• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Heavy Rainfall
୨ ଦିନ ପ୍ରବଳ ବର୍ଷିବ: ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ଯେ ଗତକାଲି ଦକ୍ଷିଣ ଆଣ୍ଡାମାନ ତତ୍ ସଲଗ୍ନ ଥାଇଲାଣ୍ଡ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଆଜି ସାମାନ୍ୟ ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି। ଏହାସହିତ ଜଡ଼ିତ ଘୂର୍ଣ୍ଣିବଳୟ ୫.୮ କିଲୋମିଟର୍ ପର୍ଯ୍ୟନ୍ତ...

Odisha Assembly
ଡିସେମ୍ବର ୧ରୁ ବିଧାନସଭାର ଶୀତକାଳୀନ ଅଧବେଶନ

ଡିସେମ୍ବର ୨୫ ଓ ୨୬ ଦୁଇ ଦିନ ଛୁଟି ରହିବ। ଏହି ଅଧିବେଶନରେ ମୁଖ୍ୟତଃ ମମିତା ମେହେର ହତ୍ୟା ଓ ସେକ୍ସ ସ୍କାଣ୍ଡାଲ, ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ, ଅଦିନିଆ ବର୍ଷାରେ ଧାନ ଫସଲ ନଷ୍ଟହେବା ଓ ମଣ୍ଡି ସମସ୍ୟା ଆଦି ପ୍ରସଙ୍ଗ ଗୃହକୁ ସରଗରମ କରାଇବ।

Threatening Congress Workers
କଂଗ୍ରେସ କର୍ମୀଙ୍କୁ ବନ୍ଧୁକ ଦେଖାଇ ବିଧାୟିକାଙ୍କ ପିଏସଓ କଲେ ଭୟଭୀତ

ବିଧାୟିକାଙ୍କ ପିଏସଓ କଂଗ୍ରେସ କର୍ମୀଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରୁଥିବା ଭିଡିଓରେ ଦେଖିବାକୁ ମିଳିଛି। ଏହି ଘଟଣାକୁ ନେଇ ଅତାବିରା ଥାନାରେ କଂଗ୍ରେସ କର୍ମୀ ବିଧାୟିକାଙ୍କ ପିଏସଓ ଏବଂ ଡ୍ରାଇଭରଙ୍କ ନାଁରେ ଗାଳି ଗୁଳଜ ସହ ପିସ୍ତଲରେ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି।

ନବୀନ ନିବାସ ପାଖରେ ଲୋକ ହନ୍ତସନ୍ତ
'ମୋ ପାଖେ କଣ ବନ୍ଧୁକ ଅଛି, ମୁଖ୍ୟମନ୍ତ୍ରୀଙ୍କୁ ଗୁଳି କରିଦେବି?'

ନବୀନ ନିବାସ ପାଖାପାଖି ଏକ ଛକରେ ଜଣେ ମହିଳା ସ୍କୁଟରେ ଛିଡା ଅଟକି ରହିଥିଲେ। କିନ୍ତୁ ଆଗକୁ ଯାଇପାରୁନଥିଲେ।

DIG Pressmeet
ପ୍ରେସମିଟ୍‌ କଲେ କିନ୍ତୁ ମନ୍ତ୍ରୀଙ୍କ ନାଁ ଧରିଲେନି

ସାମ୍ବାଦିକ ସମ୍ମିଳନୀ କରି ତଦନ୍ତ ଉପରେ ଉଠାଯାଇଥିବା ବିଭିନ୍ନ ଅଭିଯୋଗ ଉପରେ ଉତ୍ତର ରଖିଛନ୍ତି। ଉଦ୍ଦେଶ୍ୟମୂଳକ ଭାବେ ତଦନ୍ତରେ ଅବହେଳା ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି ଦାୟିତ୍ୱର ସହ ସଠିକ୍ ଭାବେ ମାମଲାର ତଦନ୍ତ କରାଯାଉଛି।

Delhi Pollution
ଦିଲ୍ଲୀରେ ସପ୍ତାହେ ପାଇଁ ସ୍କୁଲ ବନ୍ଦ

ସ୍ଥିତି ସୁଧାରିବା ନେଇ କେନ୍ଦ୍ର ସରକାରଙ୍କ ପଦକ୍ଷେପ ସଂପର୍କରେ ଜାଣିବାକୁ ଚାହିଁଛନ୍ତି କୋର୍ଟ। ଦୁଇ ଦିନ ପାଇଁ ଲକଡାଉନ ଘୋଷଣା ଦ୍ୱାରା ସ୍ଥିତି ସୁଧୁରିପାରିବ କି ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି। 

BJD Pressmeet
ଭକ୍ତ ଦାସଙ୍କୁ ଜବାବ ମାଗିଲେ ସସ୍ମିତ: କ୍ରାନ୍ତି କିଏ ?

ମମିତା ହତ୍ୟା ମାମଲାକୁ ନେଇ କଂଗ୍ରେସର ବରିଷ୍ଠ ନେତା ଭକ୍ତ ଚରଣ ଦାସ କହିଛନ୍ତି-“ମମିତା ମେହେର ହତ୍ୟାକାଣ୍ଡର ସତ୍ୟାସତ୍ୟ ବାହାରକୁ ଆସୁ। ଘଟଣାର ତଦନ୍ତ ହାଇକୋର୍ଟର ସିଟିଂ ଜଜଙ୍କ ଦ୍ୱାରା ତଦନ୍ତ ହେଲେ ସତ୍ୟାସତ୍ୟ ପଦାକୁ ଆସିପାରିବ।

Egg Hurled Minister Vehicle
ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡ଼ି ଉପରକୁ ପୁଣି ଅଣ୍ଡାମାଡ଼

ଆଗରୁ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଟୁକୁନି ସାହୁ, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ତୁଷାରକାନ୍ତି ବେହେରା, ପଦ୍ମନାଭ ବେହେରାଙ୍କୁ ଅଣ୍ଡାମାଡ଼ ସହ କଳାପତାକା ପ୍ରଦର୍ଶନ କରାଯାଇଥିଲା।  

NCPCR Notice
କଳାହାଣ୍ଡି ଏସ୍‌ପିଙ୍କୁ NCPCRଙ୍କ ନିର୍ଦ୍ଦେଶ: ୩ ଦିନରେ ରିପୋର୍ଟ ଦିଅ

ମହାଲିଙ୍ଗ ସନସାଇନ୍‌ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ହତ୍ୟା କରାଯାଇଥିଲା। କଲେଜ ସଭାପତି ଗୋବିନ୍ଦ ସାହୁ ତାଙ୍କ କାର୍‌ ଭିତରେ ତାଙ୍କୁ ହତ୍ୟା କରିଥିଲେ। ନିଜର ପରକୀୟା ପ୍ରୀତି ପ୍ରଘଟ ହୋଇଯିବା ଆଶଙ୍କାରେ ମମିତାଙ୍କୁ ଗୋବିନ୍ଦ ହତ୍ୟା କରି ପୋଡ଼ି ଦେଇଥିଲା।

Congress Hartal
ହାଇକୋର୍ଟଙ୍କ ନିର୍ଦ୍ଦେଶନାମା ପଛରେ ବିଜେଡି ରଚିଛି ଷଡଯନ୍ତ୍ର: ବିଜେପି

ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ କଂଗ୍ରେସର ୬ ଘଣ୍ଟିଆ ବନ୍ଦ ଡାକରା ହରତାଳରେ ପରିଣତ ହୋଇଥିଲା। ଆଉ ଏହା ପଛରେ ସରକାରୀ ଦଳର ଚକ୍ରାନ୍ତକୁ ସାମ୍ନାକୁ ଆଣିଛନ୍ତି ବିରୋଧୀ କଂଗ୍ରେସ ଓ ବିଜେପି।

top mao leader arrested
ପୋଲିସ ହାତରେ ଧରାପଡ଼ିଲେ ଲାଲ୍‌ଇଲାକାର କୁଖ୍ୟାତ ମାଓ ଦମ୍ପତି

୨୦୦୬ରେ ଗିରଫ ହୋଇ ରାଉରକେଲା ଜେଲରେ ଥିଲେ ସିଲା ମାରାଣ୍ଡି। ୨୦୧୬ରେ ସିଲାଙ୍କୁ ରାଉରକେଲା ଜେଲରୁ ମୁକ୍ତ କରାଯାଇଥିଲା।

Pak vs Aus
ପାକିସ୍ତାନର ବିଶ୍ୱକପ୍ ଆଶା ଧୂଳିସାତ୍; ଫାଇନାଲରେ ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ ମୁକାବିଲା

ଅଷ୍ଟ୍ରେଲିଆର ମାଥ୍ୟୁ ୱିଡେ୍ ୧୯ ଓଭର୍‌ରେ ଲଗାତର ୩ଟି ଛକ୍କା ମାରି ଦଳକୁ ଜିତାଇଛନ୍ତି। ଆଜିର ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୨୪ ବଲ୍‌ରେ ୫୦ ରନ୍‌ର ଆବଶ୍ୟକତା ଥିଲା। ମ୍ୟାଚ୍ ପାକିସ୍ତାନ ପଟକୁ ଯାଉଥିବାର ଦେଖିବାକୁ ମିଳିଥିଲା।

Deputy Manager suspended
ଚାକିରିରୁ ନିଲମ୍ବିତ ହେଲେ କୁବେର ଡେପୁଟୀ ମ୍ୟାନେଜର

ଗିରଫ ପୋଲିସ୍ ହାଉସିଂ କର୍ପୋରେସନର ଡେପୁଟି ମ୍ୟାନେଜର ପ୍ରତାପ ସାମଲ ଓ ତାଙ୍କ ପତ୍ନୀ ସସ୍ମିତା ସାମଲ୍। ୨୦୦୩ରେ ନିର୍ମିତ ଫିଲ୍ମ ନାରୀ ଆଖିରେ ନିଆଁ ଓ ୨୦୦୫ର ବାଜି ଫିଲ୍ମରେ ଟଙ୍କା ଲଗାଇଥିଲେ ପ୍ରତାପଙ୍କ ପତ୍ନୀ ସସ୍ମିତା ସାମଲ।

BJD Pressmeet
ବିଜେପି ସହ ହାତ ମିଳାଇଛି କଂଗ୍ରେସ: ବିଜେଡି

ଧର୍ମଘଟ ଡାକରା ପୂର୍ବରୁ ରାଜଭବନ ଆଗରେ ୨ ଦିନିଆ ଅହୋରାତ୍ର ଧାରଣା ଦେଇଥିବା ଯୁବ କଂଗ୍ରେସ ମମିତା ମାମଲାକୁ ଧରି ଦିଲ୍ଲୀ ଦରବାରରେ ପହଞ୍ଚିଛି। ମାମଲାରେ ଯେହେତୁ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସଂପୃକ୍ତି ଅଭିଯୋଗ ଉଠୁଛି, ତେଣୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ ବହିଷ୍କାର ଦାବି କରିଛି...

ପୋଲିସ ଇନ୍ସପେକ୍ଟର ଯୁବକଙ୍କୁ ଉଠାଉଥିବା ବେଳର ଦୃଶ୍ୟ
ଚେତାଶୂନ୍ୟ ଯୁବକଙ୍କୁ ବୋହି ନେଇଗଲେ ପୋଲିସ ମ୍ୟାଡାମ୍

ରାଜେଶ୍ୱରୀଙ୍କ ଏଭଳି କାର୍ଯ୍ୟର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି। ତେବେ ରାଜେଶ୍ୱରୀଙ୍କ ମହତ କାର୍ଯ୍ୟକୁ ସୋସିଆଲ ମିଡିଆରେ ପ୍ରବଳ ପ୍ରଶଂସା କରାଯାଇଛି।    

Rainfall Alert
ଲଘୁଚାପ ସକ୍ରିୟ: ୧୬ ଯାଏଁ ବର୍ଷିବ !

ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୬ ତାରିଖ ଯାଏଁ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। 

High court
ଓଡ଼ିଶା ବନ୍ଦ ଡ଼ାକରାକୁ ନେଇ ଗୁରୁତ୍ୱପୂର୍ଣ୍ଣ ରାୟ ଦେଲେ ହାଇକୋର୍ଟ

ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ମମିତାଙ୍କୁ ନ୍ୟାୟ ଦାବିରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ ଦିନ ୧୨ଟା ଯାଏ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଛି ।ତେବେ ବନ୍ଦକୁ ନେଇ ହାଇକୋର୍ଟ ଦେଇଛନ୍ତି ଏମିତି ଆଦେଶ।

Low Pressure in Bay of Bengal
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୧୧ରେ ଛୁଇଁବ ଉପକୂଳ

ରାଜ୍ୟରେ ଧୀରେଧୀରେ ବଢ଼ିଲାଣି ଥଣ୍ଡା। ଗତ ୨୪ ଘଣ୍ଟା ଭିତରେ ୭ ସହରରେ ୧୫ ଡିଗ୍ରୀ ତଳେ ରହିଛି। ସର୍ବନିମ୍ନ ତାପମାତ୍ରା ୧୦ ଡ଼ିଗ୍ରୀ ସହ ଦାରିଙ୍ଗବାଡି ଓଡିଶାର ଥଣ୍ଡା ସହର ପାଲଟିଛି।

କଂଗ୍ରେସର ସାମ୍ବାଦିକ ସମ୍ମିଳନୀ
ତ୍ରାହି ତ୍ରାହି ଡ଼ାକିଲେଣି ଓଡିଶାବାସୀ, ଶଙ୍ଖାସୁରଙ୍କୁ ଜଗନ୍ନାଥ ବଧ କରିବେ: କଂଗ୍ରେସ

ଅପରାଧୀମାନେ ଶଙ୍ଖର ଖୋଳପା ଭିତରେ ଏଭଳି ପଶିଯାଉଛନ୍ତି, ତାଙ୍କର ଭୟରେ ଓଡ଼ିଶାବାସୀ ତ୍ରାହି ତ୍ରାହି ଡାକିଲେଣି। ଆମ ସମସ୍ତଙ୍କ ଡାକ ଆରାଧ୍ୟା ଦେବତା ଜଗନ୍ନାଥ ଶୁଣିବେ।

vigilance raid at OPHWC deputy manager House
ଭିଜିଲାନ୍ସ ଭୟରେ ବାବୁ ଫିଙ୍ଗିଦେଲେ ଟଙ୍କା ପେଟି !

ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ବାସଭବନ ସମେତ ୧୨ଟି ଜାଗାରେ ଏକକାଳୀନ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍। ରାଜଧାନୀ ଉପକଣ୍ଠ ଗୋଠପାଟଣାରେ ଏକ ୫ ମହଲା କୋଠା ଓ IRC ଭିଲେଜର ଏନ୍-୬ରେ ଆଉ ଏକ ୪ ମହଲା କୋଠାର ସନ୍ଧାନ ମିଳିଛି।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।