ଜନ ଆଶୀର୍ବାଦ ଯାତ୍ରା ସମୟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ ନାରାୟଣ ରାଣେ। ଏହାକୁ ନେଇ ଶିବସେନା ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ୩୬ଟି ଏଫଆଇଆର ରୁଜୁ ହୋଇଥିଲା। ଏହା ପରେ ନାସିକ ପୁଲିସ ଅପରାଧ ଶାଖା ଦ୍ୱାରା ଗିରଫ କରାଯାଇଥିଲା।
ସରକାରଙ୍କ ଆଖି ଆଢୁଆଳରେ ରହିଯାଇଛି ଏମାନଙ୍କ ସଫଳତା ୧୨ ଜଣ ପାରା ଆଥଲେଟ୍ ଆନ୍ତର୍ଜାତୀୟ ଓ ୨୧ ଜଣ ଜାତୀୟସ୍ତରରେ ପଦକ ଜିତିଥିଲେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣକି ବି ଏଯାଏଁ ଚାକିରି ଦେଇନାହାନ୍ତି। ରାଜ୍ୟ ସରକାର ପ୍ରତିବାଦ ସ୍ୱରୂପ ଓଡ଼ିଶା ପାରା ପ୍ଲେୟାର୍ସ ଫୋରମ ଜାତୀୟ କ୍ରୀଡା...
କୋରାପୁଟ କଳିର ମଞ୍ଜି କଂଗ୍ରେସ ସାଂସଦ ସପ୍ତଗିରି ଉଲାକାଙ୍କ ପ୍ରେସ୍ମିଟ୍ରୁ ପଡିଥିଲା। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗସ୍ତକୁ ନେଇ ଗତ ୧୮ ତାରିଖରେ ଉଲାକା ଜିଲ୍ଲାର ପୂର୍ବତନ ବିଧାୟକମାନଙ୍କ ସହ ଏକ ବୈଠକ କରିଥିଲେ। ଯେଉଁଥିରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଡକାଯାଇନଥିଲା କିନ୍ତୁ ତାରାଙ୍କ ପତ୍ନୀ ତଥା କୋରାପୁଟ ଜିଲ୍ଲା...
ଚଢ଼ଉ ସମୟରେ ବିଏମ୍ସି ସ୍ୱାସ୍ଥ୍ୟ ଅଧିକାରୀ ସ୍ପଷ୍ଟ ଭାବେ କହିଛନ୍ତି- ଏହା ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡ ଅଫ୍-୨୦୦୬- ସେକ୍ସନ ୨୩ର ଖୋଲାଖୋଲି ଉଲ୍ଲଂଘନ। ଯେକୌଣସି ଖାଦ୍ୟ ସାମଗ୍ରୀ ୭ ଦିନରୁ ୩ ମାସ ଭିତରେ ବିକ୍ରୀ ପାଇଁ ଉଦ୍ଦିଷ୍ଟ ଥିଲେ, ପ୍ୟାକିଂରେ ମ୍ୟାନୁଫାକ୍ଚରିଂ ଓ ଏକ୍ସପାୟାରୀ ଡେଟ୍ ରହିବା...
ସାରା ଦେଶରେ ଜାତିଭିତ୍ତିକ ଜନଗଣନାକୁ ବିଜେପି ସହଯୋଗ ଦଳମାନେ ମଧ୍ୟ ସମର୍ଥନ କରୁଛନ୍ତି ମାତ୍ର ଓଡ଼ିଶା ବିଜେପି ନେତାମାନେ ଏ ପ୍ରସଙ୍ଗରେ ଚୁପ୍ ରହିବା ପଛୁଆ ବର୍ଗଙ୍କ ପ୍ରତି ସେମାନଙ୍କ ମନୋଭାବକୁ ପ୍ରଦର୍ଶନ କରୁଛି ବୋଲି ବିଜେଡି ଅଭିଯୋଗ କରିଛି। ପଛୁଆ ବର୍ଗଙ୍କୁ ନ୍ୟାୟ ନ ମିଳିବା ଯାଏଁ ପଲ୍ଲୀରୁ ଦିଲ୍ଲୀ...
କରୋନା ବେଳେ ଘରକୁ ଯାଇଥିବା ଛାତ୍ରଙ୍କ ସହ ବିଦ୍ୟାଳୟ କର୍ତ୍ତୃପକ୍ଷ ଯୋଗାଯୋଗ ରଖିବା କଥା ତାସତ୍ତ୍ୱେ ପିଲା ମାନେ ଚିଙ୍ଗୁଡ଼ି ଫାର୍ମରେ କାମ କରିବାକୁ କିପରି ଗଲେ ? ପିଲାଙ୍କ ମୃତ୍ୟୁ ପରେ କୌଣସି କାର୍ଯ୍ୟାନୁଷ୍ଠାନ ହୋଇନାହିଁ। ରାଜ୍ୟରେ ଶିଶୁ ଶ୍ରମିକ ଚାଲାଣ ପଛରେ ଏକ ରାକେଟ୍ ସକ୍ରିୟ ରହିଛି, ତାହା...
କରୋନା ପାଇଁ ଏଥର ମାଟ୍ରିକ ପରୀକ୍ଷା ହୋଇପାରିନଥିଲା। ସେଥିପାଇଁ ଏକ ନିର୍ଦ୍ଦିଷ୍ଟ ପଦ୍ଧତିରେ ପିଲାଙ୍କୁ ମାର୍କ ଦେଇ ଯାଇ ବାହାର କରାଯାଇଥିଲା ରେଜଲ୍ଟ କିନ୍ତୁ ସେଥିରେ ଅନେକ ପିଲା ଅସନ୍ତୋଷ ପ୍ରକାଶ କରିଥିବାରୁ ସେମାନଙ୍କ ପାଇଁ ପରୀକ୍ଷାର ବ୍ୟବସ୍ଥା କରାଯାଇଥିଲା।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
ସମୟ ଅବଧି ଶେଷ ହେଲେ ଉକ୍ତ ସଂପତ୍ତି ପୁଣି ସରକାରଙ୍କ ଅଧିନକୁ ଫେରି ଆସିବ। ବିଶେଷକରି ବିମାନ ବନ୍ଦର, ରେଲେଓ୍ୱ ଓ କୋଇଲା ଉତ୍ତୋଳନ କ୍ଷେତ୍ର, ଯେଉଁଥିରେ କି ସରକାରଙ୍କ ପୁଞ୍ଜି ନିବେଶ ସତ୍ତ୍ୱେ ଏସବୁ ଅବ୍ୟବହୃତ କିମ୍ବା ଯଥାବିନିଯୋଗ ହୋଇପାରିନାହିଁ।
ରାଜ୍ୟ ବିଜେପି ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, ରାଜ୍ୟ ସରକାରଙ୍କ ଆଡଭୋକେଟ୍ ଜେନେରାଲ ଥାଉ ଥାଉ ନିଜେ ନଲଢି, କାହା ସ୍ୱାର୍ଥରେ ଦାମୀ ଓକିଲ ନିଯୁକ୍ତ କରିଥିଲେ, ତାର ଉତ୍ତର ରଖନ୍ତୁ। ଲେଖାଶ୍ରୀଙ୍କ ଅଭିଯୋଗ ନେଇ ବିଜେଡି କିମ୍ବା ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।
ତାଲିବାନ ଦ୍ୱାରା ସ୍ପଷ୍ଟ ହୋଇଛି ଯେ ଅଗଷ୍ଟ ୩୧ ସୁଦ୍ଧା ଆମେରିକା ସୈନ୍ୟ ପ୍ରତ୍ୟାହାର ନ କଲେ ଅସୁବିଧାର ସମ୍ମୁଖୀନ ହେବ। ବର୍ତ୍ତମାନ ସୁଧା ୬ହଜାର ଆମେରିକ ସୈନ୍ୟଙ୍କ ମଧ୍ୟରୁ ୧ହଜାର ସୈନ୍ୟ କାବୁଲରେ ଉପସ୍ଥିତ ଅଛନ୍ତି। ଏହାକୁ ନେଇ ବେଶ ଚିନ୍ତିତ ବାଇଡେନ୍।
ବସୁନ୍ଧରା ଜମି ଦୁର୍ନୀତି ସମ୍ପର୍କରେ ୬ ମାସ ତଳେ ଓଟିଭିରେ ଖବର ପ୍ରସାରିତ ହୋଇଥିଲା। ସେତେବେଳେ ସରକାରୀ ବାବୁଙ୍କ ଦୁର୍ନୀତିର ପର୍ଦାଫାଶ କରି ଓଟିଭି ସରକାରଙ୍କ ଦୃଷ୍ଟିକୁ ଆଣିଥିଲା। ଗତ ଫେବ୍ରୁଆରୀ ୧୮ରେ ଓଟିଭିରେ ପ୍ରସାରିତ ହୋଇଥିବା ଖବର, ଯେଉଁଥିରେ ଦୁର୍ନୀତିଗ୍ରସ୍ତ ଅଫିସର ଓ ଜମି ମାଫିଆଙ୍କ ସଲାସୁତୁରାରେ କିଭଳି ଏହି...
ଭେଣ୍ଟିଲେଟର୍ ଥିବା ୧ ଲକ୍ଷ ୨୦ ହଜାର ଆଇସିୟୁ ବେଡ୍, ୫ ଲକ୍ଷ ଅକସିଜେନ୍ ସୁବିଧା ବେଡ୍ ସହ ମୋଟ୍ ୭ ଲକ୍ଷ ନନ୍ ଆଇସିୟୁ ବେଡ୍ ଓ ୧୦ ଲକ୍ଷ କୋଭିଡ୍ ଆଇସୋଲେସନ୍ କେୟାର୍ ବେଡ୍ ଆବଶ୍ୟକ ହେବ। ଏପରି ସ୍ଥିତିରେ ଓଡ଼ିଶାରେ ଦୈନିକ ସଂକ୍ରମଣ ୧୪ ହଜାର...
ଓଡ଼ିଶା - ଆନ୍ଧ୍ର ସୀମାନ୍ତରେ ଥିବା ଇଚ୍ଛାପୁରମ ନିକଟରେ ଜଣେ ଆର୍ମି ଯବାନଙ୍କ ଅନ୍ତିମ ସଂସ୍କାରରେ ଯୋଗଦେଇଥିଲେ। ଏହାପରେ ଶ୍ରୀକାକୁଲମ ସହରର ଜିଲ୍ଲା ମୁଖ୍ୟାଳୟକୁ ଫେରୁଥିଲେ।
ACP ସତ୍ୟେନ୍ଦ୍ର କୁମାର ଶୁକ୍ଳ କହିବାନୁସାରେ ୪ଜଣକୁ ଗିରଫ ହେବା ସହ ୬ଜଣକୁ ଖୁବ ଶୀଘ୍ର ପୋଲିସ୍ ଗିରଫ କରାଯିବ ଏବଂ ସେମାନଙ୍କ ବିରୋଧରେ ଦେଶଦ୍ରୋହର ମାମଲା ରୁଜୁ ହୋଇଛି। ଏହି ଘଟଣାର କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଶିବରାଜ ସିହଂ କହିଛନ୍ତି।
ଜାଇଡସ୍ କାଡିଲା ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମିଳିଛି। ଜାଇଡସ୍ କାଡିଲାର ଜାଇକୋଭ୍-ଡି ଟିକାକୁ ଅନୁମତି ଦିଆଯାଇଛି।ଭାରତରେ ଜରୁରୀ ବ୍ୟବହାର ପାଇଁ ଡିସିଜିଆଇ ଅନୁମତି ଦେବା ସହ ଭାରତର ପ୍ରଥମ ଟିକା ଭାବେ ପିଲାଙ୍କୁ ଦିଆଯାଇପାରିବ ଜାଇକୋଭ୍-ଡି।ଛୋଟ ପିଲା ଏବଂ ୧୨ ବର୍ଷରୁ ଅଧିକ ବୟସ୍କଙ୍କୁ ଦିଆଯାଇପାରିବ ଏହି...
ପ୍ରତାପଚନ୍ଦ୍ର ଭଞ୍ଜଦେଓ ମୟୂରଭଞ୍ଜରେ ଶିକ୍ଷାର ବିକାଶ ଲାଗି ଏହି କୋଠାରେ ମହାରାଜା କୃଷ୍ଣଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ କଲେଜ ପ୍ରତିଷ୍ଠା କରିଥିଲେ। ସେବେଠାରୁ ଆଜିଯାଏ ଏହି କୋଠାରେ ଏମ୍ପିସି କଲେଜ ଚାଲିଛି। ହେଲେ କୋଠାଟି ଧିରେ ଧିରେ ନଷ୍ଟ ହେବାକୁ ବସିଲାଣି। ଏମିତି ସ୍ଥିତି ହୋଇଛି ଯେ, ସରକାରଙ୍କ ପକ୍ଷରୁ...
ସୌମ୍ୟ ମୃତ୍ୟୁ ଘଟଣା ସହିତ ଡିଏଫ୍ଓଙ୍କର କୌଣସି ସଂପୃକ୍ତି ନଥିବା ଜଣାପଡୁଛି। ସିଡିଆର୍ ଯାଞ୍ଚରୁ ଡିଏଫ୍ଓଙ୍କର ବିଦ୍ୟାଙ୍କ ସହ ସଂପୃକ୍ତି ନଥିବା ସ୍ପଷ୍ଟ ହୋଇଛି। ଅଧିକ ତଦନ୍ତ ପାଇଁ ପଡ଼ୋଶୀଙ୍କୁ ମଧ୍ୟ ପଚରାଉଚରା କରିଥିଲୁ। ଡିଏଫ୍ଓ, ବିଦ୍ୟାଙ୍କ ଘରକୁ ଆସୁଥିବା କେହି କହିନାହାନ୍ତି। କେବଳ ଘଟଣା ଦିନ ଡିଏଫ୍ଓ...
ଗରିବ ଲୋକଙ୍କୁ ଘର ଖଣ୍ଡିଏ ଯୋଗାଇ ଦେବାକୁ ଆରମ୍ଭ ହୋଇଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନା। ହେଲେ ରାୟଗଡା ପୌର ପରିଷଦ ଅଞ୍ଚଳରେ ଏହି ଯୋଜନା ଏବେ ପ୍ରହସନ ପାଲଟିଛି। ଗରିବ ବସ୍ତିବାସିନ୍ଦାଙ୍କ ପାଇଁ ପକ୍କା ଘରଟିଏ ହୋଇଛି ସାତସପନ। ବର୍ଷବର୍ଷ ଧରି ବାସହୀନ ଗରିବ ଲୋକ ଘର ଖଣ୍ଡିଏ...