• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

remo
କୋରିଓଗ୍ରାଫର୍‌ ରେମୋ ଏବଂ ତାଙ୍କ ପତ୍ନୀଙ୍କ ନାଁରେ ଠକେଇ ଅଭିଯୋଗ

ମୁମ୍ବାଇ: ଉତ୍ତରପ୍ରଦେଶର ଗାଜିଆବାଦର ଏକ କୋର୍ଟରେ କୋରିଓଗ୍ରାଫର ତଥା ନିର୍ଦ୍ଦେଶକ ରେମୋ ଡି’ସୁଜା ଏବଂ ତାଙ୍କ ପତ୍ନୀଙ୍କ ନାଁରେ ଢକେଇ ଅଭିଯୋଗ। ଦୁହେଁ ଫିଲ୍ମ ନିର୍ମାଣ ପାଇଁ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଜିଲ୍ଲାର ସିହାନି ଗେଟ୍ ପୋଲିସ ରେମୋ ଏବଂ ଲିଜେଲଙ୍କ ବିରୋଧରେ ଏକ ଚାର୍ଜସିଟ୍ ଉପସ୍ଥାପନ...

sahrukh-khan
ସାଙ୍ଗଙ୍କ ସହ ଖାଇବାକୁ ଗଲେ ବିଲ୍‌ କିଏ ଦିଅନ୍ତି? ଶାହାରୁଖ ଦେଲେ ଏମିତି ଉତ୍ତର

ମୁମ୍ବାଇ: ମଙ୍ଗଳବାର ଦିନ ବଲିଉଡ ଅଭିନେତା ଶାହରୁଖ ଖାନ ସୋଶାଲ୍‌ ମିଡିଆ ମାଧ୍ୟମରେ ପ୍ରଶଂସକଙ୍କ ସହ ଭାବର ଆଦାନପ୍ରଦାନ କରିଥିଲେ। ଟ୍ୱିଟ୍‌ ମାଧ୍ୟମରେ ସେ ତାଙ୍କ ପ୍ରଶଂସକଙ୍କ ସହ କଥା ହୋଇଥିଲେ। ଟ୍ୱିଟରରେ #AskSRK ମାଧ୍ୟମରେ ତାଙ୍କୁ ପ୍ରଶଂସକମାନେ କିଛି ପ୍ରଶ୍ନ କରୁଥିଲେ ଏବଂ ଯଥାସମ୍ଭବ ଶାହାରୁଖ୍‌ ସେସବୁ...

topper
ବିନା କୋଚିଂରେ ନିଟ୍‌ରେ ଓଡିଶାର ଦ୍ୱିତୀୟ ଟପ୍ପର ହେଲେ ଅମିତ୍‌

ଭୁବନେଶ୍ୱର: ବିନା କୌଣସି କୋଚିଂ କ୍ଲାସ୍ ଏବଂ ସହଯୋଗରେ ଚଳିବ ବର୍ଷ ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ଖୋର୍ଦ୍ଧାର ଅମିତ ନାରାୟଣ ଦାସ। ମୋଟ ୭୨୦ ନମ୍ବରରୁ ଅମିତ୍‌ ୬୮୬ ନମ୍ବର ରଖିଛନ୍ତି। ଏହି ନମ୍ବର ରଖିବା ଦ୍ୱାରା ଅମିତ୍‌ ଓଡ଼ିଶାରେ ଦ୍ୱିତୀୟ ସବୁଠୁ ଅଧିକ ନମ୍ବର ରଖିଥିବା...

diamond-pk
ମୁଦି ତିଆରି କରି ବିଶ୍ୱ ରେକର୍ଡ କଲେ ବ୍ୟବସାୟୀ

ନୂଆଦିଲ୍ଲୀ: ହାଇଦ୍ରାବାଦରେ ଜଣେ ଅଳଙ୍କାର ବ୍ୟବସାୟୀ ଗୋଟିଏ ଅତି ସୁନ୍ଦର ମୁଦି ତିଆରି କରିଛନ୍ତି। ସେ ଏହି ମୁଦିର ନାଁ ରଖିଛନ୍ତି ‘ବ୍ରହ୍ମ ବଜ୍ର କମଳମ୍’। ଏହି ମୁଦିରେ ସେ ୭୮୦୧ ଖଣ୍ଡ ହୀରା ଲଗାଇଛନ୍ତି। ସାଧାରଣତଃ ବ୍ରହ୍ମକମଳ ଫୁଲ ହିମାଳୟରେ ଫୁଟେ। ଏହି ଫୁଲ ପରି ସେ...

saiber
ରାଜଧାନୀରେ ଆଉ ଏକ ସାଇବର ଥାନା ଉଦ୍‌ଘାଟିତ

ଭୁବନେଶ୍ୱର : ରାଜଧାନୀରେ ଆଉ ଏକ ସାଇବର ଥାନା ଉଦଘାଟିତ ହୋଇଛି।  ଭୁବନେଶ୍ୱର ସାଇବର କମ୍ପ୍ଲେକ୍ସରେ କ୍ରାଇମବ୍ରାଞ୍ଚର ସାଇବର ଥାନାକୁ ଉଦ୍‌ଘାଟନ କରିଛନ୍ତି ପୋଲିସ ଡିଜି ଅଭୟ।  ଏହାକୁ ମିଶାଇ ରାଜ୍ୟରେ ଏବେ ସାଇବର ଥାନା ସଂଖ୍ୟା ୪କୁ ବୃଦ୍ଧି ହୋଇଛି।  କଟକରେ ଥତ୍ୱା ସାଇବର ଥାନା ଏଠାରୁ...

sero-survey
କଟକରେ ଆରମ୍ଭ ହେଲା ସେରୋ ସର୍ଭେ

କଟକ: ଆଜିଠାରୁ କଟକ ସହରରେ ଆରମ୍ଭ ହୋଇଛି ସେରୋ ସର୍ଭେ।  ପ୍ରଥମ ପର୍ଯ୍ୟାୟରେ ସହରର ୨୫ଟି ଓ୍ୱାର୍ଡରେ ଏହି ସର୍ଭେ କରାଯିବ। ପ୍ରତି ଓ୍ୱାର୍ଡରୁ ୭୦ ଜଣଙ୍କର ସାମ୍ପଲ ନିଆଯିବ ଏବଂ ଯେଉଁମାନେ ସାମ୍ପଲ ଦେବେ ସେମାନଙ୍କ ନାଁ  ଗୋପନ ରଖାଯିବ ବୋଲି ନିଷ୍ପତ୍ତି ହୋଇଛି। ସିଏମ୍‌ସି ପକ୍ଷରୁ...

chora
ଦୁଇ ଗୁଣା ଟଙ୍କା ଦେବେ କହି ଠକୁଥିଲେ, ଶେଷରେ ଧରାପଡିଲେ

ଭୁବନେଶ୍ୱର: ଦୁଇ ଗୁଣା ଟଙ୍କା ଦେବେ କହି ଲୋକଙ୍କୁ ଠକୁଥିବା ଗୋଟିଏ ଗ୍ୟାଙ୍ଗର ୨ଜଣଙ୍କୁ ଭଦ୍ରକ ଜିଲ୍ଲା ବାସୁଦେବପୁର ପୋଲିସ ଗିରଫ କରିଛି। ଏହି ୨ ଜଣ ହେଲେ କଟକ ଜିଲ୍ଲା ମାହାଙ୍ଗା ଥାନା ଅଞ୍ଚଳର ପ୍ରିୟରଞ୍ଜନ ନାୟକ ଓ କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଥାନା ଅଞ୍ଚଳର ବିଜୟ...

salman
ରାତି ୩ଟାରେ ଐଶ୍ୱର୍ଯ୍ୟାଙ୍କ ଘର ବାହାରେ ଆତ୍ମହତ୍ୟା କରିବେ କହୁଥିଲେ ସଲମାନ୍‌

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ସଲମାନ ଖାନଙ୍କ ପ୍ରେମ କାହାଣୀ ବିଷୟରେ ପ୍ରାୟ ଲୋକ ଜାଣନ୍ତି। ଏକଦା ଦୁହିଁଙ୍କ ପ୍ରେମ କାହାଣୀକୁ ନେଇ ବଲିଉଡ୍‌ରେ ବେଶ୍‌ ଚର୍ଚ୍ଚା ହେଇଥିଲା। ଦୁହିଁଙ୍କ ଯୋଡିକୁ ଲୋକମାନେ ପସନ୍ଦ କରୁଥିଲେ। କିନ୍ତୁ ଏହି ଯୋଡି କମ୍‌ ଦିନ ମଧ୍ୟରେ ଭାଙ୍ଗିଯାଇଥିଲା। ୧୯୯୯ରେ...

deepa-op
୨୪ ରୁ ୪୦ ଘଣ୍ଟା ଜଳୁଛି ମାଟି ଦୀପ

ନୂଆଦିଲ୍ଲୀ: ଛତିଶଗଡର କୋଣ୍ଡାଗାଓନରେ ରହୁଥିବା କାରିଗର ଅଶୋକ ଚକ୍ରଧାରୀ ଏକ ମାଟି ଦୀପ ତିଆରି କରିଛନ୍ତି। ଯାହାକି ୨୪ ରୁ ୪୦ ଘଣ୍ଟା ପର୍ଯ୍ୟନ୍ତ ଲଗାତାର ଜଳୁଛି। ଏଥିପାଇଁ ତାଙ୍କୁ ଜାତୀୟ ମେରିଟ୍ ଆୱାର୍ଡ ସାଇଟେସନ୍ ମଧ୍ୟ ପ୍ରଦାନ କରାଯାଇଛି। ସୂଚନା ଅନୁଯାୟୀ, ଅଶୋକ ଚକ୍ରଧାରୀ ବୃତ୍ତିରେ ଜଣେ...

election
ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆଜି ଭୋଟ୍

ବାଲେଶ୍ୱର : ଉପନିର୍ବାଚନ ପାଇଁ ଆଜି ଭୋଟ୍ ଗ୍ରହଣ। ବାଲେଶ୍ୱର ଓ ତିର୍ତ୍ତୋଲରେ କୋଭିଡ୍ କଟକଣା ଭିତରେ ସକାଳ ୭ରୁ ସଂଧ୍ୟା ୬ଟା ଭିତରେ ମତଦାନ ହେବ। ସାମାଜିକ ଦୂରତ୍ୱ, ମାସ୍କ ପିନ୍ଧିବା ସହ କୋଭିଡ୍ ଗାଇଡ୍‌ଲାଇନ୍ ଅନୁସାରେ ଭୋଟ୍ ଗ୍ରହଣ ହେବ। ପ୍ରତ୍ୟେକ ଭୋଟର୍‌ଙ୍କ ଥର୍ମାଲ ସ୍କ୍ରିନିଂ...

election-1
୧୦ଟି ରାଜ୍ୟର ୫୪ଟି ବିଧାନସଭା ଆସନରେ ଆଜି ହେଉଛି ଉପନିର୍ବାଚନ

ନୂଆଦିଲ୍ଲୀ: ବିହାରରେ ନିର୍ବାଚନ ବ୍ୟତୀତ ଦେଶରେ ୧୦ଟି ରାଜ୍ୟର ୫୪ଟି ବିଧାନସଭା ଆସନରେ ଆଜି ଉପନିର୍ବାଚନ ହେଉଛି। ଏହା ମଧ୍ୟରୁ କେବଳ ମଧ୍ୟପ୍ରଦେଶରେ ୨୮ଟି ଆସନ ରହିଛି। କରୋନା ମହାମାରୀ ଭିତରେ ନିର୍ବାଚନ ହେଉଥିବାରୁ ଏଥି ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ସକାଳ ୭ରୁ ସଂଧ୍ୟା ୬ ପର୍ଯ୍ୟନ୍ତ...

donald
ଆଜି ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ: ଆଜି ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ। ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ପ୍ରାର୍ଥୀ ହୋଇଛନ୍ତି ଡେମୋକ୍ରାଟିକ ପାର୍ଟିର ଜୋ ବାଇଡେନ।  ନିର୍ବାଚନ ପୂର୍ବରୁ ଉଭୟ ପ୍ରାର୍ଥୀଙ୍କ ମଧ୍ୟ ପ୍ରେସିଡେନ୍ସିଆଲ ଡିବେଟ ହୋଇଥିଲା। ଭୋଟରଙ୍କୁ ମନାଇବାକୁ ଉଭୟ ଭରପୁର ଉଦ୍ୟମ କରିଛନ୍ତି। ତେବେ ଆସନ୍ତା ବର୍ଷ ଜାନୁଆରୀ ୬ ତାରିଖରେ ଆମେରିକୀୟ...

pic-1
ମାଗଣାରେ ଯୁବପିଢିଙ୍କୁ ତାଲିମ ଦେଉଛନ୍ତି ଅବସରପ୍ରାପ୍ତ ସିଆଇଏସଏଫ୍ ଅଫିସର

ଯାଜପୁର: ଦୀର୍ଘଦିନ ଧରି ଦେଶର ସେବା କରିବା ପରେ ଏବେ ଯୁବପିଢିଙ୍କୁ ତାଲିମ ଦେବାରେ ବ୍ୟସ୍ତ ରହିଛନ୍ତି ଅବସରପ୍ରାପ୍ତ ସିଆଇଏସଏଫ୍ ଅଫିସର ଅଖତର ହୁସେନ ଖାଁ। ସେ ପ୍ରତିଦିନ ଯାଜପୁରର ବ୍ରହ୍ମବରଦା କଲେଜରେ ପ୍ରାୟ ୪୦ରୁ ସ୍ଥାନୀୟ ଯୁବକଙ୍କୁ ଫିଟନେସ ଟ୍ରେନିଂ ଦେଉଛନ୍ତି।  ଏଥିପାଇଁ କିନ୍ତୁ ସେ ଟଙ୍କାଟିଏ...

hati-pic
ହାତୀ ପାଇଁ ନାହିଁ ପାଣ୍ଠି

ଭୁବନେଶ୍ୱର: ହାତୀ-ମଣିଷ ବିବାଦର ସମାଧାନ ସହ ହାତୀ ଉପଦ୍ରବ ରୋକିବାକୁ ବନ ବିଭାଗ କରିଥିବା ଯୋଜନା ପୂର୍ଣ୍ଣକ୍ଷମ ହେବାରେ ପାଣ୍ଠି ସାଜିଛି ବାଧକ। ବିଶେଷ କରି ପଡ଼ୋଶୀ ରାଜ୍ୟରୁ ଓଡିଶାକୁ ପଶି ଆସୁଥିବା ହାତୀ ଅନେକ ସ୍ଥାନରେ ଧନ ଜୀବନ ହାନିର ପ୍ରମୁଖ କାରଣ ସାଜୁଛନ୍ତି।  ତେବେ ରାଜ୍ୟର...

amitabh-bachan
ବାଘ ସହ ଲଢିଥିଲେ ବିଗ୍‌ ବି

ମୁମ୍ବାଇ: ହିନ୍ଦୀ ସିନେମାରେ ଦୀର୍ଘ ୫୦ ବର୍ଷ ପୂରଣ କରିଛନ୍ତି ବିଗ୍‌ ବି ଅମିତାଭ ବଚ୍ଚନ। ଅନେକ ସମୟରେ ଏହି ଦୀର୍ଘ ଦିନର ଅଭିନୟର ଯାତ୍ରା ମଧ୍ୟରେ ଘଟିଥିବା ଖଟା ମିଠା ଅନୁଭୂତିକୁ ବାଣ୍ଟନ୍ତି ବିଗ୍‌ ବି। ପ୍ରଶଂସକଙ୍କୁ ପୁରୁଣା କାହାଣୀ ଶୁଣାଇବାକୁ ସେ ଭଲ ପାଆନ୍ତି। ନିକଟରେ...

ankita-lokhande
ବୟଫ୍ରେଣ୍ଡ ବିକିଙ୍କୁ କ୍ଷମା ମାଗିଲେ ଅଙ୍କିତା

ମୁମ୍ବାଇ: ଗତ କିଛି ଦିନ ହେବ ଚର୍ଚ୍ଚାରେ ରହିଛନ୍ତି ବଲିଉଡ୍‌ ତଥା ଟେଲି ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ। ପୂର୍ବତନ ପ୍ରେମିକ ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ପରେ ଅଙ୍କିତା ସୋଶାଲ୍‌ ମିଡିଆରେ ସୁଶାନ୍ତଙ୍କୁ ନ୍ୟାୟ ଦାବିରେ ଅନେକ ପୋଷ୍ଟ କରିଛନ୍ତି। କେତେବେଳେ ସୁଶାନ୍ତଙ୍କ ପରିବାର ଲୋକଙ୍କୁ ଭେଟିବାକୁ ଯାଇ...

nagarjuna-besa
ଆସନ୍ତାବର୍ଷ ହୋଇପାରେ ଶ୍ରୀଜିଉଙ୍କର ନାଗାର୍ଜୁନ ବେଶ

ପୁରୀ: ଆସନ୍ତାବର୍ଷ ମଧ୍ୟ ହୋଇପାରେ ଶ୍ରୀଜିଉଙ୍କର ନାଗାର୍ଜୁନ ବେଶ।  ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟଙ୍କ ସୂଚନା ଅନୁଯାୟୀ, ୨୦୨୧ ରେ ମଧ୍ୟ ପଞ୍ଚୁକ ଛଅ ଦିନ ପଡୁଥିବାରୁ ଦେଖିବାକୁ ମିଳିବ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ।  ହେଲେ ଏହି ବେଶ ଆସନ୍ତାବର୍ଷ କେଉଁ ଦିନ ହେବ, ତାହା ନୂଆ...

mirror
ବାଥରୁମ୍‌ରେ ଲାଗିଥିଲା ଫ୍ରାନ୍ସ ରାଣୀଙ୍କ ଦର୍ପଣ, ମୂଲ୍ୟ ଜାଣି ପରିବାର ଲୋକେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ: ବାଥରୁମ୍‌ରେ ଲାଗିଥିଲା ଦର୍ପଣ। ପରିବାର ଲୋକ ଏହାକୁ ଏକ ସାଧାରଣ ଦର୍ପଣ ଭାବି ଦେଇଥିଲେ। କିନ୍ତୁ  କିଛି ଦିନ ପରେ ଏହି ଏମାନେ ଜାଣିବାକୁ ପାଇଲେ ଯେ ଦର୍ପଣଟି ଫ୍ରାନ୍ସର ଶେଷ ରାଣୀ ମାରି ଆଣ୍ଟୋନିଟିଙ୍କର। ଡେଲି ମେଲ ରିପୋର୍ଟ ଅନୁଯାୟୀ, ଏହି ପ୍ରାଚୀନ ଦର୍ପଣ ୪୦...