ଏବେ ଚର୍ଚ୍ଚା, ପୌରରେ କାମ କରିବ ତ ପ୍ରସଙ୍ଗ ରାଜନୀତି କାହିଁକି ନା ପଞ୍ଚାୟତ ନିର୍ବାଚନରେ ବି ବିରୋଧୀଙ୍କ ହାତରେ ଥିଲା ଅନେକ ପ୍ରସଙ୍ଗ।
ଋଷ ବ୍ଲାକ୍ ସିରୁ ଲିଭିବ୍ରୁ ୬ଟି ମିଜାଇଲ୍ ଛାଡ଼ିଥିବା ବେଳେ, ସେଥିରୁ ୨ଟିକୁ ଆକାଶମାର୍ଗରେ ନଷ୍ଟ କରିଦେଇଥିବା ଦାବି କରିଛି ୟୁକ୍ରେନ୍।
ପୋଲିସକୁ ଅତି ନିକଟରୁ ଚକମା ଦେଇ ସୀମାପାର୍ ହୋଇଗଲେ ଶର୍ମିଷ୍ଠା।
ହାଣ୍ଡିଶାଳରୁ ଭୋଟ୍ ଗ୍ରାଉଣ୍ଡକୁ ଆସି ପ୍ରଚାରରେ ମାତିଥିବା ମହିଳା ପ୍ରାର୍ଥୀଙ୍କ ଜୋସ୍ ବି ସବୁଠି ଜବରଦସ୍ତ।
ପିଏମ ଆବାସ ଯୋଜନାର ଲୋଗୋ ପରିବର୍ତ୍ତେ ବିଜୁ ପକା ଘର ଲୋଗୋ ଲାଗୁଛି।
ଲଘୁଚାପ ବାତ୍ୟାର ରୂପ ନେବା ନେଇ ଚର୍ଚ୍ଚା ପ୍ରସଙ୍ଗରେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ କହିଲେ କଣ?
ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆଗରୁ ତ୍ରୁଟି ସ୍ୱୀକାର କରାଯାଇଥିଲା।
ପ୍ରଥମେ ଜଣେ ଅଭିଯୁକ୍ତଙ୍କୁ ଧରିବା ପରେ ଅପହରଣ ପରେ ହତ୍ୟାର ଫିଟିଥିଲା ଗୁମର।
ରାଜ୍ୟରେ ସମ୍ଭାବ୍ୟ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବସ୍ ଯାତ୍ରୀଙ୍କ ପାଇଁ ଗାଇଡଲାଇନ ଜାରି କରିଛି ପରିବହନ ବିଭାଗ।
ମହାନଗର ହେଉ କି ପୌର ପରିଷଦ, ଅଧିକାଂଶ ସ୍ଥାନରେ ବିଜେଡିର ଅସନ୍ତୁଷ୍ଟ ନେତାମାନେ ସ୍ୱାଧୀନ ଭାବେ ଲଢୁଥିବାରୁ ଦଳର ଟେନସନ୍ ବଢିଛି।