• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Badbil ITI college
ବ୍ୟାନର୍‌ ପାଇଁ ଗଲା ଜୀବନ !

ଉପରେ ଚଢିଥିବା ଛାତ୍ର ସରୋଜ ଘଣା ତଳେ ପଡି ଯାଇଥିଲେ। ଅନ୍ୟ ଜଣେ ବି ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ପ୍ରଥମେ ଦୁଇ ଜଣଙ୍କୁ ବଡ଼ବିଲ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣା ଯାଇଥିଲା। ପରେ ବଡ଼ବିଲରୁ ଯୋଡା ଟିସ୍କୋ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।

Marriage celebration
ବାହାଘର, ଶୁଦ୍ଧିକାର୍ଯ୍ୟରେ ୫୦ ଜଣଙ୍କୁ ଅନୁମତି

ଶୀତ ଋତୁ ଆସୁଥିବାରୁ କୋଭିଡ଼ କଟକଣା କଡ଼ା କଲା ବିଏମ୍‌ସି। ବାହାଘର, ବ୍ରତଘର, ଶୁଦ୍ଧିକାର୍ଯ୍ୟରେ ଲୋକସଂଖ୍ୟା ଉପରେ କଟକଣା ଜାରି ହୋଇଛି। ଏଣିକି ଏଭଳି ସାମାଜିକ କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି ମିଳିବ।

ପୋଲିସ ହେପାଜତରେ ଥିବା ଚୋର ହେମନ୍ତ ଦାସ
ପୋଲିସ ହାତରେ କୁଖ୍ୟାତ ଚୋର: ୩୫ ବର୍ଷରେ ୫ଶହ ଚୋରି

ଚୋରି ଟଙ୍କାରେ ବିଭିନ୍ନ ଜାଗା ବୁଲିବା ସହ କଲଗାର୍ଲରେ ଉଡାଉଥିଲା। ବିଜେବି କଲେଜରେ ପଢ଼ିବା ବେଳେ ଗଣ୍ଡଗୋଳ କରି ଜେଲ୍ ଯାଇଥିଲା। ଜେଲ୍‌ରେ ଅନ୍ୟ ଜଣେ ଚୋର ସହ ମିଶି କୁଖ୍ୟାତ ଲୁଟେରା ପାଲଟି ଯାଇଥିଲା। ଏଯାଏଁ ୫ କୋଟି ଚୋରି କରିଥିଲେ ବି ମାତ୍ର ୧୪ଶହ ଆକାଉଣ୍ଟରେ ଅଛି।

Teacher
ବିଧାୟକ କରିବେ ଶିକ୍ଷକଙ୍କ ବଦଳି

ଆଗକୁ ପଞ୍ଚାୟତ ନିର୍ବାଚନ ଯେଉଁଥିରେ ଶିକ୍ଷକମାନଙ୍କର ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ। ତେଣୁ ପଞ୍ଚାୟତ ନିର୍ବାଚନ ବୈତରଣୀ ଶିକ୍ଷକଙ୍କ ଦ୍ୱାରା ପାର ହେବା ଲାଗି ଶାସକ ଦଳ ଏପରି ହୀନ ଚକ୍ରାନ୍ତ କରିଛି ବୋଲି ବିଜେପି ଓ କଂଗ୍ରେସ ଅଭିଯୋଗ ଆଣିଛନ୍ତି।

Weekly Horoscope
ସାପ୍ତାହିକ ରାଶିଫଳ, ୪ ରୁ ୧୦ ଅକ୍ଟୋବର ୨୦୨୧: ଜାଣନ୍ତୁ କାହାର ବଢିବ ଆୟ, କିଏ ରହିବ ସତର୍କ ?

ଏହି ସପ୍ତାହରେ ଆପଣ ଖର୍ଚ୍ଚ ସମୟରେ ଅଧିକ ଯତ୍ନବାନ ହେବେ। ସଂଚୟ କରିବା ନେଇ ଆପଣ ସମସ୍ୟା ଦେଖାଦେବ। ବଡ଼ ବିନିଯୋଗ କରିବା ସମୟରେ ଆପଣଙ୍କୁ ସତର୍କ ରହିବାକୁ ପଡିବ କାରଣ ସେଠାରେ ଆର୍ଥିକ କ୍ଷତି ଦେଖାଦେଇପାରେ।

Pipili Byelection Result
ପିପିଲି ଗଡ଼ ବଜାୟ ରଖିବାର ୪ କାରଣ

ପିପିଲି ଉପନିର୍ବାଚନ ଫଳ ରାଜ୍ୟ ରାଜନୀତିକୁ କେତେଦୂର ପ୍ରଭାବିତ କରିବ ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ଏହି ବିଜୟ, ବିଜେଡି ନେତା ଓ କର୍ମୀଙ୍କ ମଧ୍ୟରେ ଉତ୍ସାହ ଆଣିବା ସହିତ ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତିରେ ବୁଷ୍ଟର ଭଳି କାମ କରିବ ବୋଲି କୁହାଯାଉଛି। କଂଗ୍ରେସ ଅମାନତ ହରାଉଥିବାରୁ...

Rudra  Maharathy won Pipili Byelection
ବିଜେଡି ଜିତିଲା ପିପିଲି ବାଜି

ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲିରେ ଉପନିର୍ବାଚନର ଆବଶ୍ୟକତା ପଡ଼ିଥିଲା । କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ପ୍ରଥମେ ଏବଂ କରୋନାର ଦ୍ୱିତୀୟ ଲହର ଯୋଗୁ ଦ୍ୱିତୀୟ ଥର ଲାଗି ଉପନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା। ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ସେପ୍ଟେମ୍ବର ୩୦ରେ ଭୋଟ୍ ଗ୍ରହଣ...

 ପାହାଡ଼ ଉପରେ ନେଲେ ଟିକା
ଇଣ୍ଟରନେଟ୍‌ ନଥିବାରୁ ପାହାଡ଼ ଉପରେ ନେଲେ କରୋନା ଟିକା

ଇଣ୍ଟରନେଟ ସେବା ନଥିବାରୁ ସ୍ୱତନ୍ତ୍ର ବ୍ୟବସ୍ଥା କରିବା ପାଇଁ ଗ୍ରାମବାସୀ ଆତୁର ନିବେଦନ କରିଥିଲେ। ଶେଷରେ ପ୍ରଶାସନ ପିଢପୋଖରି ଗାଁରେ ଟିକାକରଣ ପାଇଁ ବ୍ୟବସ୍ଥା କରିଥିଲେ। ହେଲେ ଇଣ୍ଟରନେଟ ନଥିବାରୁ ଡେବରା ଡିହି ପାହାଡ଼ ଉପରେ ଟିକାକରଣ କରାଯାଇଥିଲା।

Congress workers shout slogans outside party head office
ପିସିସି ସଭାପତି ପଦରୁ ନିରଞ୍ଜନଙ୍କୁ ହଟାଇବାକୁ ନାରାବାଜି

ଜଣେ କଂଗ୍ରେସ କର୍ମୀ କହିଛନ୍ତି ଯେ ଦିନେ କଂଗ୍ରେସର ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଁ ଚାକିରି ଛାଡ଼ି ଏହି ଦଳରେ ଯୋଗ ଦେଇଥିଲି। ଏବେ ଆଉ କଂଗ୍ରେସ ଆଉ ସେଭଳି ନାହିଁ। ବର୍ତ୍ତମାନ କଂଗ୍ରେସ କିଛି ଲୋକଙ୍କ ଦ୍ୱାରା ପରିଚାଳିତ।

ଠକେଇରେ ଶିକାର ହୋଇଥିବା ଛାତ୍ରୀ ଓ ଅଭିଯୁକ୍ତ
ମଡେଲିଂ ନାଁରେ ଲୁଟ୍‌ର ଶିକାର ହେଲେ ଫ୍ୟାସନ୍ ଡିଜାଇନିଂ ଛାତ୍ରୀ

ଟଙ୍କା ନେବା ପରେ ସେ ଆଉ ଧରା ଛୁଆଁ ଦେଇନଥିଲା। ଭୁବନେଶ୍ୱର ନୟାପଲ୍ଲୀ ଥାନାରେ ଅଭିଯୋଗ କରିଛନ୍ତି ଠକାମୀର ଶିକାର ହୋଇଥିବା ଛାତ୍ରୀ।ଅଭିଯୁକ୍ତ ନାଁରେ ପୂର୍ବରୁ ସହିଦ ନଗର ଥାନାରେ ମଧ୍ୟ ଠକେଇ ମାମଲା ରହିଥିବା ପୋଲିସ କହିଛି।

Power DISCOMs To Curb Elephant Deaths
ବନ୍ୟଜନ୍ତୁ ଶିକାର ସଂପର୍କରେ ସୂଚନା ଦେଲେ ମିଳିବ ପୁରସ୍କାର

ହାତୀ ମୃତ୍ୟୁ ରୋକିବା ଅଭିଯାନରେ ସ୍ଥାନୀୟ ଲୋକଙ୍କୁ ସାମିଲ ଲାଗି ପରାମର୍ଶ ଦିଆଯାଇଛି। ସ୍ଥାନୀୟ ସୂଚନାଦାତାଙ୍କ ଲାଗି ପୁରସ୍କାର ବ୍ୟବସ୍ଥା କରିବାକୁ ପରାମର୍ଶ ସହ ବେଆଇନ୍ ବିଦ୍ୟୁତ ତାର ଟାଣି ବନ୍ୟଜନ୍ତୁ ଶିକାର ସଂପର୍କରେ ସୂଚନା ଦେଲେ ପୁରସ୍କାର ବ୍ୟବସ୍ଥା ପାଇଁ ନିଷ୍ପତ୍ତି ହୋଇଛି।

NEW +2 EXAM PATTERN
ଯୁକ୍ତ ଦୁଇରେ ଲାଗୁ ହେଲା ନୂଆ ପରୀକ୍ଷା ନୀତି

ପ୍ରଥମ ବର୍ଷର କୋର୍ସ ଦ୍ୱିତୀୟ ବର୍ଷରେ ଆସିବନାହିଁ। ସେହିପରି ଗତବର୍ଷ ଭଳି ଏବର୍ଷ ବି ୩୦ ପ୍ରତିଶତ କମ୍ ସିଲାବସ୍‌ରେ ଶିକ୍ଷାଦାନ ହେବ। ଏହି ନିଷ୍ପତ୍ତିକୁ ନେଇ ପିଲାଙ୍କ ଭିତରେ କିନ୍ତୁ ମିଶ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଛି।

State Election Commission Odisha
ଆସନ ସଂରକ୍ଷଣ ନେଇ ଗାଇଡଲାଇନ ଆସିବା ପରେ ନେତାଙ୍କ ବଢିଲା ହାର୍ଟବିଟ୍‌

ପଂଚାୟତର ଅନୁସୂଚିତ ଜାତି ଓ ଜନଜାତିଙ୍କ ସଂଖ୍ୟା ଅନୁପାତରେ ଓ୍ୱାର୍ଡ ସଂରକ୍ଷଣ ହେବ। ଠିକ୍ ସେଭଳି ବ୍ଲକ୍‌ର SC-ST ସଂଖ୍ୟା ଅନୁସାରେ ସରପଞ୍ଚ ଓ ସମିତି ସଭ୍ୟ ଏବଂ  ଜିଲ୍ଲା ଜନସଂଖ୍ୟା ଅନୁସାରେ ବ୍ଲକ ଚେୟାମ୍ୟାନ୍ ଓ ଜିଲ୍ଲା ପରିଷଦ ସଦସ୍ୟଙ୍କ ଲାଗି ସଂରକ୍ଷଣ ବ୍ୟବସ୍ଥା ଲାଗୁ ହେବ। ଏନେଇ ବିଭିନ୍ନ...

Pipili Byelection
ପିପିଲିରେ କିଏ ଜିତିବ ବାଜି, କାହାର ହେବ ହାର ?

ପ୍ରଥମେ ପୋଷ୍ଟାଲ୍ ବ୍ୟାଲଟ୍‌ର ଗଣତି ହେବ, ଏହାପରେ ଠିକ୍ ସାଢ଼େ ୮ଟାରୁ ଆରମ୍ଭ ହେବ ଇଭିଏମ୍‌ରୁ ଗଣତି। ତେବେ ଗଣତି ଶେଷରେ ଯେକୌଣସି ୫ଟି ବୁଥ୍‌ର ଭିଭିପ୍ୟାଟ୍‌କୁ ଗଣନା କରାଯିବ। ଡବଲ୍ ଡୋଜ୍ ଟିକା ନେଇ ନଥିବା ବ୍ୟକ୍ତି ହଲ୍‌ରେ ରହିପାରିବେ ନାହିଁ।

 ଅରୁଣ ତାଣ୍ଡି ଓ କୃପାସିନ୍ଧୁ ନାଗ
ଲୋକଙ୍କ ନିର୍ଧୂମ ମାଡ଼ରେ ଚେତା ହରାଇଲା ଠକ

ଗାଁ ଲୋକେ ୨ ଜଣଙ୍କୁ ଧରି ହାତ ଗୋଡ ବାନ୍ଧି ନିର୍ଧୂମ ମାଡ଼ ମାରିଥିଲେ ଗାଁ ଲୋକେ। ଅରୁଣଙ୍କ ପାଲଟା ଆକ୍ରମଣରେ ଲୋକମାନେ ବି ମାରି ରକ୍ତାକ୍ତ କରିଦେଇଥିଲେ। ଲୋକଙ୍କ ମାଡରେ ଅରୁଣ ଅଚେତ ହୋଇ ପଡିଥିଲେ।

Bank Lootera
ଝାଳନାଳ ହେବା ପରେ ମୁହଁରୁ ବାହାରିଗଲା କପଡ଼ା, ଧରାପଡ଼ିଗଲେ ଲୁଟେରା

ସୋର ଥାନା ମାଣିପୁର ବଜାରରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଶାଖାରେ ଗତ ମାସ ୨୦ ତାରିଖ ରାତିରେ ଚୋରି ଉଦ୍ୟମ ହୋଇଥିଲା। ୬ ଦୁର୍ବୃତ୍ତ ଗ୍ୟାସ୍‌ କଟର ସାହାଯ୍ୟରେ ତାଲା କାଟି ଲୁଟ୍‌ କରିଥିବା ପାଇଁ ଉଦ୍ୟମ କରିଥିଲେ। ମାତ୍ର କ୍ୟାସ୍‌ ଥିବା ଷ୍ଟ୍ରଙ୍ଗ ରୁମ୍‌ ଭାଙ୍ଗି...

Mall in Twin City
'ସପିଂ ମଲ୍‌ରେ ଭିଡ଼ ଏଡ଼ାଇବା ପାଇଁ ରହିବେ ସ୍ୱତନ୍ତ୍ର ସ୍କ୍ୱାଡ୍'

ପାର୍ବଣକୁ ଦୃଷ୍ଟିରେ ରଖି କଟକ ଓ ଭୁବନେଶ୍ୱରରେ ନାଇଟ୍ କର୍ଫ୍ୟୁ ଅବଧି ବଢ଼ା ଯାଇଛି। ଏହି ଦୁଇ ସହରରେ ଅକ୍ଟୋବର ୧୧ରୁ ୨୦ ତାରିଖ ଯାଏଁ ରାତି ୮ଟାରୁ ସକାଳ ୫ ଯାଏଁ ନାଇଟ୍ କର୍ଫ୍ୟୁ ବଳବତ୍ତର ରହିବ। ରାଜ୍ୟର ଅନ୍ୟ ସମସ୍ତ ପୌରାଞ୍ଚଳରେ ନାଇଟ୍ କର୍ଫ୍ୟୁ ପୂର୍ବଭଳି...

breaking news
ସଂକ୍ଷେପରେ ଆଜିର ତାଜା ଖବର - Saturday, 02 October 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪

Fights To Safeguard Odia Language
ଓଡ଼ିଆ ଭାଷାର ଅସ୍ତିତ୍ୱ ରକ୍ଷା ପାଇଁ ଓଡ଼ିଆଙ୍କ ଲଢେଇ

ଝାଡ଼ଖଣ୍ଡ ସରକାର ଓଡ଼ିଆକୁ ଦ୍ୱିତୀୟ ରାଜ୍ୟ ଭାଷାର ମାନ୍ୟତା ଦେଇଥିଲେ ବି, ଏ ଭାଷା ଏବେ ବିପନ୍ନ ହେବାକୁ ଯାଉଛି। ଷଢେଇକଳା ଓ ଖରସୁଆଁରେ ୧୫୦ ଓଡ଼ିଆ ସ୍କୁଲ ବନ୍ଦ ହେଲାଣି। ଗତ ୫ ବର୍ଷ ହେବ ଆଉ ଓଡ଼ିଆ ଶିକ୍ଷକଙ୍କୁ ଆଉ ନିଯୁକ୍ତି ମିଳୁନି।

Heavy Electric Bill
ଉପଭୋକ୍ତା ପାଇଁ ହାଲୁକା ହେବାର ନାହିଁ ବିଜୁଳି ଦର ବୋଝ

ଅନ୍ୟପଟେ ଉପଭୋକ୍ତାଙ୍କ ଚିନ୍ତା ବଢାଇଛି ଓଏଚପିସିର ଆଉ ଏକ ରିଭ୍ୟୁ ପିଟିସନ୍। କାହିଁକିନା ପୁନର୍ବିଚାର କରି ୟୁନିଟ୍ ପିଛା ଦର ବୃଦ୍ଧି ଲାଗି ଓଏଚପିସି କରିଥିବା ଆବେଦନକୁ ଓଇଆରସି ଗ୍ରହଣ କରିବା ସହ ଆସନ୍ତା ୨୬ ତାରିଖରୁ ଏହା ଉପରେ ଶୁଣାଣି ପାଇଁ ଧାର୍ଯ୍ୟ କରିଛନ୍ତି।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।