• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

cartoon poster depicts archana nag case
ଅର୍ଚ୍ଚନା ନାଗ କେଳେଙ୍କାରୀ ନେଇ କାର୍ଟୁନ ପୋଷ୍ଟର

ଅର୍ଚ୍ଚନା ନାଗ କେଳେଙ୍କାରୀ ମାମଲାରେ ଶାସକ ଦଳର ମାଳ ମାଳ ମନ୍ତ୍ରୀ, ବିଧାୟକ, ନେତା ସାମିଲ ଅଛନ୍ତି ବୋଲି ଏକ କାର୍ଟୁନ ପୋଷ୍ଟରରେ ଦର୍ଶାଯାଇଛି ।

Dhabaleswar hanging bridge to remain closed for a day
ଗୋଟିଏ ଦିନ ବନ୍ଦ ରହିବ ଧବଳେଶ୍ୱର ଝୁଲାପୋଲ

ସୁରକ୍ଷା ଦୃଷ୍ଟିରୁ ପୋଲ ନିକଟରେ ଅଗ୍ନିଶମ ଏବଂ ଓଡ୍ରାଫ୍ ଟିମ୍ ମୁତୟନ ରହିବେ। 

ଦେଶବ୍ୟାପୀ ଛଟ୍‌ର ଛିଟା
କୁଆଖାଇ ନଦୀପଠାରେ ଛଟ୍‌ର ଛିଟା: ପରିବାରର ସୁଖ ସମୃଦ୍ଧି ପାଇଁ ସୂର୍ଯ୍ୟଙ୍କୁ ଉପାସନା

ପବିତ୍ର ଛଟ ପର୍ବରେ ପରିବାରର ସୁଖ ସମୃଦ୍ଧି ପାଇଁ ଉଦୀୟମାନ ସୂର୍ଯ୍ୟଙ୍କୁ ଉପାସନା କରିଛନ୍ତି ବିହାରୀ ସଂପ୍ରଦାୟ ଲୋକେ। ଏଥିପାଇଁ ଆଜି ସକାଳ ନହେଉଣୁ ଭୁବନେଶ୍ୱର କୁଆଖାଇ ନଦୀପଠାରେ ପ୍ରବଳ ଗହଳି ଦେଖିବାକୁ ମିଳିଥିଲା। ଶ୍ରଦ୍ଧାଳୁ ଓ ବ୍ରତ ଉପାସକମାନେ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ଅର୍ପଣ କରିବା ସହ...

Shooting video in police station not an offence
ଥାନାରେ ଭିଡିଓ ସୁଟିଂ କରିବା ଅପରାଧ ନୁହେଁ: ବମ୍ବେ ହାଇକୋର୍ଟ

ଥାନାରେ ଭିଡିଓ ରେକର୍ଡିଂ କରୁଥିବାର ଅଭିଯୋଗରେ ମାମଲା ରୁଜୁ କରି ତାଙ୍କୁ କୋର୍ଟ ଚାଲାଣ କରିଥିଲା ପୋଲିସ।

Migratory birds start arriving in Chilika Lake as winter sets in
ଚିଲିକାରେ ବିଦେଶୀ ଅତିଥିଙ୍କ ସମାଗମ: ମଙ୍ଗଳାଯୋଡ଼ି, ନଳବଣରେ ୫୦ରୁ ଅଧିକ ପ୍ରଜାତିର ପକ୍ଷୀ

ଶିକାରୀଙ୍କ ପ୍ରାଦୁର୍ଭାବ ବଢ଼ିବାର ଆଶଙ୍କା ଥିବାରୁ ଏଥିପାଇଁ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

bridge collapses in Gujarat
ଛିଡ଼ିଗଲା ଝୁଲା ପୋଲ, ୬୦ରୁ ଅଧିକ ମୃତ

ମୃତକଙ୍କ ପରିବାରକୁ ରାଜ୍ୟ ସରକାର ୪ ଲକ୍ଷ ଟଙ୍କା ଲେଖାଏଁ ଦେବାକୁ ଘୋଷଣା କରିଥିବା ବେଳେ କେନ୍ଦ୍ର ସରକାର ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି।

Karttik Purnnima
ଏଥର କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ: କେତେବେଳେ ଡ଼ଙ୍ଗାଭସା, କହିଲେ ଜ୍ୟୋତିର୍ବିଦ

ପୁରୀ ମୁକ୍ତି ମଣ୍ଡପ ଅନୁମୋଦିତ ରାଧାରମଣ ପ୍ରେସ ପଂଜିକାରେ ନଭେମ୍ବର ୮ ର ଚନ୍ଦ୍ରଗ୍ରହଣ ସଂପର୍କିତ ତଥ୍ୟ ଭୁଲ ଅଛି।

India vs South Africa
ହାରିଲା ଭାରତ, ପାକିସ୍ତାନର ବିଶ୍ୱକପ୍‌ ଆଶା ଧୂଳିସାତ୍

୨୦ ଓଭରରେ ଭାରତ ୮ ଓ୍ୱିକେଟ ହରାଇ କରିଥିଲା ୧୩୩ ରନ୍।

Road Accident
ବିପଦ ବି ଏମିତି ଆସେ ! ବ୍ରିଜ୍ ପାର ହେଉଥିବା ବେଳେ ଖସି ପଡିଲା ଦୁଇଟି କାର

ଦୈନିକ ବହୁ ଗାଡ଼ି ଯାତାୟତ କରୁଥିବା ବେଳେ, ବ୍ରିଜ ଗଳିପଡିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।

Jatra
ଯାତ୍ରା ପେଣ୍ଡାଲରେ ଅଶ୍ଳୀଳତାକୁ ନେଇ କଳାକାର-ଆୟୋଜକ ମୁହାଁମୁହିଁ

ନୃତ୍ୟ ଆଳରେ ଅଙ୍ଗ ପ୍ରଦର୍ଶନକୁ ନେଇ ଏବେ ପୁଣି ମୁଣ୍ଡ ଟେକିଛି ନୂଆ ବିବାଦ।

Imran Khan
ଭାରତର ବୈଦେଶିକ ନୀତିକୁ ପ୍ରଶଂସା କଲେ ଇମ୍ରାନ୍‌, ହେଲେ ଶାହବାଜ୍ ଶରିଫ୍ ସରକାରକୁ କହିଲେ ଚୋର

ଗତ ଏପ୍ରିଲ୍‌ରେ ପ୍ରଧାନମନ୍ତ୍ରୀ ପଦ ଯିବା ପରଠୁ ରକ୍ତ ଚାଉଳ ଚୋବାଇ ଆସୁଛନ୍ତି ଇମ୍ରାନ୍। 

Congress
ଗୁଇନ୍ଦା ବିଭାଗ ଫେଲ, ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଘରେ ପଶି ଅଣ୍ଡା ମାଡ଼ କଲା ଛାତ୍ର କଂଗ୍ରେସ

କିଛି ସମୟ ପାଇଁ ଫରେଷ୍ଟ ପାର୍କ ଅଞ୍ଚଳ ପାଲଟି ଯାଇଥିଲା ରଣକ୍ଷେତ୍ର।

Shree Jagannatha Temple
ଶ୍ରୀମନ୍ଦିରରୁ ପୁଣି ଖସିଲା ପଥର, ଅଘଟଣର ଆଶଙ୍କା କଲେ ସେବାୟତ

ପ୍ରତି ମୁହୂର୍ତ୍ତରେ ଦୁର୍ଘଟଣାର ଭୟ ସ୍ଥିତି। ଏମିତି କି ମନ୍ଦିର ଉପରେ ମାଙ୍କଡ଼ ଡିଆଁ ଡେଇଁରେ ବି ପଥର ଖସି ଅଘଟଣର ଆଶଙ୍କା କରୁଛନ୍ତି ସେବାୟତ।

Odisha High Court
ହାଇକୋର୍ଟ ମୁଖ୍ୟ ବିଚାରପତି ଓ 5T ସଚିବଙ୍କ ଫଟୋ ଭାଇରାଲ୍ ପ୍ରସଙ୍ଗ: ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରିର ସ୍ପଷ୍ଟୀକରଣ

ଓଡ଼ିଶା ହାଇକୋର୍ଟର ଜଣେ ଆଇନଜୀବୀଙ୍କ ପ୍ରରୋଚନାରେ ମନ୍ଦ ଉଦ୍ଦେଶ୍ୟରେ ଏହି ଫଟୋକୁ ଭାଇରାଲ୍ କରାଯାଇଥିବା ଏଥିରେ ଦର୍ଶାଯାଇଛି।

Jaya Bachchan has spoken about 'physical attraction'
ବାହା ନହୋଇ ମାଆ ହେଲେ କୌଣସି ଅସୁବିଧା ନାହିଁ: ଜୟା ବଚ୍ଚନ

ମୋର ଏହି ମନ୍ତବ୍ୟ ଶୁଣିବା ପରେ କିଛି ଲୋକମାନେ ଆପତ୍ତି ଉଠାଇପାରନ୍ତି।

Youth forced to kneel down on Cuttack road
କଟକରେ ତାଲିବାନୀ ଶାସନ: ବିଚ୍ ରାସ୍ତାରେ ଯୁବକଙ୍କୁ ଆଣ୍ଠେଇ ପିଟିଲେ ମନ୍ତ୍ରୀଙ୍କ ପୁତୁରା !

ଆକ୍ରମଣ କରିଥିବା ଯୁବକଙ୍କ ମଧ୍ୟରେ ରାଜ୍ୟର ଜଣେ ଶାସକ ଦଳର ମନ୍ତ୍ରୀଙ୍କ ପୁତୁରା ରହିଥିବା ଜଣାପଡ଼ିଛି।

Nude Dance
ନଙ୍ଗଳା ନାଚ ଚାଲିଥିଲା ବେଳେ ଜୋତା ପିଙ୍ଗିଲେ ମହିଳା

ଭଦ୍ରକରେ ଚାଲୁଥିଲା ଯାତ୍ରା। ଯାତ୍ରାରେ ଖଚାଖଚ୍‌ ଭିଡ଼। ହେଲେ ଭିଡ଼ ଘଟିଲା ଅଘଟଣ। ଜଣେ ମହିଳା ତଳେ ଠିଆ ହୋଇ ଯାତ୍ରା ପେଣ୍ଡାଲକୁ ମାରିଲେ ଜୋତା। ଆଉ ତା ପରେ ପେଣ୍ଡାଲ ଉପରକୁ ଉଠି ଗର୍ଜିଲେ। ଯାତ୍ରା କିଛି ସମୟ ପାଇଁ ବନ୍ଦ ହେଲା। ହେଲେ ଏହା ମୂଳ...

Chicken biryani on solar eclipse
ପରାଗରେ ଚିକେନ୍ ବିରିୟାନୀକୁ ନେଇ ହରଡ଼ଘଣାରେ ହେତୁବାଦୀ

ସେମାନଙ୍କ ବିରୁଦ୍ଧରେ ଲଗାଯାଇଥିବା ସମସ୍ତ ଅଭିଯୋଗକୁ ଭିତ୍ତିହୀନ କହି ଖଣ୍ଡନ କରିଛି ହେତୁବାଦୀ ସମାଜ।

30ft access road made mandatory for building approval in Urban Odisha
ମଧ୍ୟବିତ୍ତଙ୍କ ଘର ସ୍ୱପ୍ନରେ ଗ୍ରହଣ ସାଜିଲା ନଗର ଉନ୍ନୟନ ବିଭାଗ

କାହିଁକି ନା ଘରର ପ୍ଲାନ୍ ଆପ୍ରୁଭାଲ ପାଇବାକୁ ହେଲେ ପ୍ଲଟରୁ ଅତି କମ୍‌ରେ ୯ ମିଟର ଚଉଡ଼ା ରାସ୍ତା ରହିବା ବାଧ୍ୟତାମୂଳକ କରାଯାଇଛି ।

Nude Dance
ଭଦ୍ରକରେ ଅଭଦ୍ର ନୃତ୍ୟକୁ ନେଇ ଝମେଲା: ତାତିଲେ ମହିଳା, ଫିଙ୍ଗିଲେ ଚପଲ

ମହିଳା ତଳେ ଠିଆ ହୋଇ ଯାତ୍ରା ପେଣ୍ଡାଲକୁ ମାରିଲେ ଯୋତା।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।