ଜଗତସିଂହପୁରରେ ଦୁଷ୍ମନ୍ତଙ୍କ ମାଆ ଦେଇଥିବା ରିପୋର୍ଟକୁ ସେଠାରେ ରେଜିଷ୍ଟର କରାଯାଇ ପଏଣ୍ଟ ଅଫ୍ ଜୁରିସଡିକସନ୍ରେ କଟକକୁ ଫରୱାର୍ଡ କରାଯାଇଥିବା ପୋଲିସ କମିଶନର ସୂଚନା ଦେଇଛନ୍ତି। ଆଗରୁ ଦୁଷ୍ମନ୍ତଙ୍କ ମାଆ ସିଧା ସିଧା ଚିକିତ୍ସାରେ ତ୍ରୁଟି ଓ ବ୍ୟବସ୍ଥାର ବିଚିତ୍ର ସ୍ଥିତି ଆଡ଼କୁ ଅଙ୍ଗୁଳି ଉଠାଇବା ସହ କାହା ସହ ତାଙ୍କ ପୁଅ...
ମୂର୍ତ୍ତି ଉଚ୍ଚତା ବିବାଦ ସଂପର୍କରେ ଆଲୋଚନା ପାଇଁ କଟକ ମହାନଗର ଶାନ୍ତି କମିଟି ଓ ପୂର୍ବାଞ୍ଚଳ ଶାନ୍ତି କମିଟି ଆବାହକତ୍ୱରେ ବସିଥିବା ବୈଠକ ବସିଥିଲା। ଏଇ ବୈଠକରେ ସରକାରଙ୍କ ନିଷ୍ପତ୍ତି ବିରୋଧରେ ଜୋର୍ଦାର ହୋହଲ୍ଲା ବି ହୋଇଥିଲା। ଶାନ୍ତି କମିଟି ବୈଠକରେ ମୂର୍ତ୍ତି ଉଚ୍ଚତା ସଂପର୍କରେ ସାଂସଦ ଭର୍ତ୍ତୃହରି ମହତାବ...
ଏହି ଅବସରରେ ଚାଷୀର ସମସ୍ୟାକୁ ଆଦୌ ଅଣଦେଖା କରାଯାଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି କାଳିଆ ଯୋଜନା ହେଉଛି ଚାଷୀର କଲ୍ୟାଣ ପାଇଁ ସମଗ୍ର ଦେଶରେ ସବୁଠୁ ଭଲ ଯୋଜନା। ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡ଼ିଶା ଦେଶର ଏକମାତ୍ର ରାଜ୍ୟ । ଲକ୍ଷଲକ୍ଷ ଛୋଟ ଚାଷୀ କାଳିଆ ଯୋଜନାରେ...
ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ଅନୁମାନ କରାଯାଉଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ। ଏହା ପ୍ରଭାବରେ ଆସନ୍ତା ଦୁଇ ଦିନ ପାଇଁ ବର୍ଷା ପରିମାଣ ବଢ଼ିବାକୁ ଥିବାରୁ ଆସନ୍ତାକାଲି(ରବିବାର) ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି...
ପିଲାମାନଙ୍କର ଟିକାକରଣ ଏଯାଏଁ ଆରମ୍ଭ ହୋଇନି। ତେଣୁ ସେମାନଙ୍କ ପ୍ରତି ଅଧିକ ସଚେତନ ରହିବାକୁ ହେବ ହେବ ବୋଲି କହିଛନ୍ତି ଭୁବନେଶ୍ୱର ଆଇଏଲ୍ଏସ୍ର ନିର୍ଦ୍ଦେଶକ ଡକ୍ଟର ଅଜୟ ପରିଡ଼ା। ସେ କହିଛନ୍ତି, ଅଗଷ୍ଟରୁ ସେପ୍ଟେମ୍ବର ପ୍ରଥମ ସପ୍ତାହ ମଧ୍ୟରେ ୬୦୦ ନମୁନାର ଜେନମ୍ ସିକ୍ୱେନ୍ସିଂ ହୋଇଥିଲା।ସେଥିରୁ ୮୦ ପ୍ରତିଶତ ଡେଲ୍ଟା ଭାରିଆଣ୍ଟ।
ମୂର୍ତ୍ତି ଉଚ୍ଚତା ବିବାଦ ସଂପର୍କରେ ଆଲୋଚନା ପାଇଁ କଟକ ମହାନଗର ଶାନ୍ତି କମିଟି ଓ ପୂର୍ବାଞ୍ଚଳ ଶାନ୍ତି କମିଟି ଆବାହକତ୍ୱରେ ବସିଥିବା ବୈଠକରେ ନିଷ୍ପତ୍ତିର ପୁନର୍ବିଚାର ପାଇଁ ଦାବି ଉଠିଛି। ଓସିଏ କନ୍ଫରେନ୍ସ ହଲ୍ରେ ବିଭିନ୍ନ ପୂଜା କମିଟି ସଦସ୍ୟ ଓ ରାଜନେତାଙ୍କ ଉପସ୍ଥିତିରେ ବସିଥିବା ଏଇ ବୈଠକରେ ସରକାରଙ୍କ...
ବାପା ପଡ଼ିଯିବା ପରେ ଟାଙ୍ଗିଆରେ ହାଣି ହତ୍ୟା କରିଥିଲା ପୁଅ। ପୁଅର ଏପରି ରୂପ ଦେଖି ପାଖକୁ ଯିବାକୁ ସମସ୍ତେ ଭୟ କରିଥିଲେ। ଶେଷରେ ଛଟପଟ ହୋଇ ବାପାର ଜୀବନ ଯାଇଥିଲା। ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି।
ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡ଼ୁଛି ଗର୍ଭବତୀଙ୍କ ପେଟକୁ ଗୋଇଠା ବା ପିଟା ଯାଇଥାଇପାରେ। ଯେଉଁଥିପାଇଁ ମହିଳାଙ୍କ ଗର୍ଭରେ ଥିବା ପିଲା ଅଧା ପ୍ରସବ ଅବସ୍ଥାରେ ରହିଛି। ଆଉ ମହିଳାଙ୍କ ପ୍ରାଣବାୟୁ ଉଡିଯାଇଛି। ଆଜି ଅଧା ପ୍ରସବ ଅବସ୍ଥାରେ ହାତ ଓ ଗୋଡ଼ ବନ୍ଧା ମହିଳାଙ୍କ ମୃତଦେହଟି ଢେଙ୍କାନାଳ ଜିଲ୍ଲାରେ ଏକ...
ଗଡ଼ଜାତ ଶାସନ ସମୟରେ ନୂଆଖାଇ ପର୍ବର ପାଳନ ପଦ୍ଧତିରେ କିଛି ନୂତନ ନିୟମ କାନୁନ ଲାଗୁହେଇଛି। ସେଗୁଡ଼ିକ କେତେ ଯୁକ୍ତିଯୁକ୍ତ ତାହା ଅଞ୍ଚଳବାସୀ ବିଚାର କରିବେ। ଲେଖକଙ୍କ ଉଦ୍ଦେଶ୍ୟ ହେଲା ପଶ୍ଚିମାଞ୍ଚଳ ଆଦିବାସୀଙ୍କ ବିଶେଷ ଜ୍ଞାନରୁ ଜନ୍ମ ହୋଇଥିବା ନୂଆଖାଇ ଜୁହାର ଭେଟର ମହତ୍ଵକୁ ଅଞ୍ଚଳବାସୀଙ୍କ ହୃଦୟରେ ପୁନଃ...
ଏହି କୋଚ୍ରେ ଆରାମଦାୟକ ଯାତ୍ରା ସହ ପ୍ରଶସ୍ତ ଝରକା ଏବଂ ଅତ୍ୟାଧୁନିକ ଆଭ୍ୟନ୍ତରୀଣ ସୁବିଧା ପ୍ରଦାନ କରାଯାଇଛି। ଯାତ୍ରୀଙ୍କୁ ଉନ୍ନତ ତଥା ସୁଖଦ ଯାତ୍ରା ଅଭିଜ୍ଞତା ପ୍ରଦାନ କରିବା ରେଳମନ୍ତ୍ରାଳୟର ମୂଳ ଉଦ୍ଦେଶ୍ୟ ବୋଲି କେନ୍ଦ୍ର ରେଳମନ୍ତ୍ରୀ କହିଛନ୍ତି। କିଛି ଦିନ ତଳେ ହୀରାଖଣ୍ଡ ଏକ୍ସପ୍ରେସରେ ଯାତ୍ରା କରିଥିଲେ ରେଳମନ୍ତ୍ରୀ...
ରାଜ୍ୟ କଥା ଛାଡ଼ନ୍ତୁ, ଦେଶରେ ବି କରୋନା କାଳରେ ପାଠପଢ଼ା ନେଇ ଉଦବେଗଜନକ ତଥ୍ୟ ଦେଇଛି ଲକ୍ଡ୍ ଆଉଟ୍। ଏମର୍ଜେନ୍ସି ରିପୋର୍ଟ ଅନ୍ ସ୍କୁଲ ଏଜୁକେସନ୍ ସର୍ଭେ ରିପୋର୍ଟ ସଂଗୃହୀତ ତଥ୍ୟ କହୁଛି, ଗ୍ରାମାଞ୍ଚଳର ୩୭ ପ୍ରତିଶତ ଓ ସହରାଞ୍ଚଳର ୧୯ ପ୍ରତିଶତ ଛାତ୍ରଛାତ୍ରୀ ପାଠ ପଢ଼ା ଛାଡ଼ିଦେଲେଣି।ସାରା ଦେଶରେ ମାତ୍ର...
ବୈଠକରେ ଉପସ୍ଥିତ ଥିବା ମୁଖ୍ୟ ଶାସନ ସଚିବ ଓ ଏସଆରସିଙ୍କ ସହ ଆଲୋଚନାରୁ ସେମାନେ ପ୍ରସ୍ତାବରେ ସହମତ ଥିବା ଜଣାପଡୁଥିଲା। ହେଲେ ଆଜି ସରକାର ନେଇଥିବା ନିଷ୍ପତ୍ତିର କାରଣ ସମ୍ପର୍କରେ ଜାଣିବା ସମ୍ଭବ ହେଉନି। ସେପଟେ ବର୍ତ୍ତମାନ ପ୍ରସଙ୍ଗ ଆଉ ପୂଜା ଓ ଶାନ୍ତି କମିଟିରେ ସୀମିତ ରହିନାହିଁ, ଶାନ୍ତି...
ଦୁଷ୍ମନ୍ତ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବିକୁ ପୁଣି ଦୋହରାଇଛି ବିଜେପି। ଆଜି କେତେକ ଅସମାହିତ ପ୍ରଶ୍ନ ଉଠାଇ ଏହାର ଜବାବ ମାଗିଛନ୍ତି ବରିଷ୍ଠ ନେତା ମନମୋହନ ସାମଲ। ସେ ଅଭିଯୋଗ କରିଛନ୍ତି- ରାତିରେ ଦୁଷ୍ମନ୍ତଙ୍କ ପୋଷ୍ଟମର୍ଟମ କଲେ, ହେଲେ ଗାଁକୁ ଶବ କାହିଁକି ନେଲେ ନାହିଁ। ତାଙ୍କ...
ଚାକିରି ନେଇ ରାଜ୍ୟ ସରକାର ଯାହା ନିଷ୍ପତ୍ତି ନେବେ ଭଲ ହେବ କହିଛନ୍ତି ପ୍ରମୋଦ। ସେପଟେ ପ୍ରମୋଦ ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ପ୍ରମୋଦଙ୍କୁ ବିମାନ ବନ୍ଦରରୁ ଖୋଲା ଜିପରେ ଶୋଭାଯାତ୍ରା କରି କଳିଙ୍ଗ ଷ୍ଟାଡିୟମ ପର୍ଯ୍ୟନ୍ତ ପାଛୋଟି ନିଆଯାଇଥିଲା।
ଲକ୍ଷେ ଚେଷ୍ଟା ପରେ ମଧ୍ୟ ଜାନ୍ ସିଂହ ସିଡଲିବାଇଙ୍କୁ ବଞ୍ଚାଇ ପାରିନଥିଲେ। ମୃତଦେହକୁ ରାସ୍ତାରେ ରଖି କାନ୍ଦି ପକାଇଥିଲେ। ଏହି ହୃଦୟ ବିଦାରକ ଦୃଶ୍ୟ ଦେଖି ସେଠାରେ ଉପସ୍ଥିତ ଥିବା ସମସ୍ତଙ୍କ ଆଖିରେ ଲୁହ ଆସିଯାଇଥିଲା। କିନ୍ତୁ ବୃଦ୍ଧଙ୍କ ଏପରି ପ୍ରୟାସ ଦେଶର ସ୍ୱାସ୍ଥ୍ୟ ସେବାର ଅସଲ ଚେହେରାକୁ ପଦାରେ ପକାଇ ଦେଇଛି।
ଗିରଫ ଦୁଇ ଶ୍ରଦ୍ଧାଳୁଙ୍କ ଭିତରେ ୨ଜଣ ମଧ୍ୟପ୍ରଦେଶର ହୋଇଥିବା ବେଳେ ଅନ୍ୟ ଜଣେ ଅନୁଗୋଳ ଜିଲ୍ଲାର ଅଛନ୍ତି। ଶ୍ରଦ୍ଧାଳୁମାନଙ୍କୁ ପୁରୀ ଅଞ୍ଚଳର ୭ ଜଣ ବ୍ୟକ୍ତି ଅଛନ୍ତି। ସେମାନଙ୍କ ଭିତରୁ ୬ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଅନ୍ୟ ଜଣେ ଫେରାର ଅଛନ୍ତି। ଗିରଫଦାରୀଙ୍କ ଭିତରେ ମାଷ୍ଟର ମାଇଣ୍ଡ...
ରୋନାର ଦ୍ୱିତୀୟ ଲହରି ଏପର୍ଯ୍ୟନ୍ତ ଶେଷ ହୋଇନି। ବିଶ୍ୱର ବିଭିନ୍ନ ରାଷ୍ଟ୍ରରେ ପୁଣି କରୋନା ପ୍ରଭାବ ବଢ଼ିଛି। ଓନାମ ପରବର୍ତ୍ତୀ ସମୟରେ କେରଳରେ ପୁଣି ସଂକ୍ରମଣ ବଢ଼ିଛି। କୁମ୍ଭମେଳା ଏବଂ ଓନାମରୁ ଆମକୁ ବହୁତ କିଛି ଶିଖିବାର ଅଛି। ପାର୍ବଣ ଋତୁ ଆସିଛି। ୨ୟ ଲହର ଚାଲିଛି। ୩ୟ ଲହର ସମ୍ଭାବନା...
ଗତ ୮ ତାରିଖରେ ଜଗତସିଂହପୁର କୁଜଙ୍ଗର ଦୁଷ୍ମନ୍ତ ଦାସ ବିଧାନସଭା ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ହାତ କାଟି ବିଷ ପିଇବା ପରେ ତାଙ୍କର ଅବସ୍ଥା ଗୁରୁତର ହୋଇପଡିଥିଲା। ପରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଦୁଷ୍ମନ୍ତ ଦାସଙ୍କ ମୃତ୍ୟୁ ଘଟଣାରେ ସରକାରଙ୍କୁ ଘେରିଛନ୍ତି ବିରୋଧି।
ଦୁଷ୍ମନ୍ତଙ୍କ ମୃତ୍ୟୁ ଘଟଣାରେ କୁଜଙ୍ଗ ଥାନାରେ ତାଙ୍କ ମାଆ ବାସନ୍ତୀ ଦାସ ଥାନାରେ ଏତଲା ଦେଇଛନ୍ତି। କେହି ଜଣେ ଦୁଷ୍ମନ୍ତଙ୍କୁ କଟକରୁ ଭୁବନେଶ୍ୱର ଡାକି ନେଇଥିବା ଅଭିଯୋଗ କରିଛନ୍ତି। ଭୁବନେଶ୍ୱର ନେଇ ହାତ କାଟିବା ସହ ବିଷ ପିଆଇଥିବା ଅଭିଯୋଗ କରିଛନ୍ତି। ଏତଲା ନେଇ ଜଗତସିଂହପୁର ଏସପି ଅଖିଳେଶ୍ୱର ସିଂହ ସୂଚନା...
ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କୁ ବିଜେଡିର ସଂସଦୀୟ ଦଳ ଭେଟି ଏ ପ୍ରସଙ୍ଗ ଉଠାଇଥିଲେ। ସେହିପରି ବିଜେଡି ତରଫରୁ ସାମ୍ବାଦିକ ସମ୍ମିଳନୀ କରି ଏହି ପ୍ରସଙ୍ଗ ଉଠାଯାଇଥିଲା। ବିଜେଡିର ଦାବି ହେଲା, ଏ ବ୍ୟବସ୍ଥା ଦ୍ୱାରା ପଛୁଆ ବର୍ଗଙ୍କୁ ସାମାଜିକ ନ୍ୟାୟ ମିଳିବ।