ବାପା ଯେତେ ଗରିବ ହେଉ କି ନିଶ୍ୱ। ନିଜ ସନ୍ତାନର ସୁନାର ଭବିଷ୍ୟତ ପାଇଁ ଜୀବନକୁ ତିଳ ତିଳ କରୁ ଜାଳୁଥିବା ସେମିତି ଜଣେ ବାପା।
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦେଖି ଅଂଶୁଘାତ ଡର। ରାଜ୍ୟ ସରକାରଙ୍କ ସୂଚନା ଅନୁସାରେ ଚଳିତ ସିଜନରେ ଏଯାଏଁ ୨୦ଟି ଅଂଶଘାତ ଜନିତ ମୃତ୍ୟୁ ଅଭିଯୋଗ ଆସିଛି।
5T ସଚିବଙ୍କ ଗସ୍ତ ଓ ସାଧାରଣ ସଭା କରିବା, ଅଲ୍ ଇଣ୍ଡିଆ ସର୍ଭିସ୍ କଣ୍ଡଟ୍ ରୁଲ୍ର ଉଲ୍ଲଂଘନ ବୋଲି ଅପରାଜିତା ଅଭିଯୋଗ କରିଥିଲେ। ପୂର୍ବତନ ପ୍ରଶାସକ ସଂଜୀବ ହୋତା ବି କହିଛନ୍ତି ଏଭଳି କାର୍ଯ୍ୟ ଅଲ୍ ଇଣ୍ଡିଆ ସର୍ଭିସ୍ କଣ୍ଡଟ୍ ରୁଲର ଉଲ୍ଲଂଘନ।
ସାଇନବୋର୍ଡରେ ସଫା ସଫା ଲେଖାଯାଇଛି, ପୁରୁଷ ହୁଅନ୍ତୁ କି ମହିଳା ମନ୍ଦିରକୁ ମର୍ଯ୍ୟାଦାପୂର୍ଣ୍ଣ ବସ୍ତ୍ର ପରିଧାନ କରି ଆସିବା ପାଇଁ।
ପୁରଖାରମ୍ ଥରେ ଉଠିଲେ ୨୫ ଦିନ ଧରି ଶୋଇ ରୁହନ୍ତି। ଏହା ତାଙ୍କର ଜୀବନ ଶୈଳୀକୁ ବହୁତ ପ୍ରଭାବିତ କରିଛି।
ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ ଏଭଳି ତାତିର ପ୍ରଭାବ ଆସନ୍ତା ୧୮ ତାରିଖ ଯାଏଁ ରହିବ।
ଏ ଦୁହେଁ ଶ୍ରୀକ୍ଷେତ୍ର ପୁରୀରୁ ମହାପ୍ରଭୁଙ୍କ ସ୍ନାନଯାତ୍ରା ଦର୍ଶନ କରି ସେଇଠୁ ଚାଲିଚାଲି ଫେରୁଛନ୍ତି। ଦୀର୍ଘ ୧୫ ଦିନ ହେଲାଣି ଏମିତି ଅନବରତ ଚାଲିଛନ୍ତି ଦୁହେଁ।
ଗାଁ ଗାଁ ରଜ ମହୋତ୍ସବ ଲାଗି ବିଶେଷ ଆୟୋଜନ ହୋଇଥିବାରୁ ଶେଷ ରଜକୁ ବେଶ ଆନନ୍ଦ ଉଲ୍ଲାସର ପାଳିବା ପାଇଁ ଆଶା ରଖିଛନ୍ତି ଝିଅବୋହୁ।
ଆଗାମୀ ଦିନର କାର୍ଯ୍ୟାଧାରା ଭଲ ଭାବେ କରିବାକୁ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ସମସ୍ତଙ୍କ ପାଖରେ ରହିବ ବୋଲି ମନ୍ତ୍ରୀ କହିଛନ୍ତି।
ଜୀବନ ବଞ୍ଚାଇବାକୁ ଜୀବନ ବିକଳରେ ପୀଡ଼ିତା ଗାଁ ରାସ୍ତାରେ ଦୌଡ଼ି ପଳାଉଥିବାବେଳେ ରାସ୍ତା ଉପରେ ତାଙ୍କୁ ମାଡ ମରାଯାଇଥିବା ଅଭିଯୋଗ ହୋଇଛି।
ସେ ଇନିଂସର ଶେଷ ଓଭରର ଶେଷ ବଲ୍ରେ ୧୮ ରନ ଖର୍ଚ୍ଚ କରି ଲଜ୍ଜାଜନକ ରେକର୍ଡର ଅଧିକାରୀ ହୋଇଛି।
ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୪୧ ଡିଗ୍ରୀ ଛୁଇଁଲା ତାପମାତ୍ରା
ଅନ୍ତିମ ସତ୍କାର ପାଇଁ ନେବାକୁ ତାଙ୍କ ଶରୀରକୁ ଏକ କଫିନ୍ ଭିତରେ ରଖାଯାଇଥିଲା। ବୃଦ୍ଧାଙ୍କ ମୃତ୍ୟୁ ଖବର ଜାଣିବା ପରେ ପରିବାର ଓ ସମ୍ପର୍କୀୟ ଏକାଠି ହୋଇଥିଲେ। କିନ୍ତୁ ତାପରେ ଘଟିଲା ଚମତ୍କାର
ବାରମ୍ବାର ଗର୍ଭପାତ କାହିଁକି ହେଉଛି ତାହା ଉପରେ ଏହା ସବିଶେଷ ଧାରଣା ଦେଇପାରିବ ବୋଲି ବୈଜ୍ଞାନିକମାନେ ମତ ରଖିଛନ୍ତି।
ଯିଏ ବାଇକ୍ ଦେଇ ପାରିବ ତାଙ୍କର ସେଠି ବାହାଘର କରନ୍ତୁ, ନଚେତ୍ ଯଦି ସେ ଏବେ ବି ମତେ ବାହାହେବାକୁ ଚାହୁଁଛନ୍ତି, ତାହେଲେ ଆମ ଘରକୁ ଆସି ସମସ୍ତଙ୍କୁ କ୍ଷମା ମାଗନ୍ତୁ କହିଥିଲେ ଦେବକୀ।
ରଜ ଦୋଳିର ଆସର, ସୁଆଦିଆ ପିଠାପଣାର ସମ୍ଭାର ଆଉ ସୁବାସିତ ପାନର ମହକ। ପହିଲି ରଜରେ ଆଜି ଗାଁଠୁ ସହର ଯାଏଁ ସବୁଠି ମତୁଆଲା ପରିବେଶ।
ରାତି ପ୍ରାୟ ୯ଟା ୧୦ ମିନିଟ ସମୟରେ ହଠାତ୍ ଚେକ୍ ଇନ୍ କାଉଣ୍ଟର ପାଖ ଅଂଚଳରେ ନିଆଁ ଲାଗିଯାଇଥିଲା।
ଯେତେବେଳେ ଟଙ୍କା ଚୋରି ହେବା କଥା ବାପା ଜାଣିଥିଲେ, ସେତେବେଳେ ପୁଅକୁ ଫୋନ୍ କରି ଡ଼କାଇଥିଲେ।
ଘରେ ଘରେ ଜମିଥିଲା କିସମ କିସମର ପିଠା, ମିଠା ଆଉ ସୁଆଦିଆ ଖାଦ୍ୟ ସମ୍ଭାରର ପର୍ବ। ପୋଡ଼ପିଠାର ବାସ୍ନାରେ ମହକି ଥିଲା ଚତୁର୍ଦ୍ଦିଗ।