ବାବୁ-ପ୍ରକୃତି ଏବଂ ତୃପ୍ତି ମଧ୍ୟରେ ହୋଇଥିବା ଝଗଡା ଅନେକ ଫ୍ୟାନ୍ଙ୍କ ମନକୁ ଆଘାତ ଦେଇଛି।
ଗୃହରେ ମୁଖ୍ୟମନ୍ତ୍ରୀଙ୍କ ଅନୁପସ୍ଥିତିରେ ଏହାର ଜବାବ ରଖି ଅର୍ଥମନ୍ତ୍ରୀ କହିଛନ୍ତି, ବିରୋଧୀ ଆଣିଥିବା ଅଭିଯୋଗ ଭିତ୍ତିହୀନ।
ସ୍ୱପ୍ନ ସତ ହେଲା। ଅତିଥି ହୋଇ ଯାଇଥିଲେ, ଅଭୁଲା ଅନୁଭବ ନେଇ ଫେରିଲେ।
ମହିଳା ପୋଲିସ ଅଧିକାରୀ ପ୍ରକୃତି ମିଶ୍ରଙ୍କୁ ୧ ଘଣ୍ଟା କାଳ ଜେରା କରିଛନ୍ତି।
ଏହାପୂର୍ବରୁ ୭ ଜଣଙ୍କୁ ନୋଟିସ୍ କରିବା ସହ କିଛି ଜଣଙ୍କୁ ପଚରାଉଚୁରା କରିସାରିଛି।
ଖଣ୍ଡପୀଠ କହିଛନ୍ତି, ଆମ୍ରପାଲୀ ଘର କ୍ରେତାଙ୍କ ସ୍ୱାର୍ଥକୁ ସୁରକ୍ଷା ଦିଆଯିବା ନିହାତି ଜରୁରୀ।
ନିର୍ଦ୍ଦେଶକଙ୍କ କହିବା କଥା, ଫିଲ୍ମର ପ୍ରମୋସନ ସାରି ଦମନ୍ ଟିମ୍ ବାବୁସାନଙ୍କ ପାଖକୁ ଗଲାବେଳକୁ ସେ ଆଉ ହୋଟେଲ୍ରେ ନଥିଲେ।
ଆର୍ବିଟ୍ରେସନ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଧରି ୨୧ ତାରିଖ ରାତିରେ ନିର୍ମାଣସୌଧରେ ପଶିଥିଲା ଠିକା କଂପାନୀ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଅବସରରେ ଉତ୍ସବ ପାଳିଛି ସାରା ଦେଶ। ରାଷ୍ଟ୍ରପତିଙ୍କ ଜନ୍ମମାଟି ମୟୂରଭଂଜର ଛୋଟିଆ ଗାଁ ଉପରବେଡା ହେଉ ଅବା ରାଜଧାନୀ ଭୁବନେଶ୍ୱର, ସବୁଠି ସେଲିବ୍ରେସନର ମାହୋଲ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏମିତି ନେଲେ ଶପଥ, ଉତ୍ସବରେ ପ୍ରବଳ କରତାଳି
ଦେଶବାସୀଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଲେ, ମୋ ଜୀବନ ପଛେ ନର୍କେ ପଡିଥାଉ
ଆଜି ଶପଥ ନେଲେ ଦେଶର ପ୍ରଥମ ନାଗରିକ। ରାଇସିନା ହିଲ୍ସ ଦେଖିଲା ଦେଶର ପଞ୍ଚଦଶତମ ରାଷ୍ଟ୍ରପତିଙ୍କୁ। ଭାରତ ଇତିହାସରେ ଯୋଡ଼ିହେଲା ଏକ ନୂଆ ଅଧ୍ୟାୟ, ଜଣେ ଆଦିବାସୀ ମହିଳା ହେଲେ ମହାମହିମ ପଦର ଅଧିକାରୀ।
ମାତ୍ର ୩୫ ବଲରେ ୬୪ ରନ କରିଥିବା ଅକ୍ସର ମ୍ୟାନ୍ ଅଫ ଦି ମ୍ୟାଚ୍ ହୋଇଛନ୍ତି।
ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନସିପରେ ପଦକ ଜିତିବାରେ ନିରଜ ହେଉଛନ୍ତି ଦ୍ୱିତୀୟ ଭାରତୀୟ।