ଆଜି ସ୍ୱାମୀ-ସ୍ତ୍ରୀ କୋର୍ଟରେ ପହଞ୍ଚି ଥିଲେ। ମାଜିଷ୍ଟ୍ରେଟ୍ ଉଭୟଙ୍କୁ ବୁଝାଉଥିଲେ। ଜୀବନକୁ ବିପଦ ରହିଛି ଦର୍ଶାଇ ସେ(ସିଦ୍ଧାର୍ଥ) ମାଜିଷ୍ଟ୍ରେଟ୍ଙ୍କ କୌଣସି କଥା ଶୁଣିବାର ନଥିଲେ। ତେବେ ଆଜି କୌଣସି ନିଷ୍କର୍ସ ବାହାରି ନପାରିବାରୁ ୨୯ ତାରିଖରେ ହାଜର ହେବାକୁ ମାଜିଷ୍ଟ୍ରେଟ୍ ପରାମର୍ଶ ଦେଇଥିଲେ। ପାରିବାରିକ ଅଦାଲତରୁ ବାହାରି ପରେ...
ଭାରତର ଏହି ବିଜୟର ଦୁଇ ପ୍ରମୁଖ ନାୟକ ହେଲେ ଯଶପ୍ରୀତ ବୁମ୍ରା ଓ ରବୀନ୍ଦ୍ର ଜାଡେଜା। ଉଭୟ ଇଂଲଣ୍ଡର ଦ୍ୱିତୀୟ ଇନିଂସ୍ରେ ଦୁଇଟି ଲେଖାଏଁ ୱିକେଟ ଦଖଲ କରି ରେକର୍ଡ ବୁକ୍ରେ ନିଜ ନାଁ ଲେଖାଇଛନ୍ତି। ବୁମ୍ରା ଭାରତର ପ୍ରଥମ ଦ୍ରୁତ ବୋଲର ଭାବେ ସବୁଠାରୁ କମ ମ୍ୟାଚ୍ରେ ନିଜ ଟେଷ୍ଟ କ୍ୟାରିୟରରେ...
କରୋନା ପରେ ଏବେ ନିପା ଭାଇରସ ସଂକ୍ରମଣ ଭୟକୁ ଦ୍ନିଗୁଣିତ କରିଛି। ରବିବାର କେରଳରେ ନିପା ଭାଇରସ ମାମଲା ଆସିଥିଲା। କେରଳରେ ଏହି ଭାଇରସ ଦ୍ୱାରା ୧୨ ବର୍ଷର ଏକ ପିଲାର ମୃତ୍ୟୁ ଘଟିବା ସହ ୨ ରୋଗୀ ଚିକିତ୍ସାଧିନ ଅଛନ୍ତି। ପରେ ତାମିଲନାଡୁର କୋଏମ୍ବାଟୁର ଠାରେ ଆଉ ଏକ ରୋଗୀ ଚିହ୍ନଟ ହୋଇଥିବା ନେଇ...
ରାଜ୍ୟରେ ସମ୍ଭାବ୍ୟ ମରୁଡ଼ି ସ୍ଥିତି ଓ ରାଜ୍ୟ ସରକାର ନେଇଥିବା ପଦକ୍ଷେପ ଉପରେ ସରକାରୀ ଦଳ ପକ୍ଷରୁ ଆଗତ ମୋସନ ଉପରେ ବିଧାନସଭାରେ ହୋଇଛି ସରଗରମ ଆଲୋଚନା। ବିରୋଧୀଦଳ ମୁଖ୍ୟ ସଚେତକ କହିଛନ୍ତି- ଓଡ଼ିଶା ବାରମ୍ବାର ମରୁଡ଼ି ସ୍ଥିତିର ସମ୍ମୁଖୀନ ହେଉଥିଲେ ବି ରାଜ୍ୟ ସରକାର ଏହାର ନିରାକରଣ ପାଇଁ...
ଇମ୍ଫା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ଘୋଷିତ ହୋଇଛି। ଅକ୍ଟୋବର ମାସରେ ଅନୁଷ୍ଠିତ ହେବ ଶାରଳା ପୁରସ୍କାର ପ୍ରଦାନ ଉତ୍ସବ। ଶାରଳା ପୁରସ୍କାର ପ୍ରଦାନ ଉତ୍ସବରେ ଏହି ସମ୍ମାନ ପ୍ରଦାନ କରାଯିବ। ଇମ୍ଫା ଦ୍ୱାରା ପରିଚାଳିତ ଇମ୍ପା ଆନୁକୂଲ୍ୟରେ ୧୯୮୦ ମସିହାରୁ ପ୍ରତିବର୍ଷ ଶାରଳା...
ପ୍ରଶ୍ନକାଳରେ ସେ କହିଥିଲେ ରାଜ୍ୟରେ ଅଗଷ୍ଟ ପହିଲା ସୁଦ୍ଧା ୧୧ ହଜାର ୪୫୬ ପୋଲିସ ପଦବୀ ଖାଲି ରହିଛି। ସେଥିରୁ ୧୩ ଡିଆଇଜି, ୧୫ ଏସ୍ପି ଓ ୨୪୮ ଇନ୍ସପେକ୍ଟର ପଦବୀ ଖାଲି ରହିଛି। ରାଜ୍ୟରେ ଥାନା ଓ ଫାଣ୍ଡି ଖୋଲିବା ନେଇ ଗୃହରେ ୪୦ ବିଧାୟକଙ୍କ ଉଦବେଗକୁ ଦେଖି ବାଚସ୍ପତି...
ଆଜି ସକାଳେ ମାଆଙ୍କ ପାଇଁ ବିଭିନ୍ନ ସାମାଜିକ ସଂଗଠନ ଆଣ୍ଠେଇ ପ୍ରତିବାଦ କରିଥିଲେ। ବର୍ଷାରେ ଓଦା ହୋଇ ରାସ୍ତା ଉପରେ ଆଣ୍ଠୁ ମାଡି ବସି କଟକ ବାଦାମବାଡ଼ି ଛକରେ ସାମାଜିକ ସଂଗଠନର କର୍ମୀ ମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପ୍ରଶାସନକୁ ଗୁହାରି କରିଥିଲେ। ଆସନ୍ତା ଦୁର୍ଗାପୂଜାରେ ମାଆଙ୍କ ମୂର୍ତ୍ତି ୪...
ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
ବିଜ୍ଞାପନରେ ଦର୍ଶାଇଛନ୍ତି ସ୍ଥାନୀୟ ଶିଳ୍ପୋଦ୍ୟୋଗୀଙ୍କ ପ୍ରତିବାଦ ସତ୍ତ୍ୱେ ଯେ ରାଜ୍ୟରେ ଉତ୍ପାଦିତ ୬୦ ପ୍ରତିଶତ ଲୁହା ପଥର ଅଲଗା ରାଜ୍ୟକୁ ପଠାଯାଉଛି। ରାଜ୍ୟରେ ଲୁହାପଥର ଦର ଆକାଶଛୁଆଁ ହୋଇଥିବାରୁ ଖଣି ବ୍ୟବସାୟୀ ଲାଭବାନ ହେଉଛନ୍ତି। ହେଲେ ଲୁହା ପଥର ଅଭାବରୁ ରାଜ୍ୟରେ ସ୍ପଞ୍ଜ ଆଇରନ ୟୁନିଟ ବନ୍ଦ ହୋଇଗଲାଣି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
ଅଧିକାରୀମାନେ ନିଜର ମୁଖ୍ୟାଳୟ ଛାଡି ପାରିବେ ନାହିଁ। କୌଣସି ଅଧିକାରୀ ନିଜ ମୋବାଇଲ ବନ୍ଦ ନରଖିବାକୁ ମନ୍ତ୍ରୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ପଞ୍ଚାୟତ ଓ ବ୍ଲକସ୍ତରରେ କ୍ଷୁଦ୍ର, ମଧ୍ୟମ ଜଳସେଚନର ଡାଟାବେସ୍ ପ୍ରସ୍ତୁତ କରିବେ କ୍ଷେତ୍ର ଅଧିକାରୀ। ନିଜ ଅଞ୍ଚଳର ଅନାବୃଷ୍ଟି ଓ ସମ୍ଭାବ୍ୟ ମରୁଡ଼ିର ପ୍ରତିକାର ପାଇଁ ଯୋଜନା...
ମମତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବା ପାଇଁ ନଭେମ୍ବର ୪ ପୂର୍ବରୁ ଯେକୌଣସି ବିଧାନସଭା ଆସନରେ ନିର୍ବାଚନ ଜିତିବାକୁ ପଡ଼ିବ। ଭବାନୀପୁରରେ ସେପ୍ଟେମ୍ବର ୩୦ରେ ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଓ ଅକ୍ଟୋବର ୩ରେ ଗଣତି ହେବ। ସେପଟେ ବିଜେପି, କଂଗ୍ରେସ ସେଠାରେ ଏଯାଏଁ ପ୍ରାର୍ଥୀ ଘୋଷଣା କରିନାହାନ୍ତି।
ସମୁଦ୍ର ଅଶାନ୍ତ ହେବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ଜୁନ୍ ୧ରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୦ ପ୍ରତିଶତ କମ ବର୍ଷା ରେକର୍ଡ...
ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ଭାରତ ୩ ୱିକେଟ୍ ହରାଇ ୨୭୦ ରନ୍ କରିଥିଲା। ପୂର୍ବଦିନ ଅପରାଜିତ ଥିବା କ୍ୟାପଟେନ୍ ବିରାଟ୍ କୋହଲି ଓ ରବୀନ୍ଦ୍ର ଜାଡେଜା ଅର୍ଦ୍ଧଶତକୀୟ (୫୯) ଭାଗିଦାରୀ କରିଥିଲେ। ଜାଡେଜା ୧୭ ରନ୍ କରି କ୍ରିସ୍ ଓକ୍ସଙ୍କ ଶିକାର ହୋଇଥିଲେ। ତାଙ୍କ ସ୍ଥାନ...
ସାନ ଭାଇ ଶେଖରଙ୍କ ସହ ମିଶି ପଙ୍ଖା ସଜାଡ଼ିବାଠୁ ଆରମ୍ଭ କରି ମୋଟର ବାଇଣ୍ଡିଂ କରି ପେଟ ପୋଷୁଥିଲେ। ଏତେ ଆର୍ଥିକ ଅନଟନ ଭିତରେ ଥାଇ ବି ବ୍ୟାଡମିଣ୍ଟନ୍ ମୋହରୁ କିନ୍ତୁ ସେ ମୁକୁଳି ପାରିନଥିଲେ। ପ୍ରମୋଦ ୟା ଭିତରେ ଟୋକିଓରେ ଇତିହାସର ରଚନା କରିଥିଲେ ବି ଏପଟେ ଅତାବିରାରେ...
ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଉତ୍କର୍ଷ କେନ୍ଦ୍ରରେ ଆକର୍ଷଣୀୟ କ୍ଲାସରୁମ, ବିଶ୍ୱସ୍ତରୀୟ ବିଜ୍ଞାନଗାର, ଗ୍ରନ୍ଥାଗାର, ଗଣିତ ଓ ଭାଷା ବିଜ୍ଞାନଗାର, ଉନ୍ନତ କମ୍ପ୍ୟୁଟର ଲାବୋରାଟୋରୀ ଆଦିର ନିର୍ମାଣ କରିବା ପାଇଁ ଯୋଜନା ରହିଛି। ଶହେ କୋଟି ଟଙ୍କାରେ ନିର୍ମାଣ ହେଉଥିବା ଏହି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ...
ନିୟମ କହୁଛି, ସ୍ଥିତି ଅନୁଧ୍ୟାନ ପରେ ମୋଟିଭେଟର, ଯନ୍ତ୍ରୀ ଓ ବିଆର୍ସି ଫାଇନାଲ୍ ବିଲ୍ କରିବା କଥା। କିନ୍ତୁ ନିର୍ମାଣାଧିନ ପାଇଖାନା ନାଁରେ ଏବଂ ହିତାଧିକାରୀଙ୍କ ଅଗୋଚରରେ ଫାଇନାଲ୍ ବିଲ୍ କରି ଉଠାଣ ହୋଇଛି ଲକ୍ଷ ଲକ୍ଷ ଟଙ୍କା। କେବଳ ଭଦ୍ରକ ଓ ରାୟଗଡ଼ା ନୁହେଁ, ରାଜ୍ୟର ଏକାଧିକ ଜିଲ୍ଲାରେ ଏଭଳି...
ପୂଜା କମିଟି ଗୁଡିକର ଦାବି- ମୂର୍ତ୍ତିର ଉଚ୍ଚତା ଓ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଦର୍ଶନ ଉପରେ ସରକାର ଲାଗୁ କରିଥିବା କଟକଣା ଯଥାର୍ଥ ନୁହେଁ। ଶ୍ରୀମନ୍ଦିର ସମେତ ଅନ୍ୟ ସବୁ ମନ୍ଦିରରେ ଯେଭଳି ଭକ୍ତଙ୍କୁ ଦର୍ଶନର ସୁବିଧା ଦିଆଯାଇଛି, ଦୁର୍ଗାପୂଜାରେ ମଧ୍ୟ ସମାନ ସୁବିଧା ମିଳିବାକୁ ସେମାନେ ଦାବି କରିଛନ୍ତି। ଏହାଛଡ଼ା ପୂର୍ବବର୍ଷ...
ପ୍ରତି ଯୁବତୀଙ୍କ ରହିବା ଖାଇବାକୁ ଛାଡ଼ି ମାସକୁ ମୋଟା ଅଙ୍କର ଟଙ୍କା ମଧ୍ୟ ପାଉଥିଲେ ଯୁବତୀ । ସବୁ ଦିନ ଗ୍ରାହକଙ୍କ ଭିଡ଼ ଲାଗି ରହୁଥିଲା । ତେବେ ଓୟୋ ହୋଟେଲ୍ ଥିବାରୁ ସ୍ଥାନୀୟ ଲୋକ କିଛି ଟେର ପାଉନଥିଲେ। ଏମାନେ ପ୍ରତି ଗ୍ରାହକ ପିଛା ଘଣ୍ଟାକୁ ୩ରୁ ୪...
ବୋର୍ଡ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି, ବିସିସିଆଇ ମେଡିକାଲ୍ ଟିମ୍ ଶନିବାର ସନ୍ଧ୍ୟାରେ ଶାସ୍ତ୍ରୀଙ୍କର ଲାଟେରାଲ୍ ଫ୍ଲୋ ଟେଷ୍ଟ ପଜିଟିଭ୍ ଆସିଥିଲା। ଯାହା ପରେ ସତର୍କତା ଦୃଷ୍ଟିରୁ ଶାସ୍ତ୍ରୀଙ୍କ ସମେତ ୪ ଜଣଙ୍କୁ ଆଇସୋଲେଟ୍ କରିଦିଆଯାଇଛି। ତେବେ ଟିମର ବାକି ଦୁଇ ସଦସ୍ୟଙ୍କର ରାପିଡ୍ ଟେଷ୍ଟ ହୋଇଛି। ଗୋଟିଏ...