ଆଷାଢ଼ ସରିଲା, କାଲିଠୁ ଶ୍ରାବଣ। ହେଲେ ଧାନ ଚାଷର ଚିହ୍ନବର୍ଣ୍ଣ ନାହିଁ। ଯେଉଁ ସମୟରେ ରୁଆ, ବେଉଷଣରେ ଚାଷୀ ମାତିବା କଥା ସେଠି କିନ୍ତୁ ଗଜା ଧାନ ବଞ୍ଚାଇବାକୁ ସଂଘର୍ଷ ଚଳାଇଛି।
ପାର୍କିଂକୁ ନେଇ ଏମିତି କିଛି ପୋଷ୍ଟ ଏବେ ଭାଇରାଲ ହେବାରେ ଲାଗିଛି ଯାହା ସାଧାରଣରେ ସଚେତନତା ସୃଷ୍ଟି କରିବା ସହ ଯୁଜର୍ସଙ୍କୁ ବି ଆକୃଷ୍ଟ କରିଛି।
ସୁନାବେଶ ଦର୍ଶନ ସରିବା ପରେ ଆସନ୍ତାକାଲି ରଥାରୁଢ଼ ଠାକୁରଙ୍କ ପାଖରେ ଲାଗିହେବ ଅଧରପଣା। ଆଉ ଶନିବାର ନିଳାଦ୍ରୀ ବିଜେ।
ବଉଳା କୁମ୍ଭୀରଠାରୁ ସାବଧାନ ରହିବାକୁ ବନ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନ କରାଯାଉଛି। ତାସହ ଜୁନ୍, ଜୁଲାଇ ଓ ଅଗଷ୍ଟ ଏହି ତିନି ମାସ କୁମ୍ଭୀର ମାନଙ୍କ ପ୍ରଜନନ ଋତୁ ଚାଲିଥିବାରୁ କୁମ୍ଭୀରମାନେ ଅଧିକ ହିଂସ୍ର ହୋଇଥାନ୍ତି।
ଏବେ ସେଂଚୁରୀ ପାର୍ ଟମାଟୋ ପାଇଁ ରାଜ୍ୟରେ ଶୀତଳଭଣ୍ଡାର ଅଭାବକୁ ଦାୟୀ କରିଛନ୍ତି ଚାଷୀ। ଏହାରି ଭିତରେ ଆଗକୁ ଶ୍ରାବଣ ମାସ ଥିବାରୁ ଏଥର ପରିବା ଦର ସବୁ ରେକର୍ଡ ଭାଙ୍ଗିବ ବୋଲି ଆଶଙ୍କା କରାଯାଉଛି।
5T ସଚିବଙ୍କୁ ବିରୋଧୀଙ୍କ ଘନ ଘନ ଆକ୍ରମଣ ଓ କେନ୍ଦ୍ରର ଚିଠି ଆଧାରରେ ତାଙ୍କୁ ଚାକିରିକୁ ସସପେଣ୍ଡ କିମ୍ବା ବହିଷ୍କାର କରିବାକୁ ଦାବି ଜୋର୍ ଧରିବା ପରେ ଅକଳରେ ପଡ଼ିଛି ବିଜେଡି।
ଆଜି ଶ୍ରୀଜିଉଙ୍କ ସୁନାବେଶ। ପବିତ୍ର ଏକାଦଶୀ ତିଥିରେ ତିନି ରଥ ଉପରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କୁ ସୁନାବେଶରେ ଦର୍ଶନ ଦେଲେ ଜଗତ ଠାକୁର। ମହଣ ମହଣ ସୁନାରେ ସଜ୍ଜିତ ହେଲେ ତିନି ଠାକୁର। ରଥ ଉପରେ ମହାପ୍ରଭୁଙ୍କ ଅତି ସୁନ୍ଦର, କମନୀୟ ଓ ସୁଶୋଭିତ ସୁନା ବେଶ ଦେଖି...
ଟ୍ରାଫିକ ନିୟମ ଉଲ୍ଲଘନକାରୀଙ୍କୁ ସାବାଡ଼ କରିବା ପାଇଁ ଏବେ ଇ-ଚାଲାଣ କଟାଯାଉଛି। ହେଲେ ଅନେକ କାରଣରୁ ଚାଲାଣ SMS ମୋବାଇଲକୁ ଆସିପାରିନଥାଏ କିମ୍ବା SMS ଆସିଥିଲେ ବି ଆପଣ ଜାଣିପାରିନଥିବେ, ଏଭଳି କ୍ଷେତ୍ରରେ challan ସମ୍ପର୍କରେ କେମିତି ଜାଣିବେ?
ଦ୍ୱାରିକୁ ଲୋକମାନେ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ହେଲେ ଅମିତର ଘର ଲୋକଙ୍କୁ ବିକାଶ ନିଜେ ଫୋନ କରି ସେ ମଦ୍ୟପାନ କରି ଦୁର୍ଘଟଣା ହୋଇଥିବା କଥା କହି ଡକାଇଥିଲା।
ବରଯାତ୍ରୀଙ୍କୁ ଖାଦ୍ୟ ପରସା ଯିବା ପାଇଁ ଡାଇନିଂ ହଲ୍ ରଖାଯାଇଥିଲା ପ୍ରସ୍ତୁତ। ଶୋଭାଯାତ୍ରା ଚାଲିଥିବାରୁ ଗାଡିରୁ ଓହ୍ଲାଇ କନ୍ୟାଘର ନିକଟ ୨୦ ନମ୍ବର ଜାତୀୟ ରାଜପଥର କେନ୍ଦୁଝର ଷଠିଘର ସାହି ନିକଟରେ ରୁଣ୍ଡ ହୋଇଥିଲେ ବରଯାତ୍ରୀ ଏବଂ କନ୍ୟା ଘର ଲୋକେ।
ନିୟମ ଅନୁସାରେ ଚିଠି ପାଇବା ପରେ ମୁଖ୍ୟ ଶାସନ ସଚିବ ମୁଖ୍ୟମନ୍ତ୍ରୀଙ୍କ ଅର୍ଡର ନେଇ ଫାଇଲ୍ ପ୍ରସ୍ତୁତ କରିବେ ଏବଂ ଏହାକୁ ସିଏମ୍ ଙ୍କ ପାଖକୁ ପଠାଇବେ। ଯେହେତୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ନିଜେ ପାଣ୍ଡିଆନ୍ ଅଛନ୍ତି, ତେଣୁ ଫାଇଲ୍ ତାଙ୍କ ମାଧ୍ୟମରେ ହିଁ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଯିବ। ଏଠି ପ୍ରଶ୍ନ ରାଜ୍ୟ...
ରୀତିନୀତି ପରେ ଶ୍ରୀନଅରରୁ ଆସି ଶରଧାବାଲିରେ ପହଞ୍ଚିଥିଲେ ଜଗନ୍ନାଥଙ୍କ ଆଦ୍ୟ ସେବକ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଆରମ୍ଭ କରିଥିଲେ ଛେରାପହଁରା। ଏହାପରେ ପହଞ୍ଚିଯାଇଥିଲା ସେଇ ମହାର୍ଘ ମୁହୂର୍ତ୍ତ।
ରଥଟଣା ବେଳେ ଅଣନିଶ୍ୱାସୀ ହୋଇ ୮ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ସମସ୍ତ ଆହତମାନଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି।
ଲଘୁଚାପ ବର୍ଷା ପ୍ରଭାବରେ ଅସହ୍ୟ ଗରମରୁ ତ୍ରାହି ମିଳିଛି ସତ ହେଲେ ବନ୍ଦ ହୋଇନି ବିଜୁଳି ଯନ୍ତ୍ରଣା। ଏବେବି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ ଘନ ବିଜୁଳି କଟୁଛି। ଏହା ପ୍ରତିବାଦରେ ଆଜି ସାରା ରାଜ୍ୟରେ କଂଗ୍ରେସ କରିଛି ବିକ୍ଷୋଭ। ଉତ୍ତ୍ୟକ୍ତ କର୍ମୀ ଟାଟା ପାୱାର ଅଫିସ ଉପରକୁ...
ମୁଖ୍ୟମନ୍ତ୍ରୀଙ୍କ ଅଡ଼ିଓକୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା। ଜନତାଙ୍କ ସୁଖଦୁଃଖ ବୁଝିବା ପାଇଁ 5T ସଚିବ ପାଣ୍ଡିଆନଙ୍କୁ ପଠାଇବା ଏବଂ ତାଙ୍କ ହାତରେ ରେକର୍ଡିଂ ଅଡ଼ିଓ ଜାରି କରିବା ପରେ ତେଜିଲା ରାଜନୀତି। ଅଡ଼ିଓର ସତ୍ୟତାକୁ ନେଇ ବିରୋଧୀ କେବଳ ପ୍ରଶ୍ନ ଉଠାଇନାହାଁନ୍ତି, ମୁଖ୍ୟମନ୍ତ୍ରୀଙ୍କ ଉତ୍ତରଦାୟିତ୍ୱ, ପ୍ରଶାସନିକ ଅଧିକାରୀଙ୍କ ଲକ୍ଷ୍ମଣରେଖା କଥା...
ଫାଇଭ୍ ଟି ସଚିବ ଭି.କେ. ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ। ଆଇଏଏସ୍ କ୍ୟାଡର ନିୟମର କରୁଛନ୍ତି ଖୋଲାଖୋଲି ଉଲ୍ଲଂଘନ। ବାରମ୍ବାର ଆଇନ ଉଲ୍ଲ୍ଂଘନ ନେଇ ଡିଓପିଟିରେ କଂପ୍ଳେନ୍। ମୁଖ୍ୟ ସଚିବଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ମନ୍ତ୍ରାଳୟର ନିର୍ଦ୍ଦେଶ।
ସାଂସଦ ସୂରେଶ ପୂଜାରୀ କହିଛନ୍ତି, ଓଡ଼ିଆ ଜାଣିନଥିବା ମୁଖ୍ୟମନ୍ତ୍ରୀ କିଭଳି ସମ୍ବଲପୁରୀ କହିଦେଲେ ? ମୁଖ୍ୟମନ୍ତ୍ରୀଙ୍କ ସ୍ୱରରେ ଆଉ କାହାଦ୍ୱାରା କୁହାଯାଇନି ତ ?
ତେବେ ଏବେ ପ୍ରଶ୍ନ କାହିଁକି ହଠାତ୍ ଅମୂଲମୂଲ ହେଲା ଟମାଟୋ ?
ସେପ୍ଟେମ୍ବରରୁ ଅଟୋ, ବାଇକ ଛଡ଼ା ସବୁ ଗାଡିରେ ଲାଗିବ VLTD ବା ଭେଇକିଲ ଲୋକେସନ ଟ୍ରାକିଂ ଡିଭାଇସ।
ଆଶାୟୀମାନେ ଆର୍ବିଆଇର ଅଫିସିଆଲ୍ ୱେବସାଇଟ୍ opportunities.rbi.org.in ରେ ଯାଇ ଅନଲାଇନ୍ ଆବେଦନ କରିପାରିବେ । ୨୦୨୩ ଜୁଲାଇ ୧୧ ଆବେଦନର ଶେଷ ତାରିଖ।