ଦରଖାସ୍ତରେ ନିଜକୁ ଜଣେ ଅସହାୟ ବୃଦ୍ଧ ବୋଲି ଦର୍ଶାଇଛନ୍ତି ଦିଲ୍ଲୀପ। ତାଙ୍କ ବୟସ ୭୬ ବର୍ଷ। ଏଣୁ ସେ ଏବେ ଏହି ଯୋଜନାରେ ଜଣେ ଯୋଗ୍ୟ ହିତାଧିକାରୀ।
ମାନବାଧିକାର କର୍ମୀଙ୍କ ସହ ଯାଇ ଦକ୍ଷିଣାଞ୍ଚଳ ଆଇଜିଙ୍କୁ ଦିନେଶଙ୍କ ପରିବାର ଅଭିଯୋଗ କରିବା ସହ ଦୀଓପିକାଙ୍କୁ ଘର ଆଗରୁ ଉଠାଇବାକୁ ଦାବି କରିଛନ୍ତି।
ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଏ ନେଇ ଅନୁଷ୍ଠିତ ଏକ ବୈଠକରେ ଏ ସମ୍ପର୍କିତ ନିଷ୍ପତ୍ତି ହୋଇଛି।
ଖୋର୍ଦ୍ଧା ଜିଲ୍ଲାରେ ଚିହ୍ନଟ ଡେଙ୍ଗୁ ରୋଗୀଙ୍କ ମଧ୍ୟରେ ୯୦ ପ୍ରତିଶତ କେବଳ ରାଜଧାନୀ ଭୁବନେଶ୍ବରରୁ। ନୟାପଲ୍ଲୀ, ପୁରୁଣା ଭୁବନେଶ୍ବର, ଆଚାର୍ଯ୍ୟବିହାର, ଜାଗମରା, ପୋଖରୀପୁଟ ଭଳି ଅଞ୍ଚଳ ଏବେ ଡେଙ୍ଗୁର ଗନ୍ତାଘର। ସ୍ଥିତି ଏମିତି ହେଲାଣି ଯେ କ୍ୟାପିଟାଲ ହସ୍ପିଟାଲରେ ଥିବା ଡେଙ୍ଗୁ ବେଡ୍ ଏବେ ନିଅଣ୍ଟ ପଡିଲାଣି।
ସ୍ୱାଧୀନତା ଦିବସର ଦିନି ତିନିଟା ପୂର୍ବରୁ ଝାଡଖଣ୍ଡରେ ମାଓ ହମଲା। ଲାଲବାହିନୀ ଗୁଳିରେ ଟଳିପଡ଼ିଲେ CRPF ଯବାନ।
କଣ ଏଇ ନୂଆ ଓଡ଼ିଶାର ଲକ୍ଷ୍ୟ, ଯୁବ ବର୍ଗଙ୍କ ନିଯୁକ୍ତି ନା କେବଳ ଭୋଟ୍ ଗୋଟେଇବାର ଚାଲ୍। କୁହାଯାଉଛି ମୋଦିଙ୍କ ଆଡ଼କୁ ଯୁବ ଭୋଟ୍ ଢଳୁଥିବାରୁ ସେମାନଙ୍କୁ ନବୀନ ମୁହାଁ କରି କାଉଣ୍ଟର ପ୍ରସ୍ତୁତିକୁ ମଜଭୁତ କରିବାକୁ ଏ ଯୋଜନା। ଯାହାକୁ ନେଇ ତେଜିଛି ରାଜନୀତି।
ସବୁଠୁ ଆଶ୍ଚର୍ଯ୍ୟର କଥା ସମସ୍ତେ ହେଉଛନ୍ତି ଫାଇଭ୍-ଟି ସ୍କୁଲର ଶିକ୍ଷକ। ଅର୍ଥାତ ଯେଉଁଠି ସ୍ୱଚ୍ଛତା ରହିବା କଥା ସେଠି ଚାଲିଛି ନକଲି ସାର୍ଟିଫିକେଟ୍ କାରସାଦି।
ଡିଜିନେପ୍-A ଇନିହିବିଟର ବ୍ୟବହାର କରି ସ୍ତନ କର୍କଟ ରୋଗ ଲାଗି ଔଷଧ ପ୍ରସ୍ତୁତି ଦିଗରେ ପ୍ରି କ୍ଲିନିକାଲ ଟ୍ରାଏଲ ଆରମ୍ଭ କରିଛି I
ଅଧିକ ଦିନ ତିଷ୍ଠିଲାନି କିଣାରେ ଆସିଥିବା ସମ୍ପର୍କ। କିଣି ଆଣି ବିବାହ କରିଥିବା ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା କଲା ସ୍ୱାମୀ।
କେବିସିରେ କୋଟିପତି ହୋଇଥିବା ସୁଶିଲ କେମିତି ହେଲେ ଭିକାରୀ। ଏନେଇ ସେ ସୋସିଆଲ ମିଡିଆରେ ସବୁକିଛି କହିଛନ୍ତି।
୩୬୨୦ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ପିଲା ଉପକୃତ ହେବେ। ଏଥିପାଇଁ ବାର୍ଷିକ ୯ କୋଟି ୪୩ ଲକ୍ଷ ଟଙ୍କା ଖର୍ଚ୍ଚ ହେବ।
କଂଗ୍ରେସର ବରିଷ୍ଠ ବିଧାୟକ ସୁରେଶ ରାଉତରାୟ ୮୦ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଅବସରର ତାଙ୍କ ଜନ୍ମଦିନକୁ ବେଶ ଧୁମଧାମରେ ପାଳନ କରିବା ସହ ତାଙ୍କ ଦୀର୍ଘାୟୁ କାମନା କରିଛନ୍ତି ଶୁଭେଚ୍ଛୁ।
ନେଲ୍ସନ୍ ଦିଲୀପ କୁମାରଙ୍କ ନିର୍ଦ୍ଦେଶିତ 'ଜେଲର' ଏକ ମନୋରଂଜନ ଧର୍ମୀ-ଆକ୍ସନ୍ ପ୍ୟାକ୍ରେ ଭରପୂର ସିନେମା। ଏଥିରେ ରଜନୀକାନ୍ତ ଜଣେ ଅବସରପ୍ରାପ୍ତ ପୋଲିସ ଅଧିକାରୀ ଭାବରେ ଦେଖାଦେଇଛନ୍ତି।
ଦୁଆର ବନ୍ଦ, ଦର୍ଶନ ବନ୍ଦ। ଚାଲିଛି ମହାପ୍ରଭୁଙ୍କ ବନକଲାଗି ନୀତି। ସାଧାରଣ ଭକ୍ତଟିଏ ବୁଝିବା ପାଇଁ ଏହାର ସରଳ ଅର୍ଥ ହେଲା ମୁଖ ଶିଙ୍ଗାର ବା ମୁଖସଜ୍ଜା। ଶ୍ରୀମନ୍ଦିର ଗର୍ଭଗୃହସ୍ଥ ରତ୍ନସିଂହାସନରେ ବିରାଜିତ ମହାପ୍ରଭୁ ଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ମୁଖମଣ୍ଡଳର ଦୀପ୍ତି ବଢ଼ାଇବା ଲାଗି ଶହ ଶହ...
ହାତରେ ଇଞ୍ଜିନିୟରିଂ ଓ ଡାକ୍ତରୀ ଡିଗ୍ରୀ। କିନ୍ତୁ ଇଚ୍ଛା ବାବୁ ଚାକିରିରେ। ଏବେ ଏଭଳି କିଛି ଟ୍ରେଣ୍ଡ ଯୁବ ପିଢି ଭିତରେ। ଯାହାର ପ୍ରତିଫଳନ ଦେଖିବାକୁ ମିଳୁଛି ୟୁପିଏସସି ଏବଂ ଓପିଏସସି ପରୀକ୍ଷାରେ।
ନଛୋଡ଼ବନ୍ଧା ଦୀପିକା, ଆଜିଠୁ ପୁଣି ଧାରଣା ଦେଇଛନ୍ତି ବ୍ରହ୍ମପୁର ବଡ଼ବଜାର ଥାନା ଦେଶୀବେହେରା ସାହିର କେ.ଦିନେଶଙ୍କ ଘର ଦାଣ୍ଡ ଆଗରେ।
ଓଟିଭିର ଏହି ମର୍ଯ୍ୟାଦାଜନକ ସମ୍ମାନ ପାଇଁ ମନୋନୟନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟରେ ଆପଣଙ୍କୁ ଆବଶ୍ୟକୀୟ ଏକ ମନୋନୟନ ଫର୍ମ ପୂରଣ ସହ ଆବେଦନ କରିବାକୁ ହେବ।
ହତ୍ୟା ପରେ ଅଭିଯୁକ୍ତ ଫେରାର୍ ହୋଇଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚିଛି।