ମହାନଦୀ ଓ ତାର ଶାଖା ନଦୀରେ ଜଳସ୍ତର ବୃଦ୍ଧି ପାଇବା ଆଶଙ୍କା ରହିଛି।
ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏଥିପାଇଁ ସକାଳୁ ସକାଳୁ ଚଳଚଞ୍ଚଳ ହୋଇଛି ଶୈବପୀଠ ଗୁଡିକ। ହଜାର ହଜାର ବୋଲବମ୍ ଭକ୍ତ ଭୋଳା ବାବାଙ୍କୁ ଜଳ ଲାଗି କରୁଛନ୍ତି। ଲୋକନାଥଙ୍କଠୁ ଲିଙ୍ଗରାଜ, ଧବଳେଶ୍ୱରଙ୍କଠୁ ପଞ୍ଚଲିଙ୍ଗେଶ୍ୱର ରାଜ୍ୟର ସମସ୍ତ ଶୈବପୀଠରେ ହଜାର ହଜାର କାଉଡ଼ିଆଙ୍କ ଭିଡ଼ ଜମିଛି...
କେବଳ ସାମଗ୍ରୀ ନୁହେଁ, ସେବା କ୍ଷେତ୍ରରେ ବଢିବ ଜିଏସଟି ବ୍ୟାଙ୍କ ସେବା, ହୋଟେଲ ରହଣୀ ଓ ଡାକ୍ତରଖାନା ଚିକିତ୍ସା ଖର୍ଚ୍ଚ ବି ଢେର୍ ବଢ଼ିଯିବ।
ମୃତ୍ୟୁ ପୂର୍ବରୁ ମହିଳା ଜଣଙ୍କ ନିଜ ଇନଷ୍ଟାଗ୍ରାମରେ ଶେଷ ଦୁଇଟି ପୋଷ୍ଟ କରିଛନ୍ତି, ଯାହା ସତ ହୋଇଛି
ନଈ କୂଳରେ ଥିବା ଜଙ୍ଗଲ ଓ ଶହ ଶହ ଏକର ଚାଷଜମିରେ ବି ପାଣି ମାଡ଼ିଯାଇଛି।
କାଟ୍ସା ହଟିବା ଦ୍ୱାରା ଭାରତ ଏବଂ ଆମେରିକାର ପ୍ରତିରକ୍ଷା ଭାଗିଦାରୀ ସୃଦୃଢ ହେବ ବୋଲି ରୋ ଖାନ୍ନା ଆଶା ରଖିଛନ୍ତି।
ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ସହାୟତାରେ ଆହତ ସମସ୍ତ ଯାତ୍ରୀମାନଙ୍କୁ ହସପିଟାଲରେ ଭର୍ତ୍ତି କରିଛନ୍ତି।
ଗଲାକାଲି ଏଜୁକେସନ୍ ଅନର୍ସ, ଆଉ ଆଜି ଫିଜିକ୍ସ।
କିଏ ଏ ଆକ୍ରମଣକାରୀ ? କିଏ ଏମାନଙ୍କୁ ଏଭଳି ଅରାଜକତା ପାଇଁ ସାହାସ ଯୋଗୋଉଛି?