ଗତକାଲିଠାରୁ ରୀନାଙ୍କର କୌଣସି ଖବର ମିଳୁନଥିବା ଅଭିଯୋଗ କରିଛନ୍ତି।
୧୧ଟି କାର୍ଟୁନ ବା ପେଟି ଦଶପଲ୍ଲା ଆଗକୁ ବାଣୀଗୋଛା ଘାଟି ଉପରେ ପଡିଥିଲା।
ଭୋଟ୍ ପାଇଁ ବାଜିରେ ଲାଗିଛି ସମ୍ପର୍କ, ପଞ୍ଚାୟତ ଦଖଲ ପାଇଁ ଝାଳବୁହା ସଂଘର୍ଷ।
ଆରଟିଆଇ ତଥ୍ୟରୁ ଏହା ଜଣାପଡ଼ିବା ପରେ, କଲେଜରେ ଛାତ୍ର ଅଶାନ୍ତି ତୀବ୍ର ହୋଇଥିଲା
ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଖସିବ।
ର୍ନିବାଚନ ଥିବାରୁ ଆକ୍ରୋଶମୂଳକ ଭାବେ ଜୀବନରୁ ମାରି ଦେବାପାଇଁ ଏଭଳି କାର୍ଯ୍ୟ କରାଯାଇଥିବା ଅଭିଯୋଗ
ବିମାନ ଚଳାଚଳ ପାଇଁ କାହିଁକି ବିପଦ 5G? ଆମେରିକାରେ ୩.୭ରୁ ୩.୯ ଗିଗାହର୍ଜ ବ୍ୟାଣ୍ଡ୍ରେ 5G ସେବା ଯୋଗାଇ ଦିଆଯାଉଛି।
ସାଇଗନ ଠାରେ ଭାରତର ରାଷ୍ଟ୍ରୀୟ ଗୀତ ଗାଇ ତାଙ୍କର ଅମର ଆତ୍ମାକୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
ପଞ୍ଚାୟତ ନିର୍ବାଚନର ମଉକାବେଳେ ସରକାର ଓ ସରକାରୀ ଅବ୍ୟବସ୍ଥାର ତଣ୍ଟି ଧରିବାକୁ ଅଣ୍ଟା ଭିଡ଼ିଛନ୍ତି ଲୋକେ। ଶୁଣାଇଛନ୍ତି ଚରମ ନିଷ୍ପତ୍ତି।
ପ୍ରାୟ ସାଢେ ୩ ବର୍ଷ ବିଳମ୍ବରେ ପୌର ନିର୍ବାଚନ ହେବାକୁ ଯାଉଛି। ଏଥର କାଉନସିଲ୍ର ଓ କର୍ପୋରେଟର ପଦ ସହ ପୌରାଧ୍ୟକ୍ଷ ଓ ମେୟର ପାଇଁ ସିଧାସଳଖ ଭୋଟ ନିଆଯିବ।
ନେତାଜୀଙ୍କ ଏହି ପ୍ରତିମା ଆଗାମୀ ପିଢ଼ିଙ୍କୁ ପରାକ୍ରମ, ଦେଶଭକ୍ତି ଓ ବଳିଦାନର ପ୍ରେରଣା ଦେବ।
ଖନ୍ତାପଡ଼ା ଥାନା ଭିତରେ କିଛି ଲୋକେ ହରିଆଣା ପୋଲିସକୁ ଘେରି ଯାଇଥିବା ବେଳେ ହରିଆଣା ପୋଲିସ ଲୋକଙ୍କୁ ବନ୍ଧୁକ ଦେଖାଇଥିଲା।
ଯେଉଁମାନେ ସଂକ୍ରମିତ ହେଉଛନ୍ତି ସେମାନେ ଆଇସୋଲସେନରେ ରହିଲେ ସଂକ୍ରମଣକୁ କମାଯାଇପାରିବ।
ଆସନ୍ତା ଦୁଇ ଦିନ ପରେ ଅର୍ଥାତ ଜାନୁଆରୀ ୨୩ରେ ନେତାଜୀଙ୍କ ୧୨୫ତମ ଜୟନ୍ତୀ।
ଅଷ୍ଟ୍ରେଲିଆରେ ହେବାକୁ ଥିବା ଏହି ବିଶ୍ୱକପ୍ ୧୬ ଅକ୍ଟୋବରରୁ ୧୩ ନଭେମ୍ବର ପର୍ଯ୍ୟନ୍ତ ଚାଲିବ।
ଏହି ବାବା ବେଶ ଥିବା ଲୋକ ମାନେ କିଏ ? କେଉଁ ଠାରୁ ଆସି ଏହି ପୀଠରେ ଫୁଲରେ ସଜାଇ ଯଜ୍ଞ କରୁଥିଲେ?
ଆଜି ୨୦୨୨ ମସିହା, ଜାନୁୟାରୀ ମାସ ୨୧ତାରିଖ, ଶୁକ୍ରବାର। ଆଜି ଦିନର ମହତ୍ତ୍ୱ କଣ ରହିଛି, ଆସନ୍ତୁ ଜାଣିବା।
ସମର୍ଥକମାନେ ପ୍ରାର୍ଥିପତ୍ର ଦାଖଲ କେନ୍ଦ୍ରରେ ଅଯଥା ଭିଡ଼ କରୁଥିବା ଅଭିଯୋଗ ଆସିଥିଲା।