ପୋଲ ଉପରେ ଯିବା ବେଳେ ନାବାଳକ ଜଣକ ଦୁଇ ପିଲର ମଧ୍ୟରେ ଖସିପଡିଥିଲା। ସ୍ଥାନୀୟ ଲୋକେ ଏହା ଦେଖିବା ପରେ ପ୍ରଶାସନକୁ ଖବର ଦେଇଥିଲେ।
ଦଣ୍ଡବିଧାନରୁ ରକ୍ଷା ପାଇବା ପାଇଁ ଯାନବାହାନ ମାଲିକମାନଙ୍କୁ ଶୀଘ୍ର HSRP ଲଗାଇବାକୁ ପରାମର୍ଶ ଦିଆଯାଇଛି।
ଏତେ ବଡ଼ ଟ୍ରାଜେଡି କେମିତି ହେଲା, ଏସବୁ ପ୍ରଶ୍ନର ଉତ୍ତର ଖୋଜୁଛି ତଦନ୍ତକାରୀ ସଂସ୍ଥା
ଶୁବମନ୍ ୧୫ଟି ଟେଷ୍ଟ ଖେଳିଥିବା ବେଳେ ଆଭରେଜ୍ ରନ୍ରେଟ୍ ୩୪.୨୩ ରହିଛି। ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ବିପକ୍ଷରେ ସର୍ବାଧିକ ୫ଟି ଲେଖାଏଁ ଚେଷ୍ଟ ମ୍ୟାଚ ଖେଳିଛନ୍ତି।
ଚାରି ଚକିଆ ଯାନରେ ଯାତ୍ରୀଙ୍କ ବସିବା ଲାଗି ରହିଛି ୪ଟି ସିଟ୍ । ଯାତ୍ରୀ ବସିବା ପରେ ଗନ୍ତବ୍ୟ ସ୍ଥାନରେ ପହଞ୍ଚାଇ ପାରୁଛି ଏହି ଜେଡ ପଟ୍ ।
ଏମାନେ ଚୋରି କରିବା ପୂର୍ବରୁ ଯୋଜନା କରନ୍ତି। ପ୍ରଥମେ ବାପା, ମା ଘର ଚାରିପାଖେ ବୁଲନ୍ତି, ଇସାରା ଦେବା ପରେ ଦୁଇ ପୁଅ ଘର ଭିତରେ ପ୍ରବେଶ କରି ଚୋରି କରନ୍ତି।
ଆଜି ଆହତଙ୍କ ଅବସ୍ଥା ବୁଝିବା ପାଇଁ କଟକ ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀା ଓଡ଼ିଶାରେ ଚିକିତ୍ସିତ ହେଉଥିବା ନିଜ ରାଜ୍ୟର ଆହତଙ୍କ ସମ୍ପର୍କରେ ପଚାରି ବୁଝିବୋ
ପୋଲିସ ତାଙ୍କୁ ଥାନାକୁ ଆଣି ପଚରାଉଚରା କରିବା ବେଳେ ସେମାନେ କିଭଳି ଅପହରଣ ନାଟକ ରଚିଥିଲେ, ତାହା ବ୍ଲକ୍ ଉପାଧ୍ୟକ୍ଷ ସ୍ୱୀକାର କରିଥିଲେ।
ଠିକ୍ ରାତି ୧୨ଟାରେ ଅପ୍ ଲାଇନରେ ଆଉ ଏକ ଟ୍ରେନ୍ ଗଡ଼ିବା ପରେ ମୁଣ୍ଡିଆ ମାରିବା ସହ ଉପସ୍ଥିତ ରେଳ ଅଧିକାରୀ, କର୍ମଚାରୀ ଓ ଶ୍ରମିକଙ୍କୁ ଧନ୍ୟବାଦ ଜଣାଇଥିଲେ ରେଳମନ୍ତ୍ରୀ।
କାନ୍ଥରୁ ଶୁଭ ବିବାହର ରଙ୍ଗ ଲିଭିନି ହେଲେ ସିନ୍ଥିରୁ ସିନ୍ଦୂର ଲିଭି ଯାଇଛି... ମାତ୍ର ଦିନ ୪ଟା ପରେ ସ୍ୱାମୀଙ୍କ ସହ ମିଶି ପ୍ରଥମ ବିବାହ ବାର୍ଷିକୀ ପାଳିଥାଆନ୍ତେ, ହେଲେ ଦଇବ ସହିଲାନି..
ଯେଉଁ ବି-ଏଇଟ୍ ବଗିକୁ ଯିବାକୁ ଏଜିକେଲ୍ ବାହାରିଥିଲେ, ତାହା ଆଜି ୧୦ ଫୁଟ୍ ତଳକୁ ଗଡ଼ି ଛିନଛତ୍ର। ଅନେକ ନିରୀହ ଯାତ୍ରୀଙ୍କ ମୃତ୍ୟୁର ସାଜିଛି ମୂକସାକ୍ଷୀ।
ଗତକାଲି ୧୦୮ କୁମ୍ଭ ଜଳରେ ସ୍ନାନ ପରେ ଜ୍ୱରରେ ଆକ୍ରାନ୍ତ ହୋଇଛନ୍ତି ବଡ଼ଠାକୁର ବଳଭଦ୍ର, ମହାପ୍ରଭୁ ଜଗନ୍ନାଥ ଓ ଭଉଣୀ ସୁଭଦ୍ରାଙ୍କ ସହ ଚକ୍ରରାଜ ସୁଦର୍ଶନ। ଉପଚାର ଲାଗି ଗୁପ୍ତ ସେବାରେ ଲାଗିଛନ୍ତି ଦଇତାପତି ସେବାୟକ।
ପୀଡିତ ପରିବାରର ପିଲାଙ୍କ ଉନ୍ନତ ଭବିଷ୍ୟତ ଆମ ସମସ୍ତଙ୍କ ଦାୟିତ୍ୱ ବୋଲି ଟ୍ୱିଟ୍ କରିଛନ୍ତି ଗୌତମ ଅଦାନୀ।
ପ୍ରବଳ ଖରା ଓ ଗୁଳୁଗୁଳି ସତ୍ତ୍ୱେ ଶ୍ରୀଜୀଉଙ୍କ ହାତୀବେଶ ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ ଥିଲା ନାହିଁ ନଥିବା ଉତ୍ସାହ।...ଭକ୍ତିଭାବରେ ଜଡ଼ସଡ଼ ଭକ୍ତ...କିଏ ଅତି ନିକଟରୁ ଶ୍ରୀଜୀଉଙ୍କ ଦର୍ଶନ କରୁଥିଲା ତ କିଏ ସ୍ନାନବେଦୀ ପାଖକୁ ଯାଇନପାରି ବଡ଼ଦାଣ୍ଡରୁ ବଡ଼ଠାକୁରଙ୍କୁ ବଢାଉଥିଲା ଭକ୍ତିର ଅର୍ଘ୍ୟ।...
ଠାକୁରଙ୍କ ମଙ୍ଗଳାର୍ପଣ ଆଜି ଭୋର ୩ଟା ୩୦ରୁ ହେବାର ଥିଲା। କିନ୍ତୁ କୌଣସି କାରଣରୁ ଏହା ଭୋର ୪ଟା ୪୦ ଅନୁଷ୍ଠିତ ହେବାରୁ ଏ ନୀତିରେ ୧ ଘଣ୍ଟା ୧୫ ମିନିଟ ବିଳମ୍ବ ହୋଇଥିଲା।
କାହାକୁ ବା ଶାନ୍ତ୍ୱନା ଦେବେ, କାହାକୁ ବା ସମବେଦନା ଜଣାଇବେ। ଏଇଠି ତ ବୋଲ ମାନୁନି ଲୁହ...
କେମିତି ଘଟିଲା ବାହାନଗା ଟ୍ରେନ୍ ଟ୍ରାଜେଡି ? କେଉଁ କାରଣ ପାଇଁ ଗଲା ଏତେ ଲୋକଙ୍କ ଜୀବନ ? କାହାର ଅବହେଳା ପାଇଁ ଏ ଅଘଟଣ ଘଟିଲାନି ତ ? ଏସବୁ ଘଣ୍ଟାଚକଟା ଭିତରେ ଆଜି ଆସିଛି ଉତ୍ତର ?