• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Love Crime
ପ୍ରେମଜନିତ ହତ୍ୟାକାଣ୍ଡରେ ଦେଶରେ ଓଡ଼ିଶାର ସ୍ଥାନ ସପ୍ତମ

ପୂର୍ବତନ ମହିଳା କମିଶନ ସଦସ୍ୟାଙ୍କ ମତରେ, ଯୁବ ସମାଜ ଏବେ ବାଟହୁଡ଼ା ହୋଇଛି। ଯୌଥ ପରିବାର ପରିବର୍ତ୍ତେ ଛୋଟ ପରିବାରରେ ରହଣୀ, ସୋସିଆଲ୍ ମିଡିଆର ବହୁଳ ବ୍ୟବହାର ଏଭଳି କାଣ୍ଡ ଭିଆଇବାରେ ସହଯୋଗ କରୁଛି।

Police Commander Sanjya Potam
ମାଓ କମାଣ୍ଡର ଏବେ ପୋଲିସ ଇନ୍ସପେକ୍ଟର

ଯେଉଁ ଏକେ ୪୭ ରାଇଫଲ୍‌କୁ ଧରି ସେ ପୋଲିସ୍ ବିରୋଧରେ ଲଢୁଥିଲେ। ତାକୁ ମୁହାଁଇଦେଲେ ନିଜ ସାଥୀ ମାଓବାଦୀଙ୍କ ଆଡ଼େ। ବଦଳିଗଲା ଟାର୍ଗେଟ୍, ନିଜ ପୁରୁଣା ସଂଗଠନର ସବୁ ଗୁପ୍ତ ଠିକଣା, ନେଟ୍ଓ୍ୱର୍କ, ଯୋଜନା ସଂପର୍କରେ ଅବଗତ ଥିବାରୁ ପୋଲିସ୍‌ର ଗୋଟିକ ପରେ ଗୋଟିଏ ସଫଳ ଅପରେସନ୍‌ରେ ସାମିଲ...

Heavy Rainfall
୨୬ରୁ ରାଜ୍ୟରେ ପୁଣି ଛେଚିବ !

ଗତ ୨୪ ଘଣ୍ଟାରେ ଓଡ଼ିଶା ଉପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଅନେକ ସ୍ଥାନରେ ହାଲୁକା ଓ ମଧ୍ୟମ ଧରଣରେ ବର୍ଷା ଅନୁଭୁତ ହୋଇଛି। ସର୍ବାଧିକ ବର୍ଷା କଳାହାଣ୍ଡି ଜିଲ୍ଲା ସଦର ମହକୁମା ଭବାନୀପାଟଣାରେ ହୋଇଛି।

Student Cut Hand
ଶୁଣିଲାନି କାଉନ୍‌ସିଲ ! ଶେଷରେ ହାତ କାଟି ଦେଲେ ଛାତ୍ରୀ

ସରକାରଙ୍କ ନିର୍ଦ୍ଦେଶକ୍ରମେ ଅକ୍ଟୋବର ୧ ତାରିଖରୁ ୧୧ ତାରିଖ ମଧ୍ୟରେ ଯୁକ୍ତ ଦୁଇ ଅଫ୍ ଲାଇନ ପରୀକ୍ଷା ହେବ। ତେବେ ଏତେ କମ୍ ସମୟ ଭିତରେ ପ୍ରସ୍ତୁତ ହେବା ସମ୍ବବପର ନୁହେଁ ବୋଲି ଛାତ୍ରଛାତ୍ରୀମାନେ ଦାବି କରିଥିଲେ। ଏହା ସହ ଦଶମ ନମ୍ବର ଆଧାରରେ ଯୁକ୍ତ ଦୁଇ ମୂଲ୍ୟାୟନ...

Drain Mishap in Bhubaneswar
ଜଳ ନିଷ୍କାସନ ନଳାରେ ଭାସିଯାଉଛି ଜୀବନ!

ସତେ ଯେମିତି ଡ୍ରେନ୍‌ ମୁକୁଳା ରଖିବା ହେଉଛି ସହର ଯୋଜନାର ଅଂଶବିଶେଷ! ଆଉ ପ୍ରତି ବର୍ଷ ମରାମତି ଆଳରେ ଡ୍ରେନରେ ଲକ୍ଷଲକ୍ଷ ଟଙ୍କା ଭସେଇଦେବା ମଧ୍ୟ ବିଏମସିର ଏକ ସେବା!

Bar Raid
ବିଏମ୍‌ସି ଅଫିସର୍‌ଙ୍କୁ ଲିପ୍ଟରେ ବନ୍ଦୀ କଲେ ବାର୍‌ କର୍ମଚାରୀ !

ଚଢାଉ ପାଇଁଁ ଯାଇଥିବା ଖୋଦ୍ ବିଏମସି ଜୋନାଲ ଡେପୁଟି କମିଶନର ଅଶୁମାନ ରଥଙ୍କ ସହ ଲିଫ୍ଟରେ ଫସିଗଲେ ଆଉ ଜଣେ ବିଏମସି ସ୍ୱାସ୍ଥ୍ୟ ଅଧିକାରୀ।ଏମିତିକି ଲିଫ୍ଟର ଥିବା ଏମର୍ଜେନ୍ସି ଆଲାର୍ମ ଦେବା ସତ୍ତ୍ୱେ ସେଥିରୁ ମଧ୍ୟ ପାୱାର ବନ୍ଦ କରିଦେଇଥିଲେ ବାର କର୍ମଚାରୀ। ଫଳରେ ୪୦ମିନିଟ୍ ଧରି ଲିଫ୍ଟରେ ଫସିରହିଲେ...

ଭୁବନେଶ୍ୱର ଏମ୍‌ସକୁ ଆସିଥିବା ରୋଗୀ ଗାଣ୍ଡୁ ବେହେରା
ଏମ୍‌ସରେ ବେଡ୍‌ ନାହିଁ ! କେଉଁଠି ହେବ 'ଗାଣ୍ଡୁ'ଙ୍କ ଚିକିତ୍ସା?

ପଙ୍କଳବାଡି ଗାଁର ଗାଣ୍ଡୁ ବେହେରା ଗତ ଏକ ମାସ ହେଲା କୋମାରେ ଥାଇ ଡାକ୍ତରଖାନାରୁ ଡାକ୍ତରଖାନା ବୁଲୁଛନ୍ତି। କିନ୍ତୁ ଉପଯୁକ୍ତ ଚିକିତ୍ସା ପାଉ ନଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। କିଛି ବଦାନ୍ୟ ବ୍ୟକ୍ତି ବିଶେଷଙ୍କ ସହାୟତାରେ ଗାଣ୍ଡୁ ସୁରଟରୁ ଓଡିଶା ଆସିଥିଲେ। କିନ୍ତୁ ଏଠି ଅବସ୍ଥା ସାଂଘାତିକ ଥିବା କହିଛନ୍ତି ତାଙ୍କ...

BJD leader Pranaya Sahoo
ବିଜେଡି ନେତା ପ୍ରଣୟ ସାହୁଙ୍କ ବିରୋଧରେ ମାମଲା

ଗତ ୧୬ ତାରିଖରେ ଗାଇସିଲେଟ୍ ଥାନାକୁ ଯାଇ ଥାନା ଅଧିକାରୀଙ୍କୁ ଧମକ ଚମକ କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣା ପରେ ଆଜି ମାମଲା ରୁଜୁ ହୋଇଥିବାବେଳେ ବରଗଡ଼ ଏସ୍‌ପି ରାହୁଲ ଜୈନ କହିଛନ୍ତି, ଜଣେ ଡିଏସପି ପାହ୍ୟାର ଅଧିକାରୀଙ୍କ ଦ୍ୱାରା ଘଟଣାର ତଦନ୍ତ କରାଯାଉଛି। 

Pipili byelection
କାହାକୁ ମିଳିବ ପିପିଲିବାସୀଙ୍କ ଆଶୀର୍ବାଦ?

ବିଜେଡି, ବିଜେପି ଓ କଂଗ୍ରେସ୍ ନିଜ ନିଜର ୨୦ ଜଣିଆ ଷ୍ଟାର କ୍ୟାମ୍ପେନର୍ ତାଲିକା ପ୍ରକାଶ କରିସାରିଛନ୍ତି। ସବୁ ଦଳର ଷ୍ଟାର କ୍ୟାଂପେନର୍ ଓ ହେଭିେଓ୍ୱଟ୍ ନେତାମାନେ ପ୍ରଚାର ମୈଦାନକୁ ଖୁବ୍ ଶୀଘ୍ର ଓହ୍ଲାଇବେ କିନ୍ତୁ ପ୍ରଚାରରେ ଏଥର କଟକଣା ଥିବାରୁ ଫୋକସରେ ରହିଛି ଡୋର୍ ଟୁ ଡୋର୍ କ୍ୟାମ୍ପେନ୍...

Crop damaged
ଅମଳ ହେବାକୁ ଥିବା ଫସଲକୁ ଛାରଖାର କରିଦେଲା ବର୍ଷା

ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହର ଗୁଲାପଡା ମହାନଦୀର ବଢି ପାଣିରେ ନଷ୍ଟ ହୋଇଯାଇଛି ଏକର ଏକର ଧାନ ଚାଷ ସହ ପରିବା ଫସଲ। ବର୍ଷା ଯୋଗୁ ଗତ ୩ ଦିନ ଧରି ଚାଷ ଜମିରେ ଲହଡି ମାରୁଥିଲା ବଢି ପାଣି। ତାହାରି ଭିତରେ ପୋତି ହୋଇ ରହିଥିଲା ବାଇଗଣ, ଭେଣ୍ଡି, ଟମାଟୋ, କଲରା...

Baradar vs Hakkani
କ୍ୟାବିନେଟ୍ ବୈଠକରେ ମୁଲ୍ଲା ବରାଦରଙ୍କୁ ଧକ୍କା ମାରିଲେ ହକ୍କାନୀ

ପାକିସ୍ତାନୀ କାରାଗାରରେ ଆଠ ବର୍ଷ ବିତାଇଥିବା ବରାଦରଙ୍କୁ ଟ୍ରମ୍ପ ଶାସନ ସମୟରେ ମୁକ୍ତ କରାଯାଇଥିଲା। ଆଇଏସଆଇ ବରାଦରଙ୍କ ବଦଳରେ ମୁଲ୍ଲା ମହମ୍ମଦ ହାସନଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ବାଛିଥିଲେ। କାରଣ ଇସଲାମାବାଦ ସହିତ ତାଙ୍କର ଭଲ ସମ୍ପର୍କ ରହିଛି ଏବଂ ତାଙ୍କଠାରୁ ହକ୍କାନି ନେଟୱାର୍କ ପାଇଁ କୌଣସି ବିପଦ...

breaking news
ସଂକ୍ଷେପରେ ଆଜିର ତାଜା ଖବର - Sunday, 19 September 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪

Ananta Basudev Temple
କାଲି ଅନନ୍ତ ବାସୁଦେବ ମନ୍ଦିର ଆସିବା ମନା

ଶ୍ରୀ ଲିଙ୍ଗରାଜ ମନ୍ଦିରରେ ଥିବା ଅନନ୍ତ ବାସୁଦେବ ମନ୍ଦିରରେ ଅନନ୍ତବ୍ରତରେ ପୂଜାର୍ଚ୍ଚନା ପାଇଁ ପ୍ରବଳ ଭିଡ଼ ହୋଇଥାଏ। କୋଭିଡ୍ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ ଅନନ୍ତ ବାସୁଦେବ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପୂଜାର୍ଚ୍ଚନା ଉପରେ କଟକଣା ଜାରି ହୋଇଛି। ବିଏମସି ପକ୍ଷରୁ କୁହାଯାଇଛି ଯେ, ଅନନ୍ତବ୍ରତ...

AIIMS Doctor Team
ଇକ୍‌ମୋ ଚିକିତ୍ସାରେ ଶିଶୁକନ୍ୟାର ସଫଳ ଅସ୍ତ୍ରୋପଚାର

ଏମ୍‌ସର ଶିଶୁ ରୋଗ ବିଭାଗରେ ଭର୍ତ୍ତି କରାଯାଇଥିଲା। ସେଠାରେ ଶ୍ୱାସକ୍ରିୟାରେ ସମସ୍ୟା ଯୋଗୁଁ ଅକ୍ସିଜେନ୍ ସପୋର୍ଟ ଦିଆଯାଇଥିଲା। ତେବେ ଫୁସଫୁସ୍‌ରେ ଗଭୀର ସଂକ୍ରମଣ ସନ୍ଦେହ କରି ଏମ୍ସର ଏକ ବିଶେଷଜ୍ଞ ଡାକ୍ତର କମିଟି ଦ୍ୱାରା ଇକମୋ ଚିକିତ୍ସା କରାଯାଇଥିଲା।

Allegation by Victim
ବେଡରୁମ୍‌ର ଭିଡିଓ ଭାଇରାଲ କରିଦେଲା ବ୍ୟାଡ୍‌ ବଏ !

ଯୁବତୀ ଜଣକ ପ୍ରଥମେ ଏ ସମ୍ପର୍କରେ ଜାଣିନଥିଲେ। ଆଉ ଯେତେବେଳେ ଜାଣିଲେ, ସେତେବେଳେ ଯୁବତୀ ଜଣକ ନିଜ ମୋବାଇଲ ମାଗିଥିଲେ। ମାତ୍ର ଜୁନେସ୍‌ ତାଙ୍କୁ ମୋବାଇଲ ଦେଇନଥିଲେ। ସାଥୀରେ ସେହି ମୋବାଇଲ୍‌କୁ ଧରି ପଳାଇ ଆସିଲା। ପରବର୍ତ୍ତୀ ସେହି ଭିଡିଓ ଦେଖାଇ ଯୁବତୀଙ୍କ ସହିତ ଶାରୀରିକ ସମ୍ପର୍କ ରଖିବାକୁ...

Begging for last rites
ଦିଅରଙ୍କ ଶୁଦ୍ଧିକ୍ରିୟା ପାଇଁ ଭିକ ମାଗୁଛନ୍ତି ଦୁଇ ଭାଉଜ

ଏଭଳି ଦାରୁଣ ଦୁଃଖ ସାଙ୍ଗକୁ ମାସାଧିକ କାଳ ଘରେ କେହି ରୋଜଗାରିଆ ନଥିବାରୁ, ପରିବାର ଭୋକ ଉପାସରେ ରହୁଛନ୍ତି। ଏଭଳି ସ୍ଥିତିରେ ମୃତ ରବୀନ୍ଦ୍ରଙ୍କ ଶୁଦ୍ଧିକ୍ରିୟା ପାଇଁ ଘରର ମହିଳା ଓ ଶିଶୁଙ୍କୁ ଭିକ୍ଷାବୃତ୍ତି ଆପଣେଇବାକୁ ପଡ଼ିଛି।

Manorama Mohapatra
ଆଉ ନାହାଁନ୍ତି ବରିଷ୍ଠ ସାହିତ୍ୟିକା ମନୋରମା ମହାପାତ୍ର

ମନୋରମା ମହାପାତ୍ର ଏକାଧାରରେ ଜଣେ କବୟିତ୍ରୀ, ଲେଖିକା, ସ୍ତମ୍ଭକାର, ସାମ୍ବାଦିକା ଓ ଅବସରପ୍ରାପ୍ତ ଅଧ୍ୟାପିକା ଥିଲେ। ୧୯୩୪ ମସିହା ଜୁନ୍‌୧୦ ତାରିଖରେ କଟକ ଆଠଗଡ ରାଧାଥପୁର ଶାସନରେ ସେ ଜନ୍ମଗ୍ରହଣ କରିଥିଲେ। ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କର ସେ ଝିଅ ଥିଲେ।

ଡିଏଫ୍‌ଓ ଓ ରୋଷେୟା
ମିଛ ଧରା ପରୀକ୍ଷା ଦେଲେ ଡିଏଫ୍‌ଓ: କ୍ରାଇମବ୍ରାଞ୍ଚ୍ ଉପରେ ଭରସା ନଥିବା କହିଲେ ସୌମ୍ୟଙ୍କ ପରିବାର

ପୂର୍ବରୁ ହୋଇଥିବା ଦୁଇ ଦୁଇ ଥର ଜେରାରେ ଉଭୟେ କେତେ ସତ କହିଛନ୍ତି, କେତେ ସତ ଢୋକିଛନ୍ତି, ସେସବୁ ଧରିବାକୁ ଦୁହିଁଙ୍କର ଅଲଗା ହୋଇଥିଲା ଲାଇଡିଟେକ୍ସନ୍ ଟେଷ୍ଟ। ପାଖାପାଖି ୩ ଘଣ୍ଟାର ପରୀକ୍ଷା କୁହାଯାଉଛି, ଏହି ସମୟରେ ପୂର୍ବରୁ ପ୍ରସ୍ତୁତ ପ୍ରଶ୍ନାବଳୀ ଆଧାରରେ ଡିଏଫ୍ଓଙ୍କୁ ଗୋଳେଇ, ଘାଣ୍ଟି ଶହେରୁ...

College class
୨୦ରୁ ୟୁଜି କ୍ଲାସରୁମ୍ ପାଠପଢ଼ା

କରୋନା ପ୍ରକୋପ ଧୀରେଧୀରେ ନିୟନ୍ତ୍ରଣକୁ ଆସୁଥିବାରୁ ରାଜ୍ୟରେ ଗୋଟିଏ ପରେ ଗୋଟିଏ ଶିକ୍ଷାନୁଷ୍ଠାନ ଖୋଲିବା ଦିଗରେ ପଦକ୍ଷେପ ନିଆଯାଉଛି। ଗତ ଜୁଲାଇ  ମାସରେ ଦଶମ, ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍‌ ପାଠପଢ଼ା ଆରମ୍ଭ ହୋଇଥିବା ବେଳେ ଅଗଷ୍ଟ ୯ ତାରିଖରୁ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିଛି। 

Odisha Citizens Award Meeting
OCA 2021: ଓଡ଼ିଶା ସିଟିଜେନ୍ସ ଆୱାର୍ଡ ପାଇଁ ଚୂଡ଼ାନ୍ତ ପର୍ଯ୍ୟାୟ ଜୁରୀ ବୈଠକ

ପୂର୍ବରୁ ପ୍ରଥମ ପର୍ଯ୍ୟାୟ ଜୁରୀ ବୈଠକରେ ସମସ୍ତ ୯ଟି ବର୍ଗରୁ ମନୋନୀତ ହୋଇଥିବା ବ୍ୟକ୍ତି ବିଶେଷଙ୍କ ମଧ୍ୟରୁ ୪ଜଣ ଲେଖାଏଁଙ୍କୁ ସର୍ଟଲିଷ୍ଟ କରାଯାଇଥିଲା। ଏବେ ଅନଲାଇନ୍ ଭୋଟିଂ ମାଧ୍ୟମରେ ଲୋକଙ୍କଠାରୁ ମତାମତ ଲୋଡାଯିବ।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।