ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ପ୍ରସଙ୍ଗରେ ବିରୋଧୀଙ୍କ କଡା ବିରୋଧ ପରେ ଆଜି ମୁହଁ ଖୋଲିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ ଏହା ଏକ ଅତ୍ୟନ୍ତ ଦୁଃଖ ଓ ଦୁର୍ଭାଗ୍ୟଜନକ ଘଟଣା।
ହାଇକୋର୍ଟଙ୍କୁ ଏନେଇ ଅନୁରୋଧ କରିଥିଲେ ରାଜ୍ୟ ସରକାର। ଦାୟିତ୍ୱରେ ଯିଏ ବି ଅବହେଳା କରିଥିବ, ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ମୁଖ୍ୟମନ୍ତ୍ରୀ କହିଛନ୍ତି।
ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ହେଲେ ଚତୁର୍ଥ ସ୍ତମ୍ଭ ପ୍ରତି ସରକାରଙ୍କ ଏଭଳି ପାତରଅନ୍ତର ଗଣତନ୍ତ୍ର ପ୍ରତି କେତେ ଶୁଭଙ୍କର ତାହା ଏବେ ବଡ଼ ପ୍ରଶ୍ନ।
ଏହି ଅବପାତ ଏବେ ଆନ୍ଧ୍ରର ବିଶାଖାପାଟଣାଠାରୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୯୬୦ କିଲୋମିଟର, ଓଡ଼ିଶାର ଗୋପାଳପୁରଠୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୧୦୨୦ କିଲୋମିଟର ଏବଂ ପାରାଦୀପଠୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୧୦୬୦ କିଲୋମିଟର ଦୂରରେ ରହିଛି।
୭ ଦିନ ମଧ୍ୟରେ ଉଭୟଙ୍କୁ କାହା ସହ ଦେଖା ସାକ୍ଷାତକୁ କୋର୍ଟ ବାରଣ କରିଛନ୍ତି। ୭ ଦିନ ପରେ ପୁଣି କୋର୍ଟରେ ହେବ ମାମଲାର ଶୁଣାଣି ହେବ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଉଭୟ ଆକ୍ରାନ୍ତଙ୍କ ଜିନମ୍ ସିକ୍ୟୁନ୍ସ ପରେ ସେମାନଙ୍କଠାରେ ଓମିକ୍ରନ ଭାରିଆଣ୍ଟ ଭୂତାଣୁ ରହିଥିବା ସୂଚନା ମିଳିଛି।
୬୦ ଓଡ୍ରାଫ୍, ୧୭ NDRF, ଅଗ୍ନିଶମର ୧୭୨ ଟିମ୍ ମୁତୟନ ହେବେ। ଆକଳନ ଅନୁସାରେ ୯୦ରୁ ୧୦୦ କିମି ବେଗରେ ପବନ ବହିବ। ତଳିଆ ଅଞ୍ଚଳ ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ଭାରତରେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କର୍ଣ୍ଣାଟକରେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଓମିକ୍ରନ ୨୯ ଦେଶକୁ ବ୍ୟାପି ଯାଇଥିବା କେନ୍ଦ୍ର ଜଣାଇଲା। ୨୯ ଦେଶରେ ୩୭୩ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେଲେଣି।
ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଚ୍ଚସ୍ତରୀୟ ବୈଠକ କରାଯାଇଛି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ୮ଟି ଆକ୍ସନ ପଏଣ୍ଟ ଉପରେ ଫୋକସ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ମ୍ୟାଚର ବାକି ସମୟ ଉଭୟ ଦଳ ପରସ୍ପରକୁ କଡ଼ା ଟକ୍କର ଦେଇଥିଲେ। ଉଭୟ ଭାରତ ଓ ବେଲଜିୟମର ଆଟାକ୍ ଦମଦାର ଥିଲା
୧ମ, ୨ୟ ଲହରରେ ଯେଭଳି କାମ କରିଥିଲେ, ସେଭଳି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଗୃହର ମଧ୍ୟଭାଗକୁ ଆସି କଳା ଗାମୁଛା ଦେଖାଇ ପ୍ରତିବାଦ କରିଛନ୍ତି। କଳା ଗାମୁଛା ଓ ବ୍ୟାନର ପୋଷ୍ଟର ଦେଖାଇ ବିଜେପି ହୋହଲ୍ଲା କରିଛି। କଂଗ୍ରେସ ସଭ୍ୟ ମଧ୍ୟ ବ୍ୟାନର, ପୋଷ୍ଟର ଦେଖାଇ ହୋହଲ୍ଲା କରିଛନ୍ତି। ଦିବ୍ୟଶଙ୍କରଙ୍କୁ ବହିଷ୍କାର ଓ ସିବିଆଇ ତଦନ୍ତ ଦାବିରେ ହୋହଲ୍ଲା କରିଛନ୍ତି।
ଆଣ୍ଡାମାନ ସାଗର ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆସନ୍ତାକାଲି ଅବପାତରେ ପରିଣତ ହେବ। ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି କାଲି ଅବପାତ ରୂପ ନେବ ଅବପାତରେ ପରିଣତ ହେଲା ପରେ କେଉଁଠି ମାଡ଼ ହେବ ତାହା ସ୍ପଷ୍ଟ ହେବ।
ପ୍ରଥମ କ୍ୱାର୍ଟର ଫାଇନାଲ୍ ମ୍ୟାଚରେ ସ୍ପେନକୁ ହରାଇ ସେମି ଫାଇନାଲରେ ପ୍ରବେଶ କରିଛି ଜର୍ମାନୀ। ଜର୍ମାନୀ ବିପକ୍ଷରେ ଆସନ୍ତା ୩ତାରିଖରେ ସେମିଫାଇନାଲ ମ୍ୟାଚ ଖେଳିବ ଆର୍ଜେଣ୍ଟିନା।
ଗୋଟିଏ ପଟେ କୋଭିଡର ନୂଆ ଭ୍ୟାରିଆଣ୍ଟକୁ ନେଇ ଚିନ୍ତା ବଢୁଥିବା ବେଳେ ଏହା ଉପରେ ଟିକାର ପ୍ରଭାବ କଣ ରହିବ ସେ ନେଇ ଗବେଷଣା ଚାଲିଛି। ଅତ୍ୟନ୍ତ ସଂକ୍ରାମକ ଥିବା ଓମିକ୍ରନ୍ ଭ୍ୟାରିଆଣ୍ଟକୁ ନେଇ ସତର୍କ କରାଇଛି ଟିକା ନିର୍ମାତା ମର୍ଡେନା।
ସାଇକ୍ଲୋନ ପ୍ରଭାବରେ ୩ ତାରିଖ ରାତିରୁ ଓଡ଼ିଶା ଉପକୂଳରେ ବର୍ଷା ସାଙ୍ଗକୁ ପବନ ଆରମ୍ଭ ହୋଇଯିବ। ୩ ତାରିଖ ମଧ୍ୟରାତ୍ରରୁ ପବନ ବଢ଼ି ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ବୋହିପାରେ। ପରେ ପବନର ବେଗ ୯୦ କିମି ବହିବାର ସମ୍ଭାବନା ରହିଛି।
ଗତବର୍ଷ ମଧ୍ୟ ୩୧ ରାତି ଉତ୍ସବ ମନା କରାଯାଇଥିଲା। ନୂଆବର୍ଷ ପାଳନ ନେଇ ଜିରୋ ନାଇଟ୍ ଉତ୍ସବ ଆୟୋଜନକୁ ଏଥର ମଧ୍ୟ ମନା କରାଯାଇଛି।
କେତେବାଟ ଗଲା ମମିତା ହତ୍ୟା ମାମଲାର ତଦନ୍ତ ? କାହା ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ? କେଉଁ କେଉଁ ଅଭିଯୋଗ ଏବଂ ପ୍ରମାଣ ହାତେଇଛି ବଲାଙ୍ଗିର ପୋଲିସ ? ବିସ୍ତୃତ ତଥ୍ୟ ଜାଣିବାକୁ ଚାହିଁଥିଲେ ହାଇକୋର୍ଟ। ଏହାସହ ରାଜ୍ୟ ସରକାରଙ୍କୁ ମାଗିଥିଲେ ଷ୍ଟାଟସ୍ ରିପୋର୍ଟ।