଦିଲ୍ଲୀ: ଦିଲ୍ଲୀ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏସନ୍‌(ଡିଡିସିଏ) ଅଧ୍ୟକ୍ଷ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ଦିବଙ୍ଗତ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ପୁଅ ରୋହନ ଜେଟ୍‌ଲୀ। ୩୧ ବର୍ଷୀୟ ରୋହନ ଏହି ପଦରେ ୨୦୨୧ ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ରହିବେ। ତେବେ ଟ୍ରେସର୍‌ ଓ ନିର୍ଦ୍ଦେଶକ ପଦ ପାଇଁ ନଭେମ୍ବର...

Untitled-1
ଭୁବନେଶ୍ୱରରେ କମ୍‌ ଆକ୍ରାନ୍ତ ଅଧିକ ସୁସ୍ଥ ହେଲେ

ଭୁବନେଶ୍ୱର: ମହାନଗରରୁ ଆଉ ୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୨୧୬ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୫୫, ଲୋକାଲ୍ କେସ୍ ୧୬୧ ରହିଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ବିଏମ୍‌ସି। ଆଜି ଚିହ୍ନଟ ହୋଇଥିବା ପଜିଟିଭ୍‌ଙ୍କ ମଧ୍ୟରୁ ଚନ୍ଦ୍ରଶେଖରପୁର ଓ ନୟାପଲ୍ଲୀରୁ ୧୧ ଲେଖାଏଁ ଲୋକାଲ୍ କେସ୍...

ELECTION
ଉପନିର୍ବାଚନରେ ରାଜନୈତିକ ସଭା ନେଇ ଗାଇଡଲାଇନ ଜାରି

ଭୁବନେଶ୍ୱର: ଉପନିର୍ବାଚନରେ ରାଜନୈତିକ ସଭା ନେଇ ଗାଇଡଲାଇନ ଜାରି ହୋଇଛି। ରାଜନୈତିକ ସଭା ନେଇ ଗାଇଡଲାଇନ ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। ଜାରି ହୋଇଥିବା ଗାଇଡ୍‌ଲାଇନ୍‌ ଅନୁସାରେ, କୌଣସି ହଲ୍, ସଭାଗୃହରେ ମିଟିଂ କଲେ ୫୦% ଲୋକଙ୍କୁ ଅନୁମତି ମିଳିବ। ହଲ୍‌ରୁ ୫୦% ସିଟ୍ ପାଇଁ ସର୍ବାଧିକ...