• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

ମୃତ୍ୟୁ ବେଳର ଦୃଶ୍ୟ ସିସିଟିଭିରେ କଏଦ
ଦୁଇ ଭାଇଙ୍କ ମୃତ୍ୟୁ ବେଳର ଦୃଶ୍ୟ ସିସିଟିଭିରେ କଏଦ

ଦୁଇ ଭାଇ ଖୁସିରେ ଜଣକ ସହିତ କଥା ହେଉଥିଲେ କିନ୍ତୁ ଜାଣିନଥିଲେ, ମୃତ୍ୟୁ ତାଙ୍କ ପଛପଟେ ହିଁ ଅପେକ୍ଷା କରିଛି। ଦୁଇ ଜଣଙ୍କ ମୃତ୍ୟୁ ପରେ ଏହି ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

Naveen Jagan Meet
'ସୀମା ବିବାଦ' ପ୍ରସଙ୍ଗ ଉଠାଇବା ପାଇଁ ନବୀନଙ୍କୁ ବଡ଼ ସୁଯୋଗ !

ଓଡ଼ିଶାରୁ ଜମିର ଆବଶ୍ୟକତା, ବିସ୍ଥାପିତଙ୍କୁ ଥଇଥାନ ବ୍ୟବସ୍ଥା ଏବଂ ପ୍ରକଳ୍ପ ହେଲେ ଉପୁଜିବାକୁ ଥିବା ସମସ୍ୟାର କିଭଳି ସମାଧାନ ହୋଇପାରିବ, ସେ ନେଇ ଜଗନ ପ୍ରସ୍ତାବ ରଖିପାରନ୍ତି ବୋଲି ଚର୍ଚ୍ଚା ହେଉଛି।

cold wave Alert
ରାଜ୍ୟରେ ଖସୁଛି ପାରଦ, ବଢୁଛି ଥଣ୍ଡା

ସୁନ୍ଦରଗଡ଼ର କୋଇଡ଼ାରେ ଘନ କୁହୁଡ଼ିର ଆସ୍ତରଣ ଦେଖାଦେଇଛି। ଘନ କୁହୁଡ଼ି ସାଙ୍ଗକୁ କୋଇଡ଼ାରେ ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ବଣାଇରେ ମଧ୍ୟ ଘନ କୁହୁଡ଼ି ଦେଖାଦେଇଛି। ପାଖକୁ ପାଖ ଦେଖାଯାଉନି।

fire at Hospital
ହସ୍ପିଟାଲରେ ନିଆଁ ଲାଗି ୪ ଶିଶୁ ମୃତ

୪ ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ବାକି ୩୬ ଶିଶୁଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ଏସ୍ଏନସିୟୁ ଓ୍ୱାର୍ଡରେ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।

Naveen-Jagan Meet
ନବୀନ-ଜଗନ ବୈଠକରେ ଉଠିବ କି ବିବାଦୀୟ କୋଟିଆ ପ୍ରସଙ୍ଗ ?

କାଲି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ୱାଇ. ଏସ୍. ଜଗନ ମୋହନ ରେଡ୍ଡି ଓଡ଼ିଶା ଆସୁଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କାର୍ଯ୍ୟକ୍ରମ ରହିଛି। ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ ଆଲୋଚନା ବେଳେ ସୀମା ବିବାଦ, ବିଶେଷକରି କୋଟିଆ ପ୍ରସଙ୍ଗ ଉଠୁ ବୋଲି ଦାବି ଜୋର ଧରିଛି।

କଂଗ୍ରେସ ମୁଖପାତ୍ର ନିଶିକାନ୍ତ ମିଶ୍ର
ଏଠି ଦୋଷୀ ଦଣ୍ଡ ପାଆନ୍ତି ନାହିଁ: କଂଗ୍ରେସ

ଆଜି ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀଙ୍କ ସହ ମଞ୍ଚରେ ଦିବ୍ୟଶଙ୍କର ରହିବାକୁ କଂଗ୍ରେସ ନେତା ଦେବାଶିଷ ପଟ୍ଟନାୟକ ତୀବ୍ର ଭର୍ତ୍ସନା କରିଛନ୍ତି। ସରକାରଙ୍କ ଔଦ୍ଧତ୍ୟ ବଢ଼ି ଯାଇଥିବା ସେ କହିଛନ୍ତି।

Uphaar tragedy
ପ୍ରମାଣ ନଷ୍ଟ କରିଥିଲେ, ୭ ବର୍ଷ ଜେଲ ଦଣ୍ଡ

ଦିଲ୍ଲୀର ଗ୍ରୀନ୍‌ ପାର୍କ ଅଞ୍ଚଳରେ ଥିବା ଉପହାର ସିନେମା ହଲ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୫୯ ଜଣ ଲୋକଙ୍କ ପ୍ରାଣହାନୀ ହୋଇଥିଲା। ୧୦୦ରୁ ଉର୍ଦ୍ଧ୍ୱ ଲୋକ ଆହତ ହୋଇଥିଲେ।

opposition protest at karlamunda
ପ୍ରବଳ ବିରୋଧ: ଏସକର୍ଟ ଗାଡ଼ି ଛାଡ଼ି ବିଡିଓଙ୍କ ଗାଡ଼ିରେ ଆସିଲେ ମନ୍ତ୍ରୀ ଅରୁଣ ସାହୁ

କେସିଙ୍ଗାରେ କୃଷିମନ୍ତ୍ରୀ ଅରୁଣ ସାହୁ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟୁଥିବା ବେଳେ ପ୍ରବଳ ବିରୋଧର ସମ୍ମୁଖୀନ ହୋଇଛନ୍ତି। ବିଜେପି କର୍ମୀମାନେ ସଭାସ୍ଥଳ ଆଡ଼କୁ ଧସେଇ ପଶିବାରୁ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା।

LK Advani Birthday celebration
୯୫ ବର୍ଷରେ ପାଦ ଦେଲେ ଆଡଭାନୀ

ସମସ୍ତେ ଏକାଠି ହୋଇ ଆଜି କେକ୍ କାଟିଥିଲେ। ଆଡଭାନୀଙ୍କୁ କେକ୍ ଖୁଆଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ। ବେଶ କିଛି ସମୟ ଏକାଠି ହୋଇ ସମସ୍ତେ ଆଲୋଚନା କରିଥିଲେ।

Sudarshan Sahoo
ସୁଦର୍ଶନ ସାହୁଙ୍କୁ ପଦ୍ମ ବିଭୂଷଣ, ରଜତ କରଙ୍କୁ ପଦ୍ମଶ୍ରୀ: ସମ୍ମାନିତ କଲେ ରାଷ୍ଟ୍ରପତି

ଦେଶର ଦ୍ୱିତୀୟ ସବୋର୍ଚ୍ଚ ସିଭିଲିୟନ୍ ଆୱାର୍ଡ ପଦ୍ମ ବିଭୂଷଣରେ ୭ ଜଣଙ୍କୁ ସମ୍ମାନିତ କରାଯାଇଛି। କଳା, ବାଣିଜ୍ୟ, ସାହିତ୍ୟ, ସିନେମା, ପ୍ରଶାସନିକ ସେବାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପଦ୍ମ ସମ୍ମାନ ପ୍ରଦାନ କରାଯାଇଛିା

Live Workshop in SCB Medical
ଏଣିକି ପେଟ ଚିରା ହେବନି, ଏଣ୍ଡୋସ୍କୋପିରେ ହେବ ଅପରେସନ୍

ଓଡ଼ିଶାରେ ପ୍ରଥମଥର ପାଇଁ ଏସସିବି ମେଡିକାଲରେ ମାଗଣାରେ ଜଣେ ରୋଗୀ ଏହି ରୋଗର ଚିକିତ୍ସା କରିପାରିବେ। ଆଜି ପ୍ରଥମ ଦିନରେ ତିନିଜଣ ରୋଗୀଙ୍କର ଆକାଲିସା କାଡିଆ ଅସ୍ତ୍ରୋପଚାର କରାଯିବ ବୋଲି କୁହାଯାଇଛି।

National Executive Meeting
ବିଧାନସଭା ନିର୍ବାଚନରେ ବିଜୟୀ ହେବାକୁ ମୋଦି ଦେଲେ ଗୁରୁମନ୍ତ୍ର

ୟୁପି ସମତେ ୫ ରାଜ୍ୟ ବିଧାନସଭା ନିର୍ବାଚନରେ କେମିତି ହେବ ବାଜିମାତ୍? କେରଳ, ତାମିଲନାଡୁ, ଆନ୍ଧ୍ର, ତେଲେଙ୍ଗାନା ଓ ଓଡ଼ିଶାରେ କିଭଳି କ୍ଷମତାକୁ ଆସିବ ଦଳ? ଏ ମୁଖ୍ୟ ଦୁଇ ଚିନ୍ତନ ସହ ବିବିିଧ ରାଜନୈତିକ ପ୍ରସଙ୍ଗ ନେଇ ଆଜି ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଛି ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ।

Effective Implementation Of ‘Goonda Bill’ In Odisha
ଗୁଣ୍ଡାଙ୍କୁ ସାବାଡ୍ କରିବାକୁ କଡ଼ା ଆଇନ୍ ଆଣିବେ ରାଜ୍ୟ ସରକାର

ବିଗତ କିଛି ଦିନ ଧରି ବଢି ଚାଲିଥିବା ଗୁଣ୍ଡାଗିରି ବି ପୋଲିସ୍ ପାଇଁ ସାଜିଛି ମୁଣ୍ଡ ବିନ୍ଧାର କାରଣ। ଅଭିଯୋଗ ପ୍ରମାଣିତ ହେଲେ ଅଭିଯୁକ୍ତଙ୍କୁ ୭ରୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ ହୋଇପାରେ। ଏମିତିକି ଅପରାଧୀକୁ କୌଣସି ସରକାରୀ ଅଧିକାରୀ ସାହାଯ୍ୟ କରିଥିବା ଜଣାପଡିଲେ ଏହାକୁ ଗୁରୁତ୍ୱର...

politics on CM Tour to Kalahandi
ଦିବ୍ୟଶଙ୍କରଙ୍କ ହୋମ୍ ଗ୍ରାଉଣ୍ଡରେ ମୁହାଁମୁହିଁ ହେବେ ଶାସକ-ବିରୋଧୀ

ବିଜେଡିର ମିଶ୍ରଣ ପର୍ବରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ରଣହୁଙ୍କାର ଦେଇଛନ୍ତି। ବିରୋଧୀ ଦଳମାନେ କେବଳ ମିଛ କଥା କହୁଥିବା ଅଭିଯୋଗ ଆଣି, ଯଦି କିଛି ତଥ୍ୟ ପ୍ରମାଣ ଅଛି ତେବେ କୋର୍ଟରେ ଦେବାକୁ ସେ ଆହ୍ୱାନ ଦେଇଛନ୍ତି। ସେପଟେ ଦିବ୍ୟଶଙ୍କର ମିଶ୍ର, ଜିଲ୍ଲା ମନ୍ତ୍ରୀ ଭାବେ ମୁଖ୍ୟମନ୍ତ୍ରୀଙ୍କ ସହ...

People questioned to Assembly Speaker
ବାଚସ୍ପତି, ସାଂସଦଙ୍କୁ ଘେରିଗଲେ ଗାଁ ଲୋକେ, ବନ୍ଦ ହେଲା ଉଦ୍‌ଘାଟନ କାର୍ଯ୍ୟକ୍ରମ

ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଓ ବାଚସ୍ପତି ସୂର୍ଯ୍ୟ ପାଚ୍ରଙ୍କୁ ଘେରିଗଲେ ଗ୍ରାମବାସୀ। ଉଦଘାଟନ କରିବାକୁ ଯାଇଥିବା ବେଳେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା। ୨ ଘଣ୍ଟାରୁ ଅଧିକ ସମୟ ଧରି ବାଚସ୍ପତି ଏବଂ ସାଂସଦଙ୍କୁ ଗାଁ ଭିତରକୁ ଛାଡ଼ି ନ ଥିଲେ ଲୋକେ।

School reopen
ଦୀପାବଳି ପରେ ଖୋଲିବ ଷଷ୍ଠ, ସପ୍ତମ !

ରାଜ୍ୟରେ ଏବେ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଯାଏଁ କ୍ଲାସରୁମ୍ ପାଠପଢ଼ା ଆରମ୍ଭ ହୋଇଛି । ତେବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଅଫଲାଇନ୍ ପାଠପଢ଼ା ଗତ ଦେଢ଼ ବର୍ଷ ଧରି ବନ୍ଦ ରହିଛି ।୨୫ ଅକ୍ଟୋବରରୁ ଆରମ୍ଭ ହୋଇଛି ଅଷ୍ଟମ ଶ୍ରେଣୀ କ୍ଲାସରୁମ୍ ପାଠପଢ଼ା।

Congress Leader Bhakta Das Statement
ମମିତା ମାମଲାରେ ମନ୍ତ୍ରୀଙ୍କ ସହ ବଡ଼ବଡ଼ିଆ ବି ସାମିଲ: ଭକ୍ତ

ମମିତାଙ୍କୁ ନ୍ୟାୟ ପ୍ରଦାନ ଦାବିରେ କଳାହାଣ୍ଡି ଜିଲ୍ଲା କଂଗ୍ରେସ ପକ୍ଷରୁ ଭବାନୀପାଟଣାର ଗାନ୍ଧିଛକରେ ସଭା କରି ଏପରି ଭାବେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଭକ୍ତ। ମନ୍ତ୍ରୀଙ୍କ ତିନି ସହଯୋଗୀଙ୍କ ଫୋନ କଲ୍ ଡିଟେଲ ଯାଞ୍ଚ କରିବାକୁ ସେ ଦାବି କରିଛନ୍ତି। ମମିତାଙ୍କୁ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଲଢେଇ...

Minister Dibya Shankar Mishra intercepted by BJP Yuva Morcha member
ସହର ମଝିରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଇସ୍ତଫା ମାଗିଲେ ଯୁବମୋର୍ଚ୍ଚା କର୍ମୀ

ମନ୍ତ୍ରୀ ଭବାନୀପାଟଣାରୁ ନିଜ ନିର୍ବାଚନ ମଣ୍ଡଳି ଜୁନାଗଡ଼ ଅଭିମୁଖେ ପୋଲିସ ଏସ୍କର୍ଟରେ ଯାଉଥିଲେ। ଏହି ସମୟରେ ପହଞ୍ଚି ଯାଇଥିଲେ ଦୀପଜ୍ୟୋତି। ମମିତା ହତ୍ୟାକାଣ୍ଡର ୨୩ ଦିନ ପରେ କାହିଁକି ବାହାରିଲେ ବୋଲି ପ୍ରଶ୍ନ କରିବା ସହ ଇସ୍ତଫା ଦାବି କରିଥିଲେ। ଯାହାର ଏକ ଭିଡ଼ିଓ ଏବେ ଭାଇରାଲ୍ ହୋଇଛି। 

Distribution of Health Smart card
କୁଚିଣ୍ଡାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନୂଆ ସ୍ମାର୍ଟକାର୍ଡ ବଣ୍ଟନ

ଆଜି ସମ୍ବଲପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I କୁଚିଣ୍ଡାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ନୁଆ ସ୍ମାର୍ଟକାର୍ଡ ବଣ୍ଟନ I ବିଭିନ୍ନ ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ ସହ ଶୁଭାରମ୍ଭ I ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦେଖି ବଢ଼ାଇ ଦିଆଯାଇଛି ସୁରକ୍ଷା ବ୍ୟବସ୍ଥା।

Distribution of BSKY Card
ନବୀନ କହିଲେ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବ୍ୟବସ୍ଥାରେ ସାରା ଦେଶରେ ଓଡ଼ିଶା ପ୍ରଥମ

କୁଚିଣ୍ଡାରେ BSKY ସ୍ମାର୍ଟ କାର୍ଡ ବାଣ୍ଟିବା ବେଳେ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣ ରଖିଛନ୍ତି। ରାଜ୍ୟର ସାଢ଼େ ୩ କୋଟି ଲୋକ BSKY ଦ୍ୱାରା ଉପକୃତ ହେବେ ବୋଲି କହିଛନ୍ତି।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।