• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Commissionerate Police Warns
ଡିଜେ ବାଜିଲେ, ବାଣ ଫୁଟିଲେ ଜଣାଅ: ସିପି

କୋଭିଡ ଗାଇଡଲାଇନ ଅନୁଯାୟୀ ୩୦ଟି ସର୍ତ୍ତ ଅନୁଯାୟୀ ଅନୁମତି ଦିଆଯାଉଛି ବୋଲି ଡିସିପି କହିଛନ୍ତି

Berhmapur Marriage Case
ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ପୁଣି ଛୁଟି ଆବେଦନ କଲେ ସୁମିତ୍

ସୁମିତ ତପସ୍ୱିନୀକୁ ଗେଷ୍ଟହାଉସରେ ଛାଡି ଅଚାନକ ପଳାଇ ଯିବା ଏବଂ ଛୁଟି ସରିଗଲା ପରେ ପୁଣି ଅସୁସ୍ଥ ଦର୍ଶାଇ କାର୍ଯ୍ୟରେ ଯୋଗ ନଦେବା ଘଟଣା ଚର୍ଚ୍ଚାରେ ରହିଛି। 

BJP Pressmeet
ଯୋଜନା ବୋର୍ଡ ଉପାଧ୍ୟକ୍ଷ ପଦରୁ ଇସ୍ତଫା ଦିଅନ୍ତୁ ସଞ୍ଜୟ: ବିଜେପି

୨୦୧୨ରେ ଆୟୁଷ ଡାକ୍ତର ମାଧବୀଲତା ମୃତ୍ୟୁ ବେଳେ ବି ସଂଜୟ ଦାସବର୍ମା ବିବାଦରେ ଥିଲେ। ଶାସକ ଦଳ ଛତ୍ରଛାୟାରେ ଥିବାରୁ କୌଣସି ପଦକ୍ଷେପ ନିଆଯାଉନି ବୋଲି ବିଜେପି ଅଭିଯୋଗ କରିବା ସହ ତୁରନ୍ତ ତାଙ୍କୁ ବହିଷ୍କାର କରିବାକୁ ଦାବି କରିଛି। 

Politics in Panchayat election
ତାରିଖ ଘୋଷଣା ପୂର୍ବରୁ ଉଷ୍ଣ ହେଲାଣି ଗ୍ରାମାଞ୍ଚଳ ରାଜନୈତିକ ପାଣିପାଗ

ଫେବୃୟାରୀରେ ଭୋଟ୍ ସମ୍ଭାବନା ଥିବା ବେଳେ ଚଳିତ ମାସ ଶେଷ ସପ୍ତାହରେ ତାରିଖ ଘୋଷଣା କରିପାରନ୍ତି ନିର୍ବାଚନ କମିଶନ।  

Missing Youth Found Dead
ସହଯୋଗୀଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଅଡୁଆରେ ବିଜେଡି ନେତା ସଞ୍ଜୟ ଦାସବର୍ମା

ବାଇକ୍‌ରେ କାହିଁକି ଏବଂ କୁଆଡ଼େ ଯାଉଥିଲେ ଜଗା ଓ ଚିତ୍ତ ? ଯଦି ଏହା ଦୁର୍ଘଟଣା ତେବେ ନଈରୁ ଚିତ୍ତଙ୍କ ମୃତଦେହ ମିଳିବା ପଛର କାରଣ କଣ ?

Cyclone affected Areas
ବାତ୍ୟା ଜୱାଦରେ ରାଜ୍ୟର ୧୩୧ ବ୍ଲକ ପ୍ରଭାବିତ

ବାତ୍ୟା ଜଓ୍ୱାଦ ଜନିତ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ଗତ ୧୧ ତାରିଖରୁ ଓଡ଼ିଶା ଆସିଥିଲେ ଆନ୍ତଃମନ୍ତ୍ରାଳୟ ସ୍ତରୀୟ ୬ ଜଣିଆ କେନ୍ଦ୍ରୀୟ ପ୍ରତିନିଧ ଦଳ। ଏହି ଦଳ ୩ଟି ଟିମରେ ଭାଗ ହୋଇ ୨ ଦିନ ଧରି ୬ ଜିଲ୍ଲାର ପ୍ରଭାବିତ ଅଞ୍ଚଳ ବୁଲିଥିଲେ।

Tapaswini and Sumit
କୋର୍ଟରେ ପିଟିସନ୍ ଦାଏର କଲେ ତପସ୍ୱିନୀ

ତପସ୍ୱିନୀ କୋର୍ଟରେ ହାଜର ହେବା ସହ ତାଙ୍କ ସ୍ୱାମୀ କୁଆଡେ ଗଲେ ସେ ନେଇ ପିଟିସନ ଦାଖଲ କରିଛନ୍ତି। 

Puri Shree Mandir
ରାଜ୍ୟ ସରକାରଙ୍କୁ ୧୪୨ କୋଟିର ୟୁସି ଦେବାରେ କାହିଁକି ବିଫଳ ଶ୍ରୀମନ୍ଦିର ପ୍ରଶାସନ ?

ଏବେ ପ୍ରଶ୍ନ ପ୍ରାୟ ୧୮ ବର୍ଷ ମଧ୍ୟରେ ଶ୍ରୀମନ୍ଦିର ପ୍ରଶାସନ ଖର୍ଚ୍ଚ କରିଥିବା ଏ ବିପୁଳ ଅର୍ଥର ହିସାବ କର୍ତ୍ତୃପକ୍ଷଙ୍କ ନିକଟରେ ସହି ସଲାମତ ଅଛି ତ? ଯଦି ହଁ ତେବେ ଆଇନ ବିଭାଗ ବାରମ୍ବାର ତାଗିଦ ପରେ ବି ୟୁସି ଦାଖଲରେ କାହିଁକି ବିଳମ୍ବ କରୁଛି ଶ୍ରୀମନ୍ଦିର ପ୍ରଶାସନ?...

omicron fears
ଶିକ୍ଷାନୁଷ୍ଠାନରେ ସଂକ୍ରମଣ ବଢିବା ପରେ ଘାରୁଛି ଓମିକ୍ରନ ଡର

କରୋନାର ତୃତୀୟ ଲହର ଆସିବ ନା ନାହିଁ ସେନେଇ କାହାରି ପାଖରେ ନାହିଁ ସ୍ପଷ୍ଟ ଉତ୍ତର। ତେବେ ଶିକ୍ଷାନୁଷ୍ଠାନରେ ସଂକ୍ରମଣ ବୃଦ୍ଧି ଚିନ୍ତାର କାରଣ ପାଲଟିଛି। କେତେବେଳେ ଯେ ଓମିକ୍ରନ ପଶିନଆସିବ ସେ ଭରସା କେହି ବି ଦେଇପାରିବେ ନାହିଁ। 

Omicron variant detected in Andhra Pradesh
ଆନ୍ଧ୍ରପ୍ରଦେଶରେ ପ୍ରଥମ ଓମିକ୍ରନ ଭାରିଏଣ୍ଟ ଚିହ୍ନଟ

ସାରା ବିଶ୍ୱରେ କରୋନାର ଓମିକ୍ରନ୍ ଭାରିଆଣ୍ଟକୁ ନେଇ ଆଶଙ୍କା ସୃଷ୍ଟି ହୋଇଥିବା ବେଳେ, ଯେତେଶୀଘ୍ର ସମ୍ଭବ ଏହି ଭାରିଆଣ୍ଟ୍ ଦ୍ୱାରା ସଂକ୍ରମିତଙ୍କ ଚିହ୍ନଟ କରି ଆଇସୋଲେସନ୍‌ରେ ରଖାଯିବା ଉପରେ ସମସ୍ତେ ଗୁରୁତ୍ୱ ଦେଉଛନ୍ତି।

Kashi Vishwanath Corridor
ରାତି ପାହିଲେ ବାରଣାସୀରେ ଆରମ୍ଭ ହେବ ଗ୍ରାଣ୍ଡ୍ ସେଲିବ୍ରେସନ

ଏଣିକି କାଶୀ ବିଶ୍ୱନାଥ ମନ୍ଦିରରୁ ସିଧାସଳଖ ଗଙ୍ଗା ନଦୀ ଯାଏ ଶ୍ରଦ୍ଧାଳୁ ଯାଇପାରିବେ।

ନିଜ ଶିଶୁପୁତ୍ର ଜୀବନ ପାଇଁ ଭିକ୍ଷା ମାଗିଛନ୍ତି  ପିତାମାତା
ଶିଶୁପୁତ୍ରର ଜୀବନ ପାଇଁ ଭିକ୍ଷା ମାଗୁଛନ୍ତି ବାପାମା'

ରାଜ୍ୟ ସରକାର କୋଟି କୋଟି ଟଙ୍କା ବ୍ୟୟ କରି ନୂତନ ସ୍ୱାସ୍ଥ୍ୟ ସେବା ଯୋଗାଉଛନ୍ତି, ହେଲେ ଏହି ବିକଳ ଚିତ୍ର ଦେଖିବା ପରେ ସ୍ୱାସ୍ଥ୍ୟ ବିଭାଗର ପାରିବାପଣିଆକୁ ନେଇ ପ୍ରଶ୍ନ ଉଠିଛି।

MP Anubhab Mohanty
ସାଂସଦ ଅନୁଭବ ଡକ୍ଟରେଟ୍‌ ପାଇଲେ କୋଉଠୁ? :କଂଗ୍ରେସ

କେନ୍ଦ୍ରାପଡା ଜିଲ୍ଲା ବିଜେପି ପକ୍ଷରୁ ମଧ୍ୟ ସମାନ ଅଭିଯୋଗ ଅଣାଯାଇଛି। ଜିଲ୍ଲା ସଭାପତି କିଶୋର କୁମାର ପଣ୍ଡା କହିଛନ୍ତି, ପୂର୍ବରୁ ମଧ୍ୟ ସାଂସଦଙ୍କ ଶିକ୍ଷାଗତ ସାର୍ଟିଫିକେଟକୁ ନେଇ ସନ୍ଦେହ ଉପୁଜିଛି।

 CAG Report
ଖାଇଗଲେ ଠାକୁରଙ୍କ ସମ୍ପତ୍ତି !

ରାଜ୍ୟ ସାରା ଦେବାଦେବୀ ମନ୍ଦିରରେ ଶହ ଶହ କୋଟିର ଭୂସମ୍ପତ୍ତି ଲୁଟ୍ । ଅଳଙ୍କାର ଓ ଫସଲ ଦେୟରେ ବି ହରିଲୁଟ୍ ହୋଇଥିବା ସିଏଜିଙ୍କ ତଥ୍ୟ। ୧୩ ମନ୍ଦିରର ତଥ୍ୟ ଦେଇ ଗୁମର ଖୋଲିଲେ ସିଏଜି, ଘେରିଲେ ବିରୋଧୀ।

BJP ‘Prays’ Lord Jagannath
ଆସନ୍ତା ୧୪ରେ ରାଜ୍ୟର ସବୁ ଏସପି ଅଫିସ୍ ଘେରିବ କଂଗ୍ରେସ

ବଢୁଥିବା ବ୍ୟଭିଚାର ସହ ଆସେମ୍ବିଲିକୁ ଅସମ୍ମାନ ନେଇ ଘେରିଲା ବିଜେପି। ମୁଖ୍ୟମନ୍ତ୍ରୀଙ୍କୁ ସଦବୁଦ୍ଧି ଦେବାକୁ ଜଗନ୍ନାଥଙ୍କ ପାଖେ ପଶିଲେ ଶରଣ। ଛାତ୍ର କଂଗ୍ରେସ କର୍ମୀଙ୍କ ଉପରେ ପୋଲିସ ବର୍ବରତାର ପ୍ରତିବାଦରେ ଆସନ୍ତା ୧୪ରେ ରାଜ୍ୟର ସବୁ ଏସପି ଅଫିସ୍ ଘେରିବ କଂଗ୍ରେସ।

Sumit and Tapaswini
ଓକିଲ କହିଲେ- କୁଆଡ଼େ ଯାଇନାହାନ୍ତି, ଅସୁସ୍ଥତାରୁ ବନ୍ଧୁ ଘରେ ଅଛନ୍ତି

ସାତ ଦିନର ରହଣୀ ସତ୍ତ୍ୱେ ମିଶିଲାନି ତପସ୍ୱିନୀ-ସୁମିତଙ୍କ ମନ । ଆସ୍କା ଗେଷ୍ଟହାଉସ୍‌ରୁ ଛୁ'ର ୨୪ ଘଣ୍ଟା ପରେ ବି ଲାପତ୍ତା ଡାକ୍ତର ସ୍ୱାମୀ । ସ୍ୱାମୀଙ୍କ ପତ୍ତା ନପାଇ ଥାନାକୁ ଯାଇ ଜଣାଇଲେ ପତ୍ନୀ ତପସ୍ପିନୀ।

ସହିଦ ଯବାନ ରାଣାପ୍ରତାପ ଦାସ
ରାଣା ପ୍ରତାପଙ୍କୁ ଜନ୍ମମାଟିରେ ଅଶ୍ରୁଳ ବିଦାୟ

ବୀରପୁତ୍ର ରାଣା ପ୍ରତାପଙ୍କୁ ଜନ୍ମମାଟିରେ ଅଶ୍ରୁଳ ବିଦାୟ। ୨୧ ଗନ୍ ସାଲ୍ୟୁଟରେ କଂପିଲା ଅନୁଗୁଳ କୃଷ୍ଣଚନ୍ଦ୍ରପୁର ଗାଁ

Berhampur Marital Dispute
ଆସ୍କା ଗେଷ୍ଟହାଉସ୍‌ରୁ ଛୁ'ର ୨୪ ଘଣ୍ଟା ପରେ ବି ଲାପତ୍ତା ଡାକ୍ତର ସ୍ୱାମୀ

ଦୀର୍ଘଦିନ ଧରି ନିଜକୁ ବୋହୂ ଦାବି କରି ଶ୍ୱଶୁର ଘର ଆଗରେ ଧାରଣା ଦେଇଥିବା ତପସ୍ୱିନୀଙ୍କ ସପକ୍ଷରେ ରାୟ ଶୁଣାଇଥିଲେ ବ୍ରହ୍ମପୁର SDJM କୋର୍ଟ। କିନ୍ତୁ ତାପରେ...

ମନ୍ଦିର ଆଗରେ ବିଜେପି-ବିଧାୟକଙ୍କ ଜଣାଣ
ମୁଖ୍ୟମନ୍ତ୍ରୀଙ୍କୁ ସଦ୍‌ବୁଦ୍ଧି ଦେବାକୁ ଜଗନ୍ନାଥଙ୍କ ପାଖେ ଶରଣ ପଶିଲେ ବିଜେପି ବିଧାୟକ

ସିଂହଦ୍ୱାର ସମ୍ମୁଖରେ ସମସ୍ତ ବିଧାୟକମାନେ ଶୋଇପଡି ପ୍ରଣିପାତ ଜଣାଇଥିଲେ। ଏପରିକି ବିଧାୟକମାନେ  ଭଜନ ଗାନ କରିବାର ଦୃଶ୍ୟ ସିଂହଦ୍ୱାର ସମ୍ମୁଖରେ ଏକ ଭିନ୍ନ ପରିବେଶ ସୃଷ୍ଟି କରିଥିଲା।

ସହିଦ ଓଡ଼ିଆ ଯବାନଙ୍କ ପତ୍ନୀ
ବୀର ସ୍ୱାମୀଙ୍କୁ ଶେଷ ସାଲ୍ୟୁଟ୍‌ ମାରି ବିଦାୟ ଦେଲେ ସ୍ତ୍ରୀ

ଶୋକରେ ବୁଡ଼ି ସାରିଥିଲା ସମଗ୍ର ତାଳଚେର ଅଞ୍ଚଳ। ସହିଦଙ୍କ ମରଶରୀର ଭୁବନେଶ୍ୱରରୁ ତାଳଚେରରେ ଛାଡ଼ିବା ପରେ ଏପଟେ ତାଙ୍କ ଶେଷ ଦର୍ଶନ ପାଇଁ ଛୁଆଠୁ ବଢା ଚାତକ ଭଳି ଚାହିଁ ରହିଥିଲେ।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।