• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Berhampur's Wooden Table
ଦୋଷୀକୁ ଧରାଇଲା କାଠ ଟେବୁଲ

ପ୍ରତ୍ୟକ୍ଷ ସାକ୍ଷୀ ନଥାଇ ବି ପାରିପାର୍ଶିକ ପ୍ରମାଣକୁ ଆଧାର କରି ଅପରାଧୀକୁ ଦୋଷୀ ସାବ୍ୟସ୍ତ କରିହେବ। ବ୍ରହ୍ମପୁର ଟ୍ରଂକ୍ ହତ୍ୟାକାଣ୍ଡ ଏଭଳି ଏକ ବିରଳ ମାମଲା ହୋଇଥିବାରୁ INDIAN  EVIDENCE ACTରେ ଏହା ସ୍ଥାନ ପାଇବା ସହ ଆଇନ୍ ଛାତ୍ରଛାତ୍ରୀଙ୍କ ପାଠ୍ୟକ୍ରମରେ ବି ସାମିଲ କରାଯାଇଛି।

Lalitendu and Pinaki
ମଞ୍ଚ ଉପରେ ବିଧାୟକ ଓ ସାଂସଦ ଆରୋପ ପ୍ରତ୍ୟାରୋପ

ପୁରୀ ଜିଲ୍ଲା ବ୍ରହ୍ମଗିରିରେ ଆଜି ସ୍ମାର୍ଟ କାର୍ଡ ବାଣ୍ଟିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ଆୟୋଜିତ ସଭାରେ ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ପିନାକୀ ମିଶ୍ର ଯୋଗଦେଇଥିଲେ।

PCC President  Niranjan Pattnaik
ସଭାପତି ଥିବା ଯାଏଁ କଂଗ୍ରେସକୁ ଦୁର୍ବଳ ହେବାକୁ ଦେବି ନାହିଁ: ନିରଞ୍ଜନ

ଗତ ୩ ତାରିଖରେ କିଛି କଂଗ୍ରେସ କର୍ମୀ ଭୁବନେଶ୍ୱର ସ୍ଥିତ ମାଷ୍ଟରକ୍ୟାଣ୍ଟିନ୍‌ରେ ଥିବା କାର୍ଯ୍ୟାଳୟକୁ ଆସିଥିଲେ। ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକଙ୍କୁ ହଟାଇବାକୁ ନାରାବାଜି ଦେଇଥିଲେ। ଗୋଟିଏ ପଟେ ପିପିଲି ଉପନିର୍ବାଚନରେ କଂଗ୍ରେସ ଶୋଚନୀୟ ପରାଜୟ, ଅନ୍ୟପଟେ ମୁଖିଆଙ୍କୁ ହଟାଇବା ଦାବିରେ ଅସନ୍ତୁଷ୍ଟ କଂଗ୍ରେସ କର୍ମୀ ହୋହଲ୍ଲା କରିଥିଲେ। 

Cyclone in Odisha
ଦଶହରା ବେଳକୁ ଆସିବ ବାତ୍ୟା !

ବାତ୍ୟା ହେବା ନେଇ ବିଭିନ୍ନ ମଡେଲ୍ ସଙ୍କେତ ଦେଉଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଶକ ଶରତ ସାହୁ ମଧ୍ୟ କହିଛନ୍ତି ବାତ୍ୟା ଆସିବାର ସମ୍ଭାବନା ରହିଛି। ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ବାତ୍ୟା କିମ୍ବା ସିଭିୟର୍ ସାଇକ୍ଲୋନର ରୂପ ନେଇପାରେ। ସମ୍ଭାବ୍ୟ ବାତ୍ୟା ୧୫ରୁ...

Gst raid
GST ଫାଙ୍କିଥିଲେ ! ଏବେ ୨୨ ଲକ୍ଷ ତଣ୍ଡ ଗଣିବେ

ସୁନା ଓ ରୁପା କିଣାବିକାରେ ହୋଇଥିବା ହେରଫେର୍‌  ଅଭିଯୋଗରେ ଗତ ୪ ତାରିଖରେ ରାଜ୍ୟରେ ୧୨ଟି ସହରରେ ଚଢ଼ଉ କରିଥିଲା ଜିଏସ୍‌ଟି ଏନଫୋର୍ସମେଣ୍ଟ ସ୍କ୍ୱାଡ୍‌। ଏଥିରେ ଜୟପୁରର ମୟୂରୀ ଜୁଏଲର୍ସ ରହିଥିଲା। ଜିଏସଟି  ବିଭାଗ ଜୁଏଲର୍ସରେ ଚଢ଼ଉ ବେଳେ ୬୯୦ ଗ୍ରାମ ସୁନା ଓ ୧୧୩୨୯ ଗ୍ରାମ ରୁପା...

Drowned in seabeach
ପୁରୀ ସମୁଦ୍ରରେ ଭାସିଗଲେ ୩ ପର୍ଯ୍ୟଟକ

ଭଦ୍ରକ ଜିଲ୍ଲାର ରାହେଶ କୁମାର ସିଂ, ଅନୁଗୋଳର ଓମ୍‌ ପ୍ରକାଶ ଯାଦବ ଓ ସହିଦ ଅନୱର ଶ୍ରୀକ୍ଷେତ୍ର ଯାଇଥିଲେ। ସେମାନେ ଲାଇଟ୍‌ ହାଉସ୍‌ ବେଳାଭୂମିରେ ଗାଧୋଉଥିଲେ। ଏହି ସମୟରେ ଆସିଥିବା ବଡ଼ ଲହଡିରେ ସେମାନେ ଭାସିଯାଇଥିଲେ। ଚିତ୍କାର ଶୁଣି ଉଦ୍ଧାର ପାଇଁ ଯାଇଥିଲେ ଲାଇଫଗାର୍ଡ।

Arrest during cruise Party
କ୍ରୁଜ୍ ବୁଲିବାକୁ ଯାଇଥିଲେ ରାଉରକେଲାର ୩୭ ଯୁବକ

କ୍ରୁଜ୍ ଡ୍ରଗ୍ସ ଲିଙ୍କରେ ବର୍ତ୍ତମାନ ସୁଦ୍ଧା ଗିରଫଦାରୀ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ସେପଟେ ଆଜି ରିମାଣ୍ଡ ଅବଧି ସରିବା ପରେ ସ୍ୱତନ୍ତ୍ର କୋର୍ଟରେ ଆର୍ୟନଙ୍କୁ ହାଜର କରିଛି ଏନ୍‌ସିବି। ମିଳିଥିବା ଖବର ଅନୁସାରେ ଅକ୍ଟୋବର ୧୧ ଯାଏ ଆର୍ୟନଙ୍କୁ ରିମାଣ୍ଡରେ ନେବାକୁ ଆବେଦନ କରିଛି ଏନସିବି।

BJP Leader Jayram Pangi
ବିଜେପି ଛାଡ଼ିବେ କି ବରିଷ୍ଠ ନେତା ଜୟରାମ ପାଙ୍ଗି ?

ଜୟରାମ ପାଙ୍ଗି କୋରାପୁଟ ଏବଂ ଦକ୍ଷିଣ ଓଡ଼ିଶାର ଜଣେ ବରିଷ୍ଠ ଓ ଟାଣୁଆ ନେତା। ବିଜେଡିରୁ ସାଂସଦ ଏବଂ ପରେ ଗତ ନିର୍ବାଚନରେ ସେ ବିଜେପିରେ ସାମିଲ ହୋଇଥିଲେ।  

Health Director Vijay Mohapatra
ନଭେମ୍ବର ଯାଏଁ ସତର୍କ ରୁହ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଜିଲ୍ଲାଓ୍ୱାରୀ ସ୍ଥିତି ଦେଖି ପଦକ୍ଷେପ ନେବାକୁ ଜିଲ୍ଲାଗୁଡ଼ିକୁ କୁହାଯାଇଛି। ଅଧିକ କାଶ, ସରଦି ରହେ, କରୋନାକୁ ବଢ଼ାଇପାରେ। ତେଣୁ ଭିଡ଼ କମାଇ ଆମେ ଏହାକୁ ନିୟନ୍ତ୍ରଣ କରିପାରିବା ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

ସ୍ଥାନାନ୍ତରିତ ହୋଇତିବା ରୁପା ବାକ୍ସ
ଟ୍ରେଜେରୀ ଗଲା ୫ କୁଇଣ୍ଟାଲ ରୁପା

ଆସନ୍ତାବର୍ଷ ରଥଯାତ୍ରାବେଳେ କଳାହାଟ ଦ୍ୱାର ରୁପା ଛାଉଣୀ ହେବ। ଏଣୁ ଏତେଦିନ ପର୍ଯ୍ୟନ୍ତ ନିଳାଦ୍ରୀ ଭକ୍ତ ନିବାସରେ ରୁପାକୁ ସୁରକ୍ଷିତ ରଖିବା ସମ୍ଭବ ହେଉନଥିବାରୁ ଏହାକୁ କୋଷାଗାରକୁ ନିଆଯିବାକୁ ନିଷ୍ପତ୍ତି ହୋଇଥିଲା।

Door step Vaccination
ଘରେ ରହି କରୋନା ଟିକା ନେବେ ଶାରିରୀକ ଅକ୍ଷମ ବ୍ୟକ୍ତି

ମୋବାଇଲ ଟିମ୍ ଘରକୁ ଯାଇ ଟିକା ଦେବେ। କେନ୍ଦ୍ରକୁ ଯାଇ ଟିକାନେବାକୁ ଅକ୍ଷମ ବ୍ୟକ୍ତିଙ୍କ ତାଲିକା ପ୍ରସ୍ତୁତ ଲାଗି ନିର୍ଦ୍ଦେଶ ଦିଆଯାଇଛି। ଆଜି ସନ୍ଧ୍ୟା ସୁଦ୍ଧା ତାଲିକା ଦେବାକୁ ଜିଲ୍ଲାପାଳମାନଙ୍କୁ ଚିଠି ଦିଆଯାଇଛି। ଭିନ୍ନକ୍ଷମ ଓ ଚଲାବୁଲା କରିପାରୁନଥିବା ଲୋକଙ୍କୁ ଘରେ କୋଭିଡ ଟିକା ଦିଆଯିବା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ...

Guidelines Of Durga Puja
ବ୍ରହ୍ମପୁରରେ ପୂଜା କଟକଣା: ମାଆଙ୍କ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ

ପୂଜା ମଣ୍ଡପରେ କୋଭିଡ୍ ନିୟମାବଳୀ ଭଙ୍ଗ ହେଲେ ପୂଜା କମିଟି ଦାୟୀ ରହିବ ବୋଲି ମହାନଗର ନିଗମ ପକ୍ଷରୁ କୁହାଯାଇଛି। କେବଳ ଏତିକି ନୁହେଁ, ଏଥର ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରେ ନବରାତ୍ରି ଦାଣ୍ଡିଆ ପାଳନକୁ ସଂପୂର୍ଣ୍ଣ ଭାବେ ମନା କରାଯାଇଛି।

Maa Biraja Ratha Jatra
କୋଭିଡ୍ କଟକଣାରେ ଗଡିବ ମା' ବିରଜାଙ୍କ ରଥ

ପ୍ରତ୍ୟେକ ଦିନ ଅପରାହ୍ନ ୨ଟାରୁ ସକାଳ ୫ଟା ପର୍ଯ୍ୟନ୍ତ କଟକଣା ଜାରି ରହିବ। ସକାଳ ୫ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁମାନେ ଦର୍ଶନ କରିପାରିବେ, କିନ୍ତୁ ରଥକୁ ଦୂରରୁ ଦର୍ଶନ କରିବେ। ରଥ ଉପରେ ଭୋଗ ଅର୍ପଣ ପାଇଁ ଭକ୍ତମାନଙ୍କୁ ଅନୁମତି ମିଳିବ ନାହିଁ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

Covid19
ଦିନକରେ ୪୫୩ କରୋନା ଆକ୍ରାନ୍ତ ଚିହ୍ନଟ, ୩ ମୃତ

ରାଜ୍ୟରେ ୨୪ ଘଣ୍ଟାରେ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ୱରରୁ ଜଣେ ୫୬ ବର୍ଷୀୟା ମହିଳାଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲ୍ଲାର ଜଣେ ୭୨ ବର୍ଷ ଓ ଜଣେ ୪୫ ବର୍ଷ ପୁରୁଷଙ୍କ ମୃତ୍ୟୁ ହୋଇଛି।

Mahanadi Tragedy
କୂଳ ଭାବି ଭିତରକୁ ଗଲେ କିନ୍ତୁ କରେଣ୍ଟ ଟାଣିନେଲା !

ପାଣି ସ୍ଥିର ଥାଇବି କୂଳରେ ଗାଧୋଇବା ବେଳେ ଏଭଳି ବଡ଼ ଅଘଟଣ କାହିଁକି ଘଟିଲା? ଉଦ୍ଧାର କରିବାରେ କାହିଁକି ବିଳମ୍ବ ହେଲା? ଏସବୁ ପ୍ରଶ୍ନ ମନରେ ଉଙ୍କି ମାରୁଥିବା ବେଳେ ଏଠାକାର ସ୍ଥାନୀୟ ମତ୍ସ୍ୟଜୀବୀ ଓ ସ୍କୁବା ଡ୍ରାଇଭର ଆଶ୍ଚର୍ଯ୍ୟକର କଥା କହିଛନ୍ତି।

Social Media
ଅଚଳ ପରେ ସ୍ୱାଭାବିକ ହେଲା ଫେସବୁକ୍, ହ୍ୱାଟ୍ସଆପ୍

୬ ଘଣ୍ଟାରୁ ଅଧିକ ସମୟ ଧରି ୟୁଜର୍ସଙ୍କ ମଧ୍ୟରୁ ନା କେହି ମେସେଜ୍ ପଠାଇ ପାରୁଥିଲେ ନା କୌଣସି ୟୁଜର୍ସଙ୍କ ପାଖକୁ ମେସେଜ ଆସିପାରୁଥିଲା। ଭାରତ, ଆମେରିକା ସମେତ ବିଶ୍ୱର ବହୁ ଦେଶରେ ଏଭଳି ସର୍ଭର ଡାଉନ୍ ହୋଇ ପଡିଥିଲା।

Vaccine by Drone
ଡ୍ରୋନରେ ପହଞ୍ଚିଲା କରୋନା ଟିକା

ସ୍ୱାସ୍ଥ୍ୟ କ୍ଷେତ୍ରରେ ଅନ୍ତ୍ୟୋଦୟ ଆଣିବା ପାଇଁ ଦେଶର ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟରେ ସ୍ୱାସ୍ଥ୍ୟସେବା ପହଁଚାଇବାର ଅଙ୍ଗୀକାର ବଦ୍ଧତାକୁ ଦୃଷ୍ଟିରେ ରଖି ଉତ୍ତର ପୂର୍ବାଂଚଳରେ ଆଇ ଡ୍ରୋନ୍ ବ୍ୟବସ୍ଥାର ଶୁଭାରମ୍ଭ ହୋଇଛି।

କୁଖ୍ୟାତ ଚୋର ହେମନ୍ତ ଦାସ
ସନ୍ନ୍ୟାସ ନେଲେ ଓଡ଼ିଶାର ମୋଷ୍ଟ ୱାଣ୍ଟେଡ୍ ଚୋର !

୮୦ ଦଶକରୁ ଚୋରି ବିଦ୍ୟାକୁ ଆପଣାଇ ନେଇଥିଲା ହେମନ୍ତ। ୧୯୮୬ ମସିହାର କଥା। ବିଜେବି କଲେଜରେ ପ୍ଲସ ଥ୍ରୀ ପଢୁଥିବାବେଳେ ଏକ ଗଣ୍ଡଗୋଳ ମାମଲାରେ ଯାଇଥିଲା ଜେଲ୍। ଜେଲ୍ ଜୀବନ ଭିତରେ ଜଣେ ଦୁର୍ଦ୍ଦାନ୍ତ ଚୋରକୁ ସେ ବନାଇଥିଲା ଗୁରୁ। 

petrol hike
ଆଦିବାସୀ ଇଲାକାରେ ପେଟ୍ରୋଲ୍ ଏବେ ଅମୂଲ ମୂଲ

କରୋନା ମହାମାରୀ ଯୋଗୁଁ ଏମିତିକା ଗଲା ଦେଢ଼ବର୍ଷ ହେଲା ଲକଡାଉନ୍-ସଟଡାଉନ୍ ଯନ୍ତ୍ରଣା ଭିତରେ ରୋଜଗାର କମୁଥିବାବେଳେ, ମହଙ୍ଗା ତେଲ ମାଡ଼ ଯେମିତି ଜନତାଙ୍କୁ ଆକ୍ତାମାକ୍ତା କରିଦେଲାଣି।

3 missing after being swept away in Mahanadi River while taking bath
ମହାନଦୀରେ ଭାସିଗଲେ ଗୋଟିଏ ପରିବାରର ୩ ସଦସ୍ୟ

ପରିବାର ବୁଲିବାକୁ ଆସି ଅପରାହ୍ନରେ ଏହି ନଦୀକୂଳରେ ଗଧୋଉଥିଲେ। ସେ ଅନ୍ୟଦିନରେ ଏଠାକୁ ଆସନ୍ତି ନାହିଁ। ଆଜି ଗାଧୋଇବା ପାଇଁ ବାପ, ପୁଅ, ଝିଅ ଏଠାକୁ ଆସିଥିଲେ। ହେଲେ କୌଣସି କାରଣରୁ ଭାସି ଯାଇଥିଲେ।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।