କାବୁଲ ଏୟାରପୋର୍ଟରେ ଖାଦ୍ୟ ଓ ପାଣି ଦାମ ଆକାଶଛୁଆଁ । ଏଠାରେ ଗୋଟିଏ ପାଣି ବୋତଲ କିଣିବାକୁ ହେଲେ ୪୦ ଡଲାର ଅର୍ଥାତ୍ ୩ ହଜାର ଟଙ୍କା ଏବଂ ଗୋଟିଏ ପ୍ଲେଟ ଭାତର କିଣିବାକୁ ହେଲେ ୧୦୦ ଡଲାର ଅର୍ଥାତ୍ ୭୫୦୦ ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ ।
ମାହାଙ୍ଗା ଡବଲ ମର୍ଡର ମାମଲାରେ ପୋଲିସ ଚାର୍ଜସିଟ୍ ପ୍ରସଙ୍ଗରେ ନୂଆ ମୋଡ଼ । ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ପ୍ରସଙ୍ଗରେ ସାନି ତଦନ୍ତ ନିର୍ଦ୍ଦେଶ ଦେଲେ କୋର୍ଟ । ମାହାଙ୍ଗା ଥାନା IICଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର JMFC କୋର୍ଟ । ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ...
ଟିକା ପାଇଁ ୪ ଦିନ ହେଲାଣି ରାତି ଅଧରୁ ଆସି ଧାଡିରେ ଠିଆ ହେଉଛନ୍ତି, ତଥାପି ନିରାଶ । ସପଟେ ଧାଡ଼ିରେ ନଥିବା ଲୋକଙ୍କୁ ଟିକା ନେବା ପାଇଁ ଟୋକନ ମିଳିଯାଉଥିବା ଅଭିଯୋଗ ।
ପ୍ରଥମେ ଏହି ଘରର କାନ୍ଥ ଓ ଛାତକୁ ଏଏସ୍ଆଇ ଏବଂ କୋର କମିଟି ସଦସ୍ୟଙ୍କ ସହ ହାଇକୋର୍ଟଙ୍କ ପ୍ରତିନିଧି ଲାଇଟ୍ ପକାଇ ଅନୁଧ୍ୟାନ କରିଥିଲେ। ଅଳନ୍ଧୁ ସଫା କରାଯିବା ପରେ କାନ୍ଥ ଓ ଛାତରେ ଥିବା ଫାଟ ପରିଷ୍କାର ଦେଖା ଯାଇଥିଲା। କାନ୍ଥର କେତେକ ସ୍ଥାନ ଓଦାଳିଆ ମଧ୍ୟ...
ଏଥିପାଇଁ ଯାହା ବ୍ୟବସ୍ଥା ଦରକାର ତାହା ବିଧାନସଭାରେ କରାଯିବ। ଏଥର ନିର୍ବାଚନରେ ପଞ୍ଚାୟତ ପୁନର୍ଗଠନ ହେବନାହିଁ ବୋଲି ସ୍ପଷ୍ଟ କରିଛନ୍ତି ମନ୍ତ୍ରୀ।ଏହାର ଜବାବରେ ବିଜେପିର ଭୃଗୁ ବକ୍ସିପାତ୍ର କହିଛନ୍ତି, ପଞ୍ଚାୟତ ନିର୍ବାଚନ ତ ତା' ସମୟରେ ହେବ।
ଏଣିକି ଶ୍ରୀମନ୍ଦିର ମରାମତି ପାଇଁ ୫ ବର୍ଷୀୟା ଯୋଜନା ହେବ। ୫ ବର୍ଷୀୟା ସଂରକ୍ଷଣ ନେଇ ASI ଠାରୁ ପ୍ଲାନ ଆହ୍ୱାନ କରାଯିବ। ସଂରକ୍ଷଣ ପ୍ରସଙ୍ଗରେ ASI- ମନ୍ଦିର ପ୍ରଶାସନ ମିଳିତ ନିଷ୍ପତ୍ତି ନେବେ। ସଂରକ୍ଷଣ ପାଇଁ ଅଧିକ ଅର୍ଥ ଦରକାର ପଡ଼ିଲେ ସରକାର ବହନ କରିବେ।
ସମ୍ଭାବ୍ୟ ତୃତୀୟ ଲହରୀ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି। ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କ ତରଫରୁ ଚିଠି।
ବିପୁଳ ପରିମାଣର ଗଞ୍ଜେଇ ସହ ହୋମଗାର୍ଡ୍ ଅଟକ। ହୋମଗାର୍ଡ୍ ସମେତ ୬ ଜଣଙ୍କୁ ଅଟକ ରଖିଛି ପୋଲିସ। ଜୟପୁର SDPO ଙ୍କ ନେତୃତ୍ୱରେ ସଦର ପୋଲିସର ଚଢାଉ।
ପାରିବାରିକ ଅଦାଲତରେ ବିଚାର ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ବିବାହ ବିଚ୍ଛେଦ ମାମଲାର ଚୂଡ଼ାନ୍ତ ଶୁଣାଣି ପାଇଁ ଆବେଦନ କରିଥିଲେ ଅନୁଭବ। ଚୂଡ଼ାନ୍ତ ଶୁଣାଣି ନେଇ ସମୟ ନିର୍ଦ୍ଧାରଣ କରିବାକୁ ଅନୁଭବଙ୍କ ଆବେଦନ।
ଆତଙ୍କବାଦୀଙ୍କ ଟାର୍ଗେଟରେ ଆଫଗାନିସ୍ତାନ ରାଜଧାନୀ କାବୁଲ ଏୟାରପୋର୍ଟ। ଯେକୌଣସି ମୁହୂର୍ତ୍ତରେ କାବୁଲ ସ୍ଥିତ ହମିଦ କର୍ଜାଇ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଆତଙ୍କବାଦୀମାନେ ଆକ୍ରମଣ କରିପାରନ୍ତି।
ଆଜିଠୁ ଚତୁର୍ଥ ପର୍ଯ୍ୟାୟ ଜେଇଇ ମେନ୍। ଦେଶର ୩୩୪ ସହର ରେ ପରୀକ୍ଷା ଅନୁଷ୍ଠିତ ହେବ ବୋଲି NTA ପକ୍ଷରୁ ସୂଚନା।
ଏଥିପାଇଁ ୨୦୨୨ ମାର୍ଚ୍ଚ ପର୍ଯ୍ୟନ୍ତ ପ୍ରସ୍ତୁତ ରହିବାକୁ ଚିଠିରେ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି। ଏମର୍ଜେନ୍ସି କୋଭିଡ୍ ରେସ୍ପନ୍ସ ପ୍ଲାନ୍ ୨୦୨୧-୨୨ ଅନୁସାରେ କୋଭିଡ୍ ମୁକାବିଲା ପାଇଁ ଭିତ୍ତିଭୂମି ପ୍ରସ୍ତୁତ କରିବାକୁ କୁହାଯାଇଛି।୨୪୫ଟି ସିଏସ୍ସି ୫୫୧ଟି ପିଏଚ୍ସିରେ କୋଭିଡ୍ କେୟାର ସେଣ୍ଟର ପାଇଁ ୧୩୯ କୋଟି ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖାଯାଇଛି।
ପ୍ରାଣୀ ଡାକ୍ତର ଟିମ ଛେଳି, ମେଣ୍ଢା, ଗାଇ, ବଳଦଙ୍କୁ ଚିକିତ୍ସା କରୁଛନ୍ତି। ବର୍ଷା ଦିନରେ କିପରି ଗୃହପାଳିତ ପଶୁଙ୍କୁ ସୁରକ୍ଷା ଦିଆଯାଇପାରିବ। ସେଥିପାଇଁ ପ୍ରାଣୀ ଚିକିତ୍ସା ଶିବିର ବି ଆୟୋଜନ କରାଯାଉଛି। ୪ଶହ ପଶୁଙ୍କ ଔଷଧ ଦିଆଯାଇଥିବା ବେଳେ ୩ଶହ ଗାଇଙ୍କୁ ଟୀକାକରଣ କରାଯାଇଛି।
ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪ ହଜାର ୫୯କୁ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟାରେ ୭୧,୨୩୧ ଟେଷ୍ଟ କରାଯାଇଛି।ପଜିଟିଭିଟି ରେଟ୍ ୧.୧୯ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସୂଚନା ଓ ଲୋକସମ୍ପର୍କ ବିଭାଗ।
୧୨ରୁ ୨୩ ତାରିଖ ପର୍ଯ୍ୟନ୍ତ ୧୦ ଦିନ ଧରି ଏହି ଓନମ ପର୍ବ ପାଳିତ ହୋଇଥିଲା। ଏହି ପର୍ବ ପରେ ହଠାତ କୋଭିଡ୍ ସଂକ୍ରମଣ ବଢିଯାଇଛି। ଗତ ମେ ୨୦ରେ ରାଜ୍ୟରେ ୩୦ ହଜାର ଉପରେ ଥିଲା ଦୈନିକ ସଂକ୍ରମଣ। ତେବେ ଆଜି ସଂକ୍ରମଣ ଏହାକୁ ମଧ୍ୟ ଟପିଯାଇଛି।
ଜାତୀୟ ମନିଟାଇଜେସନ୍ ପାଇପ୍ଲାଇନ୍ରେ ୧୨ଟି ମନ୍ତ୍ରଣାଳୟର ୨୦ରୁ ଅଧିକ ପ୍ରକାର ସଂପତ୍ତିକୁ ସାମିଲ ପାଇଁ ଯୋଜନା ରଖାଯାଇଛି। ୨୦୨୨ରୁ ୨୦୨୫ ମଧ୍ୟରେ କେନ୍ଦ୍ର ସରକାର ଏହି ସବୁ ପ୍ରକଳ୍ପକୁ PPP ମୋଡ୍ରେ ଚଳାଇ ୬ ଲକ୍ଷ କୋଟି ଆୟ ପାଇଁ ଲକ୍ଷ୍ୟ ରଖିଛନ୍ତି। ଯୋଜନାରେ ସଡ଼କ, ରେଳ ଓ ବିଦ୍ୟୁତ୍ ଶକ୍ତି କ୍ଷେତ୍ରକୁ...
ସନ୍ଧ୍ୟା ଆରମ୍ଭ ହେଉ ହେଉ ପାର୍କରେ ଡେରା ପକାଉଛନ୍ତି ମାଳ ମାଳ ବିଜେଡି ନେତା, ମନ୍ତ୍ରୀ ଓ ତାଙ୍କ ସମର୍ଥକ। ଏମାନେ ସବୁ କୁଆଡ଼େ ଗଂଜାମ ଜିଲ୍ଲାରେ ସ୍ମାର୍ଟ ସ୍କୁଲ କାର୍ଯ୍ୟକ୍ରମକୁ କିପରି ନିଜ ଜିଲ୍ଲାରେ କାର୍ଯ୍ୟକାରୀ କରିବେ ତାକୁ ଦେଖିବାକୁ ଆସୁଛନ୍ତି। ୩୦ ତାରିଖ ଭିତରେ ୧୦୮ ବିଧାୟକ ଆସିବା...
ଗାଁ ମଶାଣୀରେ ରଏବାରୀଙ୍କ ଚିତା ଜଳିବା ପରେ ଅନେକ ଲୋକେ ସ୍ନାନ କରି ଘରକୁ ଫେରିଥିଲେ। କିନ୍ତୁ ତାଙ୍କ ସ୍ୱାମୀ ନୀଳମଣି ଓ ଅନ୍ୟ କିଛି ଲୋକେ ସମସ୍ତଙ୍କ ପଛରେ ସ୍ନାନ କରି ଆସୁଥିଲେ। ଠିକ୍ ସେହି ସମୟରେ ନୀଳମଣି ଦୌଡ଼ି ଯାଇ ଜଳୁଥିବା ତାଙ୍କ ସ୍ତ୍ରୀଙ୍କ ଚିତାରେ ଡେଇଁ ପଡ଼ିଥିଲେ...
ପାଟିତୁଣ୍ଡ ବଢିବା ପରେ ଉତ୍ତ୍ୟକ୍ତ ସୁଶାନ୍ତ ଏକ ଭୁଜାଲି ଆଣି ଦାଦା ରବିନ୍ଦ୍ରକୁ ଆକ୍ରମଣ କରିଥିଲା। ରବିନ୍ଦ୍ରର ସାତ ବର୍ଷର ଝିଅ ସନ୍ଧ୍ୟା ସାମ୍ନାକୁ ଆସିବା ପରେ ସୁଶାନ୍ତ ସାତ ବର୍ଷର ଭଉଣୀକୁ ମଧ୍ୟ ହାଣି ଦେଇଥିଲା। ଏଥିରେ ଝିଅର ହାତ କଟିବା ସହ ସେ ମଧ୍ୟ ତଳେ ପଡିଯାଇଥିଲା।
ବାବା ବିଜୟାନନ୍ଦ ମହାରାଜ ଏକ ଓଡ଼ିଆ ଚଳଚ୍ଚିତ୍ରର ମହୁରତ ବେଳେ ନଜର ଆସିବା ପରେ ସେହି ସିନେମାରେ ସେ ଟଙ୍କା ନିବେଶ କରିଛନ୍ତି ନା ନାହିଁ ତାର ତଦନ୍ତ ମଧ୍ୟ କରିବ ଇଓଡବ୍ଲୁ। ଆବଶ୍ୟକ ପଡ଼ିଲେ ବାବା ବିଜୟାନନ୍ଦ ମହାରାଜଙ୍କୁ ଇଓଡବ୍ଲୁ ରିମାଣ୍ଡରେ ଆଣି ଜେରା କରିବ ବୋଲି ଜଣାପଡ଼ିଛି।