• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Cyclone Alert
ବାତ୍ୟା ଆସିବ ପୁଣି ଆସିବନି !

ବାତ୍ୟାକୁ ନେଇ ଛାନିଆ ହେଲେଣି ଉପକୂଳିଆ ଲୋକ। କେଉଁଠି ମାଡ ହେବ? କେତେ ଆସିବ? ବଢୁଛି ନାନା କଳ୍ପନାଜଳ୍ପନା...ବାତ୍ୟା ଆସିବ ପୁଣି ଆସିବନିକୁ ନେଇ ବଢିଲା ଚର୍ଚ୍ଚା

Drinking water supply stopped
ପୂଜା ବକ୍ସିସ୍ ନଦେବାରୁ ବନ୍ଦ କରିଦେଲେ ପାଣି ସପ୍ଲାଏ

ବକ୍ସିସ୍‌ ଦେଲେ ପାଣି ଛାଡିବୁ। ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ପୂଜା ବକ୍ସିସ୍‌ ନଦେବାରୁ ପାଣି ସପ୍ଲାଏ ବନ୍ଦ କରିଦେଲେ ସରକାରୀ କର୍ମଚାରୀ। ପିଇବା ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋକ।

gold price today
Today Gold Price- 13th Oct: ଲକ୍ଷ୍ମୀଙ୍କ ବାରରେ କିଣନ୍ତୁ ସୁନା

ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି ।

Hijab Row
ସୁପ୍ରିମକୋର୍ଟଙ୍କ ବଡ଼ ବେଞ୍ଚ୍‌କୁ ଯାଇପାରେ 'ହିଜାବ' ବିବାଦ

ଶିକ୍ଷାନୁଷ୍ଠାନରେ ହିଜାବ ପିନ୍ଧିବା ଉପରେ ବ୍ୟାନ୍ କରିବାକୁ ନେଇ ରାୟ ଦେଇଥିଲେ କର୍ଣ୍ଣାଟକ ହାଇକୋର୍ଟ।

ଏବର୍ଷ ଦୀପାବଳି ଦିନ ସୂର୍ଯ୍ୟୋପରାଗ
ଏବର୍ଷ ଦୀପାବଳି ଦିନ ସୂର୍ଯ୍ୟୋପରାଗ, କେତେବେଳେ ପାକତ୍ୟାଗ ଜାଣନ୍ତୁ

ଶ୍ରୀମନ୍ଦିରରେ ଠାକୁରଙ୍କ ନୀତିକାନ୍ତି ସଅଳ କରିବାକୁ ହୋଇଛି ନିଷ୍ପତ୍ତି।

Dhamnagar politics
ବିଦ୍ରୋହୀ ସାଜିବେ ରାଜେନ୍ଦ୍ର ଦାସ ! ବଦଳିଯିବ କି ଧାମନଗର ରାଜନୀତିର ଚିତ୍ର ?

ଧାମନଗରରେ କିଏ ହେବେ ବିଜେଡି ପ୍ରାର୍ଥୀ ତାକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଶେଷ ମୁହୂର୍ତ୍ତରେ ବାଜି ମାରି ନେଲେ ଅବନ୍ତୀ। 

3 youth drown in pattamundai canal
ଲକ୍ଷ୍ମୀପୂଜା ଭସାଣ ବେଳେ ଅଘଟଣ, ଜଣକ ପରେ ଜଣେ ଭାସିଗଲେ

ଘଟଣାସ୍ଥଳରେ ଜଗତପୁର ଥାନା ପୋଲିସ, ଓଡ୍ରାଫ ଓ ଅଗ୍ନିଶମ ବାହିନୀ ପହଞ୍ଚି  ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। 

 Train Derails
ମାଲବାହୀ ଟ୍ରେନ୍‌ର ୪ ବଗି ଲାଇନଚ୍ୟୁତ

ଲାଇନଚ୍ୟୁତ ହେବାରୁ ସେହି ରୁଟ ଦେଇ ଚଳାଚଳ କରୁଥିବା କିଛି ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। 

AAI Recruitment 2022
AAI Recruitment 2022: ଅନ୍‌ଲାଇନ୍‌ରେ ଆବେଦନ ପ୍ରକ୍ରିୟା ଆରମ୍ଭ

ଆବେଦନ କରିବାର ଶେଷ ତାରିଖ ରହିଛି ନଭେମ୍ବର ୧୦।  

Divyang students suffer due to State Govt’s ignorance
'ଚାଉଳ ମିଳୁଛି, ପଇସା ମିଳୁଛି... ହେଲେ ଦିବ୍ୟାଙ୍ଗଙ୍କୁ ଶିକ୍ଷକ ମିଳୁନାହାଁନ୍ତି କାହିଁକି?' 

କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଗାଇଡଲାଇନ୍ ଜାରି କରିଛି କିନ୍ତୁ ରାଜ୍ୟ ସରକାରଙ୍କ ପକ୍ଷରୁ ଏଯାଏ କୌଣସି ନିଷ୍ପତ୍ତି ହୋଇନି।

Indian Army's assault dog Zoom
ଆତଙ୍କବାଦୀଙ୍କୁ ମାରିବାରେ ମୁଖ୍ୟ ଭୂମିକା ନେଲା ଆର୍ମି କୁକୁର ଜୁମ୍‌

 ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଜୁମ୍‌କୁ ନିରୀକ୍ଷଣରେ ରଖାଯାଇଛି। 

Bhagwant Singh, Shafi
ରାତାରାତି ଧନୀ ହେବା ପାଇଁ ମଣିଷ ବଳି ଦେଇଦେଲେ ଦମ୍ପତି

ପାଥନଥିଟ୍ଟାର ଇଲାନଥୁରରେ ଥିବା ଦମ୍ପତିଙ୍କ ଘରେ ଦୁଇଟି ଭିନ୍ନ ସମୟରେ ଦୁଇ ଜଣ ମହିଳାଙ୍କୁ ହତ୍ୟା କରାଯାଇଥିଲା।

ଦିବ୍ୟାଙ୍ଗଙ୍କ ପାଇଁ ଶିକ୍ଷକ ନିଯୁକ୍ତି ପାଇଁ ଦାବି
ରାଜ୍ୟରେ ବିନା ସ୍ପେଶାଲ ଏଜୁକେଟରରେ ଚାଲୁଛି ସ୍କୁଲ୍, ଦିବ୍ୟାଙ୍ଗଙ୍କ ପାଇଁ ଶିକ୍ଷକ ନିଯୁକ୍ତି କେବେ?

ରାଜ୍ୟରେ ବିନା ସ୍ପେଶାଲ ଏଜୁକେଟରରେ ଚାଲୁଛି ସ୍କୁଲ୍। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ବି ନିଯୁକ୍ତ ହେଉନାହାଁନ୍ତି ସ୍ବତନ୍ତ୍ର ଶିକ୍ଷକ।

OCA Election
୨୮ ତାରିଖରେ ହେବ ଓଡ଼ିଶା କ୍ରିକେଟ୍ ଆସୋସିଏସନ୍‌ର ନିର୍ବାଚନ

ଓସିଏର ସଭାପତି, ସଂପାଦକ ସହ ମୋଟ ୫ଟି ପଦବୀ ପାଇଁ ଏହି ନିର୍ବାଚନ କରାଯିବ।

ଗଜଲକ୍ଷ୍ମୀ ପୂଜା
ସ୍ମାର୍ଟ ସିଟିରେ ସୁସଜ୍ଜିତ ହୋଇଛନ୍ତି ଧନଦାତ୍ରୀ ମାଆ ଲକ୍ଷ୍ମୀ

ରଙ୍ଗୀନ ଆଲୋକ ମାଳାରେ ଝଲସୁଛି ସମଗ୍ର ସହର।୨ବର୍ଷର କରୋନା କଟକଣା ପରେ ପୂର୍ଣ୍ଣ ମାତ୍ରାରେ ପୂଜାର ଆୟୋଜନ କରାଯାଉଥିବାରୁ ଭକ୍ତଙ୍କର ସମାଗମ ବି ହେଉଛି।

HSRP affixation
ହାଇସିକ୍ୟୁରିଟି ନମ୍ବରକୁ ନେଇ ଏସଟିଏକୁ କଡ଼ା ତାଗିଦ ଗଲା ପରିବହନ ବିଭାଗ

ଇଣ୍ଟରନେଟ୍ ଓ ବିଜୁଳି ସଂଯୋଗ ନ ଥିବା ଉପାନ୍ତ ଅଞ୍ଚଳର ଲୋକମାନେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଲଗାଇବା ନେଇ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। 

Sura Routray
ବିଧାୟକ ସୁର ରାଉତରାୟଙ୍କୁ ଅପମାନ, ସୁରଙ୍କ ବାହୁ ଭିଡ଼ି ବାହାର କରିଦେଲେ ସୁରକ୍ଷାକର୍ମୀ !

ଏଥିପାଇଁ ନବୀନ ସରକାର, ମ୍ୟାନେଜମେଣ୍ଟ ଦାୟୀ ବୋଲି କହିଲେ। 

Postal Service
ଡିଜିଟାଲ ଯୁଗରେ ଚମକ ହରାଇନି ଡାକସେବା

ଚିଠି ସିନା ବାଣ୍ଟୁଛନ୍ତି, ହେଲେ ମନରେ ସରାଗ ନାହିଁ । ନିଳଗିରି ପଦାଗାଁର ପୋଷ୍ଟ ପିଅନ ବାସୁଦେବଙ୍କ ମନରେ କହୁ କହୁ ସତ କଥାଟା କହିଦେଲେ । ତାସତ୍ତ୍ୱେ ବି ଡିଜିଟାଲ ଯୁଗରେ ଚମକ ହରାଇନି ଡାକସେବା । ଏସ୍ଏମ୍ଏସ୍, ହ୍ୱାଟ୍ସଆପ୍ ଓ ଇ-ମେଲର ବହୁଳ ବ୍ୟବହାର ସତ୍ତ୍ୱେ...

Russian Missiles Strike
କିଭ୍ ଉପରେ ପ୍ରଚଣ୍ଡ ଆକ୍ରମଣ କରିଛି ଋଷ ସେନା

ଏବେ ଯାଏଁ ଜଳୁଛି କାର, ଜଳୁଛି ବହୁତଳ ଅଟ୍ଟାଳିକା । ଆକାଶରେ କଳା ଧୁଆଁର ବାଦଲ ଦେଖାଯାଇଛି । ବିସ୍ଫୋରଣ ଏତେ ପ୍ରଚଣ୍ଡ ଯେ, ସୃଷ୍ଟି ହୋଇଛି ପୋଖରୀ ଭଳି ଗର୍ତ୍ତ ।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।