• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Sex Racket
ଓୟୋ ହୋଟେଲ୍‌ରେ ଚାଲିଥିଲା ସେକ୍ସ ରାକେଟ୍‌

ବିଶେଷ ସୂତ୍ରରୁ ଖବର ପାଇ ଭରତପୁର ପୋଲିସ ଏଠାରେ ରେଡ୍ କରିଥିଲା ଚଢାଉ ବେଳେ ଏଠାରୁ ମଦ ବୋତଲ, ଆପତ୍ତି ଜନକ ସାମଗ୍ରୀ ଜବତ କରାଯାଇଛି। ତେବେ ଏହି ରାକେଟର ମୁଖ୍ୟ କୁହାଯାଉଥିବା ହୋଟେଲ ମାଲିକ ଫେରାର ହୋଇଯାଇଛନ୍ତି।

PMAY Scam
ଭଙ୍ଗା କୁଡ଼ିଆରେ ଭିନ୍ନକ୍ଷମ ଦମ୍ପତି, ଭାଗ୍ୟରେ ଜୁଟିନି ଆବାସ ଯୋଜନାରେ ଘର ଖଣ୍ଡେ

ଭିତରେ ଥରେ ଆଖି ବୁଲାଇ ଆଣିଲେ ଗରିବୀର ସଂଜ୍ଞା କଣ ତାହା ଆପେ ଆପେ ବୁଝି ହେବ। ହେଲେ ଦୁଃଖ ଓ ପରିତାପର ବିଷୟ ଯେ ବାଲେଶ୍ୱର ସହରର ୧୬ ନମ୍ବର ଓ୍ୱାର୍ଡରେ ରହୁଥିବା ସରୋଜ କୁମାର ମହାନ୍ତିଙ୍କ ଭାଗ୍ୟରେ ଆଜିଯାଏଁ ଜୁଟିନି ଆବାସ ଯୋଜନାରେ ଘର ଖଣ୍ଡେ।...

ACF death case
ରାତି ଅଧରେ ସୌମ୍ୟଙ୍କ ଘରକୁ ଡିଏଫ୍‌ଓ ଯିବା ମୁଁ ଦେଖିଛି: ଜଗୁଆଳି

ଏଲିଫ୍ୟାଣ୍ଟ ଗାର୍ଡ ଭାବେ ପ୍ରଥମେ ନିଯୁକ୍ତ ହୋଇଥିଲେ ଗଙ୍ଗା। ପରବର୍ତ୍ତୀ ସମୟରେ ଡିଏଫ୍ଓଙ୍କ ଅଫିସ ସମେତ କ୍ୟାମ୍ପସରେ ଅସ୍ଥାୟୀ ରାତ୍ର ଜଗୁଆଳି ବନିଥିଲେ। ଏହି ସମୟରେ ସ୍ୱାମୀ ସୌମ୍ୟଙ୍କ ସହ ପତ୍ନୀ ବିଦ୍ୟାଭାରତୀ ଯେତେବେଳେ ମର୍ଣ୍ଣି ୱାର୍କରେ ଯାଆନ୍ତି, ସେତେବେଳେ ଡିଏଫ୍ଓ ଛାତ ଉପରୁ ଅନାନ୍ତି ବୋଲି ବି କହିଛନ୍ତି ଗଙ୍ଗା। ଏସବୁ ଦେଖିଥିବାରୁ...

CET College
ସିଇଟିକୁ ମିଳିଲା ବିଶ୍ୱବିଦ୍ୟାଳୟ ମାନ୍ୟତା

ଓଡ଼ିଶା ବୈଷୟିକ ଗବେଷଣା ବିଶ୍ୱବିଦ୍ୟାଳୟ ବିଲରେ ସିଇଟି କଲେଜକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି। ଏହି ଶିକ୍ଷାଅନୁଷ୍ଠାନରେ ଇଂଜିନିୟରିଂ ଏବଂ ବିଜ୍ଞାନ ଓ କାରିଗରୀ, ବୈଷୟିକ ଜ୍ଞାନ କୌଶଳ, ସ୍ଥପତି ଓ ମ୍ୟାନେଜମେଣ୍ଟ ଏବଂ ଗବେଷଣା କ୍ଷତ୍ରରେ ଅଧିକ ସହାୟକ ହୋଇପାରିବ। ତେବେ ଗୃହରେ ଆଜି ଏହିସବୁ ବିଲ ଉପସ୍ଥାପନ ବେଳେ...

Gopalpur Sea Beach
ପର୍ଯ୍ୟଟନ ବିକାଶର ଅର୍ଥ କଣ ବେଳାଭୂମୀରେ ମଦ ଦୋକାନ?

ମାନବ ଅଧତ୍କାର ସୁରକ୍ଷା ମଞ୍ଚ ସଦସ୍ୟ ଅବନୀ ଗୟା କହିଛନ୍ତି ଯେ, ଗୋପାଳପୁର ଓ ସୋନପୁର ବେଳାଭୂମିର ପ୍ରତି ୫୦ ମିଟର ଦୂରରେ ଖୋଲାଖୋଲି ମଦ ଦୋକାନ କରିବାକୁ ଚାହୁଁଛନ୍ତି। ଏହା କେଉଁ ପ୍ରକାରର ଜନମଙ୍ଗଳ କାମ? ଏହା କି ପ୍ରକାର ପର୍ଯ୍ୟଟନର ବିକାଶ? ଗଂଜାମବାସୀ ଏଭଳି ନିଷ୍ପତ୍ତିକୁ ଦୃଢ ବିରୋଧ କରୁଛି।

BJP protest
'ସିଟି ବସକୁ ଶାଗମାଛ ଦରରେ କବାଡ଼ିଆଙ୍କୁ ବିକି ଦେଲେ ସରକାର'

୧୨୧ଟି ସିଟି ବସକୁ ଶାଗମାଛ ଦରରେ କବାଡ଼ିବାଲାକୁ ବିକ୍ରି ଘଟଣାରେ ତେଜିବାରେ ଲାଗିଛି ଅସନ୍ତୋଷ। ଏହି ଘଟଣାର ପ୍ରତିବାଦରେ ଆଜି ଭୁବନେଶ୍ୱର ମହାତ୍ମାଗାନ୍ଧୀ ମାର୍ଗରେ ବିକ୍ଷୋଭ କରିଛି ବିଜେପି ।

brown sugar
ଧଳା ଜହର କାରବାରରେ ବିଟେକ୍ ଛାତ୍ର

ଧଳା ଜହର କାରବାରରେ ବିଟେକ୍ ଛାତ୍ର । ସେମାନେ ଏହାର ବେପାର ମଧ୍ୟ କରୁଥିବା ଜଣା ପଡ଼ିଛି। ୧ କେଜି ୩୪ ଗ୍ରାମର ବ୍ରାଉନ୍ ସୁଗାର ଜବତ କରିଛି ପୋଲିସ। ଗିରଫ ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଜାଇଛି।

pipili election
ସେପ୍ଟେମ୍ବର ୩୦ରେ ପିପିଲି ନିର୍ବାଚନ

ପିପିଲି ଉପନିର୍ବାଚନ ପାଇଁ ବାଜିଲା ବିଗୁଲ୍ । ସେପ୍ଟେମ୍ବେର ୩୦ରେ ପିପିଲି ଉପନିର୍ବାଚନ । ଗଣତି ହେବ ଅକ୍ଟୋବର ୩ରେ। କରୋନା ପାଇଁ ସ୍ଥଗିତ ରହିଥିଲା ଉପନିର୍ବାଚନ।

Pramod Bhagat
ଇତିହାସ ରଚିଲେ ଓଡ଼ିଆ ପୁଅ, ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ଆଣିଲେ ପ୍ରମୋଦ

ଓଡ଼ିଆ ବ୍ୟାଡମିଣ୍ଟନ ଷ୍ଟାର ପ୍ରମୋଦ ଭଗତ ଫାଇନାଲରେ ଆରମ୍ଭରୁ ପ୍ରମୋଦଙ୍କ ପଲ୍ଲା ଭାରି ରହିଥିଲା। ପ୍ରଥମ ସେଟ୍‌ରେ ବ୍ରିଟେନ୍ ଖେଳାଳି ଡାନ୍ ବେଥେଲଙ୍କୁ ହରାଇ ଆଗୁଆ ରହିଥିଲେ ପ୍ରମୋଦ। ପ୍ରମୋଦ ଭଗତ ପ୍ରଥମଥର ପାଇଁ ପାରା ଅଲିମ୍ପିକ୍ସରେ ଭାଗ ନେଇଥିଲେ ମଧ୍ୟ ଚମତ୍କାର ପ୍ରଦର୍ଶନ କରି SL -3 ରେ ଫାଇନାଲରେ ପହଞ୍ଚିଥିଲେ।

sura rout
‘କ’ଣ ଦୁର୍ନୀତିକୁ ଚେକ୍ ହେଉଛି?’

‘କ’ଣ ଦୁର୍ନୀତିକୁ ଚେକ୍ ହେଉଛି? କି ଚେକ୍ ହେଉଛି ଓଡ଼ିଶାରେ?’ OSSC ପ୍ରସଙ୍ଗରେ ତଦନ୍ତ କରିବାକୁ କହୁଛନ୍ତି କଂଗ୍ରେସ ବିଧାୟକ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Saturday, 04 September 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪

Flood Siatution
ପାଣିରେ ବୁଡି ମେଡିକାଲ୍ ପହଞ୍ଚିଲେ ଗର୍ଭବତୀ

ବନ୍ୟା ବିପତ୍ତି ସମୟରେ ସ୍ଥାନୀୟ ସ୍ୱାସ୍ଥ୍ୟ ବ୍ୟବସ୍ଥା ଠପ୍‌ ହୋଇଯିବାରୁ ରୋଗୀ ତଥା ଗର୍ଭବତୀଙ୍କ ଜୀବନ ପ୍ରତି ବିପଦ ଦେଖାଯାଇଛି। ଆଶ୍ଚର୍ଯ୍ୟର ବିଷୟ ଏହିକି ଯେ ଡାକ୍ତରଖାନାରେ ଷ୍ଟ୍ରେଚର କିମ୍ବା ଅନ୍ୟାନ୍ୟ ସୁବିଧା ନଥିବା କାରଣରୁ ମମତା ନିଜ ଜୀବନକୁ ପାଣି ଛଡାଇ ୨୦୦ ମିଟର୍ ପାଣିରେ ବୁଡି ଡାକ୍ତରଖାନା ଆସିଥିଲେ।

Executive Engineer
ବିଦ୍ୟୁତ ନିର୍ବାହୀ ଯନ୍ତ୍ରୀଙ୍କୁ ବିଜେପି ନେତାଙ୍କ ମାଡ଼ ଅଭିଯୋଗ 

ବିଦ୍ୟୁତ ବିଲ ଅହେତୁକ ଆସୁଥିବା ନେଇ ଅସନ୍ତୋଷ ପ୍ରକାଶ କରିଥିଲେ ଲୋକେ। ତେବେ ଅଭିଯୋଗକୁ ବିଭାଗୀୟ ଅଧିକାରୀ କର୍ଣ୍ଣପାତ କରିନଥିବାବେଳେ ବିଜେପି ନେତା ଗୌତମ ସାମନ୍ତରାୟଙ୍କ ସମେତ ଦଳୀୟକର୍ମୀ କାଯର୍ୟାଳୟରେ ପହଞ୍ଚି କାର୍ଯ୍ୟାଳୟରେ ତାଲା ପକେଇଥିବା ଅଭିଯୋଗ ହୋଇଛି। 

Odisha Assembly
କଂଗ୍ରେସ ଓ ବିଜେଡି ମଧ୍ୟରେ ହୋଇଛି ଫିକ୍ସିଂ: ବିଜେପି

ମୋହନ ମାଝୀ କହିଛନ୍ତି, ମାହାଙ୍ଗା ମର୍ଡର ଓ ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଆଲୋଚନା ହୋଇଥିଲେ ସରକାର ଅଡୁଆରେ ପଡ଼ିଥାନ୍ତେ। ତେଣୁ କଂଗ୍ରେସ ଷ୍ଟାଫ୍ ସିଲେକ୍ସନ ପ୍ରସଙ୍ଗ ଉଠାଇ ସରକାରଙ୍କ ସହଯୋଗରେ ହାଉସ୍ ବନ୍ଦ କରିଛି। ସରକାରଙ୍କୁ ଘଣ୍ଟ ଘୋଡ଼ାଇବାକୁ ବାଚସ୍ପତି ପକ୍ଷପାତିତା କରିଥିବା ଅଭିଯୋଗ କରିଛନ୍ତି ମୋହନ ମାଝୀ।

Farmer Suicide
ମରୁଡି ହେଲା କି କାଳ! ଚାଷ କ୍ଷତି ସହି ନପାରି ଜୀବନ ହାରିଲେ ଚାଷୀ

ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ବର୍ଷା ଅଭାବ ଜନିତ ଚାଷ କ୍ଷତି ପାଇଁ ବିଷ ପିଇଥିବା ନେଇ ମୃତ ଚାଷୀଙ୍କ ପୁଅ କହିଛନ୍ତି।  

Avani Lekhra
ସ୍ୱର୍ଣ୍ଣ ପରେ ଭାରତକୁ ବ୍ରୋଞ୍ଚ୍‌ ଦେଲେ ଅବନୀ

ଇଭେଣ୍ଟରେ ୧୯ ବର୍ଷୀୟା ଅବନୀ ୪୪୫.୯ ସ୍କୋର ସହ ତୃତୀୟ ସ୍ଥାନରେ ରହି ଏହି ପଦକ ନିଜ ନାଁରେ କରିଛନ୍ତି। ଏହି ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ଚାଇନାର କୁଇପିଙ୍ଗ ଝାଙ୍ଗ। ସେ ଫାଇନାଲରେ ୪୫୭.୯ ସ୍କୋର ସହ ପ୍ରଥମ ସ୍ଥାନରେ ରହିଥିବା ବେଳେ ଜର୍ମାନୀର ନତାଶା ହିଲଟ୍ରପ୍...

Air Pollution
ଓଡ଼ିଶାରେ ବାୟୁ ପ୍ରଦୂଷଣର ଉତ୍କଟ ସ୍ଥିତି: ଲୋକଙ୍କ ଆୟୁକାଳ ୫ ବର୍ଷ କମିଯିବ !

ଆୟୁକାଳର ପାଖାପାଖି ୧୯୪୫ ଦିନ(୫ ବର୍ଷ ୪ମାସ) ପୂର୍ବରୁ ଜୀବନ ସରିଯିବ ଅର୍ଥାତ୍ ଜୀବନ ଥାଉ ଥାଉ ଆମେ ମୃତ୍ୟୁକୁ ନିମନ୍ତ୍ରଣ କରିବା। କ୍ୱାଲିଟି ଲାଇଫ୍‌ ଇଣ୍ଡେକ୍ସକୁ ନେଇ ଏଭଳି ଚାଞ୍ଚଲ୍ୟକର ରିପୋର୍ଟ ଦେଇଛି ଆମେରିକାର ଚିକାଗୋ ବିଶ୍ୱବିଦୟାଳୟ।

Manas Das
ବିଳାସପୂର୍ଣ୍ଣ ଜୀବନରେ ପୂର୍ଣ୍ଣଚ୍ଛେଦ, ଜେଲର ଚାରି କାନ୍ଥରେ ବିତିଲା ଗୁରୁଜୀଙ୍କ ରାତି

ବହୁଚର୍ଚ୍ଚିତ ମାନବବାଦ ସଂଗଠନ ମୁଖ୍ୟ ମାନସ ଦାସଙ୍କୁ ଗୁରୁବାର ଗିରଫ କରିଥିଲା ଖୋର୍ଦ୍ଧା ପୋଲିସ। ଗିରଫ ପରେ ମାନବବାଦ ସଂଗଠନର ମୁଖ୍ୟ ମାନସ ଦାସ ଓ ତାଙ୍କ ପୁଅ ମନୋରଞ୍ଜନ ଦାସଙ୍କୁ ଖୋର୍ଦ୍ଧା ଏସଡିଜେଏମ୍ କୋର୍ଟରେ ହାଜର କରାଯାଇଥିଲା। ସେଠାରୁ ବାପପୁଅଙ୍କୁ ଖୋର୍ଦ୍ଧା ସବଜେଲ ପଠାଇ ଦିଆଯାଇଛି।

Covid Hospital
କରୋନାରେ ବାଲେଶ୍ୱରର ୬ ବର୍ଷର ଶିଶୁକନ୍ୟା ମୃତ

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା କମିଛି। ଗତକାଲି ରାଜ୍ୟରେ ଆଉ ୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ରିପୋର୍ଟ ଦେଇଥିଲା।

Bidyabharati panda
୬ ଘଣ୍ଟାରେ ବିଦ୍ୟାଭାରତୀଙ୍କୁ ୭୦ ପ୍ରଶ୍ନ ପଚାରିଲା କ୍ରାଇମବ୍ରାଞ୍ଚ

ଏହି ଟିମ୍ ଦିନ ୨ଟାରୁ ଜେରା ଆରମ୍ଭ କରିଥିଲା। ସୌମ୍ୟଙ୍କ ଦେହରେ ନିଆଁ କେମିତି ଲାଗିଲା, ସ୍ୱାମୀ ସ୍ତ୍ରୀଙ୍କ ସମ୍ପର୍କ କାହିକି ଭଲ ନଥିଲା, ସୌମ୍ୟଙ୍କ ମୃତ୍ୟୁ ପୂର୍ବରୁ ଏଗ୍ରିମେଣ୍ଟ କାହିଁକି କରାଯାଇଥିଲା, କେଉଁ କାରଣ ପାଇଁ ଝଗଡ଼ା କରି ବିଦ୍ୟାଭାରତୀ ଡିଏଫଓଙ୍କ ଘରକୁ ପଳାଇଥିଲେ ଆଦି ଅନେକ ପ୍ରଶ୍ନ ତାଙ୍କୁ...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।