ଚାରି ଦିନ ହେଲା ଥମୁନି ଚର୍ଚ୍ଚା। ବ୍ରହ୍ମପୁର ବ୍ରହ୍ମାନଗରରେ ଶ୍ୱଶୁର ଘର ଆଗରେ ସେମିତି ଧାରଣାରେ ବସିଛନ୍ତି ତପସ୍ୱିନୀ। ଆଜି ମାର୍ଗଶୀର ମାସ ପ୍ରଥମ ଗୁରୁବାର ଥିବା ବେଳେ ଘର ଆଗରେ ମାଣ ବସାଇ ପୂଜା କରିଛନ୍ତି ତପସ୍ୱିନୀ। ସେପଟେ ଆପୋଷ ବୁଝାମଣା କରି ସ୍ୱାମୀ-ସ୍ତ୍ରୀ ଏକାଠି ରୁହନ୍ତୁ...
୨୨ରୁ ୨୪ ଯାଏ ଗ୍ୟାସ୍ ଦର ପ୍ରତିବାଦରେ ବିଜେଡି ଆନ୍ଦୋଳନ କରିଥିଲା। ତଥାପି କେନ୍ଦ୍ରର ନିଦ ଭାଙ୍ଗୁନାହିଁ ବୋଲି ବିଜେଡି ଅଭିଯୋଗ କରିଛି।
ପାଇଖାନା ଟାଙ୍କିକୁ ସଂଯୋଗ କରୁଥିବା ପାଇପରୁ ମିଳିଲା ଟଙ୍କା। ଗଣୁ ଗଣୁ ଜଣାପଡ଼ିଲା ପାଇପ୍ ଭିତରେ ଜେଇ ବାବୁ ଲୁଚାଇ ରଖିଥିଲେ ନଗଦ ୧୩ ଲକ୍ଷ ଟଙ୍କା।
ଦିନ ଗଡୁଛି, ବିବାଦ ବଢୁଛି। ୩ ଦିନ ହେଲା ଥମୁନି ଚର୍ଚ୍ଚା। ନିଜକୁ ବୋହୁ ଦାବି କରି ଘର ଆଗରେ ସେମିତି ବସି ରହିଛନ୍ତି ତପସ୍ୱିନୀ। ହେଲେ ଆଜି ସାମ୍ନାକୁ ଆସିଛି ଘଟଣା ପଛର ଅସଲ କଥା। କ୍ୟାମେରା ସାମ୍ନାରେ ତପସ୍ୱିନୀଙ୍କୁ ସ୍ତ୍ରୀ ବୋଲି ମାନିଛନ୍ତି ଡାକ୍ତର ସୁମିତ କୁମାର ସାହୁ।
ବହୁଚର୍ଚ୍ଚିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେଲା ଶିଳାନ୍ୟାସ ଆଧାରଶିଳା ରଖିଲେ ଗଜପତି, ଉପସ୍ଥିତ ରହିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଶାବାସୀଙ୍କ ପାଇଁ ଆଜି ଅତ୍ୟନ୍ତ ପବିତ୍ର ଦିନ ହୋଇଥିବାବେଳେ ଶ୍ରୀଜଗନ୍ନାଥ ଭକ୍ତଙ୍କ ପାଇଁ ବି ଐତିହାସିକ ଦିନ। ଏହି ଅବସରରେ ୧୦ଜଣ ଜମିହରାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିବାବେଳେ ୩ଦିନ...
ସାଇରନ୍ ବଜାଇ ମାଡ଼ି ଆସୁଥିଲା ମୁଖ୍ୟମନ୍ତ୍ରୀଙ୍କ କାର୍କେଡ୍। ହାତରେ ଅଣ୍ଡା ଧରି ଛକି ରହିଥିଲେ କିଛି ଯୁବକ। ଆଉ ମୁଖ୍ୟମନ୍ତ୍ରୀଙ୍କ କାର୍ ଆସିବା ମାତ୍ରେ ରାସ୍ତାକୁ ଓହ୍ଲାଇ କରିଚାଲିଲେ ଅଣ୍ଡା ବର୍ଷା। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକ୍ରମରେ ଯୋଗଦେଇ ଫେରିବା ବେଳେ ବଡ଼ ଡାକ୍ତରଖାନା ଛକ ନିକଟରେ ବିରୋଧୀଙ୍କ...
ପୂର୍ବରୁ ୨୦୧୫ ଓ ୨୦୧୮ ମସିହାରେ ମୁଖ୍ୟମନ୍ତ୍ରୀଙ୍କୁ ନିଶାନା କରି ଅଣ୍ଡାମାଡ଼ ଘଟଣା ଚର୍ଚ୍ଚା ସୃଷ୍ଟି କରିଥିଲା। ୨୦୧୫ ଫେବୃଆରୀ ୧୯ରେ ଉତ୍କଳ ବିଶ୍ୱବିଦ୍ୟାଳୟ ବାର୍ଷିକ ଉତ୍ସବରେ ଯୋଗ ଦେବାକୁ ଗଲାବେଳେ, ଭୁବନେଶ୍ୱର ଖାରବେଳ ନଗରରେ ମୁଖ୍ୟମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଥିଲେ ଯୁବ କଂଗ୍ରେସ କର୍ମୀ।
ଦୁର୍ଘଟଣା ପରେ ସେଠାରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି।
ଫାଷ୍ଟ ହାଫ ଶେଷ ସୁଦ୍ଧା ଉଭୟ ଦଳ ଖାତା ଖୋଲି ପାରିନଥିଲେ। ତୃତୀୟ କ୍ୱାର୍ଟର ବେଳକୁ ଆଉଏକ ରଣନୀତି ପ୍ରସ୍ତୁତ କରି ପାର୍ଶ୍ଵ ପରିବର୍ତ୍ତନ କରି ପଡିଆକୁ ଓହ୍ଲାଇଥିଲା ପୋଲାଣ୍ଡ।
ଜଣେ ଯୁବକ ପ୍ରଥମ ପତ୍ନୀଙ୍କ ଅଜାଣତରେ ଆଉ ଜଣକୁ ପ୍ରେମ କରି ବିବାହ କରିଥିଲେ। ସେହିପରି ଦ୍ୱିତୀୟ ପତ୍ନୀଙ୍କ ଅଜାଣତରେ ତୃତୀୟ ଝିଅକୁ ମଧ୍ୟ ପ୍ରେମ ସପର୍କ ରଖିଥିବା ଜଣାପଡିଥିଲା। ତେବେ ପ୍ରଥମ ଏବଂ ଦ୍ୱିତୀୟ ପତ୍ନୀ ଏକାଠି ହୋଇ ମଞ୍ଚେଶ୍ଵର ଥାନାରେ ଅଭିଯୋଗ କରିଥିଲେ। ଏନେଇ କଣ କହୁଛନ୍ତି ରସିକିଆ ସ୍ୱାମୀ ପଢନ୍ତୁ
ଦିବ୍ୟଶଙ୍କରଙ୍କୁ ବହିଷ୍କାର ଓ ସିବିଆଇ ତଦନ୍ତ ନହେବା ଯାଏ ଆନ୍ଦୋଳନ ତୀବ୍ର ହେବ ବୋଲି ଦଳ କହିଛି। ଦୁର୍ନୀତି, ଭ୍ରଷ୍ଟାଚାରରେ ବିଜେଡି ବୁଡ଼ି ରହିଥିବା ବେଳେ ଏହାକୁ ତୃଣମୂଳ ସ୍ତରରେ ଲୋକଙ୍କ ପାଖକୁ ଦଳ ନେବ ବୋଲି କହିଛି।
ଇକମୋ ଚିକିତ୍ସାରେ ସଂପୂର୍ଣ୍ଣ ସୁସ୍ଥ ନ ହେବାରୁ ତାଙ୍କର ପ୍ରତ୍ୟାରୋପଣ କରିବା ଲାଗି ଡାକ୍ତର ପରାମର୍ଶ ଦେଇଥିଲେ। ପରିବାର ଲୋକଙ୍କ ସ୍ୱୀକୃତି ପରେ ପ୍ରକ୍ରିୟା ଆରମ୍ଭ ହୋଇଥିଲା
ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପାଇଁ ଆଗାମୀ ତିନି ବର୍ଷ ୨ ହଜାର କୋଟି, ବିଜୁ ସେତୁ ଯୋଜନାରେ ୫ ହଜାର୧୮୨ କୋଟି ଖର୍ଚ୍ଚ ହେବ। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଆଗାମୀ ୫ ବର୍ଷରେ ୪୮୪ କୋଟି ଅନୁଦାନ ରଖାଯାଇଛି।
ଏପରି ପଦକ୍ଷେପରେ ଆଗେଇ ଆସିଥିଲା ଆମେରିକା। ଭାରତ ସମେତ ଚାଇନା ଓ ଜାପାନକୁ ମଧ୍ୟ ଆମେରିକା ଏଥିପାଇଁ ଅନୁରୋଧ କରିଥିଲା। ଏବେ ସମସ୍ତେ ମିଳିତ ଭାବେ ରଣନୀତିକ ତୈଳ ଭଣ୍ଡାରରୁ ଅଶୋଧିତ ତେଲ ରିଲିଜ୍ କରିବେ।
ତେବେ ଉଭୟଙ୍କୁ କେଉଁଠିକୁ ଓ କାହିଁକି ନିଆଗଲା ସେ ସମ୍ପର୍କରେ ଜଣାପଡ଼ିନି। ଗତକାଲିଠୁ ଯୁବତୀ ଜଣକ ଜଣେ ଯୁବକଙ୍କୁ ନିଜ ସ୍ୱାମୀ ଦାବି କରି ଧାରଣାରେ ବସିଛନ୍ତି।
ଗୋଟେ ପଟେ ପାଠ ପଢ଼ାରେ ସ୍ୱାଭାବିକତା ଆଣିବାକୁ ପ୍ରୟାସ। ଅନ୍ୟପଟେ ସଂକ୍ରମଣର ଭୟ। ଏହା ଭିତରେ ସନ୍ତୁଳନ ରଖି, କେମିତି ଆଗକୁ ବଢ଼ିହେବ, ତାହା ଏବେ ସମସ୍ତଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ।
ଆଜି ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ଇଲେ୍କ୍ଟ୍ରୋନିକ୍ସ ନୀତିକୁ ମଂଜୁରୀ ପ୍ରଦାନ କରାଯାଇଛି।
ଶବକୁ ବ୍ୟବଚ୍ଛେଦ ଲାଗି ପଠାଇ ପୋଲିସ ଘଟଣାର ଛାନଭିନ କରୁଛି ସେପଟେ ଅଭିଯୁକ୍ତ ଧରାନପିଡିବା ଯାଏଁ ପରିବାର ଲୋକେ ଶବ ଗ୍ରହଣ କରିବେନି ବୋଲି କହିଛନ୍ତି।
ଜଣେ ମହିଳା ଚାଲି ଚାଲି ଯାଉଥିବା ବେଳେ ତାଙ୍କୁ ଅଟକାଇଥିଲେ ଦୁଇ ଜଣ। ସେଇ ଦୁଇ ଜଣ ମହିଳାଙ୍କୁ ତାଙ୍କ ଭବିଷ୍ୟତ ବିଷୟରେ ନାନା କଥା କହିବା ସହ ବହୁତ ଅସୁବିଧା ଥିବା ଜଣାଇଥିଲେ।
ଡାକ୍ତର ଡିମ୍ପଲ ଓ ଡାକ୍ତର ସସ୍ମିତଙ୍କ ସାହାନାଇ ବାଜିବାର ଥିଲା। ସେଥିପାଇଁ ଡାକ୍ତର ଡିମ୍ପଲ କନ୍ୟା ବେଶରେ ସଜେଇ ହୋଇଥିଲେ। ହେଲେ ନିର୍ଦ୍ଧାରିତ ସମୟ ଭିତରେ କନ୍ୟା ଘରେ ପହଞ୍ଚି ନଥିଲା ବର।