• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Dilip Tirkey
ଓଡ଼ିଆ ପୁଅ ହକି ଇଣ୍ଡିଆର ନୂଆ ମୁଖିଆ

ପ୍ରଥମ ଓଡ଼ିଆ ଭାବେ ହକି ଇଣ୍ଡିଆ ସଭାପତି ହେଲେ ଦିଲୀପ।

NDPS Raid
ଯାଇଥିଲେ ଗଂଜେଇ ଧରିବାକୁ ହେଲେ ପାଇଗଲେ ମାଳ ମାଳ ରୂପା ଇଟା

ଯାଇଥିଲେ ଗଂଜେଇ ଧରିବାକୁ ହେଲେ ପାଇଗଲେ ମାଳ ମାଳ ରୂପା ଇଟା । ଖାଲି ରୂପା ଇଟା ନୁହଁ, ବିପୁଳ ଅଳଙ୍କାର ସହ ମିଳିଛି ଲକ୍ଷ ଲକ୍ଷ ଟଙ୍କା । ଯାହାକୁ ଦେଖି ତାଜୁବ୍ ଅବକାରୀ ଅଧିକାରୀ । ଗଂଜେଇ ଚାଲାଣ ଖବର ପାଇ କଟକ ଟାଙ୍ଗି ଟୋଲ୍ ଗେଟ୍‌ରେ ଚେକିଂ ବେଳେ ହାତରେ ଲାଗିଛି ଏସବୁ...

Odishas Oldest Sanskrit School
ରାଜ୍ୟରେ କେମିତି ବଞ୍ଚିଛି ଆମ ଆଦିଭାଷା ସଂସ୍କୃତ ?

ରାଜ୍ୟରେ କେମିତି ବଞ୍ଚିଛି ଆମ ଆଦିଭାଷା ସଂସ୍କୃତ ? କେମିତି ବଂଚିଛି ସଂସ୍କୃତ ବିଦ୍ୟାଳୟ ? ଜୟପୁର ସହରର ବିଦ୍ୟାଭୂଷଣ ନଗରରେ ଥିବା ସର୍ବପୁରାତନ ସ୍କୁଲ ମହାରାଜା ସଂସ୍କୃତ ବିଦ୍ୟାଳୟରେ ଏବେ ଅଷ୍ଟମରୁ ଦଶମ ଶ୍ରେଣୀ ଯାଏଁ ଉପସ୍ଥାନ ଖାତାକୁ ଦେଖିଲେ ଆଶ୍ଚର୍ଯ୍ୟ ହେବେ ।

Panic Button Mandatory
ଗାଡ଼ିରେ ଲାଗିବ ଭେଇକିଲ ଲୋକେସନ୍ ଟ୍ରାକିଂ ଡିଭାଇସ ଓ ପ୍ୟାନିକ୍ ବଟନ୍

ରାଜ୍ୟରେ ସର୍ବସାଧାରଣ ସେବାରେ ବ୍ୟବହାର ହେଉଥିବା ଯାନବାହନଗୁଡ଼ିକରେ ଖୁବଶୀଘ୍ର ଲାଗିବ ଭେଇକିଲ ଲୋକେସନ୍ ଟ୍ରାକିଂ ଡିଭାଇସ ଓ ପ୍ୟାନିକ୍ ବଟନ୍। ରାସ୍ତାରେ ସୁରକ୍ଷିତ ଯାତ୍ରା ଲାଗି କେନ୍ଦ୍ର ସରକାର ୨୦୧୮ରେ ଆଣିଥିବା ଏହି ନିର୍ଦ୍ଦେଶକୁ ଏବେ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଏ ନେଇ ରାଜ୍ୟ ପରିବହନ...

Soumya Ranjan Patnaik
ମନ୍ତ୍ରୀଙ୍କ ଶାସନ ନା ସଚିବଙ୍କ ହାତରେ ସବୁ କ୍ଷମତା ?

କେମିତି ଚାଲିଛି ରାଜ୍ୟର ପ୍ରଶାସନିକ ବ୍ୟବସ୍ଥା ? ମନ୍ତ୍ରୀଙ୍କ ଶାସନ ନା ସଚିବଙ୍କ ହାତରେ ସବୁ କ୍ଷମତା ? କୁହାଯାଉଛି ଏଠିକାର ପାୱାର କରିଡରରେ ମନ୍ତ୍ରୀଙ୍କ ଅପେକ୍ଷା ସଚିବଙ୍କର ଅଧିକ ଦବଦବା । ତେବେ ଏହାଦ୍ୱାରା ଗୌଣ ହେଉନାହାନ୍ତି ତ ନେତା, କମୁନି ତ ଜନପ୍ରତିନିଧିଙ୍କ ଗୁରୁତ୍ୱ ?

Special development council
ପଦାରେ ପଡ଼ିଲା ରାଜ୍ୟ ସରକାରଙ୍କ ଆଦିବାସୀ ପ୍ରୀତି

ପଦାରେ ପଡ଼ିଲା ରାଜ୍ୟ ସରକାରଙ୍କ ଆଦିବାସୀ ପ୍ରୀତି। ଗତ ନିର୍ବାଚନ ପୂର୍ବରୁ ଘୋଷଣା କଲେ ଆଉ ନିର୍ବାଚନ ପରେ ଭୁଲିଗଲେ।ଆମେ କହୁଛୁ ଆଦିବାସୀ ସ୍ବତନ୍ତ୍ର ବିକାଶ ପରିଷଦ କଥା। ସେପ୍ଟେମ୍ବର ୨୦୧୭ରେ ସରକାର ଘୋଷଣା କଲେ ୯ଟି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ହେବ ଆଦିବାସୀ ସ୍ୱତନ୍ତ୍ର ବିକାଶ ପରିଷଦ।

Panic Button Mandatory
ଗାଡ଼ିରେ ଲାଗିବ ପ୍ୟାନିକ୍ ବଟନ୍: ଜାନୁଆରୀ ପହିଲାରୁ ବାଧ୍ୟତାମୂଳକ

କୌଣସି ପ୍ରକାର ଅସୁବିଧା କିମ୍ବା ଅସମୟରେ ଏହି ବଟନ୍ ଚିପିଲେ ତୁରନ୍ତ ଗାଡ଼ି ମାଲିକ, ନିକଟସ୍ଥ ଥାନା ଏବଂ ଅନ୍ୟ ପ୍ରାଧିକୃତ ସଂସ୍ଥା ନିକଟରେ ତୁରନ୍ତ ସୂଚନା ପହଞ୍ଚି ପାରିବ।

Special development council
ତିନି ବର୍ଷ ହେଲା କୋମାରେ ଆଦିବାସୀ ସ୍ୱତନ୍ତ୍ର ବିକାଶ ପରିଷଦ

ଆଦିବାସୀଙ୍କୁ ଦରଦ ଦେଖାଇ ଭୁଲିଗଲେ କି ରାଜ୍ୟ ସରକାର? କୁଆଡେ ଗଲା ଆଦିବାସୀଙ୍କ ସ୍ୱାର୍ଥରେ ଗଠନ ହୋଇଥିବା ସ୍ୱତନ୍ତ୍ର ବିକାଶ ପରିଷଦ? 

Student Class Revision
ପୂଜା ଛୁଟି ପରେ ପିଲାଏ ପଢ଼ିବେ ପୁରୁଣା ପାଠ, ଅଭିଭାବକ କହିଲେ- ଅଯଥା ବୋଝ

ରାଜ୍ୟର ୫୫ ହଜାର ୭୪୫ଟି ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଗୁଡ଼ିକରେ ଲର୍ଣ୍ଣିଂ ରିକଭରି ପ୍ରୋଗ୍ରାମ ହେବ।

Goddess Bhagabati and Durga Puja
ମାଆଙ୍କୁ ସମର୍ପଣ ଭାବରେ ଦିଆଯାଉଛି ପ୍ରତୀକାତ୍ମକ ନରବଳି

ଷୋଡ଼ଶ ପର୍ବର ପ୍ରଥମ ଦିନରେ ଘର ତ୍ୟାଗ କରି ମାଆଙ୍କ ପାଖରେ ସମର୍ପିତ ହୋଇଥାନ୍ତି ବଳି ଜେନା। 

IND vs AUS
ମୋହାଲି ଟି-ଟେଣ୍ଟିରେ ହାରିଲା ଭାରତ, ଜିତିଲା ଅଷ୍ଟ୍ରେଲିଆ

ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରୁଥିବା ଭାରତ ୨୧ ରନରେ ଅଧିନାୟକ ରୋହିତ ଶର୍ମାଙ୍କୁ ହରାଇଥିଲା।

Srimandir Corridor Project
ପ୍ରୋହିବିଟେଡ୍ ଏରିଆ ବାହାରେ ହେବ ଶ୍ରୀଜଗନ୍ନାଥ ରିସେପସନ୍ ସେଣ୍ଟର

ପ୍ରଶ୍ନ, ଏବେ କେଉଁଠି ନିର୍ମାଣ ହେବ ଏହି ରିସେପସନ୍ ସେଣ୍ଟର ?

High Security Registration Plate mandatory
ହାଇସିକ୍ୟୁରିଟି ନମ୍ବରପ୍ଲେଟ୍ ନଲଗାଇଲେ ଅକ୍ଟୋବରରୁ ଫାଇନ୍‌ ଗଣିବେ ୧୦ ହଜାର !

ଡେଡଲାଇନ୍ ଆଉ ବଢ଼ାଯିବ ନାହିଁ ବୋଲି ସଫା ସଫା କହିଦେଇଛି ପରିବହନ ବିଭାଗ

Prisoners in Punjab can now spend some time with their spouses
ଏଣିକି ଜେଲ୍‌ରେ ରୋମାନ୍ସ କରିବେ କଏଦୀ, ମିଳିବ ୨ ଘଣ୍ଟା ସମୟ

ଏହି ଯୋଜନା କଏଦୀଙ୍କ ମାନସିକ ଅବସ୍ଥାକୁ ଠିକ ରଖିବା ସହ ଦାମ୍ପତ୍ୟ ଜୀବନକୁ ଆଗକୁ ନେବ।

Minister Samir Dash
ବିଳମ୍ବ ନକରି କ୍ଲାସ୍‌ ଆରମ୍ଭ କର: ମନ୍ତ୍ରୀ

ଏବେ ବି କିଛି କଲେଜ୍‌ରେ ପିଲାମାନେ ଆଡମିଶନ୍ ନେଇ ନାହାନ୍ତି।

girl forcefully brought back
ମୋତେ ଛାଡ଼ିଦିଅ... ମୁଁ ଯିବିନି: ପ୍ରେମିକ ଘରୁ ପ୍ରେମିକାକୁ ବଳପୂର୍ବକ ଉଠାଇନେଲେ !

ପ୍ରେମିକର ଜାତି ଅଲଗା ହୋଇଥିବାରୁ ସହଜରେ ଗ୍ରହଣ କରିପାରିନାହାନ୍ତି ଝିଅ ପରିବାର ଲୋକେ। 

Dr Gourahari Das
ଗୌରହରି ଦାସ ପାଇବେ ଶାରଳା ପୁରସ୍କାର

ଆଗାମୀ ଅକ୍ଟୋବର ୨୬ ତାରିଖରେ ଏକ ବର୍ଣ୍ଣାଢ଼୍ୟ ସାରସ୍ୱତ ସମାବେଶରେ ଡ. ଦାସଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ପାଞ୍ଚଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ।

Odia girl got 1st position
ଗୁଜରାଟ ସୁରତରେ ଚମକିଲେ ଓଡିଆ ଛାତ୍ରଛାତ୍ରୀ

ବୀଜ ଗଣିତ ପ୍ରତିଯୋଗିତାରେ ୩ଜଣ ହେଲେ ପ୍ରଥମ। ଜାତୀୟ ସ୍ତର ପ୍ରତିଯୋଗିତାରେ ନେବେ ଭାଗ

Japan Typhoon Nanmadol
ଉପକୂଳ ଛୁଇଁଲା ଭୟଙ୍କର ସାମୁଦ୍ରିକ ଝଡ଼, ଲକ୍ଷ ଲକ୍ଷ ଲୋକ ସ୍ଥାନାନ୍ତରିତ

ଏଭଳି ଭୟଙ୍କର ଝଡ଼ ହେବା ନେଇ ଆକଳନ କରିଥିଲା  ଜାପାନ ପାଣିପାଗ ବିଭାଗ।

Yati Narsinghanand booked
ମଦ୍ରାସା ଉଡ଼ାଇ ଦେବାକୁ ନରସିଂହାନନ୍ଦଙ୍କ ଧମକ

ୟାତି ନରସିଂହାନନ୍ଦ ସରସ୍ୱତୀ ଆହୁରି କହିଛନ୍ତି, ମଦ୍ରାସା ଭଳି ଆଲିଗଡ଼ ମୁସଲିମ ବିଶ୍ୱବିଦ୍ୟାଳୟ(ଏଏମୟୁ)କୁ ମଧ୍ୟ ଉଡ଼ାଇ ଦିଆଯିବା ଦରକାର।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।