ଏହା ସତ୍ୟ ଯେ, ପୂର୍ବ ଥରମାନଙ୍କ ଅପେକ୍ଷା ଏଥର ପଞ୍ଚାୟତ ନିର୍ବାଚନ ଟିକେ ଅଲଗା ହେବ
କେବଳ ମହିଳା ନୁହଁନ୍ତି, ଅପମାନିତ ଓ ଭୟଭୀତ କରିବା ଉଦ୍ଦେଶ୍ୟରେ ସାମାଜିକ ଓ ରାଜନୈତିକ ପ୍ରସଙ୍ଗରେ ଭିନ୍ନ ମତ ଉଠାଉଥିବା ଆଇନଜୀବୀ ଓ ସାମାଜିକ କର୍ମୀଙ୍କୁ ବି ବୁଲିବାଇ ଆପ୍ରେ ଟାର୍ଗେଟ୍ କରାଯାଉଥିଲା।
ବିଧାୟକ ରମେଶ ଜେନାଙ୍କ ଅଭିଯୋଗ: ଶାସକ ଦଳର ନେତା ଭାବୁଛନ୍ତି- ପୁଲିସ ଆମ ହାତରେ ଅଛି, ଆମେ କାହାକୁ ଖାତିର କରିବୁନି।
ନାଉଗାଁ ବ୍ଳକ ବିଜେଡି ସଭାପତି ସୁଜିତ କୁମାର ମଲ୍ଲିକଙ୍କ ଏକ ଭିଡିଓ ମଧ୍ୟ ଭାଇରାଲ ହେଉଛି
ପୋଲିସର ଲାଠିମାଡ଼ ମାମଲାରେ ହାଇକୋର୍ଟରେ ଏ ନେଇ ୨ଟି ଜନସ୍ୱାର୍ଥ ମାମଲା ଦାୟର ହୋଇଥିଲା।
୨୯୭ ରନର ଟାର୍ଗେଟର ପିଛା କରୁଥିବା ଭାରତ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।
ଆଶାୟୀଙ୍କ ସଂଖ୍ୟା ଅଧିକ ଥିବାରୁ ଟାଣୁଆ ବିଧାୟକମାନେ ମଧ୍ୟ ସରପଂଚ ଓ ସମିତି ସଭ୍ୟ ପ୍ରାର୍ଥୀଙ୍କ ନାଁ ନିଜେ ଘୋଷଣା କରୁଥିବା ଦେଖିବାକୁ ମିଳୁଛି।
ଅନ୍ୟ ଟିକା କେବଳ ସଂପୃକ୍ତ ରୋଗ ରୋକିବନି, କରୋନାକୁ ବି ତଡ଼ିବ।
୧୦ ବର୍ଷ ପରେ ମାମଲାରେ ଏପରି ମୋଡ ଏବେ ପୋଲିସ୍ର କାର୍ଯ୍ୟଧାରାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଭୟଭୀତ ନହୋଇ କୋଭିଡ୍ ନିୟମ ପାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ।
କଣ୍ଟେନମେଣ୍ଟ ଜୋନରେ କଣ୍ଟାକ୍ଟ ଟ୍ରେସିଂ, କ୍ୱାରେଣ୍ଟିନ ଓ ଆଇସୋଲେସନ ବ୍ୟବସ୍ଥା କରାଯିବା ଉଚିତ ବୋଲି ଚିଠିରେ ଉଲ୍ଲେଖ ଅଛି।
ଚିନ୍ତାର ବିଷୟ ହେଉଛି, ଉଭୟ ଡୋଜ୍ ଟିକା ନେଇଥିବା ପ୍ରାୟ ୩୪ ପ୍ରତିଶତ ରୋଗୀଙ୍କଠାରେ ମଧ୍ୟ ଦେଖିବାକୁ ମିଳୁଛି ଲଙ୍ଗ୍ କୋଭିଡ୍ ସମସ୍ୟା।
ଦୈନିକ ପ୍ରାୟ ୨୫ରୁ ୩୦ଟି ଲିଙ୍ଗ ନିରୂପଣ ବି ଚାଲୁଥିଲା। ହେଲେ ଏଠି ପ୍ରଶ୍ନ କାହାରି ନଜରକୁ କେମିତି ଆସୁନଥିଲା?
ବିଜେଡିରେ ସାମିଲ କରିବା ଆଳରେ ମହାପ୍ରସାଦ ଛୁଆଁଇ ସଂଗଠନରେ ରହିବାକୁ ଶପଥ କରାଉଛନ୍ତି।