ପୂର୍ବରୁ ୟୁକେ, ୟୁରୋପ ସମେତ ମଧ୍ୟପ୍ରାଚ୍ୟ ଦେଶଗୁଡ଼ିକରୁ ଆସୁଥିବା ଯାତ୍ରୀଙ୍କ ପାଇଁ ଏହି ନିୟମ ଲାଗୁ କରାଯାଇଥିଲା। ଏବେ ଦକ୍ଷିଣ ଆଫ୍ରିକା, ବାଂଲାଦେଶ, ଚୀନ୍, ମରିଶଶ, ନ୍ୟୁଜିଲାଣ୍ଡ ଏବଂ ଜିମ୍ବାେଓ୍ବରୁ ଆସୁଥିବା ଯାତ୍ରୀଙ୍କ ପାଇଁ ନିୟମ ଲାଗୁ ପାଇଁ ସମସ୍ତ ରାଜ୍ୟକୁ ଚିଠି ଲେଖିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ।
ଟୋକିଓ ଅଲିମ୍ପିକସ ଚାଲିଥିବା ବେଳେ ଦୂତି ଚାନ୍ଦଙ୍କ ଚରିତ୍ର ଓ ଫଳାଫଳକୁ ନେଇ ୱେବ ଚାନେଲମାନେ ବିଭିନ୍ନ ପ୍ରକାର ଖବର ପ୍ରସାରଣ କରି ତାଙ୍କୁ ମାନସିକ ସ୍ତରରେ ଆଘାତ ଦେଇଛନ୍ତି ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଦୁତି ଚାନ୍ଦ ଅଭିଯୋଗ କରିଛନ୍ତି। ସମ୍ମାନରେ ଆଞ୍ଚ ଆସିଛି, ଖେଳରେ ପ୍ରଭାବିତ...
କେବଳ ଡିଜିଟାଲ ମୋଡରେ ଅନଲାଇନ୍ ପାଠପଢାକୁ ବିକଳ୍ପ ଭାବେ ନେଇ ମୋବାଇଲ ଓ କମ୍ପ୍ୟୁଟରକୁ ଛାତ୍ରଛାତ୍ରୀ ଆପଣାଇଛନ୍ତି। ତେବେ ଏହି ବ୍ୟବସ୍ଥାରେ ଶୀଘ୍ର ପୂର୍ଣ୍ଣଚ୍ଛେଦ ପଡିବା ଚାହୁଁଛନ୍ତି ଉଭୟ ପିଲା ଓ ଅଭିଭାବକ। ତେବେ ତୃତୀୟ ଲହର ଆଶଙ୍କା ମନରେ ଭୟ ବି ସୃଷ୍ଟି କରୁଛି।
ହତ୍ୟା ସ୍ଥଳରେ ନଥିଲେ ବି ପରୋକ୍ଷରେ ମାନସ ଅପରାଧ ଘଟାଇଥିଲେ। ମାନସଙ୍କ ନାଁରେ ଅପହରଣ, ହତ୍ୟା, ପୋଡ଼ି ପ୍ରମାଣ ନଷ୍ଟ ଦଫା ଲାଗିଛି। ମାନସଙ୍କ ନାଁରେ ଆଉ ଯାହା ଅଭିଯୋଗ ଅଛି, ତଦନ୍ତ ଚାଲିଛି ବୋଲି IG କହିଛନ୍ତି। ମାନସ ଦାସଙ୍କ ନାଁରେ ସଂଗୀନ ଦଫା ପୋଲିସ ଲଗାଇଛି।
ଗତକାଲି ସୌମ୍ୟଙ୍କ ପୈତୃକ ଘରକୁ ଯାଇ ତାଙ୍କ ପରିବାରକୁ କ୍ରାଇମବ୍ରାଞ୍ଚ ପଚରା ଉଚରା କରିଛି। ସୌମ୍ୟଙ୍କ ମୃତ୍ୟୁ ପ୍ରାୟ ଦେଢ଼ ମାସ ପରେ ମଧ୍ୟ ସସପେନ୍ସରେ ରହିଛି। ସୌମ୍ୟଙ୍କ ମୃତ୍ୟୁର ରହସ୍ୟ ଫିଟି ପାରିନି। ଆଗରୁ ଡିଏଫ୍ଓ ସଂଗ୍ରାମ ବେହେରାଙ୍କୁ ମଧ୍ୟ କ୍ରାଇମବ୍ରାଞ୍ଚ ଜେରା କରିଛି।
ବିଶ୍ୱସ୍ତ ସୂତ୍ରରୁ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ସୂଚନା ମିଳିଥିବାବେଳେ ଚଳିତ ଅଧିବେଶନରେ ବି ଏ ସମ୍ପର୍କିତ ବିଲ୍ ଆସିବା ଅନୁମାନ କରାଯାଉଛି। ଏସବୁ ଆଇନ୍ ବିଧାନସଭାରେ ପାରିତ ହେଲା ପରେ ସଂରକ୍ଷଣ ସୀମା ୫୦ ପ୍ରତିଶତ ଭିତରେ ରହିବ।
ଆଫଗାନ୍ ଆର୍ମି ଛା଼ଡ଼ି ତାଲିବାନରେ ମିଶିବା ପରେ, କେବଳ ଭଲ ଇଂରାଜୀ କହିପାରୁଥିବାରୁ ତାଙ୍କୁ ୧୯୯୬ ତାଲିବାନ ଶାସନ ବେଳେ ଉପ-ବୈଦେଶିକ ମନ୍ତ୍ରୀ ଭଳି ଗୁରୁତ୍ୱପୂର୍ଣ୍ଣ ପଦପଦବୀ ମିଳିଥିଲା। ତାଲିବାନ ଆଫଗାନିସ୍ତାନ କବ୍ଜା କରିବା ପରେ ସଂଗଠନର ଜଣେ ପ୍ରମୁଖ ଚେହେରା ଭାବେ ସାମ୍ନାକୁ ଆସିଛନ୍ତି ଷ୍ଟାନିକଜାଇ।
ମୃତ ରାଜୁର ପିତାଙ୍କ କହିବା ଅନୁଯାୟୀ ରାତି ଗୋଟାଏ ବେଳେ ତାଙ୍କ ପୁଅର ମୋବାଇଲ୍ ଫୋନରୁ ତାଙ୍କୁ କଲ୍ ଯାଇଥିଲା। ପୁଅ କହିଥିଲା ଯେ କିଛି ଲୋକ ତାକୁ ମରାପିଟା କରୁଛନ୍ତି, ତିରିଶି ହଜାର ଟଙ୍କା ଦେଲେ ଛାଡିବେ ବୋଲି କହିବା ପରେ ଫୋନ କଟି ଯାଇଥିଲା। ସେ...
ତେବେ ଏଠି ପ୍ରଶ୍ନ-ବ୍ୟାଙ୍କରେ ଲୁଟେରା ଦୀର୍ଘ ସମୟ ଧରି ବସିରହିଥିଲେ ବି କେମିତି ତା ଉପରେ ସନ୍ଦେହ ହୋଇନଥିଲା ? କାହିଁକି ବ୍ୟାଙ୍କରେ ସୁରକ୍ଷା ଗାର୍ଡ ନଥିଲେ ? ଆଲାରାମ୍ ବ୍ୟବସ୍ଥା ଥାଇ ବି କାହିଁକି କର୍ମଚାରୀମାନେ ତାକୁ ବ୍ୟବହାର କରିନଥିଲେ ? ଗତକାଲିର ଘଟଣା ପରେ ଉଙ୍କି...
ସମ୍ପୃକ୍ତ ଯୁବକ ବିବାହିତ ବୋଲି ଯୁବତୀ ଜଣକ ଜାଣିବା ପରେ ସେଠାରୁ ଖସିଆସି ଥାନାରେ ଅଭିଯୋଗ କରିଥିଲେ। ଆକାଉଣ୍ଟରେ ଥିବା ଟଙ୍କାକୁ ଉକ୍ତ ଯୁବକ କୌଶଳ କରି ତାଙ୍କ ପତ୍ନୀଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରିଦେଇଥିଲା।
ସେପ୍ଟେମ୍ବର ଶେଷ ଯାଏ ଶନି, ରବି ଦର୍ଶନ ବନ୍ଦ ଘୋଷଣା ହୋଇଥିଲା। ସରକାର ସଟଡାଉନ ହଟାଇବା ପରେ ଶ୍ରୀମନ୍ଦିର ନିଷ୍ପତ୍ତିକୁ ଅପେକ୍ଷା କରାଯାଇଛି।ତେବେ ଗଣେଶ ପୂଜା ଦିନ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ପୂର୍ବ ଘୋଷଣା ଅନୁସାରେ ୧୦ରେ ଦର୍ଶନ ମନା କରାଯାଇଥିବା ନେଇ ଉନ୍ନୟନ ପ୍ରଶାସକ କହିଛନ୍ତି।
ବିଜେପି ଟିମ ପକ୍ଷରୁ ୪ଟିମ ଗ୍ରାଉଣ୍ଡ ଜିରୋକୁ ଯାଇ ସ୍ଥିତି ପରଖି ଆସିଛି। ରାଜ୍ୟରେ ଭୟଙ୍କର ମରୁଡ଼ି ସ୍ଥିତି ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି ବୋଲି କହିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ। ମୁଲତବି ପରେ ସ୍ୱାଭାବିକ ଭାବେ ଚାଲିଛି ବିଧାନସଭା ଗୃହକାର୍ଯ୍ୟ। ମରୁଡି ସ୍ଥିତି...
ଦିଲ୍ଲୀର ଶିକ୍ଷାମନ୍ତ୍ରୀ ମନିଷ ସିସୋଦିୟା କହିଛନ୍ତି ଯେ, ସେପ୍ଟେମ୍ବର ୧ରୁ ସ୍କୁଲ ଖୋଲିବା ପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି । ସ୍କୁଲ ଓ କଲେଜ ସହ ଖୋଲାଯାଉଥିବା ଅନ୍ୟ ସ୍ଥାନମାନଙ୍କ ପାଇଁ ବିଭିନ୍ନ SOP ମଧ୍ୟ ଜାରି କରାଯାଇଛି । କୌଣସି ଛାତ୍ରଛାତ୍ରୀଙ୍କୁ ସ୍କୁଲ ଆସିବା ପାଇଁ ବାଧ୍ୟ...
ଆଜିଠୁ ରାଜ୍ୟର ୧୨ଟି ଜିଲ୍ଲାରେ ହେବ ସେରୋ ସର୍ଭେ। ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାରେ ହେବ ସେରୋ ସର୍ଭେ। ଏହି ସର୍ଭେ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଚାଲିବ। ଏନେଇ ସଂପୃକ୍ତ ୧୨ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି...
ଜଣେ ସରକାରୀ କର୍ମଚାରୀ ହୋଇ ବି ସେ ଜାଣିନଥିଲେ, ଏହା ତାଙ୍କୁ ମହଙ୍ଗା ପଡିବ। ଏହି ପୋଷ୍ଟଟି ସୋସିଆଲ ମିଡିଆରେ ବିଜୁଳି ବେଗରେ ଭାଇରାଲ ହୋଇଥିଲା। ଫେସବୁକ ୟୁଜରମାନେ ଅନେକ ସମାଲୋଚନା କରିବା ସହ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ।
ଘଟଣାସ୍ଥଳରେ ଟିଟିଲାଗଡ ଉପଜିଲ୍ଲାପାଳ ଓ ପୋଲିସ ପହଞ୍ଚି ବୁଝାସୁଝା କରୁଛନ୍ତି। ପରୀକ୍ଷାର୍ଥୀଙ୍କୁ ବଲାଙ୍ଗିର ସ୍ଥିତ ପରୀକ୍ଷା କେନ୍ଦ୍ରକୁ ନିଆଯିବ କହିଲେ। ଜିଲ୍ଲା ପ୍ରଶାସନ ସ୍ୱତନ୍ତ୍ର ବସ୍ରେ ପରୀକ୍ଷାର୍ଥୀଙ୍କୁ ବଲାଙ୍ଗିର ନିଆଯିବ। ଦିନ ୧୨ଟାରୁ ପରୀକ୍ଷାର୍ଥୀଙ୍କୁ ପରୀକ୍ଷା ସୁଯୋଗ ଦିଆଯିବ ବୋଲି ଉପଜିଲ୍ଲାପାଳ ପ୍ରତିଶ୍ରୁତି ଦେଇଛନ୍ତି।
ଶନିବାର ସେମିଫାଇନାଲରେ ଭାବିନା ବିଶ୍ୱର ୩ ନମ୍ବର ମାନ୍ୟତା ପ୍ରାପ୍ତ ଖେଳାଳି ଚୀନ୍ର ମିଆଓ ଝାଙ୍ଗଙ୍କୁ ୩-୨ରେ ପରାସ୍ତ କରି ଫାଇନାଲରେ ପହଞ୍ଚିଥିଲେ। ଏହି ମ୍ୟାଚ୍ ବେଶ୍ ସଂଘର୍ଷପୂର୍ଣ୍ଣ ରହିଥିଲା। ଭାବିନାଙ୍କ ବ୍ୟାକହେଣ୍ଡ, ସ୍ପେନ୍ ଓ ଷ୍ଟ୍ରୋତ୍ର ଚତ୍ମକାର ଖେଳ ଆଜି ଦେଖିବାକୁ ମିଳିଛି।
ରାଜ୍ୟରେ ଏଯାବତ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୬ହଜାର ୫୦୩କୁ ବୃଦ୍ଧି ପାଇଛି। ଦିନକରେ ୯୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍ ଯୋଗେ କହିଛି ସୂଚନା ଓ ଲୋକସମ୍ପର୍କ ବିଭାଗ। ଗତକାଲି ମୋଟ୍ ୬୮, ୬୬୭ ଟେଷ୍ଟିଂ ହୋଇଛି ଓ ପଜିଟିଭିଟି ରେଟ୍ ୧.୨୩...
ଦୁର୍ବୃତ୍ତମାନେ ତାକୁ ହାଣି ମୁଣ୍ଡ ଓ ଗଣ୍ଡି ଅଲଗା କରିଦେଇଥିଲେ। ରକ୍ତର ହୋଲି ଖେଳିବା ପରେ ଦୁର୍ବୃତ୍ତମାନେ ସେଠାରୁ ଚମ୍ପଟ ମାରିଥିଲେ। ମାତ୍ର ହତ୍ୟାକାଣ୍ଡର କାରଣ ଜଣାପଡ଼ି ନଥିବା ବେଳେ ଜମିଜମା କିମ୍ୱା ପୂର୍ବଶତ୍ରୁତାରୁ ହାଣିଥିବା ଅନୁମାନ କରାଯାଉଛି। ଖବରପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ପୁଲିସ।
ଇକମୋ ଚିକିତ୍ସା ଆବଶ୍ୟକ ରୋଗ ଚୟନ ପାଇ ଏକ ଡ଼ାକ୍ତରୀ ଟିମ୍ ଗଠନ କରାଯାଇଛି। ଦିନକ ପୂର୍ବରୁ ଗତ ୨୭ ତାରିଖରେ ମୁଖ୍ୟମନ୍ତ୍ରୀ ଏସସିବି ମେଡିକାଲରେ ୯ଟି ଇକମୋ ମେସିନ୍ରେ ଉଦଘାଟନ କରିଥିଲେ।