• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Blast in Police station
ବଡ଼ ଅଘଟଣରୁ ବଞ୍ଚାଇଦେଲା ଦଇବ !

ଗତକାଲି ବିଲମ୍ବିତ ରାତିରେ ବିସ୍ଫୋରଣରେ ଉଡ଼ି ଯାଇଛି ବଳଙ୍ଗା ପୋଲିସ୍ ଥାନା। ମାଲଖାନାରେ ଥିବା ବିସ୍ଫୋରକ ଯୋଗୁଁ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି। ସମ୍ପୂର୍ଣ୍ଣ ଥାନାର ଭିତର ଅଂଶ ଭୁଶୁଡ଼ି ପଡ଼ିଛି। ଛାତ, କାନ୍ଥ ଭୁଶୁଡ଼ି ପଡ଼ିବା ସହ ବାକି ଥିବା ଥାନାର କାନ୍ଥ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।

Rakata Tirtha Eram
ଜରାଜୀର୍ଣ୍ଣ ଅବସ୍ଥାରେ ରକ୍ତତୀର୍ଥ ଇରମ୍‌: ଭାଙ୍ଗିବାକୁ ବସିଲାଣି ୭୯ ବର୍ଷ ତଳର ଐତିହ୍ୟ ସ୍ମୃତି

ସମଗ୍ର ଓଡିଶାରେ ଏପରି କୌଣସି ସ୍ଥାନ ନାହିଁ, ଯେଉଠି ପରାଧୀନ ଭାରତର ମୁକ୍ତି କାମନା କରି ଏକ ସମୟରେ ୨୯ଜଣ ସଂଗ୍ରାମୀ ସହୀଦ ହୋଇଛନ୍ତି। ଆଉ ଏହି ସଂଗ୍ରାମୀମାନଙ୍କ ମଧ୍ୟରେ ଜଣେ ମହିଳା ସଂଗ୍ରାମୀ ମଧ୍ୟ ତାଙ୍କ ପ୍ରାଣବଳୀ ଦେଇଛନ୍ତି।

dead body Found
ଜଳପ୍ରପାତରୁ ନିଖୋଜ ଯୁବକଯୁବତୀଙ୍କ ଶବ ଉଦ୍ଧାର

ଗତ ୨୬ ତାରିଖ ଦିନ ନୂଆପଡା ଜିଲ୍ଲା ଧରମବନ୍ଧା ଥାନା ଗୋଧସ ଜଳପ୍ରପାତରେ ଡେଇଁ ନିଖୋଜ ଯୁବକ ଯୁବତୀ ନିଖୋଜ ଥିଲେ। ଉଭୟେ ଏକ ବାଇକରୁ ଓହ୍ଲାଇ ଦୁଇ ଜଣ ଜଳ ପ୍ରପାତରେ ଡେଇଁ ପଡିଥିଲେ। ଜଳପ୍ରପାତ ନିକଟରୁ ବାଇକ୍, ପୋଷାକ, ସୁଇସାଇଡ୍ ନୋଟ୍ ମିଳିଥିଲା। 

Cyclonic Circulation
ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ: ୩ ଦିନ ବର୍ଷିବ

ବାତ୍ୟା ଗୁଲାବ୍ କ୍ରମଶ ଦୁର୍ବଳ ହୋଇ ଓଡ଼ିଶା ଅତିକ୍ରିମ କରି ଛତିଶଗଡ଼ ମୁହାଁ ହୋଇଛି। ଏହା ପ୍ରଭାବରେ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। କୋରାପୁଟର ପଟାଙ୍ଗି ଅଞ୍ଚଳରେ ସର୍ବାଧିକ ୧୪୮ ମିଟର ବର୍ଷା ରେକର୍ଡ ହୋଇଛି।  

Blast in Police Station
ଥାନାରେ ଭୟଙ୍କର ବିସ୍ଫୋରଣ, ଉଡ଼ିଗଲା ଛାତ

ଥାନା ଦ୍ୱାରା ଯେଉଁ ସବୁ ବିସ୍ଫୋରକ ଜବତ କରି ମାଲଖାନାରେ ରଖାଯାଇଥିଲା। ତା କୌଣସି କାରଣବଶତଃ ବିସ୍ଫୋରଣ ହୋଇଥିଲା। ଏ ନେଇ ଖବର ପାଇବା ପରେ ପୁରୀ ଏସ୍ପି ଘଟଣା ସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି।   

emmanuel macron hit with egg
ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ସର୍ବସମ୍ମୁଖରେ ଅଣ୍ଡାମାଡ଼

ଫ୍ରାନ୍ସ ରାଷ୍ଟ୍ରପତି ଇମାନ୍ୟୁଏଲ ମାର୍କନ ଲାୟନ ସହରରେ ଅନୁଷ୍ଠିତ ରେଷ୍ଟୁରାଣ୍ଟ ଓ ହୋଟେଲ ଟ୍ରେଡ ଫେୟାରକୁ ବୁଲିବାକୁ ଯାଇଥିଲେ। ସେଠାରେ ଲୋକଙ୍କ ସମାଗମ ବିଥିଲା। ଏହି ସମୟରେ ଜଣେ ବ୍ୟକ୍ତି ତାଙ୍କ ଉପରକୁ ଅଣ୍ଡାମାଡ଼ କରିଥିଲେ। ବ୍ୟକ୍ତି ଜଣଙ୍କ ମାଡ଼ କରିଥିବା ଅଣ୍ଡା ଇମାନ୍ୟୁଏଲଙ୍କ କାନ୍ଧରେ ବାଜିଥିଲା

Indian Audience
ଷ୍ଟାଡିୟମରେ ବସି ଦର୍ଶକ ଦେଖିବେ ଟି-୨୦ ବିଶ୍ୱକପ୍ ଫାଇନାଲ!

ଟି-୨୦ ବିଶ୍ୱକପ୍ ଫାଇନାଲ୍ ନଭେମ୍ବର ୧୪ ତାରିଖରେ ଦୁବାଇ ଇଣ୍ଟରନ୍ୟାଶନାଲ୍ ଷ୍ଟାଡିୟମରେ ଖେଳାଯିବ। ବର୍ତ୍ତମାନ ୟୁଏଇରେ ମାତ୍ର ୧୦ ପ୍ରତିଶତ ଫ୍ୟାନଙ୍କୁ ଷ୍ଟାଡିୟମ ଭିତରକୁ ଯିବା ପାଇଁ ଅନୁମତି ଦିଆଯାଇଛି। ମିଡିଆ ରିପୋର୍ଟ ମୁତାବକ, ବିସିସିଆଇ ଓ ଏମିରେଟ୍ସ ବୋର୍ଡ ଫାଇନାଲରେ ବଡ଼ ସଂଖ୍ୟାରେ ଦର୍ଶକଙ୍କୁ ଡକାଇବାକୁ ଚାହାନ୍ତି।

 ଅଭିପ୍ସା ଦାସ ଦେ
ଓଡ଼ିଆ ବୋହୂ ପିନ୍ଧିଲେ ସୁନ୍ଦରୀ ମୁକୁଟ

ପୂର୍ବରୁ ସେ ଜଣେ ମେକାପ ଆଟିଷ୍ଟ ଭାବେ ବିଭିନ୍ନ ର୍କୋସ କରି ପରିଚିତ ଥିଲେ। ସେ ଇଣ୍ଟରନେଟରୁ ମଡେଲିଂ ବିଷୟରେ ଜାଣିବାକୁ ପାଇ ସେଥିପ୍ରତି ମନ ବଳାଇଥିଲେ। ଦିଲ୍ଲୀର ଏକ ହୋଟେଲରେ ଆୟୋଜିତ ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ସେ ଭାଗ ନେଇଥିଲେ।

Digital Health Card
ଏଣିକି ଡିଜିଟାଲ୍ ମୋଡ୍‌ରେ ସ୍ୱାସ୍ଥ୍ୟ ସେବା

ନ୍ୟାସନାଲ୍ ଡିଜିଟାଲ୍ ହେଲଥ୍ ମିଶନ୍ ୱେବସାଇଟ୍‌ରୁ ଓ ସ୍ପେଶାଲ୍ ଆପ୍‌କୁ ଯାଇ ହେଲ୍ଥ ଆଇଡି ଖୋଲାଯାଇପାରିବ। ନିଜର ଆଧାର କାର୍ଡ, ମୋବାଇଲ୍ ଲମ୍ବର ଓ ଠିକଣା ଦେଇ ଏହି ଆଇଡି ଖୋଲାଯିବାର ବ୍ୟବସ୍ଥା ରହିଛି। ତେବେ ବାରମ୍ବାର କେନ୍ଦ୍ର ସରକାରଙ୍କ ଅନୁରୋଧ ସତ୍ତ୍ୱେ ଓଡ଼ିଶା ଏଯାଏଁ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିନାହିଁ।...

Sero survey Report
କୋଭାକ୍ସିନ ଓ କୋଭିସିଲ୍ଡ ମଧ୍ୟରେ କେଉଁ ଭ୍ୟାକ୍ସିନ୍ ଅଧିକ ପ୍ରଭାବୀ?

ସେରୋ ସର୍ଭେରେ ରାଜ୍ୟର ୧୨ ଜିଲ୍ଲାରୁ ୬ ହଜାର ସାମ୍ପଲ ସଂଗ୍ରହ କରାଯାଇଥିଲା। ଯେଉଁଥିରେ ୭୩ ପ୍ରତିଶତ ଲୋକଙ୍କ ଶରୀରରେ ଆଣ୍ଟିବଡି ଦେଖିବାକୁ ମିଳିଛି। ସ୍ୱାସ୍ଥ୍ୟକର୍ମୀଙ୍କ ଶରୀରରେ ୯୩. ୫ ପ୍ରତିଶତ ଆଣ୍ଟିବଡ଼ି ସୃଷ୍ଟି ହୋଇଛି। ସେହିପରି ୬ରୁ ୧୦ ବର୍ଷ ବୟସର ଶିଶୁଙ୍କ ମଧ୍ୟରେ  ୭୦ ପ୍ରତିଶତ ଏବଂ...

Traffic Jam At Delhi
ଭାରତ ବନ୍ଦ ପ୍ରଭାବ: ଦିଲ୍ଲୀରେ ପ୍ରବଳ ଟ୍ରାଫିକ୍ ଜାମ

ଭାରତ ବନ୍ଦକୁ ଦେଖି ରାଜଧାନୀ ଦିଲ୍ଲୀରେ ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ସମସ୍ତ ଗାଡ଼ିକୁ ଯାଞ୍ଚ କରିବା ପରେ ହିଁ ଦିଲ୍ଲୀକୁ ପ୍ରବେଶ କରିବାକୁ ଅନୁମତି ଦିଆଯାଇଥିଲା। ଦିଲ୍ଲୀ ପୋଲିସ୍ ଓ ପାରାମିଲିଟାରୀ ଫୋର୍ସ ସୀମାରେ ମୁତୟନ କରାଯାଇଛି। 

Tushar Death Case
ଖୋଲିଲା ତୁଷାର ମୃତ୍ୟୁର ଗୁମର: ବନ୍ଧା ହେଲେ ୨ ସାଥୀ

କଟକ ମହାନଦୀ ସେତୁରୁ ନିଖୋଜ ଛାତ୍ର ତୁଷାରକାନ୍ତ ସାହୁଙ୍କ ଗାଡ଼ି ମିଳିଥିଲା। ଏହାର ୨ ଦିନ ପରେ ଅର୍ଥାତ ଅଗଷ୍ଟ ୫ରେ ଯୋବ୍ରା ଆନିକଟରୁ ଯୁକ୍ତ ଦୁଇ ଛାତ୍ର ତୁଷାରକାନ୍ତ ସାହୁଙ୍କ ମୃତଦେହ ମିଳିଥିଲ। ପରିବାର ଲୋକେ ତୁଷାରକାନ୍ତଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ।

ସରପଞ୍ଚ ଗୌର ଚନ୍ଦନ
ଯୁବତୀଙ୍କୁ କମେଣ୍ଟ ମାରି ଥାନାରେ ସରପଞ୍ଚ

ସହରର ପ୍ୟାଲେସ ଲାଇନ ଠାରେ ଥିବା ଏସଏଚଜି ଆଉଟଲେଟ ସାମନା ରାସ୍ତା କଡରେ ମଦ୍ୟପାନ କରିଥିଲେ। ଏପରିକି ରାସ୍ତା କଡରେ ଯାଉଥିବା ମହିଳାମାନଙ୍କୁ କମେଣ୍ଟ ମାରିଥିଲେ।

Cyclone Effect In Andhra Pradesh
ଆନ୍ଧ୍ରରେ ଗୁଲାବର ପ୍ରଭାବ: ପ୍ରବଳ ବର୍ଷାରେ ୩ ଜିଲ୍ଲା ଉବୁଟୁବୁ

ଅଧିକାଂଶ ଘରେ ପାଣି ପଶି ବହୁ ଆସବାବପତ୍ର ନଷ୍ଟ ହୋଇଥିବା ସୂଚନା ମିଳିଛି। ତେବେ ସୂଚନା ପାଇ ବିଶାଖାପାଟଣା ଜିଲ୍ଲାପାଳ, ମେୟର ଘଟଣାସ୍ଥଳ ପରିଦର୍ଶନ କରି ଲୋକଙ୍କୁ ସ୍ଥାନାନ୍ତର କରିବା ସହ ପାଣି ନିଷ୍କାସନର ବ୍ୟବସ୍ଥା କରୁଛନ୍ତି।

boat capsized
ସମୁଦ୍ରରେ ଓଲଟିଲା ଡ଼ଙ୍ଗା: ୩ ଫେରିଲେ, ୨ ଚାଲିଗଲେ

ଆଜିଠାରୁ ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଥିଲା। ସ୍ୱତନ୍ତ୍ର ରିଲିଫ କମିଶନର କହିଛନ୍ତି, ଆନ୍ଧ୍ର ଶ୍ରୀକାକୁଲମର ସନ୍ଥଗୁଡ଼ାରେ ଗୁଲାବ ଲ୍ୟାଣ୍ଡଫଲ୍ କରିଛି। ଶ୍ରୀକାକୁଲମରେ ବର୍ତ୍ତମାନ ୭୦ କିମି ବେଗରେ ପବନ ବହୁଛି।    

Cyclone Gulab
ଟଳିଲା ବାତ୍ୟା ଭୟ: ୫ ଘଣ୍ଟାରେ ଦୁର୍ବଳ ହେବ

ବାତ୍ୟା ଶ୍ରୀକାକୁଲମରୁ କୋରାପୁଟ ଜିଲ୍ଲାକୁ ପଶିବ। ପ୍ରଭାବରେ ରାତିରେ ଗଜପତି, ରାୟଗଡ଼ା, କୋରାପୁଟରେ ବର୍ଷା ବଢ଼ିବ। ଗଜପତି, ରାୟଗଡ଼ା, କୋରାପୁଟରେ ଅତିପ୍ରବଳ ବର୍ଷା ମଧ୍ୟ ହୋଇପାରେ। 

Ghati Road Sealed
ଭୂସ୍ଖଳନ ଆଶଙ୍କାରେ ରାସ୍ତା ସିଲ୍‌

ବାତ୍ୟା ଗୁଲାବ ଲ୍ୟାଣ୍ଡଫଲ ପୂର୍ବରୁ ଗଜପତି ଜିଲ୍ଲା ଗୁମ୍ମା ବ୍ଳକରେ ରାସ୍ତା ଉପରକୁ ମାଟି ଅତଡ଼ା ଧସିଥିଲା। ଭୂସ୍ଖଳନ ଫଳରେ ନାମନଗଡରୁ ଅଜୟଗଡ଼ ମଧ୍ୟରେ ଯାତାୟାତରେ ସମସ୍ୟା ଉପୁଜିଥିଲା ଜିଲ୍ଲା ପ୍ରଶାସନ ଓ ରେସ୍କ୍ୟୁ ଟିମ୍ ଅପରେସନ୍ ପରେ ସ୍ଥିତି ସ୍ୱାଭାବିକକୁ ଆସିଥିଲା। ସେପଟେ ବାତ୍ୟା ସହ ଭୁସ୍ଖଳନ ବିପଦ ଏଡ଼ାଇବାକୁ ରାଇପାଙ୍କା ଅଞ୍ଚଳର ପାହାଡ଼...

Gopalpur Sea beach
ଲ୍ୟାଣ୍ଡଫଲ୍ ବେଳେ ଭୂସ୍ଖଳନ ଆଶଙ୍କା ! ୧୬ ହଜାର ଲୋକ ସ୍ଥାନାନ୍ତରିତ

ବାତ୍ୟା ଗୁଲାବ ପାଇଁ ପୁରୀରେ ୬ ନମ୍ବର, ପାରାଦୀପରେ ୩ ନମ୍ବର ଓ ଧାମରା ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି ହୋଇଛି। ଗଂଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ବାତ୍ୟା ଗୁଲାବ୍ ଦ୍ୱାରା ବିଶେଷ ପ୍ରଭାବିତ ହେବ। ଏହି ୪ ଜିଲ୍ଲା ଏହି ୪ ଜିଲ୍ଲା...

Gajapati Alert
ଗଜପତିରେ ଭୂସ୍ଖଳନ ଆଶଙ୍କା: ଗାଁ ଲୋକ, ପ୍ରସୂତି ସ୍ଥାନାନ୍ତରିତ

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ଭାରତୀୟ ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ ବାତ୍ୟାଟି ଆସନ୍ତାକାଲି ସ୍ଥଳଭାଗ ଛୁଇଁବ । ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍ ନିକଟରେ ଲ୍ୟାଣ୍ଡଫଲ୍ କରିବ ବୋଲି ଆକଳନ କରାଯାଇଛି ।

ପଶ୍ଚିମାଞ୍ଚଳ ଡିଆଇଜି ଜୟନାରାୟଣ ପଙ୍କଜ
ହେପାଜତ ମୃତ୍ୟୁ ଅଭିଯୋଗର ତଦନ୍ତ ହେବ: ଡିଆଇଜି

ପୋଲିସ ମାଡରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ ଆଣି ପରିବାର ଓ ଗ୍ରାମବାସୀ ବରଗଡ ମୁଖ୍ୟ ଚିକିତ୍ସାଳୟରେ ବ୍ୟାପକ ଭଙ୍ଗାରୁଜା କରିଥିଲେ। ଏପରିକି ଉତ୍ତେଜିତ ଗ୍ରାମବାସୀ ଏବଂ ପୋଲିସ ଧସ୍ତାଧସ୍ତି ହୋଇଥିଲା। ପରିବାର ଲୋକେ ମୃତଦେହକୁ ଧରି ଆନ୍ଦୋଳନ ବି କରିଥିଲେ।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।