• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

hirakud
ଉପରମୁଣ୍ଡରେ ପ୍ରବଳ ବର୍ଷା: ହୀରାକୁଦରେ ଖୋଲିଲା ଆଉ ୬ ଗେଟ୍

ତେବେ ଲଗାଣ ବର୍ଷା ପରେ ବୈତରଣୀ ଆଖୁଆପଦାରେ ବିପଦ ସଂକେତ ଉପରେ ଥିଲେ ବି ଖସୁଛି।  ବ୍ରାହ୍ମଣୀ ବିପଦ ସଂକେତ ତଳେ ଥିଲେ ବି ୩ଟି ଛୋଟ ଘାଇ ହୋଇଥିବା ସେ ସୂଚନା ଦେଇଛନ୍ତି। ଜଳକା ବିପଦ ସଂକେତ ଉପରେ ରହିଛି କିନ୍ତୁ ବନ୍ୟା ପରିସ୍ଥିତି ନାହିଁ। ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା ବିପଦ...

breaking news
ସଂକ୍ଷେପରେ ଆଜିର ତାଜା ଖବର - Wednesday, 15 September 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪

ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଧୀରେନ ସାମଲ
ବର୍ଷା ଯୋଗୁଁ ଆସିବ କି ବନ୍ୟା?

ଏସବୁ ଭିତରେ ଚିନ୍ତା ବଢାଇଛି ଆଇଏମଡି ଡିଜିଙ୍କ ପୂର୍ବାନୁମାନ। ତାଙ୍କର ଆକଳନ ଅନୁସାରେ, ୧୭ ସୁଦ୍ଧା ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ୧୮ ତାରିଖ ସକାଳ ସୁଦ୍ଧା ଏହା ଉତ୍ତର ଓଡ଼ିଶା ନିକଟରେ ପହଞ୍ଚିପାରେ। ଏହାର ପ୍ରଭାବରେ ୧୭ରୁ ଉପକୂଳ ଓଡ଼ିଶାରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି।

Farmer Death
କେନାଲରେ ଭାସିଗଲେ ନବବିବାହିତ ଚାଷୀ

କେନାଲରୁ ବାହାରିବାକୁ ଯେତେ ଚେଷ୍ଟା କରିଥିଲେ ମଧ୍ୟ ପାଣି ସୁଅରେ ସେ ଭାସି ଯାଇଥିଲେ। କମ୍ବେଶ୍ୱର ୬ମାସ ପୂର୍ବରୁ ବିବାହ କରିଥିଲେ। ତାଙ୍କ ଅକାଳ ମୃତ୍ୟୁରେ ଗାଁ ରେ ଶୋକର ଛାୟା ଖେଳିଯାଇଛି। କମ୍ବେଶ୍ୱରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ଲୋକେ କସିଛନ୍ତି।

Plus two Students
ପ୍ରକାଶ ପାଇଲା +୨ ପ୍ରଥମ କଟ୍ ଅଫ୍ ମାର୍କ

ଏବର୍ଷ ପରୀକ୍ଷା ନଦେଇ ପିଲାମାନଙ୍କ ରେଜଲ୍‌ଟ ପ୍ରକାଶ ପାଇଥିଲା। ଜୁଲାଇ ୩୧ ତାରିଖରେ ପ୍ରକାଶ ପାଇଥିଲା ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାଫଳ। ଚଳିତବର୍ଷ ବିଜ୍ଞାନରେ ବିଜ୍ଞାନରେ ୮୯ ହଜାର ୯୫୧ ପିଲା ପାସ୍ କରିଥିଲେ। ସେଥିରୁ  ୫୫୪୬୮ ପିଲା ପ୍ରଥମ ଶ୍ରେଣୀରେ ପାସ୍ କରିଥିବା ବେଳେ ଦ୍ୱିତୀୟ...

Coastal Sea Beach
ଗତ ୫ ବର୍ଷ ମଧ୍ୟରେ ଏଭଳି ବର୍ଷା ହୋଇନି: ପାଣିପାଗ ବିଜ୍ଞାନୀ

ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳ ସ୍ତର ବଢ଼ୁଛି। ମହାନଦୀର କେତେକ ଶାଖା ନଦୀର ଜଳ ସ୍ତର ବଢ଼ୁଛି। ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ଜଳକା, ବୁଢ଼ାବଳଙ୍ଗ, ବଂଶଧରା, ରୁଷିକୁଲ୍ୟାରେ ଜଳସ୍ତର ବଢୁଛି। ଜଳ ସ୍ତର ବଢ଼ୁଥିଲେ ବି ବିପଦ ସଂକେତ ତଳେ ପ୍ରବାହିତ ହେଉଛି।

Sameer Dash
ଲଗାଣ ବର୍ଷା ଯୋଗୁଁ ୨ ଦିନ ସ୍କୁଲ ଛୁଟି

ଗଭୀର ଅବପାତ ଯୋଗୁ ଦିନ ତମାମ ବର୍ଷିବ। ୭ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଲାଗି ରହିବ। ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ନୟାଗଡ଼ ବର୍ଷା ଲାଗି ରହିବ। ଗଭୀର ଅବପାତ ପ୍ରଭାବରେ ପଶ୍ଚିମ ଓଡ଼ିଶା ବି ପ୍ରଭାବିତ ହେବ। ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର,...

heavy rainfall alert
୮୭ ବର୍ଷର ରେକର୍ଡ ଭାଙ୍ଗିଲା ପୁରୀ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହେଇସାରିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଅବପାତରେ ପରିଣତ ହେବା ପରେ ଏହା ଘଣ୍ଟା ପ୍ରତି ୫ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା,...

Heavy Rainfall at Paradeep
ଡିପ୍‌ ଡିପ୍ରେସନ୍‌ ରୂପ ନେଲା ଲଘୁଚାପ, ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଏହି ସମୟରେ ଓଡ଼ିଶାର ୫ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ୫ ଜିଲ୍ଲାକୁ ଜାରି ହୋଇଛି ରେଡ୍ ଓ୍ୱାର୍ଣ୍ଣିଂ। ଏହା ବାଦ୍ ୧୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅବପାତ...

Heavy Rainfall
ଟ୍ୱିନ୍‌ ସିଟିରେ ପ୍ରବଳ ବର୍ଷିବ !

ବର୍ଷା ଯୋଗୁଁ କିଛି ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ରହିଛି। ଗତକାଲି ମଧ୍ୟ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ଅଣ୍ଟାଏ ପାଣି ଚାଲିବା ବେଳେ ଘର, ଆପାର୍ଟମେଣ୍ଟ ଭିତରେ ବି ପାଣି ପଶିଯାଇଥିଲା। ସେହିପରି ପୁରୀ, କଟକ, ଜଗତସିଂହପୁର ଭଳି ବିଭିନ୍ନ ଜିଲ୍ଲାରେ...

breaking news
ସଂକ୍ଷେପରେ ଆଜିର ତାଜା ଖବର - Monday, 13 September 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪

Fraud Teacher
ମିଛ ସାର୍ଟିଫିକେଟ୍‌ରେ କରିଥିଲେ ସରକାରୀ ଚାକିରି, ବାନ୍ଧିଲା ପୋଲିସ

ବର୍ଷ ବର୍ଷ ଧରି ଜାଲ କାଗଜପତ୍ର ଶିକ୍ଷକତା କରୁଥିବା ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମ୍ପର୍କରେ ବାରମ୍ବାର ତଥ୍ୟ ପ୍ରଦାନ କରିବା ପାଇଁ ପ୍ରାଥମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ବିଇଓ ମାନଙ୍କୁ ତାଗିଦ କରି ଦରମା ବନ୍ଦ କରିବା ଭୟ ଦେଖାଇବା ପରେ ୪ଜଣ ନକଲି କନିଷ୍ଠ ଶିକ୍ଷକଙ୍କ ନାମରେ ମୁରିବାହାଲ ଥାନାରେ...

ଉପଗ୍ରହରୁ ମିଳିଥିବା ତଥ୍ୟ
ଅବପାତର ରୂପ ନେଲା ଲଘୁଚାପ, ୫ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

ରାଜ୍ୟର ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କତ ଜାରି କରାଯାଇଛି। ଯେହେତୁ ଅବପାତର ରୂପ ନେଇଛି, ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୫୫ ଓ ଝଟ୍‌କା ପବନ ୬୫ କିମି ରହିବ। ଆସନ୍ତାକାଲି ୫ ଆଭ୍ୟନ୍ତରୀଣ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

water Logging in bhubaneswar
୬୩ ବର୍ଷ ତଳର ପୁରୁଣା ରେକର୍ଡ ଭାଙ୍ଗିପାରେ ଭୁବନେଶ୍ୱର

ଭୁବନେଶ୍ୱର ଓ କଟକ ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ସହ ଟ୍ୱିନ ସିଟିରେ ଘଣ୍ଟାକୁ ୩ରୁ ୫ ସେମି ପର୍ଯ୍ୟନ୍ତ ବର୍ଷା ଆଶଙ୍କା କରିଥଲା ପାଣିପାଗ ବିଭାଗ। ଏହାଦ୍ୱାରା ରାସ୍ତାରେ ପାଣି ଜମିବା, ଟ୍ରାଫିକ ଜାମ୍ ସହ ଦୃଶ୍ୟମାନ ସ୍ଥିତି କମିପାରେ ବୋଲି ସୂଚନା ଦିଆଯାଇଥିଲା। ରାତି ୧୦ଟା ପର୍ଯ୍ୟନ୍ତ ସତର୍କ...

Jalaka River
ଫୁଲୁଛି ନଦୀର ଜଳ ସ୍ତର, ୧୨ ଜିଲ୍ଲାକୁ ଆଲର୍ଟ

ଲଘୁଚାପ ବର୍ଷାରେ ଉପକୂଳ ଓ ଉତ୍ତର ଓଡ଼ିଶାର ଅନେକ ସ୍ଥାନ ଜଳବନ୍ଦୀ। କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କୋଣାର୍କରେ ଗତକାଲିଠାରୁ ଜାରି ରହିଛି ବର୍ଷା।  ଜଗତସିଂହପୁରରେ ପ୍ରବଳ ବର୍ଷା ଯୋଗୁଁ ଘର ଭିତରେ ଅଣ୍ଟାଏ ପାଣି ଜମିଛି। ପାରାଦୀପ ମୁଖ୍ୟ ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଲହଡି ଭାଙ୍ଗୁଛି। 

Afgan Women
ତାଲିବାନର ଦୁଇ ରୂପ: ନିଜେ ମଉଜମସ୍ତି କରୁଛି, ମହିଳାଙ୍କ ଉପରେ କଟକଣା ଲଗାଉଛି

ତାଲିବାନ ସରକାରରେ କୌଣସି ମହିଳାଙ୍କୁ ସ୍ଥାନ ମିଳିନଥିବା ବେଳେ ସେମାନଙ୍କ କାମ କରିବା ଉପରେ ବି କଟକଣା ଲଗାଇଛି ତାଲିବାନ। ତେବେ ଅନେକ ମହିଳା ତାଲିବାନର ନିର୍ଦ୍ଦେଶ ଅମାନ୍ୟ କରି କାମକୁ ଯାଉଥିବା ଦେଖିବାକୁ ମିଳୁଛି। ସେପଟେ ପୂର୍ବତନ ରାଷ୍ଟ୍ରପତି ହମିଦ୍ କାର୍ଜାଇ ଆଫଗାନିସ୍ତାନର ବରିଷ୍ଠ ଆଦିବାସୀ ନେତାଙ୍କୁ...

covid death
'କରୋନା ମୃତ୍ୟୁ' ପାଇଁ ଭ୍ୟାଲିଡିଟି ୩୦ ଦିନ !

ଆଇସିଏମଆର୍‌ ସର୍ଭେ ଅନୁଯାୟୀ ୯୫ ପ୍ରତିଶତ ମୃତ୍ୟୁ ସଂକ୍ରମିତ ହେବାର ୨୫ ଦିନ ମଧ୍ୟରେ ହିଁ ହୋଇଛି। ତେଣୁ ବ୍ୟବସ୍ଥାରେ ଅଧିକ ସ୍ୱଚ୍ଛତା ରଖିବାକୁ ସଂକ୍ରମଣଠାରୁ ମୃତ୍ୟୁ ମଧ୍ୟର ବ୍ୟବଧାନକୁ ୩୦ ଦିନ ରଖାଯାଇଛି।

LC 3 at all ports of odisha
୫୫ କିମି ବେଗରେ ବହିବ ପବନ ! ସବୁ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ

ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ। ଯେହେତୁ ଅବପାତର ସମ୍ଭାବନା ରହିଛି, ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୫୫ ଓ ଝଟ୍‌କା ପବନ ୬୫ କିମି ରହିବ। ଆସନ୍ତାକାଲି ୫ ଆଭ୍ୟନ୍ତରୀଣ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

Bear Play Football
ଜଙ୍ଗଲରୁ ଚାଲିଆସି ଫୁଟବଲ୍ ଖେଳିଲେ ଦୁଇ ଭାଲୁ, ଭିଡିଓ ଭାଇରାଲ

ପଡ଼ିଆରେ ରହିଯାଇଥିବା ଫୁଟବଲକୁ ପାଇଥିଲେ ଭାଲୁ। ଆଉ ତାପରେ ଭାଲୁ ଖେଳିଥିଲେ ଫୁଟବଲ। ବେଶ କିଛି ସମୟ ପାଇଁ ଭାଲୁମାନେ ଫୁଟବଲ ସହ ଖେଳିଥିଲେ। ମୁହଁରେ ଫୁଟବଲ ଧରି ଫୋପାଡ଼ିବା, ତାକୁ ଧରି ବୁଲିବା ଓ ପରସ୍ପର ମଧ୍ୟରେ ଖେଳିବା ଭଳି ଘଟଣା ଦେଖିବାକୁ ମିଳିଥିଲା। ଘଟଣାସ୍ଥଳରୁ କିଛି ଦୂରରେ ରହି ଗାଁ ଲୋକେ...

BJD Leader Debashish Samantray
ଶାସ୍ତ୍ରରେ କେଉଁଠି ତ ଲେଖାଯାଇନି ମୂର୍ତ୍ତିର ଉଚ୍ଚତା: ଦେବାଶିଷ

ଦେବାଶିଷ ଯୁକ୍ତି ରଖିଛନ୍ତି, ଶାସ୍ତ୍ରରେ ତ କାହିଁ କେଉଁଠି ମୂର୍ତ୍ତିର ଉଚ୍ଚତା ନେଇ ଲେଖାଯାଇନି। ତୃତୀୟ ଲହରକୁ ଆଖିରେ ରଖି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି, ତେବେ ଭର୍ତ୍ତୃହରି ତ ଜଣେ ବିଜ୍ଞ ସାଂସଦ ସେ କିପରି ବୁଝି ପାରୁନାହାନ୍ତି ବୋଲି ଦେବାଶିଷ ପ୍ରଶ୍ନ ଉଠାଇଛନ୍ତି।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।