• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

NIT Roulkela
ଦେଶର ୧୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଭିତରେ ଓଡ଼ିଶାରୁ ୪

ଆଇଆଇଟି ଭୁବନେଶ୍ୱର ୨୮, ସୋଆ ୩୨, କିଟ୍ ୩୯ ଓ ସିଭି ରମଣ ଗ୍ଲୋବାଲ ୟୁନିଭରସିଟି ୧୦୦ତମ ସ୍ଥାନରେ ରହିଛି। ମ୍ୟାନେଜମେଣ୍ଟରେ ଓଡ଼ିଶାରୁ କିଟ୍ ୩୧ତମ ସ୍ଥାନରେ ରହିଛି। ସେହିଭଳି ଜାଭିୟର ୟୁନିଭରସିଟି ଶ୍ରେଷ୍ଠ ମ୍ୟାନେଜମେଣ୍ଟ ଶିକ୍ଷାନୁଷ୍ଠାନର ୩୪ତମ ସ୍ଥାନରେ ରହିଛି।

ଏସ୍‌. ଆପୋଲୋ ରାଜୁ
ଓଡିଶାର ଅଙ୍ଗନୱାଡି ସେଣ୍ଟରକୁ ଉଡାଇଦେବାକୁ ଆନ୍ଧ୍ରର ଧମକ !

ଖାଲି ଗଜପତି ନୁହେଁ କୋଟିଆରେ ବି ଆଜି ଆନ୍ଧ୍ର ପ୍ରଶାସନ ରାସନ ଅଭିଯୋଗ ଶୁଣାଣି କରିଛି। ଫାଟୁ ସେନେରୀ, ଫଗୁଣ ସେନେରୀ, ଗଞ୍ଜେଇ ପଦର, ଧୂଳିପଦର ଗାଁକୁ ନେଇ ଅଭିଯୋଗ ଶୁଣାଣି ହୋଇଥିଲା। ବିଜୟନଗରମ୍ ଜିଲ୍ଲା ଯୋଗାଣ ଅଧିକାରୀଙ୍କ ସହ ସ୍ଥାନୀୟ ଆନ୍ଧ୍ର ପୋଲିସ ଅଧିକାରୀଙ୍କ ଉପସ୍ଥିତିରେ ହୋଇଛି...

MI Syndrone
ହାଲୁକା ଭାବେ ନିଅନ୍ତୁନି ଶିଶୁଙ୍କ ଠାରେ ଦେଖା ଦେଉଥିବା ୩ ଲକ୍ଷଣ

କୋଭିଡ୍ ସଂକ୍ରମଣ ପରେ ଏବେ ଶିଶୁମାନଙ୍କ ପାଇଁ ଚିନ୍ତା ବଢ଼ାଇଛି MI syndrome। ପ୍ରଥମ ଲହରରୁ ଆରମ୍ଭ ହୋଇଥିବା ଏହି ଲକ୍ଷଣ ଏବେ ଧିରେ ଧିରେ କାୟା ବିସ୍ତାର କରୁଥିବା ଦେଖିବାକୁ ମିଳୁଛି। ଦ୍ୱିତୀୟ ଲହରରେ ଏଥିରେ ପ୍ରଭାବିତଙ୍କ ସଂଖ୍ୟା ଅପେକ୍ଷାକୃତ ଅଧିକ ଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ...

Sourav Ganguly
ପରଦାରେ ଆସିବ ଦାଦାଙ୍କ କାହାଣୀ

୯୦ ଦଶକରୁ ବର୍ତ୍ତମାନ ଓ ଭାରତୀୟ କ୍ରିକେଟ୍ ବୋର୍ଡର ସଭାପତି ହେବା ପର୍ଯ୍ୟନ୍ତ ସୌରଭ ଗାଙ୍ଗୁଲି ସବୁବେଳେ ଚର୍ଚ୍ଚାରେ। ତାଙ୍କର ଆକ୍ରମଣାତ୍ମକ ବ୍ୟାଟିଂ ଓ ଚମତ୍କାର କ୍ୟାପ୍ଟେନସିପ୍ ଅନ୍ଦାଜ ପାଇଁ ସେ ବେଶ ଲୋକପ୍ରିୟ ହୋଇଥିଲେ। ଅନ୍ୟ ବାୟୋପିକ ଫିଲ୍ମ ଭଳି ଏହା ମଧ୍ୟ ରୋମାଞ୍ଚକର ହେବ ବୋଲି ସିନେମା ସମୀ‍କ୍ଷକ ଅନୁମାନ କରୁଛନ୍ତି।

heavy rainfall
୩ ଦିନ ଛେଚିବ, ୫୦ କିମି ବେଗରେ ବହିବ ପବନ !

ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ୧୧ରୁ ୧୩ ତାରିଖ ଯାଏଁ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ, ଆଭ୍ୟନ୍ତରୀଣ ତଥା ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ୧୧ରୁ...

Cyber Crime
ଜାମତରା ସାଇବର ଠକେଇ ଲିଙ୍କ୍‌ରେ ଓଡ଼ିଶାରୁ ୨ ଗିରଫ

ବ୍ୟାଙ୍କ ଆକାଉଣ୍ଟରେ ଏକାଧିକ ସନ୍ଦେହ ଜନକ ଟ୍ରାନ୍‌ଜେକ୍ସନ ବିଷୟରେ ପୁଲିସକୁ ବିଶ୍ୱସ୍ତ ସୁତ୍ରରୁ ସୂଚନା ମିଳିଥିଲା। ଏହାପରେ ପୁଲିସ ତଦନ୍ତ ଆରମ୍ଭ କରି ସୁନୀଲଙ୍କ ନାମରେ ବ୍ୟାଙ୍କ ଅଫ୍ ଇଣ୍ଡିଆ, କାନାରା ବ୍ୟାଙ୍କ, ସେଣ୍ଟ୍ରାଲ ବ୍ୟାଙ୍କ ଏବଂ ୟୁନିୟନ ବ୍ୟାଙ୍କର ପାଞ୍ଚଟି ବ୍ୟାଙ୍କ ଆକାଉଣ୍ଟରେ ସନ୍ଦେହଜନକ ଟ୍ରାନାଜକ୍ସନ ବିଷୟରେ...

Police vs Public
ହେଲମେଟ୍‌ ଚେକିଂ ବେଳେ ମାଡ଼ମରା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ଏସ୍‌ପି

ଗତ ରାତିରେ ବାଇକ୍ ଚାଳକ ଜଣକ ବିନା ହେଲମେଟରେ କେନ୍ଦ୍ରାପ଼ଡା ଅଭିମୁଖେ ଯାଉଥିବା ବେଳେ ପୁଲିସ ତାଙ୍କୁ ଅଟକାଇଥିଲା । ଏହାପରେ ହେଲମେଟ୍ କାହିଁ ବୋଲି ପ୍ରଶ୍ନ କରିଥିଲା । ତେବେ ପୁଲିସ ତାଙ୍କୁ ଦୁର୍ବ୍ୟବହାର କରିଥିବା ଚାଳକ ଅଭିଯୋଗ କରିଥିଲେ । ସେପଟେ ବାଇକ୍ ଚାଳକ ହେଲମେଟ୍ ପିନ୍ଧିନଥିବା...

BJP Pressmeet
ମୁଖ୍ୟମନ୍ତ୍ରୀ ବିଧାନସଭାର ଗରିମାକୁ ହତ୍ୟା କରୁଛନ୍ତି: ବିଜେପି

୫ଟି ମୁଲତବୀ ପ୍ରସ୍ତାବ ମଧ୍ୟରୁ ୩ଟି ପ୍ରସ୍ତାବକୁ କଂଗ୍ରେସର ସହାୟତା ନେଇ କରେଇ ଦେଲେ ନାହିଁ ଶାସକ ଦଳ। ୫ଟି ମୁଲତବି ପ୍ରସ୍ତାବ ଆଣିଥିଲା ବିଜେପି, ମାତ୍ର କଂଗ୍ରେସ ବାଧକ ସାଜିଲା। କଂଗ୍ରେସ ହେଉଛି ବିଜୁ ଜନତା ଦଳର ବି ଟିମ୍ ବୋଲି ବିଜେପି କହିଛି। କାଲିଠୁ ଖଣି ଦୁର୍ନୀତି ଆସିଛି,...

Passenger Reservation Sysem
ଟ୍ରେନ୍ ଟିକେଟ୍ ବାତିଲ୍ କଲେ ସହିବାକୁ ପଡ଼ିବନି କ୍ଷତି

ବହୁ ସମୟରେ ନିୟମରେ ପରିବର୍ତ୍ତନ ମଧ୍ୟ କରାଯାଇଥାଏ। ଯଦି କୌଣସି କାରଣରୁ ଆପଣଙ୍କର ଯାତ୍ରା ତାରିଖ ପରିବର୍ତ୍ତନ କରିବାକୁ ଚାହାଁନ୍ତି, ତେବେ ନୂଆ ରେଳ ନିୟମ ଅନୁଯାୟୀ, ନିଶ୍ଚିତ/ଆରଏସି/ ଅପେକ୍ଷା ତାଲିକା ଟିକେଟକୁ ବାତିଲ୍ ନକରି, ତାରିଖ ପରିବର୍ତ୍ତନ କରି ଯାତ୍ରାକୁ ସମ୍ପୂର୍ଣ୍ଣ କରନ୍ତୁ। କିନ୍ତୁ ଏହି ସୁବିଧା...

Dr Sanjya Panda
ବିଶିଷ୍ଟ କ୍ୟାନ୍‌ସର୍ ବିଶେଷଜ୍ଞ ଡାକ୍ତର ସଞ୍ଜୟ ପଣ୍ଡାଙ୍କ ପରଲୋକ

କଟକ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ସେ ଆସୋସିଏଟ ପ୍ରଫେସର ଭାବରେ କାର୍ଯ୍ୟରତ ଥିଲେ। ଆଇଏମଏ କଟକ ଶାଖାର ଆଜୀବନ ସଦସ୍ୟ ଥିଲେ ଡାକ୍ତର ପଣ୍ଡା। ତାଙ୍କ ପରଲୋକ ଚିକିତ୍ସା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ଵୋଲି ଆଇଏମଏ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି।

Festive Politics
ପୂଜା ଗାଇଡ୍‌ଲାଇନ୍‌ର ପୁନର୍ବିଚାର କରିବେ କି ସରକାର?

ଏହି କଟକଣା ପ୍ରତିବାଦରେ କଟକରେ ଆସନ୍ତା ୧୩ ତାରିଖ ଦିନ ବନ୍ଦ ଡାକରା ଦେଇଛି ବିଜେପି। ସେହିପରି ନିୟମର ପୁନର୍ବିଚାର ପାଇଁ ରାଜଧାନୀରେ ବି ବିଭିନ୍ନ ପୂଜା କମିଟି ଦାବି କଲେଣି। ଏମିତିକି ଆଜି କେତେକ ପୂଜା କମିଟିର ସଦସ୍ୟ ପୋଲିସ କମିଶନରଙ୍କୁ ଭେଟି ମଧ୍ୟ ଦାବି...

CM Naveen Pattnaik
ନିୟମ ନମାନିଲେ ହେବ ଲକ୍‌ଡାଉନ୍‌: ନବୀନ

ବର୍ତ୍ତମାନ ରାଜ୍ୟରେ କୋଭିଡ୍‌ ସ୍ଥିତି ଚିନ୍ତାଜନକ ନଥିଲେବି ତୃତୀୟ ଲହର ନେଇ ବିଶେଷଜ୍ଞମାନେଆଶଙ୍କା କରୁଛନ୍ତି। ଏପରିକି ନିୟମ ମାନିବାକୁ ପରାମର୍ଶ ଦେଇଛି। ରାଜ୍ୟରେ ଏବେବି ୧୮ ବର୍ଷରୁ କମ୍ ବର୍ଗର ସଂକ୍ରମିତଙ୍କ ସଂଖ୍ୟା ୧୦୦ ଉପରେ ରହୁଛି। କେରଳରେ ସ୍ଥିତି ଉଦ୍‌ବେଗଜନକ ରହିଛି।   

Corona Infection
ପିଲାଙ୍କ ଭିତରେ ବଢ଼ୁଥିବା ସଂକ୍ରମଣ ପାଇଁ ଅଭିଭାବକ ଦାୟୀ: ସ୍ୱାସ୍ଥ୍ୟ ବିଭାଗ

ଡିଏମ୍ଇଟି ସିବିକେ ମହାନ୍ତି କହିଛନ୍ତି, ପିଲାଙ୍କ ଯତ୍ନ ନେବାର ପ୍ରଥମ ଦାୟିତ୍ୱ ଅଭିଭାବକମାନଙ୍କର। ପିଲାମାନେ ଟିକା ନେଇ ନ ଥିବାରୁ ବାପା ମାଆ  ସାବଧାନ ରୁହନ୍ତୁ। ସ୍କୁଲ ପିଲାଙ୍କ ଠାରେ କରୋନା ସଂକ୍ରମଣ ବଢ଼ିଲେ, ସ୍କୁଲ ବନ୍ଦ କରାଯିବ। ସ୍ବାସ୍ଥ୍ୟ ବିଭାଗ କହିଛି, କୋଭିଡ୍‌ରେ ଆକ୍ରାନ୍ତ ହୋଇଥିବା ମାତ୍ର ୦.୨ ପ୍ରତିଶତ ପିଲା ଆଇସିୟୁରେ...

Crab in Canal Competition
ନାଳରୁ କଙ୍କଡା ଧରିଲେ ମିଳିବ ୫ ହଜାର ପୁରସ୍କାର !

କଙ୍କଡା ଧର, ୫ ହଜାର ନିଅ। କଙ୍କଡ଼ା ଧରିବା ପାଇଁ ଏଭଳି ଅଭିନବ ପ୍ରତିଯୋଗିତା ଦେଖିବାକୁ ମିଳିଛି ସମ୍ବଲପୁର ଯୁଜୁମୁରା ବ୍ଲକ ଅନ୍ଧାରୀ ଗାଁରେ। ଏଥିରେ ୩୫ ଜଣ ପ୍ରତିଯୋଗୀ ଭାଗ ନେଇ ନିକଟସ୍ଥ ନାଳରୁ କଙ୍କଡ଼ା ଧରିଥିଲେ। ଅଧିକ କଙ୍କଡ଼ା ଧରିଥିବା ପ୍ରତିଯୋଗୀଙ୍କୁ ୫ ହଜାର ଟଙ୍କାର ପୁରସ୍କାର ରାଶି...

Election
ପୌର ନିର୍ବାଚନ ପାଇଁ ରାସ୍ତା ସଫା: ୫୦ ପ୍ରତିଶତ ମଧ୍ୟରେ ରହିବ ସଂରକ୍ଷଣ ସୀମା

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କୌଣସି ବ୍ୟବସ୍ଥାରେ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ହେବ ନାହିଁ। ଏବେ ରାଜ୍ୟ ସରକାର ମ୍ୟୁନ୍‌ସିପାଲ ଆଇନ ସଂଶୋଧନ କରିବା ପରେ ନିର୍ବାଚନର ବାଟ ଫିଟିଛି, କିନ୍ତୁ ବିରୋଧୀଙ୍କ ପ୍ରଶ୍ନ ହେଲା, ସରକାର ତ ଆଗରୁ ହିଁ ଆଇନରେ ସଂଶୋଧନ କରି ନିର୍ବାଚନ କରାଇ ପାରିଥାନ୍ତେ। ଏତେ ଦିନ...

ମାନବିକତା ଦେଖାଇଲା ନାଗପୁର ପୋଲିସ
ନାଗପୁର ପୋଲିସର ଉଦାରତା: ଅଟୋ ଡ୍ରାଇଭରର ଜୋରିମାନା ଭରିଲା ପୋଲିସ

ପୋଲିସ ଅଟୋକୁ ଜବତ କରି ଜରିମାନା ଟଙ୍କା ଜମା କରିବାକୁ କହିଥିଲେ। ଡ୍ରାଇଭର ପାଖରେ ନିର୍ଦ୍ଧାରିତ ଟଙ୍କା ନଥିବାରୁ ଘରୁ ନିଜ ପୁଅର ସଞ୍ଚିତ କୁମ୍ପିକୁ ନେଇ ପୋଲିସ ଷ୍ଟେସନରେ ପହଞ୍ଚିଥିଲା। ଏହାକୁ ଦେଖି ବରିଷ୍ଠ ଥାନା ଅଧିକାରୀ ଚକିତ ହୋଇ ପଡିଲେ ଏବଂ କୁମ୍ପିକୁ ଥାନାକୁ ଆଣିବାର...

Sea Beach
ଲଘୁଚାପ, ଅମାବାସ୍ୟା ପାଇଁ ଫୁଲିଗଲା ସମୁଦ୍ର ! ମାଡ଼ିଆସିଲା ୮ ଫୁଟର ଜୁଆର ପାଣି

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ୱେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି। କିନ୍ତୁ ସବୁଠୁ ଚିନ୍ତା ବଢାଇଛି ପାଣିପାଗ ବିଭାଗର ପୂର୍ବାନୁମାନ।  ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରେ ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି । 

Rape Accused
ଗଣଦୁଷ୍କର୍ମ ଅଭିଯୁକ୍ତକୁ ଗାଧୋଇ ଦେଲା ପୋଲିସ୍

ଘଟଣାରେ ରାଉରକେଲା ଏସ୍‌ପି ଦୁଇ ଜଣ ପୋଲିସ କର୍ମଚାରୀଙ୍କୁ ସସପେଣ୍ଡ କରିଛନ୍ତି। ଏଥିସହ ତଦନ୍ତକାରୀ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍ ବି ଜାରି କରିଛନ୍ତି। ପୂର୍ବରୁ ମଧ୍ୟ ରାଉରକେଲାରେ ପୋଲିସ ହେପାଜତରୁ ଅପରାଧୀ ଖସିଯିବା ଘଟଣା ନଜରକୁ ଆସିଥିଲା।

breaking news
ସଂକ୍ଷେପରେ ଆଜିର ତାଜା ଖବର - Tuesday, 07 September 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪

INS Vikrant
INS ବିକ୍ରାନ୍ତକୁ ବିସ୍ଫୋରଣରେ ଉଡ଼ାଇଦେବାର ଧମକ

ଗତ ୨୦ ଦିନ ଭିତରେ କୋଚିନି ସିପ୍ୟାର୍ଡ ଲିମିଟେଡକୁ ଏହା ଦ୍ୱିତୀୟ ଧମକପୂର୍ଣ୍ଣ ଇମେଲ୍ ବୋଲି ସୂଚନା ମିଳିଛି। ଏହି ଅଜଣା ଇମେଲ ପରେ ସିପ୍ୟାର୍ଡରେ ପୋଲିସ ଓ ସିଆଇଏସଏଫ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।