• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

omicron Variant
ଓଡ଼ିଶାରେ ଆଉ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ବିଦେଶ ଫେରନ୍ତା ଉପରେ ତୀକ୍ଷ୍ଣ ନଜର ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଟିକାକରଣକୁ ଆହୁରି ବ୍ୟାପକ କରାଯିବ। ଆଗକୁ ରାଜ୍ୟରେ ଦୁଇଟି ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

horoscope
Daily Horoscope,23 Dec 2021: ଆପଣଙ୍କ ଭାଗ୍ୟ କଣ ରହିଛି?

ଧନ ଲାଭ ହେବାରୁ ମନଖୁସି ରହିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବା ସହ ବିଦ୍ୟାରେ ଯଥେଷ୍ଟ ଉନ୍ନତି ହେବ। 

Cold wave in Odisha
ଅସହ୍ୟ ଜାଡ଼ରେ ଥରିବ ୫ ଜିଲ୍ଲା

ଗତକାଲି ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ ହୋଇଥିଲା। ଏହା ପୂର୍ବରୁ ଭୁବନେଶ୍ୱରରେ ୨୦୧୮ରେ ସର୍ବକାଳୀନ ସର୍ବନିମ୍ନ ୮.୨ ଡିଗ୍ରୀ ରେକର୍ଡ ହୋଇଥିଲା।

breaking news
ସଂକ୍ଷେପରେ ଆଜିର ତାଜା ଖବର - Thursday, 23 December 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪

omicron Variant
ମାସ୍କ ପିନ୍ଧ, ଆବଶ୍ୟକ ନଥିଲେ ଘରୁ ବାହାରନି: ମୁଖ୍ୟମନ୍ତ୍ରୀ

ଓମିକ୍ରନ ମୁକାବିଲା ପାଇଁ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ଶେଷ ପରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଲେ- ୫ଟି ପ୍ରସଙ୍ଗ ଉପରେ ଗୁରୁତ୍ୱ ଦେବାକୁ ସରକାରଙ୍କ ନିଷ୍ପତ୍ତି ନେଇଛନ୍ତି।

Delhi-based businessman is actually a RAW officer
ୱାର୍କ ଅର୍ଡର ଦେବାକୁ କହି ଚୂନ ଲଗାଇଥିଲେ RAW ଅଧିକାରୀ

ଜଣକୁ ୱାର୍କ ଅର୍ଡର ଦେବାକୁ କହି ୩ ଜଣ ଠକିଥିଲେ। ନିଜକୁ IAS, ଯନ୍ତ୍ରୀ ଓ RAW ଅଧିକାରୀ କହି ୩ ଜଣ ଠକିଥିଲେ।

Berhampur Marital Discord
ଘରର କ୍ୟାମେରାକୁ ଘୋଡାଇଦେଲେ ବୋହୂ ତପସ୍ୱିନୀ

ତପସ୍ୱିନୀ-ସୁମିତଙ୍କ ଦାମ୍ପତ୍ୟ କଳିର କଣ ହେବ ପରବର୍ତ୍ତୀ ଦୃଶ୍ୟପଟ୍ଟ ? କେବେ ତୁଟିବ ଏହି ବିବାଦ ? ନିଜକୁ ବୋହୂ ଦାବି କରୁଥିବା ତପସ୍ୱିନୀ କେତେଦିନ ଏମିତି ବସିରହିବେ? ନା କେହି କହିପାରୁଛନ୍ତି ନା ଜାଣିପାରୁଛନ୍ତି।

Malatipatpur Bridge
ରାସ୍ତା ପାଲଟିଛି ମରଣଯନ୍ତା ! ମାଳତୀପାଟପୁର ବ୍ରିଜ୍ ପାଇଁ ୪ ମାସରେ ଗଲାଣି ୪ ଜୀବନ

ବଢ଼ିଲା ପୁଅକୁ ବାପା ହରାଇଛନ୍ତି ଯାହାକୁ କେତେ ସ୍ନେହରେ ବଡ଼ କରିଥିଲେ ଆଜି ସେ ପୁଅ ତାଙ୍କଠୁ ଦୂରରେ। କୋହରେ ଛାତି ଫାଟି ଯାଉଛି, କଥା କହିବା ବି ତାଙ୍କ ପକ୍ଷେ ସମ୍ଭବପର ହେଉନି।

Daily Horoscope
Daily Horoscope,22 Dec 2021:କ’ଣ ରହିଛି ଆଜି ଦିନର ମହତ୍ତ୍ୱ ଜାଣନ୍ତୁ....

ସନ୍ତାନଙ୍କ ପାଇଁ ଶୁଭ ସମ୍ବାଦ ପାଇବେ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢାଇବ। ସାମାଜିକ ପତିଆରା ଅମଳିନ ରହିବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ।

Reliance Foundation Scholarship
୧୦୦ ମେଧାବୀ ଛାତ୍ରଛାତ୍ରୀଙ୍କୁ ସ୍କଲାରସିପ୍‌ ଦେବ ରିଲାଏନ୍ସ

୫ ବର୍ଷୀୟ ଡିଗ୍ରୀ ପାଠ୍ୟକ୍ରମରେ ଅଧ୍ୟୟନ କରୁଥିବା ଅଣ୍ଡର ଗ୍ରାଜୁଏଟ୍‌ ଏବଂ ସ୍ନାତକୋତ୍ତରରେ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ଏଥିପାଇଁ ଆବେଦନ କରିପାରିବେ ।

 BSKY Card
ବିଜୁ ସ୍ୱାସ୍ଥ୍ୟ କାର୍ଡରୁ କେତେ ଉପକୃତ ହିତାଧିକାରୀ?

ଗୋଡ଼ ଅପରେସନ ପାଇଁ ଯାଇଥିବା ଅକୁଲଙ୍କୁ ମେଡିକାଲ କର୍ତ୍ତୃପକ୍ଷ ଚିକିତ୍ସା ପାଇଁ ପ୍ରଥମେ ରୋକଠୋକ୍ ମନା କରିଦେଇଥିଲେ। ପରେ ଅସ୍ତ୍ରୋପଚାର ହୋଇଥିଲା ସତ ହେଲେ ଅଧା ଚିକିତ୍ସାରେ।

sumit and tapaswini
ତପସ୍ୱିନୀ-ସୁମିତଙ୍କ ଦାମ୍ପତ୍ୟ କଳିର କଣ ହେବ ପରବର୍ତ୍ତୀ ଦୃଶ୍ୟପଟ୍ଟ ?

ନିଜକୁ ବୋହୂ ଦାବି କରୁଥିବା ତପସ୍ୱିନୀ କେତେଦିନ ଏମିତି ବସିରହିବେ? ନା କେହି କହିପାରୁଛନ୍ତି ନା ଜାଣିପାରୁଛନ୍ତି। ଅଡୁଆ ସୂତାରେ ଛନ୍ଦି ହେବାରେ ଲାଗିଛି ଡିମ୍ପଲ ଓରଫ୍ ତପସ୍ୱିନୀ ଏବଂ ଡାକ୍ତର ସୁମିତଙ୍କ ଦାମ୍ପତ୍ୟ ବିବାଦ।

omicron Variant
୨ ଦିଗକୁ ଗୁରୁତ୍ୱ ଦେଲେ ଆଉ ମାଡ଼ିବନି ଓମିକ୍ରନ୍ !

ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ, ରାଜ୍ୟରେ ଚିହ୍ନଟ ହୋଇଥିବା ଦୁଇ ଓମିକ୍ରନ୍ ଆକ୍ରାନ୍ତ କେବଳ ଭାତ ହାଣ୍ଡିରୁ ଗୋଟିଏ ଲେଖାଏଁ ଏବେ କେବଳ ଏତିକି ଚିହ୍ନଟ ହୋଇଛନ୍ତି। ଆଗକୁ ଆକ୍ରାନ୍ତଙ୍କ ସଂଖ୍ୟା ଢେର୍ ବଢ଼ିଯିବ।

CM Naveen Patnaik’s announcements
ଘର ମରାମତି ପାଇଁ ହିତାଧିକାରୀଙ୍କୁ ମିଳିବ ସହାୟତା

ଖଣି ଅଞ୍ଚଳ ପକ୍କା ଘର ଯୋଜନା ହିତାଧିକାରୀଙ୍କୁ ବି ଏହି ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କେନ୍ଦ୍ରୀୟ ଯୋଜନାରେ ଘର ପାଇବାରୁ ବଞ୍ଚିତ ଲୋକଙ୍କୁ ଏହି ସହାୟତା ମିଳିବ ।

SRC alert for Cold wave
ରାତିରେ ଘରୁ ନବାହାରିବାକୁ ପରାମର୍ଶ ଦେଲେ ଏସଆରସି

ରାଜ୍ୟରେ ପ୍ରବଳ ଶୀତ ଲହରୀ ନେଇ ସତର୍କ କରାଇଛନ୍ତି ରାଜ୍ୟ ସରକାର। ଏନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର।

ଜଙ୍ଗଲରେ ରହୁଥିବା ଶତାୟୁ ବୃଦ୍ଧା
୨୫ ବର୍ଷ ଧରି ଜଙ୍ଗଲରେ ଜୀବନ ବିତାଉଛନ୍ତି ଶତାୟୁ

୬୦ ବର୍ଷ ପୂର୍ବେ ପ୍ରତିମା ଭାଲୁଡୁଙ୍ଗରି ଗାଁରେ ବାହାହୋଇ ଘର ସଂସାର କରିଥିଲେ। ପ୍ରତିମା ଜଣେ ଭକ୍ତି ପରାୟାଣ ଲୋକ ହୋଇଥିବାରୁ ଭଗବାନଙ୍କ ଠାରେ ବହୁ ବିଶ୍ୱାସ ରଖୁଥୁଲେ।

Sumit-tapawini
କୋର୍ଟଙ୍କ ରାୟ ପରେ କାନ୍ଦି ପକାଇଲେ ତପସ୍ୱିନୀ। ଗେଟ୍‌ ଭାଙ୍ଗି ସୁମିତ୍‌ଙ୍କ ଘରେ ପଶିଲେ ମହିଳା

ସୁମିତଙ୍କ ପିଟିସନ୍‌କୁ କୋର୍ଟ ଖାରଜ କରି ତପସ୍ୱିନୀଙ୍କ ପିଟିସନର ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଥିଲେ। ଶାଶୁ ଘରେ ରହିବା ଲାଗି ବ୍ୟବସ୍ଥା କରିବାକୁ ପିଟିସନ୍ କରିଥିଲେ ତପସ୍ୱିନୀ। ଏପଟେ ଶୀତ କାକରରେ ୪ ଦିନ ଧରି ଜରିପାଲ ଓ ମଶାରି ଟାଣି ସୁମିତଙ୍କ ଘର ଆଗରେ ଧାରଣାରେ ବସିଛନ୍ତି...

Protest in Dhinkia
ଢିଙ୍କିଆରେ ଖଣ୍ଡଯୁଦ୍ଧ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲା ପୋଲିସ

ଆଜି ଏରସମା ତହସିଲଦାରଙ୍କ ସମେତ ଆରଆଇ, ଅମିନ ପୋଲିସ କର୍ଡନରେ ରହି ଢିଙ୍କିଆକୁ ପଶିଥିଲେ। ମାହାଳ ଗାଁର ସୀମା ପୁନଃନିର୍ଦ୍ଧାରଣ ପାଇଁ ପାରାଦୀପ ଏଏସପିଙ୍କ ନେତୃତ୍ୱରେ ୧୪ ପ୍ଲାଟୁନ୍‌ରୁ ଅଧିକ ଫୋର୍ସ ପହଞ୍ଚିଥିଲେ।

ସୁମିତ ଓ ତପସ୍ୱିନୀ
ବ୍ରହ୍ମପୁରର ଦମ୍ପତି ବିବାଦ ମାମଲାରେ ସୁମିତଙ୍କୁ ଝଟ୍‌କା

ତପସ୍ୱିନୀ-ସୁମିତ୍ କହଳ ଦିନକୁ ଦିନ ଉଗ୍ରରୂପ ଧାରଣ କଲାଣି । କେତେବେଳେ ସ୍ୱାମୀ ଲୁଚିଲୁଚି ସ୍ତ୍ରୀକୁ ଧମକ ଦେଲାଣି ତ ଆଉ କେତେବେଳେ ସ୍ତ୍ରୀ ମିଡିଆ ସାମ୍ନାରେ ସ୍ୱାମୀକୁ ଚ୍ୟାଲେଞ୍ଜ କରୁଛି । ଲୁଚିକି ରହିଥିବା ଡାକ୍ତର ସୁମିତ ଘଡ଼ିକୁ ଘଡ଼ି ଗୋଟିଏ ଗୋଟିଏ ଅଡିଓ ମେସେଜ ଛାଡ଼ୁଛନ୍ତି...

ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର
କଟକରୁ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ନେଇ ଚର୍ଚ୍ଚା ଉପରେ ସ୍ପଷ୍ଟୀକରଣ ରଖିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଓମିକ୍ରନ ସଂକ୍ରମଣ ବ୍ୟାପିଥିବା ଦେଶରୁ ପ୍ରାୟ ୧୫୦୦ ଯାତ୍ରୀ ଆସିଛନ୍ତି। ତେବେ ଏମିକ୍ରନର ଲକ୍ଷଣ ପୂର୍ବ ଭାରିଏଣ୍ଟ ଭଳି ଥିବାରୁ ସେହିଭଳି ଚିକିତ୍ସା ଜାରି ରହିଛି।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।